Isaiah 34:9
ଆଉ ମଧ୍ଯ ତହିଁର ସୋର୍ତସବୁ ଝୁଣା ରେ ଓ ତହିଁର ଧୂଳି ଗନ୍ଧକରେ ପରିଣତ ହବେ। ସହେି ଭୂମି ପ୍ରଜ୍ବଳିତ ଝୁଣା ହବେ।
Isaiah 34:9 in Other Translations
King James Version (KJV)
And the streams thereof shall be turned into pitch, and the dust thereof into brimstone, and the land thereof shall become burning pitch.
American Standard Version (ASV)
And the streams of `Edom' shall be turned into pitch, and the dust thereof into brimstone, and the land thereof shall become burning pitch.
Bible in Basic English (BBE)
And its streams will be turned into boiling oil, and its dust into burning stone, and all the land will be on fire.
Darby English Bible (DBY)
And the torrents thereof shall be turned into pitch, and its dust into brimstone; yea, the land thereof shall become burning pitch:
World English Bible (WEB)
The streams of [Edom] shall be turned into pitch, and the dust of it into sulfur, and the land of it shall become burning pitch.
Young's Literal Translation (YLT)
And turned have been her streams to pitch, And her dust to brimstone, And her land hath become burning pitch.
| And the streams | וְנֶהֶפְכ֤וּ | wĕnehepkû | veh-neh-hef-HOO |
| turned be shall thereof | נְחָלֶ֙יהָ֙ | nĕḥālêhā | neh-ha-LAY-HA |
| into pitch, | לְזֶ֔פֶת | lĕzepet | leh-ZEH-fet |
| dust the and | וַעֲפָרָ֖הּ | waʿăpārāh | va-uh-fa-RA |
| thereof into brimstone, | לְגָפְרִ֑ית | lĕgoprît | leh-ɡofe-REET |
| land the and | וְהָיְתָ֣ה | wĕhāytâ | veh-hai-TA |
| thereof shall become | אַרְצָ֔הּ | ʾarṣāh | ar-TSA |
| burning | לְזֶ֖פֶת | lĕzepet | leh-ZEH-fet |
| pitch. | בֹּעֵרָֽה׃ | bōʿērâ | boh-ay-RA |
Cross Reference
Deuteronomy 29:23
ସଦାପ୍ରଭୁ ଆପଣା କୋର୍ଧ ଓ କୋପରେ ଯେଉଁ ସଦୋମ ଓ ହ ମାରୋ, ଅଦ୍ମା ଓ ସବୋଯିମ ନଗରମାନ ଉତ୍ପାଟନ କରିଥିଲେ, ତାହାପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ ଓ ଲବଣ ଓ ଦହନ ରେ ପରିପୂର୍ଣ୍ଣ ହାଇେଅଛି। ତହିଁରେ କିଛି ବକ୍ସ୍ଟଣାୟାଏ ନାହିଁ, କି ଫଳ ଉତ୍ପନ୍ନ ହକ୍ସ୍ଟଏ ନାହିଁ ଏବଂ ତହିଁରେ କୌଣସି ତୃଣ ବଢେ ନାହିଁ।
Psalm 11:6
ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି। ସହେି ଦୁଷ୍ଟ ଲୋକମାନେ ଶଷେରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ବଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।
Genesis 19:28
ସଦୋମ ଓ ହ ମାରୋ ଓ ପ୍ରାନ୍ତରସ୍ଥ ସମସ୍ତ ଅଞ୍ଚଳକୁ ଅନାନ୍ତେ ସହେି ଦେଶରୁ ଭାଟୀର ଧୂମତୁଲ୍ଯ ଧୂମ ଉଠିବାର ଦେଖିଲେ।
Job 18:15
ତା'ର ବାସଗୃହ ଶୂନ୍ଯ ହାଇଯେିବ। କାହିଁକି ? ତା'ର ଘର ଚାରିପାଖ ରେ ଜଳନ୍ତା ଗନ୍ଧକ ବିଞ୍ଚାୟିବ।
Luke 17:29
ଲୋଟ ନଗର ଛାଡି ଚାଲିୟିବା ସମୟ ପର୍ୟ୍ଯନ୍ତ ମଧ୍ଯ ଲୋକମାନେ ଏସବୁ କାମ କରୁଥିଲେ। ତା'ପରେ ସଠାେରେ ଆକାଶରୁ ଅଗ୍ନି ଓ ଗନ୍ଧକ ବର୍ଷା ହେଲା ଓ ତାହା ସମସ୍ତଙ୍କୁ ମାରି ଦଲୋ।
Jude 1:7
ସଦୋମ, ଗ ମାରେ ଓ ତା' ପାଖାପାଖି ଅନ୍ୟ ନଗରଗୁଡ଼ିକୁ ମନେ ପକାଅ। ସମାନେେ ଠିକ୍ ସହେି ସ୍ବର୍ଗଦୂତମାନଙ୍କ ପରି। ସହେି ନଗରଗୁଡ଼ିକ ବ୍ଯଭିଚାର ପାପ ଓ ଅସ୍ବାଭାବିକ କାମୁକତା ରେ ପରିପୂର୍ଣ୍ଣ ଥିଲା। ସମାନେେ ଅନନ୍ତ ଅଗ୍ନି ଦଣ୍ଡ ରେ ଦଣ୍ଡିତ ହେଲେ। ସମାନଙ୍କେର ଦଣ୍ଡ ଆମ୍ଭମାନଙ୍କ ଆଗ ରେ ଗୋଟିଏ ଉଦାହରଣ ସ୍ବରୂପ ରହିଛି।
Revelation 19:20
କିନ୍ତୁ ସହେି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ଯଦ୍ ବକ୍ତା ମଧ୍ଯ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ଯଦ୍ ବକ୍ତା ସହେି ପଶୁ ପାଇଁ ବହୁତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରିଥିଲା। ଏହି ପଶୁ, ୟିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସହେି ଭଣ୍ଡ ଭବିଷ୍ଯଦ୍ ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦ ରେ ଜୀବନ୍ତ ଫିଙ୍ଗି ଦିଆଗଲା।
Revelation 21:8
କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ବାସୀ, ଘୃଣାକାର୍ୟ୍ଯ, ନରହତ୍ଯା, ୟୌନଗତ ପାପ, ମନ୍ଦ କୁହୁକ କହନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ଯାବାଦୀ ସମାନେେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦ ରେ ସ୍ଥାନ ପାଇବେ। ଏହା ଦ୍ବିତୀୟ ମୃତ୍ଯୁ।