Isaiah 43:16 in Oriya

Oriya Oriya Bible Isaiah Isaiah 43 Isaiah 43:16

Isaiah 43:16
ସଦାପ୍ରଭୁ ସମୁଦ୍ର ରେ ପଥ ନିର୍ମାଣ କରିବେ। ଏପରିକି ତାଙ୍କ ଲୋକମାନଙ୍କ ପାଇଁ ଅଶାନ୍ତ ଜଳରାଶି ମଧିଅରେ ମାର୍ଗ ତିଆରି କରିବେ। ପୁଣି ସଦାପ୍ରଭୁ କୁହନ୍ତି,

Isaiah 43:15Isaiah 43Isaiah 43:17

Isaiah 43:16 in Other Translations

King James Version (KJV)
Thus saith the LORD, which maketh a way in the sea, and a path in the mighty waters;

American Standard Version (ASV)
Thus saith Jehovah, who maketh a way in the sea, and a path in the mighty waters;

Bible in Basic English (BBE)
This is the word of the Lord, who makes a way in the sea, and a road through the deep waters;

Darby English Bible (DBY)
Thus saith Jehovah, who maketh a way in the sea, and a path in the mighty waters,

World English Bible (WEB)
Thus says Yahweh, who makes a way in the sea, and a path in the mighty waters;

Young's Literal Translation (YLT)
Thus said Jehovah, Who is giving in the sea a way, And in the strong waters a path.

Thus
כֹּ֚הkoh
saith
אָמַ֣רʾāmarah-MAHR
the
Lord,
יְהוָ֔הyĕhwâyeh-VA
which
maketh
הַנּוֹתֵ֥ןhannôtēnha-noh-TANE
a
way
בַּיָּ֖םbayyāmba-YAHM
sea,
the
in
דָּ֑רֶךְdārekDA-rek
and
a
path
וּבְמַ֥יִםûbĕmayimoo-veh-MA-yeem
in
the
mighty
עַזִּ֖יםʿazzîmah-ZEEM
waters;
נְתִיבָֽה׃nĕtîbâneh-tee-VA

Cross Reference

Isaiah 51:10
ଯେ ସମୁଦ୍ରକୁ ଓ ଗଭୀରତମ ବାରିଧିର ଜଳରାଶିକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହବୋ ପାଇଁ ସମୁଦ୍ରର ଗଭୀରତମ ସ୍ଥାନ ପଥ କଲେ, ସହେି ପ୍ରଭୁ ତୁମ୍ଭେ ନୁହଁ କି ?

Psalm 77:19
ହେ ପରମେଶ୍ବର, ସମୁଦ୍ରରେ ତୁମ୍ଭେ ପାଦରେ ଚାଲି ପାର କିନ୍ତୁ ତୁମ୍ଭର ପାଦ ଚିହ୍ନ ଦଖାଗେଲା ନାହିଁ।

Revelation 16:12
ଷଷ୍ଠ ଦୂତ ତାହାଙ୍କ ପାତ୍ର ଫରାତ ମହାନଦୀର ଉପରେ ଢ଼ାଳିଲେ। ଏହାଦ୍ବାରା ନଦୀ ଜଳ ଶୁଖିଗଲା ଓ ପୂର୍ବ ଦିଗରୁ ଆସିବାକୁ ରାଜାମାନଙ୍କ ପାଇଁ ବାଟ ତିଆରି କଲା।

Jeremiah 31:35
ସଦାପ୍ରଭୁ କହନ୍ତି, ୟିଏ ଦିବସ ରେ ଆଲୋକ ଦବୋ ପାଇଁ ସୂର୍ୟ୍ଯ ଓ ରାତ୍ରି ରେ ଜ୍ଯୋତି ପ୍ରଦାନ କରିବା ପାଇଁ ଚନ୍ଦ୍ର ଓ ନକ୍ଷତ୍ରାଦି ସୃଷ୍ଟି କରନ୍ତି, ଆଉ ଯଦି, ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜନ କରାନ୍ତି, ସହେି ହେଉଛନ୍ତି ସୈନ୍ଯାଧିପତି ସଦାପ୍ରଭୁ।

Isaiah 63:11
ସେତବେେଳେ ସେ ପ୍ରାଚୀନ କାଳ ଓ ମାଶାେ ଓ ନିଜର ଲୋକମାନଙ୍କୁ ସ୍ମରଣ କଲେ, ସେ ନିଜର ମଷେପାଳକମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ ଓ ସେ ୟିଏକି ସମାନଙ୍କେ ମଧିଅରେ ନିଜର ପବିତ୍ର ଆତ୍ମାକୁ ସ୍ଥାପନ କଲେ, ସେ କାହାଁନ୍ତି ?

Isaiah 51:15
ତରଙ୍ଗଗୁଡ଼ିକୁ ଗର୍ଜନ କରିବାକୁ ଯେ ସମୁଦ୍ରକୁ ଆଲୋଡ଼ିତ କରନ୍ତି। ଆମ୍ଭେ ସହେି ସଦାପ୍ରଭୁ ତୁମ୍ଭ ପରମେଶ୍ବର ଅଟୁ।' ତାଙ୍କର ନାମ ସର୍ବଶକ୍ତିମାନ ସଦାପ୍ରଭୁ।

Isaiah 43:2
ତୁମ୍ଭେ ଯେତବେେଳେ ଦୁଃଖ ରେ ପଡ଼ିବ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହବେୁ। ଜଳ ମଧିଅରେ ଗମନ କଲା ବେଳେ ତୁମ୍ଭର ସଙ୍ଗୀ ହବେୁ। ଫଳ ରେ ତୁମ୍ଭେ ଜଳ ରେ ମଗ୍ନ ହବେ ନାହିଁ। ଅଗ୍ନି ରେ ଗମନ କଲା ବେଳେ ଦଗ୍ଧିଭୂତ ହବେ ନାହିଁ ଓ ଅଗ୍ନିଶିଖା ତୁମ୍ଭର କ୍ଷତି କରିବ ନାହିଁ।

Isaiah 11:15
ସଦାପ୍ରଭୁ କ୍ରୋଧିତ ହାଇେ ମିଶରୀଯ ସମୁଦ୍ରକୁ ଭାଗ ଭାଗ କରିବେ। ସହେିପରି ଭାବରେ ତାଙ୍କର ପ୍ରବଳ ବାଯୁ ଦ୍ବାରା ଇଉଫ୍ ରଟେିସ ନଦୀ ଉପ ରେ ନିଜର ହସ୍ତ ହଲାଇବେ। ତାଙ୍କର ପ୍ରହାର ଦ୍ବାରା ସହେି ନଦୀ ସାତଟି କ୍ଷୁଦ୍ର ନଦୀ ରେ ବିଭକ୍ତ ହବେ। ସଗେୁଡ଼ିକର ଗଭୀରତା ହ୍ରାସ ହବେ ଓ ଶୁଷ୍କ ପାଲଟିବ। ତେଣୁ ଲୋକମାନେ ପାଦ ରେ ଚାଲି ତାକୁ ଅତିକ୍ରମ କରିବେ।

Psalm 136:13
ପରମେଶ୍ବର ସୁଫସାଗରକୁ ଦୁଇ ଭାଗରେ ବିଭକ୍ତ କଲେ। ତାଙ୍କର ବିଶ୍ବସ୍ତ ପ୍ରମେ ଅନନ୍ତକାଳସ୍ଥାଯୀ।

Psalm 114:3
ସୁଫ ସମୁଦ୍ର ତାହା ଦେଖି ଘୁଞ୍ଚି ଗଲା। ୟର୍ଦ୍ଦନ ନଦୀ ଉଜାଣି ବହିଲା।

Psalm 106:9
ପରମେଶ୍ବର ନିର୍ଦ୍ଦଶେ ଦେଲେ ଏବଂ ଲୋହିତ ସାଗର ଶୁଖିଗଲା। ପରମେଶ୍ବର ଆମ୍ଭ ପୂର୍ବପୁରୁଷମାନଙ୍କୁ ସହେି ଗଭୀର ସମୁଦ୍ର ମଧ୍ୟରେ ଚଲାଇ ନଲେେ, ମରୁଭୂମିରେ ଚଳାଇବା ପରି।

Psalm 78:13
ପରମେଶ୍ବର ଲୋହିତ ସମୁଦ୍ରକୁ ବିଦୀର୍ଣ୍ଣ କରି ଲୋକମାନଙ୍କୁ ପାର କରାଇଥିଲେ ଏବଂ ସେ ଦୁଇପାଶର୍‌ବର ଜଳରାଶିକୁ କଠିନ କାନ୍ଥ ରୂପେ ବିଦ୍ଯମାନ କରାଇଲେ।

Psalm 74:13
ହେ ପରମେଶ୍ବର, ତୁମ୍ଭେ ଆପଣା ମହାନ୍ ଶକ୍ତିକୁ ବ୍ଯବହାର କରି ଲୋହିତ ସମୁଦ୍ରକୁ ଦୁଇଭାଗ କର।

Nehemiah 9:11
ତୁମ୍ଭେ ସମାନଙ୍କେ ସାକ୍ଷାତ ରେ ସମୁଦ୍ରକୁ ଭାଗ କଲ। ସମାନେେ ଶୁଷ୍କ ଭୂମି ଦଇେ ୟିବାପରି ସମୁଦ୍ର ମଧିଅରେ ଗଲେ। ମାତ୍ର ଗଭୀର ଜଳ ରେ ପ୍ରସ୍ତର ତୁଲ୍ଯ ତୁମ୍ଭେ ସମାନଙ୍କେ ପେଛ ଗୋଡଇବା ଲୋକମାନଙ୍କୁ ଅଗାଧ ସମୁଦ୍ର ରେ ନିକ୍ଷପେ କଲ।

Joshua 3:13
ଯେତବେେଳେ ଯାଜକଗଣ ସମଗ୍ର ଜଗତର ସଦାପ୍ରଭୁଙ୍କର ନିଯମ ସିନ୍ଦକ୍ସ୍ଟକ ବହନ କରି ୟର୍ଦ୍ଦନ ନଦୀ ରେ ପ୍ରବେଶ କରିବେ, ୟର୍ଦ୍ଦନର ପ୍ରବାହ ବନ୍ଦ ହାଇଯେିବ। ୟର୍ଦ୍ଦନର ପାଣିସବୁ ରୋକିବ ଓ ଗୋଟିଏ ରାଶି ହାଇେ ସ୍ଥଗିତ ରହିବ।

Exodus 14:29
ମାତ୍ର ଇଶ୍ରାୟେଲର ଲୋକମାନେ ଶୁଷ୍କ ଭୂମିରେ ଗମନ କଲେ। ସମୁଦ୍ରର ଜଳ ସମାନଙ୍କେର ବାମ ଓ ଡାହାଣ ପାଶର୍‌ବ ରେ କାନ୍ଥପରି ଛିଡା ହାଇେ ରହିଲା।

Exodus 14:21
ମାଶାେ ତାଙ୍କର ଆଶାବାଡି ସୂଫ ସମୁଦ୍ର ଉପରେ ବୁଲାଇବାରୁ ସଦାପ୍ରଭୁ ପୂର୍ବଦିଗରୁ ରାତିସାରା ପ୍ରଚଣ୍ଡ ବଗେ ରେ ପବନ ସମୁଦ୍ର ଉପରେ ବୁହାଇଲେ। ପାଣି ଦୁଇ ଭାଗ ହାଇଗେଲା ଏବଂ ସମୁଦ୍ର ମଧ୍ଯ ଶୁଷ୍କ ଭୂମିରେ ପରିଣତ ହାଇଗେଲା।

Exodus 14:16
ତୁମ୍ଭର ଆଶାବାଡିକୁ ସୂଫ ସମୁଦ୍ର ଉପରେ ବୁଲାଅ, ତାହା ବିଭକ୍ତ ହବେ, ଯାହା ଫଳ ରେ ଇଶ୍ରାୟେଲର ଲୋକମାନେ ସମୁଦ୍ର ମଧିଅରେ ଶୁଖିଲା ପଥରେ ୟାଇ ପାରିବେ।