Jeremiah 2:31 in Oriya

Oriya Oriya Bible Jeremiah Jeremiah 2 Jeremiah 2:31

Jeremiah 2:31
ହେ ବର୍ତ୍ତମାନ ସମୟର ଲୋକମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯପ୍ରତି ଧ୍ଯାନ ଦିଅ। ଆମ୍ଭେ କ'ଣ ଇଶ୍ରାୟେଲ ପ୍ରତି ପ୍ରାନ୍ତରସ୍ବରୂପ କିଅବା ନିବିଡ଼ ଅନ୍ଧକାରମଯ ଦେଶ ସ୍ବରୂପ ହାଇେଅଛୁ ? ଆମ୍ଭର ଲୋକମାନେ କାହିଁକି କହୁଛନ୍ତି, 'ଆମ୍ଭମାନେେ ବନ୍ଧନମୁକ୍ତ ହାଇେଅଛୁ, ଆମ୍ଭମାନେେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ ?'

Jeremiah 2:30Jeremiah 2Jeremiah 2:32

Jeremiah 2:31 in Other Translations

King James Version (KJV)
O generation, see ye the word of the LORD. Have I been a wilderness unto Israel? a land of darkness? wherefore say my people, We are lords; we will come no more unto thee?

American Standard Version (ASV)
O generation, see ye the word of Jehovah. Have I been a wilderness unto Israel? or a land of thick darkness? wherefore say my people, We are broken loose; we will come no more unto thee?

Bible in Basic English (BBE)
O generation, see the word of the Lord. Have I been a waste land to Israel? or a land of dark night? why do my people say, We have got loose, we will not come to you again?

Darby English Bible (DBY)
O generation, mark ye the word of Jehovah. Have I been a wilderness unto Israel, or a land of thick darkness? Wherefore say my people, We have dominion; we will come no more unto thee?

World English Bible (WEB)
Generation, see the word of Yahweh. Have I been a wilderness to Israel? or a land of thick darkness? why say my people, We are broken loose; we will come no more to you?

Young's Literal Translation (YLT)
O generation, see ye the word of Jehovah: A wilderness have I been to Israel? A land of thick darkness? Wherefore have My people said, `We mourned, We come not in again unto Thee.'

O
generation,
הַדּ֗וֹרhaddôrHA-dore
see
אַתֶּם֙ʾattemah-TEM
ye
רְא֣וּrĕʾûreh-OO
the
word
דְבַרdĕbardeh-VAHR
Lord.
the
of
יְהוָ֔הyĕhwâyeh-VA
Have
I
been
הֲמִדְבָּ֤רhămidbārhuh-meed-BAHR
a
wilderness
הָיִ֙יתִי֙hāyîtiyha-YEE-TEE
unto
Israel?
לְיִשְׂרָאֵ֔לlĕyiśrāʾēlleh-yees-ra-ALE
land
a
אִ֛םʾimeem
of
darkness?
אֶ֥רֶץʾereṣEH-rets
wherefore
מַאְפֵּ֖לְיָ֑הmaʾpēlĕyâma-PAY-leh-YA
say
מַדּ֜וּעַmaddûaʿMA-doo-ah
my
people,
אָמְר֤וּʾomrûome-ROO
lords;
are
We
עַמִּי֙ʿammiyah-MEE
we
will
come
רַ֔דְנוּradnûRAHD-noo
no
לֽוֹאlôʾloh
more
נָב֥וֹאnābôʾna-VOH
unto
ע֖וֹדʿôdode
thee?
אֵלֶֽיךָ׃ʾēlêkāay-LAY-ha

Cross Reference

Deuteronomy 32:15
କିନ୍ତୁ ୟିଶକ୍ସ୍ଟରକ୍ସ୍ଟଣ ହୃଷ୍ଟପକ୍ସ୍ଟଷ୍ଟ ହେଲା ଓ ପଦାଘାତ କଲ। ତୁମ୍ଭକୁ ଭଲ ଭାବରେ ଖକ୍ସ୍ଟଆଇଲେ ଏବଂ ତୁମ୍ଭେ ମାଟୋ ହାଇେଅଛ। ତେଣୁ ସେ ଆପଣା ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କୁ ତ୍ଯାଗ କଲା। ଏବଂ ଶୈଳ ପ୍ରତି ମନ୍ଦ କର୍ମ କଲା ୟିଏ କି ତାଙ୍କୁ ରକ୍ଷା କଲେ।

Revelation 3:15
ମୁଁ ତୁମ୍ଭର କାର୍ୟ୍ଯ ଜାଣେ। ତୁମ୍ଭେ ଉତ୍ତପ୍ତ ନୁହଁ ବା ଶୀତଳ ନୁହଁ। ମୁଁ ଆଶା କରେ, ତୁମ୍ଭେ ଉତ୍ତପ୍ତ କିମ୍ବା ଶୀତଳ ହାଇେଥିଲେ ଭଲ ହାଇେଥାଆନ୍ତା।

1 Corinthians 4:8
ତୁମ୍ଭମାନେେ ଭାବୁଛ ଯେ ତୁମ୍ଭମାନଙ୍କର ସମସ୍ତ ଆବଶ୍ଯକୀୟ ବିଷୟ ତୁମ୍ଭମାନଙ୍କ ପାଖ ରେ ଅଛି। ତୁମ୍ଭେ ନିଜକୁ ଧନ୍ଯ ବୋଲି ମନେ କରୁଛ। ତୁମ୍ଭମାନେେ ଆମ୍ଭ ବିନା ରାଜା ହାଇେ ଯାଇଛ ବୋଲି ଭାବୁଛ। ହଁ, ତୁମ୍ଭମାନେେ ପ୍ରକୃତ ରେ ରାଜା ହାଇେଥିଲେ ଭଲ ହାଇେଥାନ୍ତା। ତା' ହେଲେ ଆମ୍ଭେ ମଧ୍ଯ ତୁମ୍ଭମାନଙ୍କ ସହିତ ରାଜତ୍ବ କରିଥାଆନ୍ତୁ।

Malachi 3:9
ଏହିପରି ଭାବରେ, ସମଗ୍ର ଗୋଷ୍ଠୀ ମାରେ ଦ୍ରବ୍ଯ ଚୋରି କରିଛ। ତୁମ୍ଭମାନେେ ସଂପୂର୍ଣ୍ଣ ଅଭିଶପ୍ତ।

Micah 6:9
ସଦାପ୍ରଭୁର ସ୍ବର ନଗରକୁ ଆହ୍ବାନ କରୁଛି। ସଦାପ୍ରଭୁଙ୍କ ନାମକୁ ସମ୍ମାନ ଦବୋ ବିଜ୍ଞତାର ପରିଗ୍ଭୟକ ଅଟେ। ତେଣୁ ନଗରର ଲୋକ ଏବଂ ନିବାସୀମାନେ ଶୁଣ।

Amos 1:1
ଆମାଷଙ୍କେ ବାର୍ତ୍ତା: ତକୋଯ ନଗରର ମଷେପାଳକମାନଙ୍କ ମଧ୍ଯରୁ ଆମାଷେ ଥିଲେ ଅନ୍ୟତମ।

Hosea 13:6
ସହେି ଇଶ୍ରାୟେଲୀୟମାନଙ୍କୁ ଆମ୍ଭେ ଖାଦ୍ୟ ଦଲେୁ। ସମାନେେ ସହେି ଖାଦ୍ୟ ଖାଇଲେ। ସମାନେେ ସମ୍ପୂର୍ଣ୍ଣ ସୁସ୍ଥ ଓ ସନ୍ତୁଷ୍ଟ ହେଲେ। ସମାନେେ ଗର୍ବୀ ହାଇଗେଲେ ଏବଂ ମାେତେ ଭୁଲିଗଲେ।

Hosea 2:7
ସେ ତା'ର ପ୍ରିଯ ପ୍ ରମେିକ ପଛ ରେ ଧାଇଁବ, କିନ୍ତୁ ସେ ସମାନଙ୍କେୁ ମଧ୍ଯ ଧରିପାରିବ ନାହିଁ। ସେ ସମାନଙ୍କେୁ ବହୁ ଖାଜେିବ କିନ୍ତୁ ପାଇପାରିବ ନାହିଁ। ତା'ପ ରେ ସେ କହିବ, 'ମୁଁ ମାରେ ପ୍ରଥମ ପ୍ ରମେିକ, ପରମେଶ୍ବରଙ୍କ ନିକଟକୁ ଫରେିୟିବି। ତାଙ୍କ ପାଖ ରେ ଥିଲା ବେଳେ ମାରେ ଜୀବନ, ବର୍ତ୍ତମାନ ଅପେକ୍ଷା ଅଧିକ ଭଲ ଥିଲା।'

Jeremiah 2:5
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭଠା ରେ କେଉଁ ଅନ୍ଯାଯ ଦେଖିଲେ ଯେ ସମାନେେ ଆମ୍ଭଠାରୁ ଦୂ ରଇେ ୟାଇଅଛନ୍ତି ଓ ଅସାର ଦବେତାମାନଙ୍କର ପଶ୍ଚାଦ୍ ଗମନ କରି ଅସାର ହାଇେଅଛନ୍ତି ?

Isaiah 45:19
ଆମ୍ଭେ ଗୋପନ ରେ କରି ନାହୁଁ କିମ୍ବା ଅନ୍ଧକାରମଯ ଦେଶର କୌଣସି ସ୍ଥାନ ରେ କହି ନାହୁଁ। ଏହା ଆମ୍ଭେ ଯାକୁବ ପରିବାରକୁ କହି ନାହୁଁ ; ତୁମ୍ଭେ ମାେତେ ନଗଣ୍ଯ ଭାବରେ ଅନୁସରଣ କର। ମୁଁ ସଦାପ୍ରଭୁ, ମୁଁ ସତ୍ଯ କ ହେ, ମୁଁ ନ୍ଯାଯ କ ହେ ଏବଂ ସରଳ କଥା କ ହେ।

Proverbs 30:9
ଯଦି ମାରେ ଆବଶ୍ଯକତାଠାରୁ ଅଧିକ ଥାଏ, ତବେେ ମୁଁ ହୁଏତ ଚିନ୍ତା କରିପା ରେ ଯେ, ମୁଁ ପରମେଶ୍ବରଙ୍କୁ ଦରକାର କରେ ନାହିଁ। ଯଦି ମୁଁ ଗରିବ, ତବେେ ମୁଁ ଚୋରି ହୁଏତ କରିବି ଓ ପରମେଶ୍ବରଙ୍କ ନାମକୁ ଲଜ୍ଜ୍ଯା ଆଣିବି।

Psalm 12:4
ସହେି ଲୋକମାନେ କହନ୍ତି, ଆମ୍ଭମାନେେ ଏହିପରି ମିଥ୍ଯା କହି ଲୋକମାନଙ୍କ ମଧ୍ୟରେ ପ୍ରାଧାନ୍ଯ ବିସ୍ତାର କରିବୁ। ଆମ୍ଭେ ଜାଣୁ ଆମ୍ଭକୁ କ'ଣ କହିବାକୁ ପଡ଼ିବ। ୟାହାଫଳରେ କହେି ଆମ୍ଭମାନଙ୍କ ଉପରେ କର୍ତ୍ତା ସାଜି ପାରିବ ନାହିଁ।

Psalm 10:4
ଦୁଷ୍ଟମାନେ ଅହଂକାର ବଶତଃ ପରମେଶ୍ବରଙ୍କୁ ଅନୁସରଣ କରନ୍ତି ନାହିଁ। ସମାନେେ ସମାନଙ୍କେର ମନ୍ଦ ଯୋଜନାରେ ବ୍ଯସ୍ତ ରହନ୍ତି। ସମାନେେ ଭାବନ୍ତି ୟେ ପରମେଶ୍ବର ଜାଣନ୍ତି ନାହିଁ।

Nehemiah 9:21
ତୁମ୍ଭେ ଗ୍ଭଳିଶ ବର୍ଷ ପର୍ୟ୍ଯନ୍ତ ପ୍ରାନ୍ତର ରେ ସମାନଙ୍କେୁ ପ୍ରତିପାଳନ କଲ। ସମାନଙ୍କେର କିଛି ଅଭାବ ହେଲା ନାହିଁ। ସମାନଙ୍କେର ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ସମାନଙ୍କେର ପାଦ ଫୁଲିଲା ନାହିଁ।

2 Chronicles 31:10
ସାଦୋକ୍ ବଂଶର ମୁଖ୍ଯଯାଜକ ଅସରିଯ ହିଜକିଯଙ୍କୁ କହିଲେ, ଲୋକମାନେ ଯେଉଁ ସମୟଠାରୁ ସଦାପ୍ରଭୁଙ୍କ ଗୃହକୁ ଉପହାରସବୁ ଆଣିବା ଆରମ୍ଭ କଲେ, ସହେି ସମୟଠାରୁ ଆମ୍ଭମାନେେ ପ୍ରଚୁର ଖାଦ୍ୟ ଭୋଜନ କରିବାକୁ ପାଉଅଛୁ। ଆମ୍ଭମାନଙ୍କ ଉଦର ପୂର୍ଣ୍ଣ ହବୋ ପର୍ୟ୍ଯନ୍ତ ଆମ୍ଭମାନେେ ଭୋଜନ କରିସାରିଲୁଣି ଓ ଆହୁରି ପ୍ରଚୁର ବଳି ପଡ଼ିଅଛି ! ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଆଶୀର୍ବାଦ କରିଛନ୍ତି। ସେଥିନିମନ୍ତେ ଆମ୍ଭମାନଙ୍କର ଏତେ ଖାଦ୍ୟ ବଳିପଡ଼ୁଅଛି।

2 Samuel 12:7
ନାଥନ ଦାଉଦଙ୍କକ୍ସ୍ଟ କହିଲେ, ତୁମ୍ଭେ ହେଉଛ ସହେି ଧନୀ ଲୋକ, ଯାହାକି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହିକଥା କହିଛନ୍ତି, 'ମୁ ତୁମ୍ଭକୁ ଇଶ୍ରାୟେଲର ରାଜା କରିବାକୁ ପସନ୍ଦ କଲି। ମୁ ତୁମ୍ଭକୁ ଶାଉଲଠାରକ୍ସ୍ଟ ରକ୍ଷା କଲି।

Deuteronomy 31:20
ଆମ୍ଭେ ସମାନଙ୍କେୁ ସହେି ଦେଶକକ୍ସ୍ଟ ନଇୟିବୋ, ଯେଉଁ ଦେଶ ସମାନଙ୍କେର ପୂର୍ବପୁରୁଷମାନଙ୍କୁ ପ୍ରତିଜ୍ଞା କରିଅଛକ୍ସ୍ଟଁ। ସହେି ଦକ୍ସ୍ଟଗ୍ଧମଧକ୍ସ୍ଟ ପ୍ରବାହୀ ଦେଶକକ୍ସ୍ଟ ସମାନେେ ଗଲା ପରେ ଯେତବେେଳେ ସମାନେେ ଭୋଜନ କରି ତୃଲ୍ଗି ଓ ହୃଷ୍ଟପୃଷ୍ଟ ହବେେ। ସେତବେେଳେ ସମାନେେ ଅନ୍ୟ ଦବେତାମାନଙ୍କ ପ୍ରତି ଫରେି ସମାନଙ୍କେ ସବୋ କରିବେ ସମାନେେ ମାରେ ନିଯମକକ୍ସ୍ଟ ପ୍ରତ୍ଯାଖାନ କରିବେ ଓ ଲଙ୍ଘନ କରିବେ।

Deuteronomy 8:12
ଏହାପରେ ତୁମ୍ଭମାନେେ ଉତ୍ତମ ଖାଦ୍ୟ ଖାଇବାକକ୍ସ୍ଟ ପାଇବ ଓ ସକ୍ସ୍ଟନ୍ଦର ଗୃହମାନ ନିର୍ମାଣ କରିବ ସେଥି ରେ ବାସ କରିବାକୁ।