Jeremiah 25:3
ଆମାନରେ ପୁତ୍ର ଯିହୁଦାର ରାଜା ଯୋଶିୟଯର ଅଧିକାରର ତ୍ରଯୋଦଶ ବର୍ଷଠାରୁ ଆଜି ପର୍ୟ୍ଯନ୍ତ ଏହି ତଇେଶ ବର୍ଷକାଳ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହାଇେଅଛି। ଆଉ ମୁଁ ପ୍ରତ୍ଯୁଷରୁ ଉଠି ତାହା ତୁମ୍ଭମାନଙ୍କୁ କହିଅଛି ମାତ୍ର ତୁମ୍ଭମାନେେ ତାହା ଶୁଣି ନାହିଁ।
Jeremiah 25:3 in Other Translations
King James Version (KJV)
From the thirteenth year of Josiah the son of Amon king of Judah, even unto this day, that is the three and twentieth year, the word of the LORD hath come unto me, and I have spoken unto you, rising early and speaking; but ye have not hearkened.
American Standard Version (ASV)
From the thirteenth year of Josiah the son of Amon, king of Judah, even unto this day, these three and twenty years, the word of Jehovah hath come unto me, and I have spoken unto you, rising up early and speaking; but ye have not hearkened.
Bible in Basic English (BBE)
From the thirteenth year of Josiah, the son of Amon, king of Judah, even till this day, for twenty-three years, the word of the Lord has been coming to me, and I have given it to you, getting up early and talking to you; but you have not given ear.
Darby English Bible (DBY)
From the thirteenth year of Josiah the son of Amon, the king of Judah, even unto this day, these three and twenty years, the word of Jehovah hath come unto me, and I have spoken unto you, rising early and speaking; but ye have not hearkened.
World English Bible (WEB)
From the thirteenth year of Josiah the son of Amon, king of Judah, even to this day, these twenty-three years, the word of Yahweh has come to me, and I have spoken to you, rising up early and speaking; but you have not listened.
Young's Literal Translation (YLT)
`From the thirteenth year of Josiah son of Amon king of Judah, and unto this day -- this three and twentieth year -- hath the word of Jehovah been unto me, and I speak unto you, rising early and speaking, and ye have not hearkened;
| From | מִן | min | meen |
| the thirteenth | שְׁלֹ֣שׁ | šĕlōš | sheh-LOHSH |
| עֶשְׂרֵ֣ה | ʿeśrē | es-RAY | |
| year | שָׁנָ֡ה | šānâ | sha-NA |
| Josiah of | לְיֹאשִׁיָּ֣הוּ | lĕyōʾšiyyāhû | leh-yoh-shee-YA-hoo |
| the son | בֶן | ben | ven |
| of Amon | אָמוֹן֩ | ʾāmôn | ah-MONE |
| king | מֶ֨לֶךְ | melek | MEH-lek |
| Judah, of | יְהוּדָ֜ה | yĕhûdâ | yeh-hoo-DA |
| even unto | וְעַ֣ד׀ | wĕʿad | veh-AD |
| this | הַיּ֣וֹם | hayyôm | HA-yome |
| day, | הַזֶּ֗ה | hazze | ha-ZEH |
| that | זֶ֚ה | ze | zeh |
| is the three | שָׁלֹ֤שׁ | šālōš | sha-LOHSH |
| and twentieth | וְעֶשְׂרִים֙ | wĕʿeśrîm | veh-es-REEM |
| year, | שָׁנָ֔ה | šānâ | sha-NA |
| the word | הָיָ֥ה | hāyâ | ha-YA |
| of the Lord | דְבַר | dĕbar | deh-VAHR |
| come hath | יְהוָ֖ה | yĕhwâ | yeh-VA |
| unto | אֵלָ֑י | ʾēlāy | ay-LAI |
| spoken have I and me, | וָאֲדַבֵּ֧ר | wāʾădabbēr | va-uh-da-BARE |
| unto | אֲלֵיכֶ֛ם | ʾălêkem | uh-lay-HEM |
| you, rising early | אַשְׁכֵּ֥ים | ʾaškêm | ash-KAME |
| speaking; and | וְדַבֵּ֖ר | wĕdabbēr | veh-da-BARE |
| but ye have not | וְלֹ֥א | wĕlōʾ | veh-LOH |
| hearkened. | שְׁמַעְתֶּֽם׃ | šĕmaʿtem | sheh-ma-TEM |
Cross Reference
Jeremiah 11:7
ମୁଁ ଯେଉଁଦିନଠାରୁ ତୁମ୍ଭ ପୂର୍ବପୁରୁଷମାନଙ୍କୁ ମିଶରରୁ ଆଣିଲି, ସବେଠାରୁେ ମୁଁ ବାରମ୍ବାର ସମାନଙ୍କେୁ ସାବଧାନ କରାଇଥିଲି ଏବଂ ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଛି ଶୁଣ।
Jeremiah 1:2
ଆମାନଙ୍କେ ପୁତ୍ର, ଯିହୁଦା ଦେଶର ରାଜା ଯୋଶିୟର ରାଜତ୍ବର ତ୍ରଯୋଦଶ ବର୍ଷ ରେ ସଦାପ୍ରଭୁଙ୍କର ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।
Jeremiah 7:13
ସଦାପ୍ରଭୁ କହନ୍ତି, ହେ ଇଶ୍ରାୟେଲର ଲୋକମାନେ, ତୁମ୍ଭମାନେେ ଏହିସବୁ ଦୁଷ୍କର୍ମ କରିଅଛ। ମୁଁ ତୁମ୍ଭମାନଙ୍କୁ ବାରମ୍ବାର କହିଲି, କିନ୍ତୁ ତୁମ୍ଭମାନେେ ମାେ କଥା ଶୁଣିଲ ନାହିଁ। ମୁଁ ତୁମ୍ଭମାନଙ୍କୁ ଡ଼ାକିଲି, କିନ୍ତୁ ତୁମ୍ଭମାନେେ ଉତ୍ତର ଦଲେ ନାହିଁ।
Jeremiah 29:19
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରଭାତ ରେ ଉଠି ଆମ୍ଭର ଭବିଷ୍ଯଦବକ୍ତାଗଣଙ୍କୁ ସମାନଙ୍କେ ନିକଟକୁ ପଠାଇ ଯାହା କହିଲୁ, ସମାନେେ ତାହା ପ୍ରତି କର୍ଣ୍ଣପାତ କଲେ ନାହିଁ। ପୁଣି ସଦାପ୍ରଭୁ କହନ୍ତି, ସମାନଙ୍କେ ନିକଟକୁ ବାରମ୍ବାର ଆମ୍ଭର ଦାସକୁ ପଠାଇ ଯାହା କହିଲୁ, ସମାନେେ ଆମ୍ଭର ବାକ୍ଯ ଶୁଣିଲେ ନାହିଁ।
Jeremiah 26:5
ଆମ୍ଭେ ଆମ୍ଭର ଦାସ ଭବିଷ୍ଯଦବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ବାରମ୍ବାର ପଠାଇ ଆସିଛୁ। ମାତ୍ର ତୁମ୍ଭମାନେେ ସମାନଙ୍କେ କଥା ପ୍ରତି ଅବଧାନ କରି ନାହଁ।
2 Chronicles 34:8
ତାଙ୍କର ରାଜତ୍ବର ଅଷ୍ଟାଦଶ ବର୍ଷା ରେ ସେ ସବୁ ସ୍ଥାନ ଓ ମନ୍ଦିର ପବିତ୍ର କଲାପରେ, ଯୋଶିୟଯ, ଶାଫନ୍, ମା ସଯେ ଏବଂ ୟୋଯାହଙ୍କୁ ସଦାପ୍ରଭୁ ପରମେଶ୍ବରଙ୍କର ମନ୍ଦିର ମରାମତି ପାଇଁ ପଠାଇଲେ। ଶାଫାନ୍ଙ୍କ ପିତାଙ୍କର ନାମ ଥିଲା ଅତ୍ସଲିଯ। ମା ସଯେ ନଗରର ନେତା ଥିଲେ ଓ ୟୋଯାହଙ୍କ ପିତାଙ୍କର ନାମ ଥିଲା ୟୋଯାହସ। ୟୋଯାହ ବିତରଣ ରକ୍ଷକ ଥିଲେ।
2 Chronicles 34:3
ଯୋଶିୟ ପରମେଶ୍ବରଙ୍କର ଇଚ୍ଛା ଅନୁସରଣ କରିବାକୁ ଲାଗିଲେ, ଯାହାଙ୍କୁ ତାଙ୍କର ପୂର୍ବପୁରୁଷ ଦାଉଦ ତାଙ୍କ ରାଜତ୍ବର ଅଷ୍ଟମ ବର୍ଷ ରେ ଅନୁସରଣ କରିଥିଲେ। ଯୋଶିୟଯ ପରମେଶ୍ବରଙ୍କୁ ଅନୁସରଣ କରିବାକୁ ଆରମ୍ଭ କରିବା ସମୟରେ ତଥାପି ଅଳ୍ପବଯସ୍କ ଥିଲେ। ଯୋଶିୟଯଙ୍କ ରାଜତ୍ବର ଦ୍ବାଦଶ ବର୍ଷ ରେ ସେ ଯିହୁଦା ଓ ୟିରୁଶାଲମ ରେ ଥିବା ଉଚ୍ଚସ୍ଥାନ, ଆଶରୋ ସ୍ତମ୍ଭ ଖାଦେିତ ପ୍ରତିମା ଓ ଢ଼ାଞ୍ଚା ରେ ଢ଼ଳା ମୂର୍ତ୍ତିସବୁକୁ ବିନଷ୍ଟ କଲେ।
2 Timothy 4:2
ଲୋକମାନଙ୍କୁ ସୁସମାଚାର ପ୍ରଚାର କର। ସବୁବେଳେ ପ୍ରସ୍ତୁତ ରୁହ। ଲୋକମାନଙ୍କୁ କୁହ ଯେ ସମାନେେ କ'ଣ କରିବା ଉଚିତ, ସମାନେେ ଭୁଲ କଲା ବେଳେ ସମାନଙ୍କେୁ ଅନୁୟୋଗ କର ଓ ସମାନଙ୍କେୁ ଉତ୍ସାହ ଦିଅ। ଅତି ର୍ଧୈୟ୍ଯ ସହକା ରେ ଓ ଯତ୍ନପୂର୍ବକ ଶିକ୍ଷା ଦ୍ବାରା ଏହି ସମସ୍ତ ବିଷୟ କର।
John 8:47
ଯେଉଁ ଲୋକ ପରମେଶ୍ବରଙ୍କର, ସେ ପରମେଶ୍ବର ଯାହା କହନ୍ତି ଗ୍ରହଣ କରେ। କିନ୍ତୁ ତୁମ୍ଭେ ପରମେଶ୍ବରଙ୍କ କଥା ଗ୍ରହଣ କରୁ ନାହଁ, କାରଣ ତୁମ୍ଭେ ପରମେଶ୍ବରଙ୍କର ନୁହଁ।
John 8:2
ତହିଁ ଆରଦିନ ଅତି ସକାଳୁ ସେ ମନ୍ଦିରକୁ ଫରେିଆସିଲେ। ସବୁ ଲୋକମାନେ ଯୀଶୁଙ୍କ ପାଖକୁ ଆସିଲେ। ସେ ବସି ଲୋକମାନଙ୍କୁ ଶିକ୍ଷା ଦେଲେ।
Mark 1:35
ତା'ପର ଦିନ ସକାଳେ ଯୀଶୁ ଶୀଘ୍ର ଉଠି ପଡିଲେ। ଅନ୍ଧାର ଥାଉ ଥାଉ ସେ ଘର ଛାଡି ଗୋଟିଏ ନିଛାଟିଆ ଜାଗାକୁ ଚାଲିଗଲେ। ସଠାେରେ ସେ ପ୍ରାର୍ଥନା କଲେ।
Jeremiah 44:4
ତଥାପି ଆମ୍ଭେ ଆମ୍ଭର ଦାସ ଭବିଷ୍ଯଦବକ୍ତାମାନଙ୍କୁ ବାରମ୍ବାର ତୁମ୍ଭମାନଙ୍କ ନିକଟକୁ ପଠାଇଲୁ। ଆଉ ତୁମ୍ଭମାନଙ୍କୁ ଜଣାଇଲୁ, 'ତୁମ୍ଭମାନେେ ଏହି ଘୃଣ୍ଯ କର୍ମ କର ନାହିଁ, ଆମ୍ଭେ ତାହା ଘୃଣା କରୁ।'
Jeremiah 35:15
ଆଉ ମଧ୍ଯ ଆମ୍ଭେ ଆମ୍ଭର ସମସ୍ତ ଦାସ ଓ ଭବିଷ୍ଯଦବକ୍ତାଗଣଙ୍କୁ ତୁମ୍ଭ ନିକଟକୁ ପଠାଇଅଛୁ। ଆଉ ସମାନେେ ତୁମ୍ଭମାନଙ୍କୁ ବାରମ୍ବାର କହି ଅଛନ୍ତି, 'ତୁମ୍ଭମାନେେ ନିଜ ନିଜ କୁପଥରୁ ନିବୃତ୍ତ ହୁଅ, ନିଜ ନିଜ ଆଚରଣ ସଂ ଶାଧେନ କର ଓ ଅନ୍ୟ ଦବଗେଣର ସବୋ କରି ସମାନଙ୍କେୁ ଅନୁସରଣ କର ନାହିଁ। ତାହା ହେଲେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭେ ଯେଉଁ ଦେଶ ଦଇେଅଛୁ ତହିଁରେ ତୁମ୍ଭମାନେେ ବାସ କରିବ।' ମାତ୍ର ତୁମ୍ଭମାନେେ ତାହା କର୍ଣ୍ଣପାତ କରି ନାହଁ କିଅବା ଆମ୍ଭ ବାକ୍ଯ ରେ ଅବଧାନ କରି ନାହଁ।
Jeremiah 25:4
ପୁଣି ସଦାପ୍ରଭୁ ପ୍ରତ୍ଯୁଷ ରେ ଉଠି ବାରମ୍ବାର ଆପଣାର ସମସ୍ତ ଦାସ ଭବିଷ୍ଯଦବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି। ମାତ୍ର ତୁମ୍ଭମାନେେ ତାହା ଶୁଣି ନାହଁ, କିଅବା ସେ କଥାପ୍ରତି କର୍ଣ୍ଣପାତ କରି ନାହଁ।
Isaiah 55:2
ଅଖାଦ୍ୟ ପାଇଁ ତୁମ୍ଭମାନେେ କାହିଁକି ରୂପା ବ୍ଯଯ କରୁଅଛ। ପୁଣି ଯାହା ତୃପ୍ତିକର ନୁହେଁ ସେଥିପାଇଁ କାହିଁକି ପରିଶ୍ରମ କରୁଅଛ। ତେଣୁ ମନୋୟୋଗ ସହକା ରେ ଆମ୍ଭକଥା ଶୁଣ ଓ ଉତ୍ତମ ଦ୍ରବ୍ଯ ଭୋଜନ କର। ପୁଣି ପୁଷ୍ଟିକର ଦ୍ରବ୍ଯ ରେ ତୁମ୍ଭମାନଙ୍କର ଆତ୍ମାକୁ ସନ୍ତୁଷ୍ଟ ହବୋକୁ ଦିଅ।
Psalm 81:13
ଭଲହୁଅନ୍ତା, ୟଦି ଆମ୍ଭର ଲୋକମାନେ ଆମ୍ଭର କଥା ଶୁଣିଥାନ୍ତେ ଓ ଇଶ୍ରାୟେଲବାସୀ ଆମ୍ଭେ ଚାହିଁଥିବା ଅନୁସାରେ ରହିଥାନ୍ତେ କି ?
1 Kings 22:3
ଏହି ସମୟରେ ଆହାବ୍ ତାଙ୍କର ଅଧିକାରୀମାନଙ୍କୁ କହିଲେ, ରାମାେତ୍ ଗିଲିଯଦ୍ ଆମ୍ଭମାନଙ୍କର ଅଟେ, ତୁମ୍ଭମାନେେ ଏହା ଜାଣ। କିନ୍ତୁ ଅରାମର ରାଜା ଏହା ଅଧିକାର କଲା। ତଥାପି ଆମ୍ଭମାନେେ ନୀରବ ରେ ବସି ରହିଛୁ, ଆମ୍ଭେ ଅରାମର ରାଜାଙ୍କଠାରୁ ତାହା ଫରୋଇ ନଇେ ନାହୁଁ।
Exodus 8:20
ପରମେଶ୍ବର ମାଶାଙ୍କେୁ କହିଲେ, ପ୍ରଭାତରୁ ଉଠି ଫାରୋଙ୍କ ନିକଟକୁ ୟାଅ। ସେ ଯେତବେେଳେ ନଦୀକୂଳକୁ ୟିବ। ଏହିପରି କୁହ ସଦାପ୍ରଭୁ କହିଲେ, ' ମାରେ ଲୋକମାନଙ୍କୁ ଛାଡ ସମାନେେ ମାରେ ଉପାସନା କରିବେ।
Genesis 22:3
ପ୍ରଭାତ ରେ ଅବ୍ରହାମ ଉଠିଲା ଏବଂ ତାଙ୍କର ଗଧକୁ ସଜାଇଲେ। ଅବ୍ରହାମ ତାଙ୍କର ପୁତ୍ର ଇସ୍ହାକ ଏବଂ ଦୁଇଜଣ ଦାସଙ୍କୁ ତାଙ୍କ ସହିତ ରେ ନେଲେ। ଅବ୍ରହାମ ହାମବେଳି ନିମନ୍ତେ କାଠ କାଟି ପରମେଶ୍ବର କହିଥିବା ସ୍ଥାନକୁ ନଇଗେଲେ।