Jeremiah 27:22 in Oriya

Oriya Oriya Bible Jeremiah Jeremiah 27 Jeremiah 27:22

Jeremiah 27:22
ସହେିସବୁ ବାବିଲକୁ ଅଣାୟିବ ଏବଂ ଆମ୍ଭେ ସଗେୁଡ଼ିକର ପରିଦର୍ଶନ ନ କରିବା ଦିନ ପର୍ୟ୍ଯନ୍ତ ସେ ସବୁ ସେ ସ୍ଥାନ ରେ ଥିବ। ପୁଣି ସଦାପ୍ରଭୁ କହନ୍ତି, ତାହାପ ରେ ଆମ୍ଭେ ସେସବୁ ଜିନିଷକୁ ଏହି ସ୍ଥାନକୁ ଫରୋଇ ଆଣିବା।

Jeremiah 27:21Jeremiah 27

Jeremiah 27:22 in Other Translations

King James Version (KJV)
They shall be carried to Babylon, and there shall they be until the day that I visit them, saith the LORD; then will I bring them up, and restore them to this place.

American Standard Version (ASV)
They shall be carried to Babylon, and there shall they be, until the day that I visit them, saith Jehovah; then will I bring them up, and restore them to this place.

Bible in Basic English (BBE)
They will be taken away to Babylon, and there they will be till the day when I send their punishment on them, says the Lord. Then I will take them up and put them back in their place.

Darby English Bible (DBY)
They shall be carried to Babylon, and there shall they be until the day of my visiting them, saith Jehovah; then I will bring them up, and restore them to this place.

World English Bible (WEB)
They shall be carried to Babylon, and there shall they be, until the day that I visit them, says Yahweh; then will I bring them up, and restore them to this place.

Young's Literal Translation (YLT)
To Babylon they are brought, and there they are till the day of My inspecting them -- an affirmation of Jehovah; then I have brought them up, and have brought them back unto this place.'

They
shall
be
carried
בָּבֶ֥לָהbābelâba-VEH-la
to
Babylon,
יוּבָ֖אוּyûbāʾûyoo-VA-oo
there
and
וְשָׁ֣מָּהwĕšāmmâveh-SHA-ma
shall
they
be
יִֽהְי֑וּyihĕyûyee-heh-YOO
until
עַ֠דʿadad
the
day
י֣וֹםyômyome
visit
I
that
פָּקְדִ֤יpoqdîpoke-DEE
them,
saith
אֹתָם֙ʾōtāmoh-TAHM
the
Lord;
נְאֻםnĕʾumneh-OOM
up,
them
bring
I
will
then
יְהוָ֔הyĕhwâyeh-VA
and
restore
וְהַֽעֲלִיתִים֙wĕhaʿălîtîmveh-ha-uh-lee-TEEM
them
to
וַהֲשִׁ֣יבֹתִ֔יםwahăšîbōtîmva-huh-SHEE-voh-TEEM
this
אֶלʾelel
place.
הַמָּק֖וֹםhammāqômha-ma-KOME
הַזֶּֽה׃hazzeha-ZEH

Cross Reference

Jeremiah 29:10
ତା'ପ ରେ ସଦାପ୍ରଭୁ କହନ୍ତି, ମାତ୍ର ବାବିଲ ରେ ସତୁରି ବର୍ଷ ସୂର୍ଣ୍ଣ ହେଲାପ ରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ବାନୁସନ୍ଧାନ କରିବା। ତୁମ୍ଭମାନଙ୍କୁ ପୁନର୍ବାର ୟିରୁଶାଲମକୁ ଫରୋଇ ଆଣି ଆମ୍ଭେ ଆପଣା ମଙ୍ଗଳ ବାକ୍ଯ ପୂରଣ କରିବା।

Ezra 7:19
ପୁଣି ତୁମ୍ଭେ ପରମେଶ୍ବରଙ୍କ ମନ୍ଦିରର ସବୋର୍ଥକ ଯେ ସକଳପାତ୍ର ତୁମ୍ଭକୁ ଦିଆ ଯାଉଅଛି। ତାହାସବୁ ୟିରୁଶାଲମର ପରମେଶ୍ବରଙ୍କ ସମ୍ମୁଖ ରେ ସମର୍ପଣ କର।

Jeremiah 32:5
ପୁଣି ସେ ସିଦିକିଯକୁ ବାବିଲକୁ ଘନେିୟିବ। ଆମ୍ଭେ ଯେ ପର୍ୟ୍ଯନ୍ତ ତାକୁ ଶାସ୍ତି ନ ଦଇେଛୁ ସେ ପର୍ୟ୍ଯନ୍ତ ସେ ସଠାେ ରେ ରହିବ।' ଆଉ ସଦାପ୍ରଭୁ କହନ୍ତି, 'ତୁମ୍ଭମାନେେ କଲଦୀଯମାନଙ୍କ ସହିତ ୟୁଦ୍ଧ କଲେ ହେଁ କୃତକାର୍ୟ୍ଯ ହବେ ନାହିଁ।

Jeremiah 25:11
ତହିଁରେ ସମଗ୍ର ଦେଶ ଏକ ଶୂନ୍ଯ ମରୁଭୂମିରେ ପରିଣତ ହବେ ଓ ତାହାର ସମସ୍ତ ଲୋକ ବାବିଲ ରାଜାର ସତୁରି ବର୍ଷ ପର୍ୟ୍ଯନ୍ତ ଦାସ ହାଇେ ରହିବେ।

Ezra 5:13
ବାବିଲର ରାଜା କୋରସଙ୍କର ଅଧିକାରର ପ୍ରଥମ ବର୍ଷ ରେ ପରମେଶ୍ବରଙ୍କ ଏହି ମନ୍ଦିର ନିର୍ମାଣ କରିବା ପାଇଁ କୋରସର ରାଜା ଆଜ୍ଞା କଲେ।

Ezra 1:11
ଏହି ସମସ୍ତ ମିଶି 5,400 ସ୍ବର୍ଣ୍ଣ ଓ ରୌପମଯ ପାତ୍ର ଥିଲା। ବନ୍ଦୀଲୋକମାନଙ୍କୁ ବାବିଲରୁ ୟିରୁଶାଲମକୁ ଅଣାୟିବା ସମୟରେ ଶେଶବସର ଏହିସବୁ ଦ୍ରବ୍ଯ ଆଣିଥିଲା।

Daniel 9:2
ଦାରିଯାବସଙ୍କ ରାଜତ୍ବର ପ୍ରଥମ ବର୍ଷ ରେ ମୁଁ ଦାନିୟେଲ, କେତକେ ଗ୍ରନ୍ଥ ପାଠକରି ଜାଣିଲି ଯେ, ଯିରିମିୟ ଭବିଷ୍ଯଦ୍ବକ୍ତା ସଦାପ୍ରଭୁଙ୍କଠାରୁ ବୁଝିଲେ ୟରୁଶାଲମର ପୁନଃନିର୍ମାଣ ପ୍ରଳଯର ସତୁରି ବର୍ଷ ପ ରେ ଘଟିଲା।

Daniel 5:23
ଆପଣ ନମ୍ର ହବୋ ପରିବର୍ତେ ସ୍ବର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧ ରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରେ ୗପ୍ୟ ପାତ୍ର ରେ ଆପଣ, ଆପଣଙ୍କ ଅମାତ୍ଯଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମା ରେ ଦବଗେଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସମାନଙ୍କେର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧିନ, ଆପଣ ସହେି ପରମେଶ୍ବରଙ୍କର ଗୌରବ କରିନାହାଁନ୍ତି।

Daniel 5:1
ରାଜା ବେଲ୍ଶତ୍ସର ନିଜର ସହସ୍ର ଅମାତ୍ଯବର୍ଗଙ୍କ ନିମନ୍ତେ ଏକ ମହା ଭୋଜି ପ୍ରସ୍ତୁତ କଲେ। ଆଉ ସେ ସହସ୍ରଙ୍କ ମଧିଅରେ ରାଜା ଦ୍ରାକ୍ଷାରସ ପାନ କଲେ।

Jeremiah 52:17
ପୁଣି କଲଦୀଯମାନେ ସଦାପ୍ରଭୁଙ୍କ ମନ୍ଦିରର ପିତ୍ତଳ ସ୍ତମ୍ଭ ସଦାପ୍ରଭୁଙ୍କ ଗୃହର ବୈଠକିସବୁ ଓ ପିତ୍ତଳମଯ ସମୁଦ୍ର ରୂପା ପାତ୍ରକୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ସବୁ ବାବିଲକୁ ନଇଗେଲେ।

Jeremiah 34:5
ତୁମ୍ଭେ ତୁମ୍ଭ ପୂର୍ବପୁରୁଷଙ୍କ ପରି ଓ ପୂର୍ବବର୍ତ୍ତୀ ରାଜାମାନଙ୍କ ପରି ଶାନ୍ତି ରେ ମୃତ୍ଯୁବରଣ କରିବ। ଯେପରି ସୁଗନ୍ଧ ସମାନେେ ତାଙ୍କ ପାଇଁ ଜାଳି ଥିଲେ, ସହେିପରି ସମାନେେ ତୁମ୍ଭ ପାଇଁ ସୁଗନ୍ଧ ଜାଳିବେ। ପୁଣି ହାୟ ପ୍ରଭୋ ! ହାୟ ପ୍ରଭୋ ! କହି ସମାନେେ ତୁମ୍ଭ ପାଇଁ ବିଳାପ କରିବେ।' କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହା କହିଅଛୁ।

Proverbs 21:30
ସଦାପ୍ରଭୁଙ୍କ ବିରୁଦ୍ଧ ରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ।

Ezra 7:9
କାରଣ ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ୟାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ସଦାପ୍ରଭୁ ପରମେଶ୍ବରଙ୍କ ମଙ୍ଗଳମଯ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନ ରେ ୟିରୁଶାଲମ ରେ ଉପସ୍ଥିତ ହେଲେ।

Ezra 1:7
ଆଉ ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ମନ୍ଦିରର ଯେ ସକଳ ପାତ୍ର ୟିରୁଶାଲମରୁ ଆଣି ଆପଣା ମିଥ୍ଯା ଦବେତାଗଣଙ୍କ ମନ୍ଦିର ରେ ରଖିଥିଲା, କୋରସ ରାଜା ତାହାସବୁ ବାହାର କରି ଆଣିଲା।

2 Chronicles 36:21
ଏହିପରି ଭାବରେ ସଦାପ୍ରଭୁ ଯିରିମିୟ ଭବିଷ୍ଯତ୍ବକ୍ତାଙ୍କ ଦ୍ବାରା ଯେଉଁ ସବୁ ବିଷଯ କହିଥିଲେ, ତାହା ପ୍ରକୃତ ରେ ଘଟିଲା। ସଦାପ୍ରଭୁ ଯିରିମିୟଙ୍କ ମାଧ୍ଯମ ରେ କହିଥିଲେ : ଏହି ସ୍ଥାନ ସତୁରି ବର୍ଷ ପର୍ୟ୍ଯନ୍ତ ଧ୍ବଂସର ସ୍ଥାନ ହାଇେ ରହିବ। କାରଣ ଲୋକମାନେ ବିଶଷେ ବିଶ୍ରାମବାର ରେ ବିଶ୍ରାମ ନ କରିଥିବାରୁ ତାହାକୁ ଭରଣା କରିବା ନିମନ୍ତେ ଏହିପରି ଘଟିଲା। ଏହା ସତୁରି ବର୍ଷ ଲଗିରହିବ।

2 Chronicles 36:17
ତେଣୁ ପରମେଶ୍ବର ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ ଆକ୍ରମଣ କରିବା ନିମନ୍ତେ ବାବିଲର ରାଜାକୁ ଆଣିଲେ। ୟୁବା ଲୋକମାନେ ମନ୍ଦିର ମଧିଅରେ ଥିଲେ ସୁଦ୍ଧା, ବାବିଲର ରାଜା ସମାନଙ୍କେୁ ହତ୍ଯା କଲେ। ସେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ କିଛି ଦୟା କଲେ ନାହିଁ। ବାବିଲର ରାଜା ଉଭୟ ୟୁବା ଓ ବୃଦ୍ଧ ଲୋକମାନଙ୍କୁ ହତ୍ଯା କଲେ। ସେ ପୁରୁଷ ଓ ସ୍ତ୍ରୀଙ୍କୁ ହତ୍ଯା କଲେ। ସେ ରୋଗୀ ଓ ସୁସ୍ଥ ଲୋକଙ୍କୁ ହତ୍ଯା କଲେ, ପରମେଶ୍ବର ଯିହୁଦା ଓ ୟିରୁଶାଲମର ଲୋକମାନଙ୍କ ଉପରେ ନବୂଖଦ୍ନିତ୍ସରଙ୍କୁ ବିଜଯୀ କଲେ।

2 Kings 25:13
ବାବିଲର ସୈନ୍ଯମାନେ ସଦାପ୍ରଭୁଙ୍କ ମନ୍ଦିର ରେ ଥିବା ସମସ୍ତ ପିତ୍ତଳ ଦ୍ରବ୍ଯ ଭାଙ୍ଗି ପକାଇଲେ। ପିତ୍ତଳ ସ୍ତମ୍ଭ ବୈଠକି ସବୁ ଓ ପିତ୍ତଳମଯ ସମୁଦ୍ର ରୂପ ଦ୍ବୀପ ପାତ୍ର ଖଣ୍ତ ଖଣ୍ତ କରି ତହିଁରେ ଥିବା ପିତ୍ତଳକୁ ବାବିଲକୁ ନଇଗେଲେ।

2 Kings 24:13
ନବୂଖଦ୍ନିତ୍ସର ରାଜପ୍ରାସାଦରୁ ଏବଂ ୟିରୁଶାଲମ୍ର ସଦାପ୍ରଭୁଙ୍କ ମନ୍ଦିରରୁ ସମସ୍ତ ଧନ ନଇଗେଲେ। ସେ ରାଜା ଶଲୋମନଙ୍କ ଦ୍ବାରା ତିଆରି ସଦାପ୍ରଭୁଙ୍କ ମନ୍ଦିରର ସ୍ବର୍ଣ୍ଣମଯ ପାତ୍ରଗୁଡିକୁ ଖଣ୍ତ ଖଣ୍ତ କରି କାଟି ପକାଇଲେ। ଏସବୁ ସଦାପ୍ରଭୁଙ୍କ ବାକ୍ଯାନୁସା ରେ ଘଟିଲା।