Jeremiah 4:7
ଏକ ସିଂହ ନିଜ ଗହ୍ବରରୁ ବାହାରିଅଛି। ନାନା ଦେଶୀଯମାନଙ୍କର ବିନାଶକ ଆସୁଅଛି। ତୁମ୍ଭର ନଗରସବୁ ଧ୍ବଂସ ହବେ, ଆଉ ସଗେୁଡ଼ିକ ଜନଶୂନ୍ଯ ହବେ। ଏଥିପାଇଁ ସେ ନିଜ ସ୍ଥାନରୁ ବାହାରି ତୁମ୍ଭର ଦେଶକୁ ଉଜାଡ଼ିବାକୁ ଆସୁଛନ୍ତି।
Jeremiah 4:7 in Other Translations
King James Version (KJV)
The lion is come up from his thicket, and the destroyer of the Gentiles is on his way; he is gone forth from his place to make thy land desolate; and thy cities shall be laid waste, without an inhabitant.
American Standard Version (ASV)
A lion is gone up from his thicket, and a destroyer of nations; he is on his way, he is gone forth from his place, to make thy land desolate, that thy cities be laid waste, without inhabitant.
Bible in Basic English (BBE)
A lion has gone up from his secret place in the woods, and one who makes waste the nations is on his way; he has gone out from his place, to make your land unpeopled, so that your towns will be made waste, with no man living in them.
Darby English Bible (DBY)
The lion is come up from his thicket, the destroyer of the nations is on his way; he is gone forth from his place, to make thy land desolate; thy cities shall be laid waste, without inhabitant.
World English Bible (WEB)
A lion is gone up from his thicket, and a destroyer of nations; he is on his way, he is gone forth from his place, to make your land desolate, that your cities be laid waste, without inhabitant.
Young's Literal Translation (YLT)
Gone up hath a lion from his thicket, And a destroyer of nations hath journeyed, He hath come forth from his place To make thy land become a desolation, Thy cities are laid waste, without inhabitant.
| and is | עָלָ֤ה | ʿālâ | ah-LA |
| come up The | אַרְיֵה֙ | ʾaryēh | ar-YAY |
| lion thicket, his | מִֽסֻּבְּכ֔וֹ | missubbĕkô | mee-soo-beh-HOH |
| from destroyer the | וּמַשְׁחִ֣ית | ûmašḥît | oo-mahsh-HEET |
| and of the | גּוֹיִ֔ם | gôyim | ɡoh-YEEM |
| Gentiles way; his on | נָסַ֖ע | nāsaʿ | na-SA |
| is forth gone is | יָצָ֣א | yāṣāʾ | ya-TSA |
| he his place | מִמְּקֹמ֑וֹ | mimmĕqōmô | mee-meh-koh-MOH |
| from to | לָשׂ֤וּם | lāśûm | la-SOOM |
| make thy | אַרְצֵךְ֙ | ʾarṣēk | ar-tsake |
| land | לְשַׁמָּ֔ה | lĕšammâ | leh-sha-MA |
| desolate; cities thy | עָרַ֥יִךְ | ʿārayik | ah-RA-yeek |
| shall be laid waste, | תִּצֶּ֖ינָה | tiṣṣênâ | tee-TSAY-na |
| without | מֵאֵ֥ין | mēʾên | may-ANE |
| an inhabitant. | יוֹשֵֽׁב׃ | yôšēb | yoh-SHAVE |
Cross Reference
Jeremiah 5:6
ସମାନେେ ପରମେଶ୍ବରଙ୍କ ବିରୁଦ୍ଧାଚରଣ କରିଛନ୍ତି। ତେଣୁ ବନରୁ ଏକ ସିଂହ ବାହାରି ସମାନଙ୍କେୁ ବଧ କରିବ ଓ ସନ୍ଧ୍ଯା କାଳୀନ ଗଧିଆ ସମାନଙ୍କେୁ ବିନାଶ କରିବ। ଚିତାବାଘ ସମାନଙ୍କେ ନଗର ସମୂହ ନିକଟରେ ଛକି ରହିବ। ଯେଉଁଲୋକ ନଗରରୁ ବାହାରିବ, ସେ ତାକୁ ବିଦୀର୍ଣ୍ଣ କରିବ। କାରଣ ସମାନେେ ବହୁ ଅପରାଧ କରିଛନ୍ତି ଓ ସମାନେେ ବହୁବାର ସଦାପ୍ରଭୁଙ୍କଠାରୁ ବିପଥଗାମୀ ହାଇେଛନ୍ତି।
Jeremiah 2:15
ୟୁବା ସିଂହାସନ ତାହା ଉପ ରେ ଗର୍ଜନ ଓ ହୁଙ୍କାର କରିଅଛନ୍ତି। ସମାନେେ ତାହାର ଦେଶସବୁ ଧ୍ବଂସ କରିଅଛନ୍ତି। ତାହାର ନଗରଗୁଡ଼ିକ ଦଗ୍ଧ କରିଛନ୍ତି ଓ ତାହାକୁ ଜନଶୂନ୍ଯ କରିଛନ୍ତି।
Isaiah 1:7
ତୁମ୍ଭମାନଙ୍କର ଦେଶ ଧ୍ବଂସ ପ୍ରାପ୍ତ। ତୁମ୍ଭମାନଙ୍କର ନଗରଗୁଡ଼ିକ ଅଗ୍ନି ରେ ଭସ୍ମିଭୂତ ହାଇେଅଛି। ତୁମ୍ଭମାନଙ୍କର ଦେଶ ଶତ୍ରୁମାନଙ୍କ ଦ୍ବାରା ଅଧିକୃତ। ସୈନ୍ଯବାହିନୀ ଦ୍ବାରା ଦେଶ ଧ୍ବଂସ ହେଲା ପରି ତୁମ୍ଭର ଦେଶ ଧ୍ବଂସ ହାଇୟୋଇଛି।
Isaiah 6:11
ତା'ପ ରେ ମୁଁ ସଦାପ୍ରଭୁଙ୍କୁ ପ୍ରଶ୍ନ କଲି, ପ୍ରଭୋ ! ମୁଁ କେତକୋଳ ଏହା କରିବି ?'
Jeremiah 25:9
ପୁଣି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା।ପୁଣି ଆମ୍ଭର ଦାସ ବାବିଲର ରାଜା ନବୁଖଦ୍ନିତ୍ସରକୁ ଆଣିବା। ପୁଣି ସମାନଙ୍କେୁ ନଇେ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧ ରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧ ରେ ଛିଡ଼ା କରାଇବା। ଆଉ ସମାନଙ୍କେୁ ସୂର୍ଣ୍ଣ ଭାବରେ ବିନାଶ କରିବା। ସହେି ଦେଶକୁ ଚିରକାଳ ଏକ ଶୂନ୍ଯ ପ୍ରାନ୍ତର ରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମଯ ରେ ଓ ଶୀସ୍ ଶବ୍ଦ କରିବେ।
Ezekiel 26:7
ମାରେପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଉତ୍ତର ଦିଗରୁ ନବୁଖଦନିତ୍ସରଙ୍କୁ ସୋର ବିରୁଦ୍ଧ ରେ ଆଣିବା। ସେ ରାଜାଧିରାଜ ବାବିଲର ରାଜା ଅଶ୍ବରଥ, ଅଶ୍ବାରୋହୀ, ସମାଜ ଓ ବିପୁଳ ସୈନ୍ଯବାହିନୀ ସହ ଆସିବେ।
Jeremiah 50:17
ଇଶ୍ରାୟେଲ ଚ୍ଛିନ୍ନଭିନ୍ନ ହାଇେଥିବା ମଷେ ସ୍ବରୂପ ସେ ସିଂହମାନଙ୍କ ଦ୍ବାରା ବିତାଡ଼ିତ ହାଇେଅଛି। ପ୍ରଥମେ ଅଶୂରର ରାଜା ତାକୁ ଗ୍ରାସ କଲା। ଆଉ ଶଷେ ରେ ବାବିଲର ରାଜା ନବୂଖଦନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଲା।
Jeremiah 49:19
ଏବଂ ୟର୍ଦ୍ଦନର ଘଞ୍ଚ ବୁଦାରୁ ଏକ ସିଂହ ଚିରସ୍ଥାଯୀ ଚାରଣ ଭୂମିରେ ଥିବା ସହେିମାନଙ୍କୁ ଦୂରକରି ଦବୋ ପାଇଁ ଆସିବା ପରି, ଆମ୍ଭେ ହଠାତ୍ ସମାନଙ୍କେ ସ୍ଥାନରୁ ଇଦୋମକୁ ଅନୁଧାବନ କରିବା। ଆଉ ଆମ୍ଭର ମନୋନୀତ ଲୋକ ତାହା ଉପ ରେ ଶାସନ କରିବା ପାଇଁ ଆମ୍ଭେ ନିୟୁକ୍ତ କରିବା। କାରଣ ମାେ ପରି କିଏ ଅଛି ? ଏପରି ପାଳକ କହେି ଅଛି, ୟିଏ କି ଆମ୍ଭ ସମ୍ମୁଖ ରେ ଠିଆ ହବେ ?
Jeremiah 34:22
ମାତ୍ର ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ପୁଣି ସମାନଙ୍କେୁ ଆମ୍ଭର ଆଜ୍ଞା ରେ' ଏହି 'ନଗରକୁ ଅଣାଇବା। ତହିଁରେ ସମାନେେ ନଗର ବିରୁଦ୍ଧ ରେ ୟୁଦ୍ଧ କରି ତାହାକୁ ଅଧିକାର କରିବେ ଓ ତାହାକୁ ଅଗ୍ନି ରେ ଦଗ୍ଧ କରିବେ। ପୁଣି ଆମ୍ଭେ ଯିହୁଦାର ସମସ୍ତ ନଗରକୁ ଜନଶୂନ୍ଯ କରି ଧ୍ବଂସ ସ୍ତୁପ ରେ ପରିରତ କରିବା।
Jeremiah 33:10
ତୁମ୍ଭମାନେେ କହୁଅଛ, 'ଏହି ସ୍ଥାନ ନରଶୂନ୍ଯ ଓ ପଶୁଶୂନ୍ଯ ହାଇେ ଏକ ଧ୍ବଂସିତ ନଗର ହବେ।' ମାତ୍ର ଏହି ସ୍ଥାନ ଖୁବ୍ ଶୀଘ୍ର କୋଳାହଳପୂର୍ଣ୍ଣ ହବେ।
Jeremiah 25:38
ଆହୁରି ସଦାପ୍ରଭୁ ଭୟଙ୍କର ସିଂହ ତୁଲ୍ଯ ଆପଣା ଗହ୍ବର ତ୍ଯାଗ କରିଅଛନ୍ତି। ତାଙ୍କର କୋରଧ ରୂପକ ଖଡ୍ଗ ଭୟଙ୍କର ହବେ ଓ ସହେି ପ୍ରଚଣ୍ଡ କୋର୍ଧ ହତେୁରୁ ଦେଶ ଶୂନ୍ଯ ମରୁମଯ ସ୍ତାନ ହବେ।
Isaiah 5:9
ସର୍ବଶକ୍ତିମାନ ସଦାପ୍ରଭୁ ଏହାସମାଲତ କହିଲଲ ଏବଂ ମୁଁ ଏହା ତାଙ୍କଠାରୁ ଶୁଣିଥିଲି, "ବର୍ତ୍ତମାନ ବହୁତ ଘର ଅଛି ମାତ୍ର ମୁଁ ପ୍ରତିଜ୍ଞା କରିଛିସସ ସମସ୍ତ ଧ୍ବଂସସହବ।ସଯଉଁ ସୁନ୍ଦର ଓ ବୃହତ୍ ଗୃହମାନ ଅଛିସସ ସବୁ ନିବାସଶୂନ୍ଯସହବ।
2 Kings 24:1
ଯିହାୟୋକୀମ୍ର ରାଜତ୍ବ କାଳ ରେ, ବାବିଲର ରାଜା ନବୂଖଦ୍ନିତ୍ସର ୟିହୂଦା ଓ ଯିହାୟୋକୀମ୍କୁ ତିନି ବର୍ଷ ଧରି ଆକ୍ରମଣ କଲେ। ତା'ପରେ ସେ ତାଙ୍କୁ ଅମାନ୍ଯ କରି ତାଙ୍କର ବିଦ୍ରୋହୀ ହେଲ।
Jeremiah 9:11
ପୁଣି ଆମ୍ଭେ ସଦାପ୍ରଭୁ ୟିରୁଶାଲମକୁ ଢ଼ିପି ଓ ଶୃଗାଳମାନଙ୍କ ବାସସ୍ଥାନ ରେ ପରିଣତ କରିବା। ଆଉ ଆମ୍ଭେ ଯିହୁଦାର ନଗରସମୂହକୁ ନିର୍ଜନ ଧ୍ବଂସସ୍ଥାନ କରିବା।
Jeremiah 26:9
ସମାନେେ ପୁଣି କହିଲେ, ତୁମ୍ଭେ କିପରି ସଦାପ୍ରଭୁଙ୍କ ଗୃହ ଶୀଲୋ ସମାନ ହବେ ଓ ୟିରୁଶାଲମ ନଗର ଧ୍ବଂସ ଓ ନିବାସହୀନ ହବେ। ସଦାପ୍ରଭୁଙ୍କ ମନ୍ଦିର ରେ ସମସ୍ତ ଲୋକ ଯିରିମିୟଙ୍କ ଚାରିପଟେ ରୁଣ୍ଡ ହେଲେ।
Jeremiah 27:8
ପୁଣି ଯେଉଁ ଦେଶ ଓ ରାଜ୍ଯ ସହେି ବାବିଲର ରାଜା ନବୂଖଦନିତ୍ସରର ଦାସ୍ଯକର୍ମ କରିବେ ନାହିଁ ଓ ବାବିଲ ରାଜାର ୟୁଆଳି ତଳେ ଆପଣା ଆପଣା ବକେ ରଖିବେ ନାହିଁ, ସଦାପ୍ରଭୁ କହନ୍ତି,ଆମ୍ଭେ ସେ ଦେଶକୁ ତାହାର ହସ୍ତ ରେ ସଂହାର ନ କରିବା ପର୍ୟ୍ଯନ୍ତ ଆମ୍ଭର ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ବାରା ଦଣ୍ଡ ଦବୋ।
Jeremiah 50:44
ପୁଣି ସଦାପ୍ରଭୁ କହନ୍ତି, ପୁଣି ୟର୍ଦ୍ଦନର ଘଞ୍ଚ ବୁଦାରୁ ଏକ ସିଂହ ଚିରସ୍ଥାଯୀ ଚାରଣଭୂମିରେ ଥିବା ସହେିମାନଙ୍କୁ ଭୟ ଦବୋ ପାଇଁ ଆସିବା ପରି ଆମ୍ଭେ ସମାନଙ୍କେୁ ହଠାତ୍, ସମାନଙ୍କେ ଦେଶରୁ ତଡ଼ିଦବୋ। କାହାକୁ ଆମ୍ଭେ ଏଠା ରେ ନିୟୁକ୍ତ କରିବା, କାରଣ ମାେ ପରି କହେି ନୁହଁନ୍ତି ? ସଠାେ ରେ ଆମ୍ଭକୁ ପ୍ରତି ରୋଧ କରିବା ପାଇଁ କିଏ ଅଛନ୍ତି ? ଆମ୍ଭ ସମ୍ମୁଖ ରେ ଠିଆ ହେଲାପରି ପାଳକ କିଏ ଅଛନ୍ତି ?
Ezekiel 21:19
ହେ ମନୁଷ୍ଯ ପୁତ୍ର, ବାବିଲ ରାଜାର ଖଡ୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇପଥ ନିରୂପଣ କର। ଦୁଇ ପଥ ଗୋଟିଏ ଦେଶରୁ ଆସିବ। ନଗର ଆଡ଼କୁ ୟାଇଥିବା ସଡ଼କର ମୁଣ୍ଡ ରେ ଏକ ପଥ ନିର୍ଦ୍ଦଶେ କରୁଥିବା ପ୍ରସ୍ତର ଫଳକ ରଖ।
Ezekiel 30:10
ସଦାପ୍ରଭୁ, ମାରେ ପ୍ରଭୁ ଏହିକଥା କହିଛନ୍ତି, ମୁଁ ବାବିଲର ରାଜା ନବୂଖଦନିତ୍ସରଙ୍କର ହସ୍ତ ରେ ମିଶରର ଧନ ସମ୍ପତ୍ତିକୁ ହସ୍ତାନ୍ତର କରିବି।
Daniel 5:19
ପରମେଶ୍ବର ତାଙ୍କୁ ଏପରି ମହିମାନ୍ବିତ କଲେ ଯେ ସକଳ ଗୋଷ୍ଠୀ, ନାନା ଦେଶୀଯ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁ ରେ କମ୍ପିତ ହାଇେ ଭୟ କଲେ। ସେ ଯାହାକୁ ମାରିବାକୁ ଚାହିଁଲେ ତାକୁ ବଧ କଲେ। ପୁଣି ଯାହାକୁ ବଞ୍ଚିବାକୁ ଚାହିଁଲେ, ସେ ଜୀବିତ ରହିଲା। ତାଙ୍କରି ଇଚ୍ଛାନୁସା ରେ ଜଣେ ଉନ୍ନତ ହେଲା ଓ ତାଙ୍କର ଇଚ୍ଛାନୁସା ରେ ଜଣେ ଅବନତ ହେଲା।
Daniel 7:4
ପ୍ରଥମ ପଶୁଟି ସିଂହ ସଦୃଶ ଓ ଉତ୍କ୍ରୋଷ ପକ୍ଷୀର ଡଣୋପରି ତା'ର ଡଣୋ ଥିଲା। ମୁଁ ନିରୀକ୍ଷଣ କରି ଦେଖିଲି, ତା'ର ଡଣୋ ଉପୁଡାଗଲା। ଆଉ ସେ ପୃଥିବୀରୁ ଉଠାଗଲା। ମନୁଷ୍ଯପରି ଦୁଇ ପାଦ ରେ ତାକୁ ଠିଆ କରାଗଲା ଓ ତାକୁ ମନୁଷ୍ଯର ଅନ୍ତଃକରଣ ଦିଆଗଲା।
2 Kings 25:1
ଅନନ୍ତର ସିଦିକିଯଙ୍କ ରାଜତ୍ବର ନବମ ବର୍ଷ ରେ ଦଶମ ମାସର ଦଶମ ଦିନ ରେ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାଙ୍କର ସମସ୍ତ ସୈନ୍ଯ ୟିରୁଶାଲମ୍ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସିଲେ ଏବଂ ୟିରୁଶାଲମକୁ ଅବରୋଧ କଲେ ଓ ତା'ର ଚାରିପାଖ ରେ ସୈନ୍ଯ କତ୍ତୃର୍କ ଅବରୋଧ ନିର୍ମାଣ କଲେ।