John 7:28 in Oriya

Oriya Oriya Bible John John 7 John 7:28

John 7:28
ଯୀଶୁ ମନ୍ଦିର ରେ ଉପଦେଶ ଦେଉ ଦେଉ ଉଚ୍ଚ ସ୍ବର ରେ କହିଲେ, ହଁ, ତୁମ୍ଭେ ମାେତେ ଜାଣ ଓ ମୁଁ କେଉଁଠାରୁ ଆସିଛି ତାହା ମଧ୍ଯ ଜାଣ। କିନ୍ତୁ ମୁଁ ମାରେ ନିଜ ଅଧିକାର ବଳ ରେ ଆସି ନାହିଁ। ମୁଁ ସତ୍ଯ ପରମେଶ୍ବରଙ୍କ ଦ୍ବାରା ପଠାଯାଇଛି। ତୁମ୍ଭେ ତାହାଙ୍କୁ ଜାଣି ନାହଁ।

John 7:27John 7John 7:29

John 7:28 in Other Translations

King James Version (KJV)
Then cried Jesus in the temple as he taught, saying, Ye both know me, and ye know whence I am: and I am not come of myself, but he that sent me is true, whom ye know not.

American Standard Version (ASV)
Jesus therefore cried in the temple, teaching and saying, Ye both know me, and know whence I am; and I am not come of myself, but he that sent me is true, whom ye know not.

Bible in Basic English (BBE)
Then, when he was teaching in the Temple, Jesus said with a loud voice, You have knowledge of me and you have knowledge of where I come from; and I have not come of myself; but there is One who has sent me; he is true, but you have no knowledge of him.

Darby English Bible (DBY)
Jesus therefore cried out in the temple, teaching and saying, Ye both know me and ye know whence I am; and I am not come of myself, but he that sent me is true, whom ye do not know.

World English Bible (WEB)
Jesus therefore cried out in the temple, teaching and saying, "You both know me, and know where I am from. I have not come of myself, but he who sent me is true, whom you don't know.

Young's Literal Translation (YLT)
Jesus cried, therefore, in the temple, teaching and saying, `Ye have both known me, and ye have known whence I am; and I have not come of myself, but He who sent me is true, whom ye have not known;

Then
ἔκραξενekraxenA-kra-ksane
cried
οὖνounoon
Jesus
ἐνenane
in
τῷtoh
the
ἱερῷhierōee-ay-ROH
temple
διδάσκωνdidaskōnthee-THA-skone
as
he
taught,
hooh

Ἰησοῦςiēsousee-ay-SOOS
saying,
καὶkaikay
Ye
both
me,
λέγων,legōnLAY-gone
know
Κἀμὲkameka-MAY
and
οἴδατεoidateOO-tha-tay
ye
know
καὶkaikay
whence
οἴδατεoidateOO-tha-tay
am:
I
πόθενpothenPOH-thane
and
εἰμί·eimiee-MEE
I
am
not
καὶkaikay
come
ἀπ'apap
of
ἐμαυτοῦemautouay-maf-TOO
myself,
οὐκoukook
but
ἐλήλυθαelēlythaay-LAY-lyoo-tha
he
ἀλλ'allal
that
sent
ἔστινestinA-steen
me
ἀληθινὸςalēthinosah-lay-thee-NOSE
is
hooh
true,
πέμψαςpempsasPAME-psahs
whom
μεmemay
ye
ὃνhonone
know
ὑμεῖςhymeisyoo-MEES
not.
οὐκoukook
οἴδατε·oidateOO-tha-tay

Cross Reference

John 8:42
ଯୀଶୁ ସହେି ଯିହୂଦୀମାନଙ୍କୁ କହିଲେ, ଯଦି ପରମେଶ୍ବର ପ୍ରକୃତ ରେ ତୁମ୍ଭର ପରମପିତା, ତବେେ ତୁମ୍ଭେ ମାେତେ ଭଲ ପାଇବା ଉଚିତ। ମୁଁ ପରମେଶ୍ବରଙ୍କ ପାଖରୁ ଆସିଛି ଓ ବର୍ତ୍ତମାନ ମୁଁ ଏଠା ରେ ଅଛି। ମୁଁ ମାେ କ୍ଷମତା ଅନୁସାରେ ଆସିନାହିଁ। ପରମେଶ୍ବର ମାେତେ ଏଠାକୁ ପଠାଇଛନ୍ତି।

John 8:26
ମାରେ ତୁମ୍ଭ ବିଷୟ ରେ ଅନକେ କିଛି କହିବାକୁ ଅଛି। ମୁଁ ତୁମ୍ଭର ବିଚାର କରିପା ରେ, କିନ୍ତୁ ମାରେ ପ୍ ରରଣକେର୍ତ୍ତା ମାେତେ ଯାହା କହି ପଠାଇଛନ୍ତି, ମୁଁ ପୃଥିବୀର ଲୋକମାନଙ୍କୁ ତାହା କହୁଛି ଏବଂ ସେ ସତ୍ଯ କହନ୍ତି।

John 8:19
ଲୋକମାନେ ପଚାରିଲେ, ତୁମ୍ଭର ପିତା କାହାନ୍ତି?

John 7:14
ପର୍ବ ପ୍ରାୟ ଅଧାଅଧି ଶଷେ ହାଇେ ଯାଇଥିଲା। ତା'ପରେ ଯୀଶୁ ମନ୍ଦିର ପରିସରକୁ ଯାଇ ଉପଦେଶ ଦବୋ ରେ ଲାଗିଲେ।

Jeremiah 9:6
ଗୋଟିଏ ମନ୍ଦକର୍ମ ପ ରେ ଅନ୍ୟ ଏକ ମନ୍ଦକର୍ମ ଚାଲେ ଓ ପ୍ରବଞ୍ଚନା ଲାଗି ରହେ। ତେଣୁ ସଦାପ୍ରଭୁ କହନ୍ତି, ଏହି ମିଥ୍ଯା ଓ ପ୍ରବଞ୍ଚନା ଯୋଗୁଁ ସମାନେେ ଆମ୍ଭକୁ ଜାଣିବାକୁ ଅସ୍ବୀକାର କରନ୍ତି।

John 5:43
ମୁଁ ମାରେପରମପିତାଙ୍କଠାରୁ ଆସିଛି। ମୁଁ ତାହାଙ୍କ ପାଇଁ କଥା କ ହେ। କିନ୍ତୁ ତୁମ୍ଭମାନେେ ମାେତେ ଗ୍ରହଣ କରୁ ନାହଁ। କିନ୍ତୁ ଯେତବେେଳେ ଅନ୍ୟ କିଏ ଆସି କବଳେ ତା ନିଜ ବିଷୟ ରେ କହିବ ସେତବେେଳେ ତୁମ୍ଭେ ତାକୁ ଗ୍ରହଣ କରିବ।

John 8:14
ଯୀଶୁ ଉତ୍ତର ଦେଲେ, ହଁ, ମୁଁ ମାେ ବିଷୟ ରେ ଏସବୁ କଥା କହୁଛି, କିନ୍ତୁ ମୁଁ ଯାହା କହୁଛି, ଲୋକେ ବିଶ୍ବାସ କରି ପାରିବେ। କାରଣ ମୁଁ ଜାଣେ, ମୁଁ କେଉଁଠାରୁ ଆସିଛି ଓ ମୁଁ କେଉଁଆଡେ ଯାଉଛି। ମୁଁ ତୁମ୍ଭମାନଙ୍କ ଭଳି ନୁହେଁ। ତୁମ୍ଭେ ଜାଣି ନାହଁ, ମୁଁ କେଉଁଠାରୁ ଆସିଛି ଓ କେଉଁଠାକୁ ଯାଉଛି।

John 14:31
କିନ୍ତୁ ଏହି ଜଗତ ଜାଣିବା ଉଚିତ ଯେ, ମୁଁ ପରମପିତାଙ୍କୁ ପ୍ ରମେ କରେ। ତେଣୁ ପରମପିତା ମାେତେ ଯେପରି କହିଛନ୍ତି, ମୁଁ ଠିକ୍ ସପରେି କରିବି। ଚାଲ ୟିବା । ଆମ୍ଭେ ଏ ସ୍ଥାନ ତ୍ଯାଗ କରିବା।

John 16:3
କାରଣ ସମାନେେ ପରମପିତାଙ୍କୁ ଜାଣି ନାହାଁନ୍ତି ଓ ସମାନେେ ମାେତେ ମଧ୍ଯ ଜାଣି ନାହାଁନ୍ତି।

John 17:3
ମ୍ଭେ ଯେ ଏକମାତ୍ର ସତ୍ଯ ପରମେଶ୍ବର, ତୁମ୍ଭଙ୍କୁ ଓ ଯାହାଙ୍କୁ ତୁମ୍ଭେ ପଠାଇଛ, ସହେି ଯୀଶୁଖ୍ରୀଷ୍ଟଙ୍କୁ ଜାଣିବାହିଁ ଅନନ୍ତଜୀବନ ଅଟେ।

John 17:25
ହେ ପରମପିତା ତୁମ୍ଭେ ହେଉଛ ଉତ୍ତମ। ଏହି ଜଗତ ତୁମ୍ଭକୁ ଚିହ୍ନି ନାହିଁ କିନ୍ତୁ ମୁଁ ତୁମ୍ଭକୁ ଚିହ୍ନେ। ଏହି ଲୋକମାନେ ଜାଣନ୍ତି ଯେ, ତୁମ୍ଭେ ମାେତେ ପଠାଇଛ।

Acts 17:23
ମୁଁ ନଗରର ଚ଼ାରିପାଖ ରେ ଭ୍ରମଣ କରି, ତୁମ୍ଭମାନଙ୍କର ପୂଜା କରୁଥିବା ବସ୍ତୁମାନ ଦେଖିଲି। ମୁଁ ଗୋଟିଏ ବଦେୀ ଦେଖିଲି ଯାହା ଉପରେ ଲଖାେଥିଲା, 'ଏକ ଈଶ୍ବର ଯାହାଙ୍କୁ ଆମ୍ଭେ ଜାଣିନାହୁଁ।' ତେଣୁ ତୁମ୍ଭମାନେେ ନ ଜାଣି ଯାହା ପୂଜା କରୁଛ, ମୁଁ ତାହାଙ୍କୁ ତୁମ୍ଭମାନଙ୍କ ଆଗ ରେ ପ୍ରଚ଼ାର କରୁଛି।

Romans 1:28
ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରପ୍ତ କରିବାକୁ ଲୋକେ ଗୁରୁତ୍ବ ଦେଲନୋହିଁ। ସେଥିପାଇଁ ପରମେଶ୍ବର ସମାନଙ୍କେୁ ସମାନଙ୍କେ ବିକୃତ ଚ଼ିନ୍ତା ରେ ରହିବାକୁ ଛାଡ଼ି ଦେଲେ ଓ ସମାନେେ ଅନୁଚ଼ିତ କର୍ମକରି ରହିଲେ।

Romans 3:4
କବେେ ନୁହେଁ। ଯଦି ପ୍ରେତ୍ୟକକ ଲୋକ ଅସତ୍ ହୁଅନ୍ତି, ତବେେ ମଧ୍ଯ ପରମେଶ୍ବର ସତ୍ଯ ହାଇେ ରହିବେ। ଶାସ୍ତ୍ର ରେ ଲଖାେ ଅଛି ଯେ:

2 Corinthians 1:18
କିନ୍ତୁ ଯଦି ତୁମ୍ଭମାନେେ ପରମେଶ୍ବରଙ୍କୁ ବିଶ୍ବାସ କରୁଛ, ତାହାହେଲେ ତୁମ୍ଭମାନେେ ବିଶ୍ବାସ କରିପାର ଯେ, ଆମ୍ଭେ ଯାହା କହୁ ତାହାର ଉତ୍ତର ହଁ ଓ ନା ଉଭୟ ହାଇେ ପାରିବ ନାହିଁ।

2 Corinthians 4:6
ଥରେ ପରମେଶ୍ବର କହିଲେ : ଅନ୍ଧକାର ମଧ୍ଯରୁ ଆଲୋକ ପ୍ରକାଶିତ ହବେ।

Titus 1:2
ଅନନ୍ତ ଜୀବନ ପାଇଁ ଆମ୍ଭର ଆଶାରୁ ସହେି ବିଶ୍ବାସ ଓ ଜ୍ଞାନ ଆସିଛି। ସମୟ ଆରମ୍ଭ ହବୋ ପୂର୍ବରୁ ପରମେଶ୍ବର ସହେି ଅନନ୍ତ ଜୀବନର ପ୍ରତିଶୃତି ଦଇେଥିଲେ ଓ ପରମେଶ୍ବର ମିଛ କହନ୍ତି ନାହିଁ।

Hebrews 6:18
ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତବେେଳେ ପରମେଶ୍ବର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲା ବେଳେ ମଧ୍ଯ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ବରଙ୍କ ପାଖକୁ ଆସିଛନ୍ତି, ସମାନଙ୍କେୁ ଉକ୍ତ କଥା ସାନ୍ତ୍ବନା ପ୍ରଦାନ କରେ ଓ ପରମେଶ୍ବରଙ୍କ ଭରସା ରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।

1 John 2:3
ଆମ୍ଭେ ଯଦି ପରମେଶ୍ବରଙ୍କର ଆଜ୍ଞା ପାଳନ କରୁ, ତବେେ ଆମ୍ଭମାନେେ ସୁନିଶ୍ଚିତ ଯେ, ଆମ୍ଭେ ପ୍ରକୃତ ରେ ତାହାଙ୍କୁ ଜାଣିଛୁ।

1 John 5:10
ପରମେଶ୍ବଙ୍କର ପୁତ୍ରଙ୍କୁ ବିଶ୍ବାସ କରୁଥିବା ବ୍ଯକ୍ତି ନିଜ ହୃଦୟ ରେ ସହେି ବାକ୍ଯ ସାକ୍ଷ୍ଯ ପାଇଅଛି। ପରମେଶ୍ବରଙ୍କଠା ରେ ବିଶ୍ବାସ କରୁ ନ ଥିବା ବ୍ଯକ୍ତି ପରମେଶ୍ବରଙ୍କୁ ମିଥ୍ଯାବାଦୀ କରିଦିଏ, କାରଣ ଈଶ୍ବର ଆପଣା ପୁତ୍ରଙ୍କ ସମ୍ବନ୍ଧ ରେ ଯାହା କହିଛନ୍ତି, ସେ ତାହା ବିଶ୍ବାସ କରେ ନାହିଁ।

Hosea 5:4
ଇଶ୍ରାୟେଲର ଲୋକମାନେ ବହୁ ମନ୍ଦ କାର୍ୟ୍ଯ କରିଛନ୍ତି ଏବଂ ସହେିସବୁ ମନ୍ଦ କାର୍ୟ୍ଯ ସମାନଙ୍କେୁ ପରମେଶ୍ବରଙ୍କ ନିକଟକୁ ଫରେିବାଠାରୁ ଦୂ ରଇେ ଦଇେଛି। ସମାନେେ ସର୍ବଦା ପ୍ରତିମାଙ୍କ ପଛ ରେ ଧାଇଁ ବାକୁ ଚିନ୍ତା କରୁଛନ୍ତି। ସମାନେେ ପ୍ରକୃତ ସଦାପ୍ରଭୁଙ୍କୁ ଜାଣୁ ନାହାଁନ୍ତି।

John 14:10
ତୁମ୍ଭେ କ'ଣ ପ୍ରକୃତ ରେ ବିଶ୍ବାସ କର ଯେ, ମୁଁ ପରମପିତାଙ୍କଠା ରେ ଓ ପରମପିତା ମାଠାେ ରେ ଅଛନ୍ତି? ମୁଁ ତୁମ୍ଭକୁ ଯାହା ଯାହା କହିଛି ତାହା ମାଠାରୁେ ଆସି ନାହିଁ। ପରମପିତେ ମାେ ଭିତ ରେ ଅଛନ୍ତି ଓ ସେ ତାହାଙ୍କ କାର୍ୟ୍ଯ କରୁଛନ୍ତି।

John 12:49
ଏହାର କାରଣ ହେଉଛି, ମୁଁ ଯାହା ଶିକ୍ଷା ଦଇେଛି ତାହା ମାରେ ନୁହେଁ। ମାରେ ପ୍ ରରଣକେର୍ତ୍ତା ପରମପିତା ମାେତେ କ'ଣ କହିବାକୁ ଓ କ'ଣ ଉପଦେଶ ଦବୋକୁ ପଡିବ ତାହା କହିଛନ୍ତି।

Luke 2:4
ୟୋ ସଫେ ଦାଉଦଙ୍କ ବଂଶର ହାଇେଥିବାରୁ ସେ ଗାଲିଲୀର ନାଜରିତ ନଗରରୁ ୟିହୂଦା ପ୍ରଦେଶର ବେଥ୍ଲହେିମକୁ ଗଲେ। ବେଥ୍ଲହେିମ ନଗର ଦାଉଦଙ୍କ ନଗର ନାମ ରେ ପରିଚିତ ଥିଲା।

Matthew 11:27
ମାରେ ପରମ ପିତା ମାେତେ ସବୁକିଛ ଦଇେଛନ୍ତି। ପରମପିତାଙ୍କ ଛଡା ପୁତ୍ରଙ୍କୁ ଅନ୍ଯକହେି ଜାଣିନାହାଁନ୍ତି। ପୁତ୍ରଙ୍କ ଛଡା କହେି ପରମପିତାଙ୍କୁ ପ୍ରକୃତ ରେ ଜାଣିନାହାଁନ୍ତି। ଆଉ ପୁତ୍ର ଯେଉଁମାନଙ୍କୁ ମନନେୀତ କରିବେ, ସହେିମାନେ କବଳେ ପରମପିତାଙ୍କ ନିକଟରେ ପ୍ରକାଶିତ ହବେେ।

Matthew 2:23
ସେ ସଠାେରେ ପହଞ୍ଚି ନାଜରିତ ନାମକ ନଗର ରେ ବାସ କଲେ। ଖ୍ରୀଷ୍ଟ ନାଜରିତୀୟ ରୂପେ ଖ୍ଯାତ ହବେେ ବୋଲି ଭବିଷ୍ଯଦବକ୍ତାମାନଙ୍କ ମାଧ୍ଯମ ରେ ପରମେଶ୍ବର କହିଥିଲେ। ସହେି ବାକ୍ଯ ଅନୁସାରେ ଏହା ଘଟିଲା।

Hosea 6:3
ଆସ, ସଦାପ୍ରଭୁଙ୍କ ସମ୍ବନ୍ଧ ରେ ଅଧ୍ଯଯନ କରିବା। ତାଙ୍କ ସମ୍ବନ୍ଧ ରେ ଅଧିକ ଜାଣିବା ପାଇଁ କଠାେର ଅଧ୍ଯବସାଯ କରିବା। ପ୍ରଭାତ ଆସିଲା ପରି ସଦାପ୍ରଭୁ ଆସୁଛନ୍ତି ବୋଲି ଆମ୍ଭେ ଜାଣୁଛୁ। ବର୍ଷା ଓ ବସନ୍ତବର୍ଷା ଭୂମିକୁ ଜଳମଯ କଲା ପରି ପରମେଶ୍ବର ଆମ୍ଭମାନଙ୍କ ନିକଟକୁ ଆସିବେ।

Hosea 4:1
ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ଏହି ରାଜ୍ଯର ଲୋକମାନଙ୍କ ବିରୁଦ୍ଧ ରେ ସଦାପ୍ରଭୁ ତାଙ୍କର ଆରୋପ ଦର୍ଶାଇବେ। ଏହି ଦେଶର ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ। ଏହି ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କ ପ୍ରତି ସତ୍ ଓ ବିଶ୍ବସ୍ତ ନୁହଁନ୍ତି।

Jeremiah 31:34
ପରମେଶ୍ବରଙ୍କୁ ଜାଣିବାକୁ ସମାନେେ ଆପଣା ଆପଣା ପ୍ରତିବେଶୀଙ୍କୁ ଓ ଭ୍ରାତାଙ୍କୁ ଶିକ୍ଷା ଦବେେ ନାହିଁ। କାରଣ ସଦାପ୍ରଭୁ କହନ୍ତି େଛାଟଠାରୁ ବଡ଼ ପର୍ୟ୍ଯନ୍ତ ସମସ୍ତେ ଆମ୍ଭକୁ ଜାଣିବେ। ଯେ ହତେୁ ଆମ୍ଭେ ସମାନଙ୍କେର ଅପରାଧ କ୍ଷମା କରିବା ଓ ସମାନଙ୍କେର ପାପ ଆଉ ସ୍ମରଣ କରିବା ନାହିଁ।

Proverbs 2:3
ସୁବିବଚେନା ପ୍ରତି ଡ଼ାକ ପକାଅ। ବୁଦ୍ଧି ନିମନ୍ତେ ଉଚ୍ଚସ୍ବର କର।

Psalm 9:10
ଯେଉଁ ଲୋକମାନେ ତୁମ୍ଭର ନାମକୁ ଜାଣନ୍ତି ସମାନେେ ତୁମ୍ଭକୁ ବିଶ୍ବାସ କରିବେ। ହେ ସଦାପ୍ରଭୁ ୟଦି ଲୋକମାନେ ତୁମ୍ଭ ପାଖକୁ ଆସନ୍ତି ତୁମ୍ଭେ ସମାନଙ୍କେୁ ସାହାୟ୍ଯ ନ କରି ଛାଡ଼ିଦିଅ ନାହିଁ।

Luke 2:11
କାରଣ ଆଜି ଦାଉଦଙ୍କ ନଗର ରେ ତୁମ୍ଭମାନଙ୍କର ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଜନ୍ମ ଗ୍ରହଣ କରିଛନ୍ତି।

Luke 2:39
ୟୋ ସଫେ ଓ ମରିୟମ ପ୍ରଭୁଙ୍କ ବ୍ଯବସ୍ଥାନୁଯାଯୀ ସମସ୍ତ କାର୍ୟ୍ଯ ସମ୍ପୂର୍ଣ୍ଣ କଲେ। ତା'ପରେ ସମାନେେ ଗାଲିଲୀ ପ୍ରଦେଶର ନିଜ ନଗର ନାଜରିତକୁ ଫରେିଗଲେ।

Luke 2:51
ଯୀଶୁ ସମାନଙ୍କେ ସହିତ ନାଜରିତକୁ ଗଲେ। ସେ ବାପାମାଆଙ୍କର ସବୁ ଆଜ୍ଞା ପାଳନ କଲେ। ଯୀଶୁଙ୍କ ମାଆ ତଥାପି ଏହି ସବୁ କଥା ନିଜ ମନ ଭିତ ରେ ରଖି ଚିନ୍ତା କରୁଥିଲେ।

John 10:36
ତବେେ ତୁମ୍ଭେ କାହିଁକି କହୁଛ ଯେ, ମୁଁ ଯାହା କହୁଛି ପରମେଶ୍ବରଙ୍କ ବିରୁଦ୍ଧ ରେ କହୁଛି। କାରଣ ମୁଁ କହିଛି, 'ମୁଁ ପରମେଶ୍ବରଙ୍କର ପୁତ୍ର।' ମାେତେ ପରମେଶ୍ବର ବାଛିଛନ୍ତି ଓ ଏ ଜଗତକୁ ପଠାଇଛନ୍ତି।'

John 8:54
ଯୀଶୁ ଉତ୍ତର ଦେଲେ, ଯଦି ମୁଁ ନିଜକୁ ସମ୍ମାନ ଦିଅନ୍ତି, ତବେେ ସେ ସମ୍ମାନର କିଛି ମୂଲ୍ଯ ନାହିଁ। ମାେତେ ୟିଏ ସମ୍ମାନ ଦିଅନ୍ତି, ସେ ମାରେ ପରିମପିତା। ଏବଂ ତୁମ୍ଭମାନେେ କହୁଛ, ସେ ତୁମ୍ଭର ପରମେଶ୍ବର।

John 8:16
କିନ୍ତୁ ମୁଁ ଯଦି ବିଚାର କରେ, ତବେେ ମାେ ବିଚାର ଠିକ୍ ହୁଅନ୍ତା। କାରଣ ମୁଁ ଏକୁଟିଆ ନୁହେଁ, ମାେ ସହିତ ମାରେ ପ୍ ରରଣକେର୍ତ୍ତା ପରମପିତା ଅଛନ୍ତି।

John 5:32
କିନ୍ତୁ ଅନ୍ୟ ଜଣେ ଅଛନ୍ତି, ୟିଏକି ଲୋକମାନଙ୍କୁ ମାରେ ବିଷୟ ରେ ସାକ୍ଷ୍ଯ ଦିଅନ୍ତି। ଏବଂ ମୁଁ ଜାଣେ, ମାେ ବିଷୟ ରେ ସେ ଯାହା କହନ୍ତି, ତାହା ସବୁ ସତ୍ଯ।

John 3:33
ସେ କହୁଥିବା କଥା ଗୁଡିକୁ ଯେଉଁ ଲୋକ ଗ୍ରହଣ କରେ, ସେ ପ୍ରମାଣ ଦିଏ ଯେ ପରମେଶ୍ବର ଯାହା କହନ୍ତି ତାହା ସତ୍ଯ।

John 3:2
ସେ ଦିନେ ରାତ୍ରି ରେ ଯୀଶୁଙ୍କ ପାଖକୁ ଆସିଲେ। ସେ କହିଲେ, ହେ ଗୁରୁ, ଆମ୍ଭେ ଜାଣୁଛୁ ଯେ, ତୁମ୍ଭେ ଏକ ଗୁରୁ, ପରମେଶ୍ବରଙ୍କ ଦ୍ବାରା ପଠାଯାଇ ଅଛ। ତୁମ୍ଭେ ଯେଉଁସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଛ ସେ ଗୁଡିକ ପରମେଶ୍ବରଙ୍କ ସାହାୟ୍ଯ ନପାଇ କହେି କରିପାରିବେ ନାହିଁ।

John 1:46
ନିଥନିଯଲେ ଫିଲିପ୍ପଙ୍କୁ କହିଲେ, ନାଜରିତ, ନାଜରିତରୁ କ'ଣ କୌଣସି ଉତ୍ତମ ବସ୍ତୁ ଉତ୍ପନ୍ନ ହାଇପୋ ରେ?

Luke 10:22
ମାରେ ପରମପିତା ମାେତେ ସବୁକିଛି ଦଇେଛନ୍ତି। ପୁତ୍ର କିଏ ଏହା ପରମପିତାଙ୍କ ବ୍ଯତୀତ ଅନ୍ୟ କହେି ଜାଣନ୍ତି ନାହିଁ। ଏବଂ ପରମପିତା କିଏ ଏହା ପୁତ୍ରଙ୍କ ଛଡା କହେି ଜାଣନ୍ତି ନାହିଁ। କବଳେ ସହେିମାନେ ପରମପିତାଙ୍କ ବିଷୟ ରେ ଜାଣିପାରିବେ, ଯେଉଁମାନଙ୍କୁ ତାହା ଜଣାଇବା ନିମନ୍ତେ ପୁତ୍ର ସ୍ବଯଂ ବାଛିବେ।

1 Samuel 2:12
ଏଲିଙ୍କର ପକ୍ସ୍ଟତ୍ରମାନେ ପାପୀ ଥିଲେ ଏବଂ ସମାନେେ ସଦାପ୍ରଭଙ୍କକ୍ସ୍ଟ ଜାଣନ୍ତି ନାହିଁ