Lamentations 3:25 in Oriya

Oriya Oriya Bible Lamentations Lamentations 3 Lamentations 3:25

Lamentations 3:25
ଯେଉଁମାନେ ସଦାପ୍ରଭୁଙ୍କ ଉପ ରେ ସମାନଙ୍କେର ଆଶା ରଖନ୍ତି ଓ ଯେଉଁମାନଙ୍କର ହୃଦଯ ତାଙ୍କୁ ଖୋଜେ, ସମାନଙ୍କେ ପ୍ରତି ସଦାପ୍ରଭୁ ମଙ୍ଗଳମଯ ଅଟନ୍ତି।

Lamentations 3:24Lamentations 3Lamentations 3:26

Lamentations 3:25 in Other Translations

King James Version (KJV)
The LORD is good unto them that wait for him, to the soul that seeketh him.

American Standard Version (ASV)
Jehovah is good unto them that wait for him, to the soul that seeketh him.

Bible in Basic English (BBE)
The Lord is good to those who are waiting for him, to the soul which is looking for him.

Darby English Bible (DBY)
Jehovah is good unto them that wait for him, to the soul [that] seeketh him.

World English Bible (WEB)
Yahweh is good to those who wait for him, to the soul that seeks him.

Young's Literal Translation (YLT)
Good `is' Jehovah to those waiting for Him, To the soul `that' seeketh Him.

The
Lord
ט֤וֹבṭôbtove
is
good
יְהוָה֙yĕhwāhyeh-VA
for
wait
that
them
unto
לְקוָֹ֔וlĕqôāwleh-koh-AV
him,
to
the
soul
לְנֶ֖פֶשׁlĕnepešleh-NEH-fesh
that
seeketh
תִּדְרְשֶֽׁנּוּ׃tidrĕšennûteed-reh-SHEH-noo

Cross Reference

Micah 7:7
ତେଣୁ ମୁଁ ସାହାୟ୍ଯ ପାଇଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି। ମାେ ପରିତ୍ରାଣ ପାଇଁ ପରମେଶ୍ବରଙ୍କୁ ଅପେକ୍ଷା କରିବି। ମାରେ ପରମେଶ୍ବର ମାେ କଥା ଶୁଣିବେ।

Genesis 49:18
ହେ ସଦାପ୍ରଭୁ, ମୁଁ ତୁମ୍ଭଦ୍ବାରା ପରିତ୍ରାଣର ଅପେକ୍ଷା ରେ ଅଛି।

2 Chronicles 15:2
ଅସରିଯ ଆସାଙ୍କୁ ସାକ୍ଷାତ କରିବାକୁ ଗଲେ। ଅସରିଯ କହିଲେ, ଆସା ଓ ଯିହୁଦା ଏବଂ ବିନ୍ଯାମୀନର ଲୋକ ସମସ୍ତେ, ତୁମ୍ଭମାନେେ ମାେ କଥା ଶୁଣ। ତୁମ୍ଭମାନେେ ଯେତବେେଳେ ପରମେଶ୍ବରଙ୍କ ସହିତ ଥିଲ, ସେ ତୁମ୍ଭମାନଙ୍କ ସହିତ ରେ ଥିଲେ। ତୁମ୍ଭମାନେେ ଯଦି ସଦାପ୍ରଭୁଙ୍କୁ ଖାଜେିବ, ତବେେ ତୁମ୍ଭମାନେେ ତାଙ୍କୁ ପାଇବ। କିନ୍ତୁ ଯଦି ତୁମ୍ଭମାନେେ ତାଙ୍କୁ ପରିତ୍ଯାଗ କରିବ, ସେ ତୁମ୍ଭମାନଙ୍କୁ ପରିତ୍ଯାଗ କରିବେ।

2 Chronicles 19:3
କିନ୍ତୁ ତୁମ୍ଭେ ଜୀବନ ରେ କେତକେ ଉତ୍ତମ ବିଷଯ କରିଅଛ। ତୁମ୍ଭେ ଏହି ଦେଶରୁ ଆଶରୋ ସ୍ତମ୍ଭଗୁଡ଼ିକୁ ଧ୍ବଂସ କରି ଦଇେଅଛ ଓ ତୁମ୍ଭେ ପରମେଶ୍ବରଙ୍କର ଅନୁଗମନ କରିବା ନିମନ୍ତେ ତୁମ୍ଭ ଅନ୍ତର ରେ ସିଦ୍ଧାନ୍ତ ନଇେଅଛ।

2 Chronicles 31:21
ଯେଉଁ ପ୍ରେତ୍ୟକକ କାର୍ୟ୍ଯ ସେ ଆରମ୍ଭ କଲେ, ଯଥା :- ପରମେଶ୍ବରଙ୍କ ମନ୍ଦିରର ସବୋକାର୍ୟ୍ଯ ଓ ବ୍ଯବସ୍ଥା ନିଯମ ଓ ଆଦେଶର ବାଧ୍ଯ ହବୋ ଏବଂ ତାଙ୍କର ପରମେଶ୍ବରଙ୍କର ଅନୁଗମନ କରିବା ରେ ସେ ସଫଳ ହେଲେ। ହିଜକିଯ ଏହି ସମସ୍ତ ବିଷଯ ତାଙ୍କର ହୃଦଯର ସହିତ କଲେ।

Psalm 25:8
ସଦାପ୍ରଭୁ ହିଁ ପ୍ରକୃତରେ ମହାନ୍। ସେ ପାପୀକୁ ଉଚିତ ମାର୍ଗରେ ଚାଲିବାକୁ ନିର୍ଦ୍ଦଶେ ଦିଅନ୍ତି।

Psalm 27:8
ହେ ସଦାପ୍ରଭୁ, ମୁଁ ତୁମ୍ଭ ସହିତ କଥା ହବୋକୁ ଚା ହେଁ। ମୁଁ ତୁମ୍ଭ ସହିତ ଅନ୍ତରର ଗଭୀରତମ ପ୍ରଦେଶରୁ କଥା ହବୋକୁ ଚା ହେଁ। ମୁଁ ତୁମ୍ଭ ନିକଟକୁ କହିବା ପାଇଁ ଆସିଛି।

Psalm 27:14
ସଦାପ୍ରଭୁଙ୍କ ସହାୟତା ପାଇଁ ଅପେକ୍ଷା କର, ବଳଶାଳୀ ଓ ସାହସୀକ ହୁଅ ଏବଂ ସଦାପ୍ରଭୁଙ୍କର ଅନୁସରଣ କର।

Psalm 37:7
ସଦାପ୍ରଭୁଙ୍କୁ ବିଶ୍ବାସ କର ଓ ତାଙ୍କ ସାହାୟ୍ଯ ପାଇଁ ଅପେକ୍ଷା କର। ହତାଶ ହୁଅ ନାହିଁ। ଯେତବେେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦ କାର୍ୟ୍ଯ ସଫଳ ହୁଏ। ହତାଶ ହୁଅ ନାହିଁ ଯେତବେେଳେ ଦୁଷ୍ଟ ଲୋକମାନେ ମନ୍ଦ କାର୍ୟ୍ଯ କରିବାକୁ ମନ୍ତ୍ରଣା କରି ସମାନଙ୍କେର ଯୋଜନାରେ ସଫଳ ହୁଅନ୍ତି।

Psalm 37:34
ସଦାପ୍ରଭୁଙ୍କର ଅନୁସରଣ କର ଓ ତାଙ୍କ ସାହାୟ୍ଯ ପାଇଁ ଅପେକ୍ଷା କର। ସଦାପ୍ରଭୁ ତୁମ୍ଭକୁ ନିଶ୍ଚିତ ବିଜଯୀ କରାଇବେ ଓ ପରମେଶ୍ବରଙ୍କ ପ୍ରତିଜ୍ଞା ମୁତାବକ ତୁମ୍ଭେ ତୁମ୍ଭର ରାଜ୍ଯ ଫରେି ପାଇବ, ସେତବେେଳେ ଦୁଷ୍ଟ ଲୋକମାନେ ସେ ରାଜ୍ଯ ଛାଡ଼ି ଚାଲିଯିବେ।

Psalm 39:7
ହେ ମାରେ ପ୍ରଭୁ, ମାରେ ଆଉ କ'ଣ ଆଶା ଅଛି ? ତୁମ୍ଭେ ମାରେ ସମସ୍ତ ଆଶା ଓ ଭରସା।

Psalm 40:1
ମୁଁ ସଦାପ୍ରଭୁଙ୍କୁ ଡ଼ାକିଲି, ସେ ମାରେ ଡ଼ାକ ଓ କ୍ରନ୍ଦନ ଧ୍ବନି ଶୁଣିଲେ।

Isaiah 25:9
ସେତବେେଳେ ଲୋକେ ଏହି କଥା କହିବେ, ଏହି ଆମର ପରମେଶ୍ବର ଯାହାଙ୍କୁ ଆମ୍ଭମାନେେ ବହୁତ ସମୟ ଧରି ଅପେକ୍ଷା କରିଅଛୁଁ। ସେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ଆସିଛନ୍ତି। ତାହାଙ୍କ ଦୃଢ଼ ପରିତ୍ରାଣ ରେ ଆମ୍ଭମାନେେ ଆନନ୍ଦ ଉଲ୍ଲାସ କରିବୁ, ଯେତବେେଳେ ସେ ଆମ୍ଭକୁ ରକ୍ଷା କରନ୍ତି।'

James 5:7
ଭାଇ ଓ ଭଉଣୀମାନେ, ର୍ଧୈୟ୍ଯ ରଖ, ପ୍ରଭୁ ଯୀଶୁ ଆସିବେ। ସହେି ସମୟ ପର୍ୟ୍ଯନ୍ତ ର୍ଧୈୟ୍ଯ ଧରି ରୁହ।

1 Thessalonians 1:10
ତୁମ୍ଭମାନେେ ପରମେଶ୍ବରଙ୍କ ପୁତ୍ରଙ୍କର ସ୍ବର୍ଗରୁ ଆସିବା ସମୟକୁ ଅପେକ୍ଷା କରି ମୂର୍ତ୍ତିପୂଜା ବନ୍ଦ କରିଥିଲି। ପରମେଶ୍ବର ତାଙ୍କ ପୁତ୍ର ଯୀଶୁଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରିଛନ୍ତି। ପରମେଶ୍ବରଙ୍କ ଆଗାମୀ କୋରଧପୂର୍ଣ୍ଣ ବିଚାରରୁ ଯୀଶୁ ଆମ୍ଭକୁ ଉଦ୍ଧାର କରନ୍ତି।

Zephaniah 3:8
ସଦାପ୍ରଭୁ କହିଲେ, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ୟ୍ଯନ୍ତ ତୁମ୍ଭମାନେ ଆମ୍ଭର ଅପେକ୍ଷା ରେ ଥାଅ, ଆମ୍ଭେ ଜାତି ସମୂହ ଓ ରାଜ୍ଯଗଣକୁ ଏକତ୍ରୀତ କରିବା। ଆମ୍ଭେ ଆପଣା ହବୋ କୋର୍ଧ ସମାନଙ୍କେ ଉପ ରେ ଢାଳି ଦବୋ। ଆମ୍ଭେ ଆପଣା ପ୍ରଚଣ୍ତ କୋରଧ ଦଖାଇବୋ। ଆମ୍ଭର କୋରଧ ରେ ସମଗ୍ର ପୃଥିବୀ ଧ୍ବଂସ ହବେ।

Hosea 10:12
ତୁମ୍ଭେ ଯଦି ଭଲପଣିଆ ବୁଣିବ ତବେେ ପ୍ରକୃତ ପ୍ ରମେ ଅମଳ କରିବ। ଭୂମିକୁ ହଳ କରିବ ଏବଂ ସଦାପ୍ରଭୁଙ୍କ ସହିତ ଅମଳ କରିବ। ପ୍ରଭୁ ଆସିବେ ଏବଂ ତୁମ୍ଭମାନଙ୍କ ଉପ ରେ ଭଲ ଜିନିଷ ବର୍ଷା ପରି ପକାଇବେ।

2 Chronicles 30:19
ଏହି ଲୋକମାନେ ପ୍ରକୃତ ରେ ଯଥାର୍ଥ ରୂପେ ତୁମ୍ଭର ଉପାସନା କରିବାକୁ ଚାହିଁଥିଲେ, କିନ୍ତୁ ସମାନେେ ବ୍ଯବସ୍ଥା ନିଯମାନୁୟାଯୀ ନିଜକୁ ପରିଷ୍କୃତ କରିପାରିଲେ ନାହିଁ। ଦୟାକରି କରୁଣା ପ୍ରଦର୍ଶନ କର ଓ ସହେି ଲୋକମାନଙ୍କୁ କ୍ଷମା କର। ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଯାହାଙ୍କୁ ମାନିଥିଲେ ତୁମ୍ଭେ ସହେି ପରମେଶ୍ବର ଅଟ।

Psalm 22:26
ଗରିବ ଲୋକମାନେ ଆସ, ଖାଅ ଓ ତୃପ୍ତ ହୁଅ। ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ଦର୍ଶନ ପାଇଁ ଆସିଅଛ ତାଙ୍କର ଜଯଗାନ କର। ତୁମ୍ଭର ହୃଦଯ ଚିରଦିନ ପାଇଁ ଜୀବନ୍ତ ରହୁ।

Psalm 61:1
ପରମେଶ୍ବର, ସାହାୟ୍ଯ ପାଇଁ ମାରେ କ୍ରନ୍ଦନ ଶୁଣ। ମାରେ ପ୍ରାର୍ଥନାରେ ମନୋୟୋଗ କର।

Psalm 61:5
ହେ ପରମେଶ୍ବର, ତୁମ୍ଭେ ଶୁଣିଛ ମୁଁ ତୁମ୍ଭକୁ କ'ଣ ଦବୋପାଇଁ ପ୍ରତିଜ୍ଞା କରିଛି। ଯେଉଁମାନେ ତୁମ୍ଭକୁ ସମ୍ମାନ କରନ୍ତି, ସମାନଙ୍କେୁ ସର୍ବଦା ତୁମ୍ଭେ ୟାହା ଦିଅ, ତାହା ତୁମ୍ଭେ ମାେତେ ଦଲେ।

Psalm 69:32
ହେ ଗରିବ ଲୋକମାନେ, କିଏ ପରମେଶ୍ବରଙ୍କ ଆରାଧନା କରିବା ପାଇଁ ଆସିଅଛି, ତୁମ୍ଭେ ଏହି କଥା ଜାଣିବା ପାଇଁ ଆନନ୍ଦିତ ହାଇଯେିବ।

Psalm 105:3
ଗର୍ବରେ ତାଙ୍କର ପବିତ୍ର ନାମରେ ପ୍ରଶଂସା କର। ସଦାପ୍ରଭୁଙ୍କର ଉପାସକ ଆନନ୍ଦିତ ହୁଅ।

Psalm 119:2
ଯେଉଁ ଲୋକମାନେ ସଦାପ୍ରଭୁଙ୍କର ଚୁକ୍ତି ମାନନ୍ତି, ଓ ଯେଉଁମାନେ ହୃଦଯରେ ସଦାପ୍ରଭୁଙ୍କୁ ଖାଜେନ୍ତି, ସମାନେେ ଧନ୍ଯ !

Psalm 130:5
ମୁଁ ସଦାପ୍ରଭୁଙ୍କର ସାହାୟ୍ଯକୁ ଅପେକ୍ଷା କରିଛି। ମାରେ ପ୍ରାଣ ତାଙ୍କୁ ଚାହିଁ ରହିଛି। ମୁଁ ସଦାପ୍ରଭୁଙ୍କର ବାକ୍ଯରେ ଭରସା ରଖିଛି।

Isaiah 26:9
ରାତ୍ରି କାଳ ରେ ମାରେ ପ୍ରାଣ ତୁମ୍ଭକୁ ଇଚ୍ଛା କରୁଛି ଏବଂ ଅନ୍ତରାତ୍ମା ପ୍ରତି ନୂତନ ପ୍ରଭାତ ରେ ତୁମ୍ଭକୁ ଅନ୍ବଷେଣ କରିବ। ଯେତବେେଳେ ତୁମ୍ଭର ଶାସନ ସକଳ ଓ ନ୍ଯାଯ ପ୍ରତିଷ୍ଠିତ ହବେ, ଜଗତବାସୀ ଧର୍ମ ଶିକ୍ଷା କରିବେ।

Isaiah 30:18
ସେଥି ସକାେଶ ସଦାପ୍ରଭୁ ତୁମ୍ଭମାନଙ୍କୁ ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ। ସେ ମଧ୍ଯ ତୁମ୍ଭମାନଙ୍କୁ ଦୟା କରିବାକୁ ଉନ୍ନତ ହବେେ। କାରଣ ସଦାପ୍ରଭୁ ନ୍ଯାଯ ବିଚାରକାରୀ ପରମେଶ୍ବର ଅଟନ୍ତି। ଯେଉଁମାନେ ତାଙ୍କୁ ଅପେକ୍ଷା କରନ୍ତି ସେ ସମସ୍ତେ ଧନ୍ଯ।

Isaiah 40:31
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କଠା ରେ ବିଶ୍ବାସ ରଖନ୍ତି, ସମାନେେ ନୂତନ ବଳ ପାଆନ୍ତି। ସମାନେେ ଚିଲ ପକ୍ଷୀପରି ଆକାଶ ରେ ଉଡ଼ନ୍ତି। ସମାନେେ କ୍ଲାନ୍ତ ନ ହାଇେ ସମାନେେ ଗମନ କରିବେ।

Isaiah 55:6
ତେଣୁ ତୁମ୍ଭମାନେେ ସଦାପ୍ରଭୁଙ୍କର ଅନ୍ବଷେଣ କର, ଯେ ହତେୁ ତାଙ୍କର ଅର୍ଥାତ୍ ସଦାପ୍ରଭୁଙ୍କର ଉଦ୍ଦେଶ୍ଯ ମିଳିଅଛି। ଯେ ପର୍ୟ୍ଯନ୍ତ ସେ ନିକଟରେ ଅଛନ୍ତି, ସେ ପର୍ୟ୍ଯନ୍ତ ତାଙ୍କୁ ପ୍ରାର୍ଥନା କର।

Isaiah 64:4
କାରଣ ଯେ ନିଜ ଅପେକ୍ଷାକାରୀ ପକ୍ଷ ରେ କାର୍ୟ୍ଯ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ବର କଥା ଶୁଣି ନାହାଁନ୍ତି କିମ୍ବା କର୍ଣ୍ଣଗୋଚର ହାଇେ ନାହିଁ କିମ୍ବା ଚକ୍ଷୁ ଦେଖି ନାହିଁ।

Lamentations 3:26
ସଦାପ୍ରଭୁଙ୍କ ଦ୍ବାରା ମୁକ୍ତି ପ୍ରାପ୍ତ ପାଇଁ ଶାନ୍ତ ଭାବରେ ଅପେକ୍ଷା କରିବା ଜଣକ ପ୍ରତି କଲ।

1 Chronicles 28:9
ଏବଂ ତୁମ୍ଭେ ମାରେ ପୁତ୍ର ଶଲୋମନ, ତୁମ୍ଭ ପିତାର ପରମେଶ୍ବରଙ୍କୁ ଜାଣିଅଛ। ଶୁଦ୍ଧ ହୃଦଯ ରେ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ହୃଦଯ ରେ ଆନନ୍ଦିତ ହୁଅ। କାହିଁକି ? କାରଣ ପ୍ରତିଟି ବ୍ଯକ୍ତିର ହୃଦଯ ରେ କ'ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦଯର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାୟ୍ଯ ମାଗବା ନିମନ୍ତେ ୟିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫରେି ଦୂରକୁ ଚାଲିୟିବ, ତବେେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ଯାଗ କରିବେ।