Matthew 11:13
ଯୋହନଙ୍କ ସମୟ ପୂର୍ବରୁ ସମସ୍ତ ଭବିଷ୍ଯଦ୍ବକ୍ତା ଓ ମାଶାଙ୍କେ ନିୟମ ଭବିଷ୍ଯଦ୍ବାଣୀ କହିଥିଲେ।
Matthew 11:13 in Other Translations
King James Version (KJV)
For all the prophets and the law prophesied until John.
American Standard Version (ASV)
For all the prophets and the law prophesied until John.
Bible in Basic English (BBE)
For all the prophets and the law were in force till John.
Darby English Bible (DBY)
For all the prophets and the law have prophesied unto John.
World English Bible (WEB)
For all the prophets and the law prophesied until John.
Young's Literal Translation (YLT)
for all the prophets and the law till John did prophesy,
| For | πάντες | pantes | PAHN-tase |
| all | γὰρ | gar | gahr |
| the | οἱ | hoi | oo |
| prophets | προφῆται | prophētai | proh-FAY-tay |
| and | καὶ | kai | kay |
| the | ὁ | ho | oh |
| law | νόμος | nomos | NOH-mose |
| prophesied | ἕως | heōs | AY-ose |
| until | Ἰωάννου | iōannou | ee-oh-AN-noo |
| John. | προεφήτευσαν· | proephēteusan | proh-ay-FAY-tayf-sahn |
Cross Reference
Malachi 4:6
ସେ ପିତାମାତାଙ୍କୁ ପିଲାମାନଙ୍କ ସହିତ ଓ ପିଲାମାନଙ୍କୁ ସମାନଙ୍କେର ପିତା-ମାତା ସହିତ ପୁନର୍ମିଳନ କରାଇବେ। ଏହା ନିଶ୍ଚିତ ଘଟିବ। ନଚେତ୍ ଆମ୍ଭେ ପରମେଶ୍ବର ଆସିବା ଓ ସମ୍ପୂର୍ଣ୍ଣ ଦେଶକୁ ଧ୍ବଂସ କରିବା।
Matthew 5:17
ତୁମ୍ଭମାନେେ ଭାବନାହିଁ ଯେ ମୁଁ ମାଶାଙ୍କେ ବ୍ଯବସ୍ଥା କିଅବା ଭବିଷ୍ଯଦ୍ବକ୍ତାଙ୍କ ଶିକ୍ଷା ନଷ୍ଟ କରିବାକୁ ଆସିଛି। ମୁଁ ସମାନଙ୍କେ ଉପଦେଶ ନଷ୍ଟ କରିବାକୁ ଆସିନାହିଁ। ବରଂ ମୁଁ ସମାନଙ୍କେ ଉପଦେଶଗୁଡିକର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ କରିବାକୁ ଆସିଛି।
Luke 24:27
ତା'ପରେ ଯୀଶୁ ଶାସ୍ତ୍ରମାନଙ୍କ ରେ ତାହାଙ୍କ ବିଷୟ ରେ ଯାହା ସବୁ ଲଖାେ ଯାଇଥିଲା, ସଗେୁଡିକୁ ଗୋଟି ଗୋଟି କରି ବୁଝାଇବାକୁ ଲାଗିଲେ। ଯୀଶୁ ମାଶାଙ୍କେ ପୁସ୍ତକରୁ ଆରମ୍ଭ କରି ଅନ୍ୟ ଭବିଷ୍ଯଦ୍ବକ୍ତାମାନଙ୍କ ପର୍ୟ୍ଯନ୍ତ ସମସ୍ତେ ତାହାଙ୍କ ବିଷୟ ରେ ଯାହାସବୁ କହିଥିଲେ, ସଗେୁଡିକ ବୁଝାଇ ଦେଲେ।
Luke 24:44
ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନଙ୍କ ପାଖ ରେ ମୁଁ ଥିବା ବଳରେ କଥା ମନେ ପକାଅ। ମୁଁ କହିଥିଲି ଯେ ମାଶାଙ୍କେ ନିୟମ ରେ, ଭବିଷ୍ଯଦ୍ବକ୍ତାଙ୍କ ପୁସ୍ତକରେ ଓ ଗୀତସଂହିତା ରେ ମାେ ବିଷୟ ରେ ଯାହା ସବୁ ଲଖାେ ଯାଇଛି, ସଗେୁଡିକ ନିଶ୍ଚୟ ଘଟିବ।
John 5:46
ଯଦି ପ୍ରକୃତ ରେ ତୁମ୍ଭମାନେେ ମାଶାଙ୍କେୁ ବିଶ୍ବାସ କରିଛ, ତବେେ ତୁମ୍ଭେ ମାେତେ ମଧ୍ଯ ବିଶ୍ବାସ କରିବ। କାରଣ ମାଶାେ ମାେ ବିଷୟ ରେ ଲେଖିଥିଲେ।
Acts 3:22
ମାଶାେ କହିଛନ୍ତି, 'ପରମେଶ୍ବର ତୁମ୍ଭମାନଙ୍କ ପାଇଁ ଜଣେ ଭାବବାଦୀ ଦବେେ। ସହେି ଭାବବାଦୀ ତୁମ୍ଭମାନଙ୍କ ମଧ୍ଯରୁ ଆସିବେ। ସେ ମାେ'ପରି ହବେେ। ସେ ଯାହା କହିବେ, ତାହା ତୁମ୍ଭମାନଙ୍କୁ ମାନିବାକୁ ପଡ଼ିବ।
Acts 13:27
ୟିରୂଶାଲମ ବାସିନ୍ଦାମାନେ ଓ ଯିହୂଦୀନେତାମାନେ ଯୀଶୁଙ୍କୁ ଚ଼ିହ୍ନି ପାରିଲେ ନାହିଁ। ସମାନେେ ତାହାଙ୍କୁ ଦଣ୍ଡ ଦେଲେ। ଏହି ପ୍ରକା ରେ ସମାନେେ ଭବିଷ୍ଯଦ୍ବକ୍ତାମାନଙ୍କ ବାକ୍ଯ ସଫଳ କଲେ। ଭବିଷ୍ଯଦ୍ବକ୍ତାମାନଙ୍କର ଏହି ବାକ୍ଯ ସବୁ ପ୍ରତି ବିଶ୍ରାମ ଦିବସ ରେ ପଢ଼ାଯାଏ।
Romans 3:21
କିନ୍ତୁ ବିନା ବ୍ଯବସ୍ଥା ରେ ଲୋକମାନଙ୍କୁ ଧାର୍ମିକ କରିବା ପାଇଁ ପରମେଶ୍ବରଙ୍କର ଗୋଟିଏ ନୂତନ ମାର୍ଗ ଅଛି। ସେ ଆମ୍ଭକୁ ସହେି ନୂତନ ପଥ ଦଖାଇେ ଦଇେଛନ୍ତି। ଏହି ନୂତନ ପଥ ବିଷୟ ରେ ବ୍ଯବସ୍ଥା ଓ ଭବିଷ୍ଯଦ୍ବକ୍ତା ଆମ୍ଭକୁ କହୁଛନ୍ତି।