Matthew 18:35 in Oriya

Oriya Oriya Bible Matthew Matthew 18 Matthew 18:35

Matthew 18:35
ମାରେ ସ୍ବର୍ଗୀୟ ପରମପିତା ତୁମ୍ଭକୁ ଯେ ଭଳି ବ୍ଯବହାର ଦଖାଇବେେ, ଏହି ରାଜା ଚାକରକୁ ଠିକ୍ ସହେିଭଳି ବ୍ଯବହାର ଦଖାଇେଲେ। ଅତଏବ ତୁମ୍ଭମାନେେ ନିଜ ଭାଇ ବା ଭଉଣୀକୁ ହୃଦୟରୁ କ୍ଷମା ଦବେ। ନଚତେ ମାରେ ସ୍ବର୍ଗୀୟ ପିତା ତୁମ୍ଭମାନଙ୍କୁ କ୍ଷମା ଦବେନୋହିଁ।

Matthew 18:34Matthew 18

Matthew 18:35 in Other Translations

King James Version (KJV)
So likewise shall my heavenly Father do also unto you, if ye from your hearts forgive not every one his brother their trespasses.

American Standard Version (ASV)
So shall also my heavenly Father do unto you, if ye forgive not every one his brother from your hearts.

Bible in Basic English (BBE)
So will my Father in heaven do to you, if you do not everyone, from your hearts, give forgiveness to his brother.

Darby English Bible (DBY)
Thus also my heavenly Father shall do to you if ye forgive not from your hearts every one his brother.

World English Bible (WEB)
So my heavenly Father will also do to you, if you don't each forgive your brother from your hearts for his misdeeds."

Young's Literal Translation (YLT)
so also my heavenly Father will do to you, if ye may not forgive each one his brother from your hearts their trespasses.'

So
likewise
ΟὕτωςhoutōsOO-tose
also

καὶkaikay
Father
hooh
my
πατήρpatērpa-TARE

μουmoumoo
heavenly
hooh
do
ἐπουράνιοςepouraniosape-oo-RA-nee-ose
shall
ποιήσειpoiēseipoo-A-see
you,
unto
ὑμῖνhyminyoo-MEEN
if
ἐὰνeanay-AN
not
ye
μὴmay
forgive
ἀφῆτεaphēteah-FAY-tay
one
ἕκαστοςhekastosAKE-ah-stose
every
τῷtoh

ἀδελφῷadelphōah-thale-FOH
brother
αὐτοῦautouaf-TOO
his
from
ἀπὸapoah-POH

τῶνtōntone
hearts
καρδιῶνkardiōnkahr-thee-ONE
your
ὑμῶνhymōnyoo-MONE

τὰtata
trespasses.
παραπτώματαparaptōmatapa-ra-PTOH-ma-ta
their
αὐτῶνautōnaf-TONE

Cross Reference

Luke 6:37
ତୁମ୍ଭମାନେେ କାହାରି ବିଚାର କରନାହିଁ। ତାହାହେଲେ ତୁମ୍ଭମାନଙ୍କର ମଧ୍ଯ ବିଚାର କରାୟିବ ନାହିଁ। କୌଣସି ବ୍ଯକ୍ତିକୁ ଦୋଷୀ କରନାହିଁ, ତବେେ ତୁମ୍ଭେ ମଧ୍ଯ ଦୋଷୀ ବିବଚେିତ ହବେନାହିଁ। ଅନ୍ୟକୁ କ୍ଷମା କରିଦିଅ, ତବେେ ତୁମ୍ଭମାନଙ୍କେୁ ମଧ୍ଯ କ୍ଷମା କରିଦିଆୟିବ।

Matthew 6:14
ଏଣୁ ତୁମ୍ଭେ ଯଦି ଲୋକଙ୍କ ଅପରାଧ କ୍ଷମା କରିଦବେ ତବେେ ସ୍ବର୍ଗ ରେ ରହୁଥିବା ତୁମ୍ଭମାନଙ୍କର ପରମପିତା ତୁମ୍ଭ ଅପରାଧ ପାଇଁ ତୁମ୍ଭକୁ ମଧ୍ଯ କ୍ଷମା କରି ଦବେେ।

Mark 11:25
ତୁମ୍ଭମାନେେ ଯେତବେେଳେ ପ୍ରାର୍ଥନା କରିବାକୁ ଠିଆ ହାଇେଥିବ, ସେତବେେଳେ ଯଦି ତୁମ୍ଭମାନଙ୍କର ମନେ ପଡିଯାଏ ଯେ, ତୁମ୍ଭମାନେେ କାହାରି ଉପରେ କୌଣସି କାରଣରୁ ରାଗିଛ, ତବେେ ସହେି ଲୋକକୁ କ୍ଷମା କରି ଦିଅ।

Matthew 7:1
ଅନ୍ୟର ବିଚାର କରନାହିଁ। ତା' ହେଲେ ପରମେଶ୍ବର ତୁମ୍ଭର ବିଚାର କରିବେ ନାହିଁ।

Matthew 6:12
ଆମ୍ଭ ପ୍ରତି ଅପରାଧ କଲା ଲୋକଙ୍କୁ ଆମ୍ଭେ ଯେଉଁପରି କ୍ଷମା କରିଛୁ, ସହେିପରି ଆମ୍ଭେ କରିଥିବା ପାପକୁ କ୍ଷମା କର।

James 2:13
ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦଖାଇବୋ ଉଚିତ। ଯଦି ତୁମ୍ଭେ ଦୟା ନ ଦଖାଇବେ, ତା ହେଲେ ପରମେଶ୍ବର ବିଚାର କଲା ବେଳେ ତୁମ୍ଭ୍ ପ୍ରତି ମଧ୍ଯ ସେ ଦୟା ଦଖାଇବେେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦଖାଇେଥିବା ବ୍ଯକ୍ତି ତାହାର ବିଚାର ହେଲା ବେଳେ ନିର୍ଭୟ ରେ ଠିଆ ହବେ।

James 3:14
ଯଦି ତୁମ୍ଭେ ନିହାତି ସ୍ବାର୍ଥପର ଓ ତୁମ୍ଭ୍ ହୃଦୟ ରେ ଈର୍ଷାଭାବ ଅଛି, ତା' ହେଲେ ତୁମ୍ଭର ଗର୍ବ କରିବା ପାଇଁ କିଛି କାରଣ ନାହିଁ। ତୁମ୍ଭର ଅହଂକାର କବଳେ ମିଛ, ଏବଂ ତାହା ସତ୍ଯକୁ ଘାଡ଼ୋଇ ଦିଏ।

Luke 16:15
ଯୀଶୁ ଫାରୂଶୀମାନଙ୍କୁ କହିଲେ, ଲୋକଙ୍କ ଆଗ ରେ ତୁମ୍ଭମାନେେ ନିଜକୁ ଭଲ ବୋଲି ଦେଖଇେ ହେଉଛ। କିନ୍ତୁ ତୁମ୍ଭମାନଙ୍କ ହୃଦୟ ରେ ପ୍ରକୃତ ରେ କ'ଣ ଅଛି, ତାହା ପରମେଶ୍ବର ଜାଣନ୍ତି। ଯେଉଁସବୁ ବିଷୟକୁ ଲୋକମାନେ ବହୁତ ମୂଲ୍ଯବାନ ବୋଲି ମନେ କରିଥାନ୍ତି, ତାହା ପରମେଶ୍ବରଙ୍କ ଦୃଷ୍ଟି ରେ ମୂଲ୍ଯ ହୀନ।

Zechariah 7:12
ସମାନେେ ଜିଦ୍ଖୋର ଏବଂ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କ ପୂର୍ବରୁ ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ ପଠାଇଥିବା ନିର୍ଦ୍ଦେଶ ମାନିବାକୁ ମନା କଲେ। ତେଣୁ ସର୍ବଶକ୍ତିମାନ ସଦାପ୍ରଭୁ ବିଶଷେ କୋର୍ଧ୍ବାନିତ ହେଲେ।

Jeremiah 3:10
ଏସବୁ ସତ୍ତ୍ବେ ଇଶ୍ରାୟେଲର ବିଶ୍ବାସଘାତିନୀ ଭଉଣୀ ଯିହୁଦା ସର୍ବାନ୍ତଃକରଣ ରେ ଆମ୍ଭ ନିକଟକୁ ଆସିଲା ନାହିଁ। ମାତ୍ର ସେ ଆମ୍ଭ ନିକଟକୁ ଆସିଛି ବୋଲି କବଳେ ଛଳନା କଲା। ଏହା ସଦାପ୍ରଭୁ କହନ୍ତି।

Proverbs 21:2
ମନୁଷ୍ଯ ଯାହା କର୍ମ କରେ ତାହା ତା'ର ଦୃଷ୍ଟି ରେ ଠିକ୍ ଅଟେ। ମାତ୍ର ସଦାପ୍ରଭୁ ହୃଦଯ ସବୁ ତୌଲନ୍ତି।

Revelation 2:23
ମୁଁ ତା'ର ସନ୍ତାନମାନଙ୍କୁ ମଧ୍ଯ ମହାମାରୀ ଦ୍ବାରା ବଧ କରିବି। ସେତବେେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଚାରଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରେତ୍ୟକକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦବେି।

James 4:8
ପରମେଶ୍ବରଙ୍କ ନିକଟକୁ ଆସ, ତବେେ ସେ ମଧ୍ଯ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭମାନେେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ବର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର।

Proverbs 21:13
ଯେଉଁ ଲୋକ ଦୁଃଖୀ ଦରିଦ୍ରର ଡ଼ାକ ଶୁଣେ ନାହିଁ, ସେ ମଧ୍ଯ ଆପେ ଡ଼ାକିବ। କିନ୍ତୁ ଉତ୍ତର ପାଇବ ନାହିଁ।