Micah 7:3
ଲୋକମାନେ ଦୁଇ ହାତ ରେ ମନ୍ଦକାର୍ୟ୍ଯ କରିବାକୁ ଯତ୍ନଶୀଳ ହେଉଛନ୍ତି, କର୍ମଗ୍ଭରୀଗଣ ଲାଞ୍ଚ ନେଉଛନ୍ତି ଓ ବିଗ୍ଭରକ ବିଗ୍ଭରାଳଯ ରେ ସମାନଙ୍କେର ସିଦ୍ଧାନ୍ତ ବଦଳାଇବାକୁ ଅର୍ଥ ନେଉଛନ୍ତି। ପ୍ରଧାନ ବ୍ଯକ୍ତିମାନେ ଉତ୍ତମ ଓ ନ୍ଯାଯ ବିଗ୍ଭର କରୁ ନାହିଁନ୍ତି। ସମାନେେ ନିଜ ଇଚ୍ଛା ଯାହା ତାହା କରୁଛନ୍ତି।
Micah 7:3 in Other Translations
King James Version (KJV)
That they may do evil with both hands earnestly, the prince asketh, and the judge asketh for a reward; and the great man, he uttereth his mischievous desire: so they wrap it up.
American Standard Version (ASV)
Their hands are upon that which is evil to do it diligently; the prince asketh, and the judge `is ready' for a reward; and the great man, he uttereth the evil desire of his soul: thus they weave it together.
Bible in Basic English (BBE)
Their hands are made ready to do evil; the ruler makes requests for money, and the judge is looking for a reward; and the great man gives decisions at his pleasure, and the right is twisted.
Darby English Bible (DBY)
Both hands are for evil, to do it well. The prince asketh, and the judge [is there] for a reward; and the great [man] uttereth his soul's greed: and [together] they combine it.
World English Bible (WEB)
Their hands are on that which is evil to do it diligently. The ruler and judge ask for a bribe; And the powerful man dictates the evil desire of his soul. Thus they conspire together.
Young's Literal Translation (YLT)
On the evil `are' both hands to do `it' well, The prince is asking -- also the judge -- for recompence, And the great -- he is speaking the mischief of his soul, And they wrap it up.
| That they may do evil | עַל | ʿal | al |
| הָרַ֤ע | hāraʿ | ha-RA | |
| with both hands | כַּפַּ֙יִם֙ | kappayim | ka-PA-YEEM |
| earnestly, | לְהֵיטִ֔יב | lĕhêṭîb | leh-hay-TEEV |
| the prince | הַשַּׂ֣ר | haśśar | ha-SAHR |
| asketh, | שֹׁאֵ֔ל | šōʾēl | shoh-ALE |
| and the judge | וְהַשֹּׁפֵ֖ט | wĕhaššōpēṭ | veh-ha-shoh-FATE |
| reward; a for asketh | בַּשִּׁלּ֑וּם | baššillûm | ba-SHEE-loom |
| and the great | וְהַגָּד֗וֹל | wĕhaggādôl | veh-ha-ɡa-DOLE |
| man, he | דֹּבֵ֨ר | dōbēr | doh-VARE |
| uttereth | הַוַּ֥ת | hawwat | ha-WAHT |
| mischievous his | נַפְשׁ֛וֹ | napšô | nahf-SHOH |
| desire: | ה֖וּא | hûʾ | hoo |
| so they wrap it up. | וַֽיְעַבְּתֽוּהָ׃ | wayʿabbĕtûhā | VA-ah-beh-TOO-ha |
Cross Reference
Micah 3:11
ୟିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନଇେ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନଇେ ଶିକ୍ଷା ଦିଅନ୍ତି ଓ ଭବିଷ୍ଯଦ୍ବକ୍ତାଗଣ ଭବିଷ୍ଯବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାୟ୍ଯ ପାଇଁ ଆଶା କରନ୍ତି। ସମାନେେ ମଧ୍ଯ କୁହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠା ରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।
Amos 5:12
ଆମ୍ଭେ ତୁମ୍ଭମାନଙ୍କର ଅନକେ ଜଘନ୍ଯ ପାପ ଜାଣୁ। ତୁମ୍ଭମାନେେ ଧାର୍ମିକ ଲୋକଙ୍କୁ କଷ୍ଟ ଦଲେ। ତୁମ୍ଭେ ଲାଞ୍ଚ ନଇେଛ ଏବଂ ଦରିଦ୍ର ଲୋକଙ୍କ ପ୍ରତି ନ୍ଯାଯଳଯ ରେ ଅନ୍ଯାଯ ଆଚରଣ କରିଅଛ।
Jeremiah 8:10
ତେଣୁ ଆମ୍ଭେ ସମାନଙ୍କେର ସ୍ତ୍ରୀମାନଙ୍କୁ ଅନ୍ୟମାନଙ୍କୁ ଦବୋ ଓ ସମାନଙ୍କେର କ୍ଷେତ୍ରକୁ ଅନ୍ୟମାନଙ୍କ ଅଧିକାରକୁ ଦବୋ। କାରଣ ଇଶ୍ରାୟେଲ କ୍ଷୁଦ୍ରଠାରୁ ମହାନ୍ ଲୋକ ପର୍ୟ୍ଯନ୍ତ ସମସ୍ତେ ଲୋଭାସକ୍ତ ଆଉ ଭବିଷ୍ଯଦବକ୍ତାଠାରୁ ଆରମ୍ଭ କରି ଯାଜକ ପର୍ୟ୍ଯନ୍ତ ସମସ୍ତେ ମିଥ୍ଯାଚରଣ କରନ୍ତି।
Proverbs 4:16
ମନ୍ଦ ଲୋକମାନେ ମନ୍ଦକାର୍ୟ୍ଯ ନ କଲା ପର୍ୟ୍ଯନ୍ତ ସମାନଙ୍କେୁ ନିଦ ହୁଏ ନାହିଁ। ଯଦି ସମାନେେ କାହାକୁ ଆଘାତ ନ କରନ୍ତି, ସମାନେେ ଶଯନ କରିବେ ନାହିଁ।
1 Corinthians 4:5
ଅତଏବ, ଠିକ୍ ସମୟ ନ ଆସିବା ପର୍ୟ୍ଯନ୍ତ ଅର୍ଥାତ୍ ପୁନରାଗମନ ପର୍ୟ୍ଯନ୍ତ, କୌଣସି କଥାର ବିଚାର କରିବା ଅନୁଚିତ। ସେ ଅନ୍ଧକାର ରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତ ରେ ଥିବା ଗୁପ୍ତ ଉଦ୍ଦେଶ୍ଯ ଗୁଡ଼ିକୁ ପ୍ରକାଶ କରିବେ। ସେତବେେଳେ ପରମେଶ୍ବର ପ୍ରେତ୍ୟକକଙ୍କୁ ଯାହାର ପ୍ରାପ୍ଯ ପ୍ରଶଂସା ତାହା ପ୍ରଦାନ କରିବେ।
Luke 12:1
ହଜାର ହଜାର ଲୋକ ଆସି ଜମା ହାଇଗେଲେ। ଲୋକେ ଜଣେ ଜଣକୁ ମାଡି ପକାଉ ଥିଲେ। ଲୋକମାନଙ୍କୁ କହିବା ପୂର୍ବରୁ ଯୀଶୁ ପ୍ରଥମେ ନିଜ ଶିଷ୍ଯମାନଙ୍କୁ କହିଲେ, ଫାରୂଶୀମାନଙ୍କ ଖମୀରଠାରୁ ଦୂର ରେ ରୁହ। ମାେ କହିବାର ଅଭିପ୍ରାୟ ହେଉଛି ଯେ, ସମାନେେ କପଟୀ।
Matthew 26:15
ସେ କହିଲା, ମୁଁ ତୁମ୍ଭମାନଙ୍କ ହାତ ରେ ଯୀଶୁଙ୍କୁ ଧ ରଇେ ଦବେି। ଏହା କରିବା ପାଇଁ ତୁମ୍ଭମାନେେ ମାେତେ କ'ଣ ଦବେ? ଯାଜକମାନେ ୟିହୂଦାଙ୍କୁ ତିରିଶଟି ରୂପା ଟଙ୍କା ଦେଲେ।
Hosea 4:18
ମାତାଲ ହାଇଗେଲା ପ ରେ ସମାନେେ ବ୍ଯଭିଗ୍ଭରିଣୀ ପରି ବ୍ଯବହାର କରନ୍ତି। ସମାନେେ ଲାଞ୍ଚକୁ ଭଲ ପାଆନ୍ତି ଓ ଏହା ମାଗନ୍ତି। ସମାନଙ୍କେର ଶାସକଗଣ ସମାନଙ୍କେର ଲୋକମାନଙ୍କ ଉପରକୁ ଲଜ୍ଜା ଆଣନ୍ତି।
Ezekiel 22:27
ତା'ର ଅଧିପତିଗଣ ଗଧିଆ ସଦୃଶ ପ୍ରାଣୀମାନଙ୍କୁ ବିଦୀର୍ଣ୍ଣ କଲାପରି ଅନ୍ଯାଯ ଲାଭର ଚେଷ୍ଟା ରେ ରକ୍ତପାଦ କରି ପ୍ରାଣୀମାନଙ୍କୁ ବିନାଶ କରନ୍ତି।
Ezekiel 22:6
'ଆଉ, ଦେଖ, ଇଶ୍ରାୟେଲର ଅଧିପତିଗଣ ପ୍ରେତ୍ୟକକ ନିଜ ନିଜ ପରାକ୍ରମ ଅନୁସାରେ ରକ୍ତପାତ କରିବା ନିମନ୍ତେ ତୁମ୍ଭ ମଧିଅରେ ରହିଅଛନ୍ତି।
Jeremiah 3:5
ତୁମ୍ଭେ ପୁଣି କୁହ, 'ପରମେଶ୍ବର କ'ଣ ସଦାକାଳ କୃଦ୍ଧ ହାଇେଥିବେ ? ତାଙ୍କର କୋରଧ ଚିରକାଳ ରହିବ ନାହିଁ।' ଆଉ ତୁମ୍ଭେ କଥା କହୁଅଛ ତଥାପି ଦୁଷ୍କର୍ମ କରିବା ରେ ଲାଗିଛ ଏବଂ ନିଜ ପଥରେ ଚାଲିଛ।'3
Isaiah 26:21
ଦେଖ, ସଦାପ୍ରଭୁ ପୃଥିବୀବାସୀଙ୍କୁ ସମାନଙ୍କେର ଅପରାଧ ଲାଗି ଶାସ୍ତି ଦବୋକୁ ନିଜ ସ୍ଥାନ ପରିତ୍ଯାଗ କରିଛନ୍ତି। ପୃଥିବୀ ନିଜର ଶକ୍ତି ପ୍ରକାଶ କରିବ। ସେ ଆଉ ନିହତ ଲୋକମାନଙ୍କୁ ଆଚ୍ଛାଦନ କରି ରଖିବ ନାହିଁ।
Isaiah 1:23
ତୁମ୍ଭର ଶାସକଗଣ ବିଦ୍ରୋହୀ ହାଇେଛନ୍ତି ଓ ଚୋରମାନଙ୍କର ବନ୍ଧୁ ହାଇେଛନ୍ତି। ତୁମ୍ଭର ସମସ୍ତ ଶାସକ ଲାଞ୍ଚକୁ ଭଲ ପାଆନ୍ତି। ଅନ୍ଯାଯ କାର୍ୟ୍ଯ ପାଇଁ ପାରିତୋଷିକ ଗ୍ରହଣ କରନ୍ତି। ଆଉ ସହେି ଶାସକମାନେ ଲୋକଙ୍କୁ ଠକିବାକୁ ଅର୍ଥ ନିଅନ୍ତି। ତୁମ୍ଭର ସହେି ଶାସକଗଣ ଅନାଥ ପିଲାମାନଙ୍କୁ ଓ ବିଧବାମାନଙ୍କୁ ସମାନଙ୍କେର ଦରକାର ବେଳେ ସାହାୟ୍ଯ କରନ୍ତି ନାହିଁ।'
1 Kings 21:9
ସହେି ପତ୍ର ରେ ସେ ଏହା ଲେଖିଥିଲେ: