Nehemiah 10:11
ମୀଖା, ରହୋବ, ହଶବିଯ,
Nehemiah 10:11 in Other Translations
King James Version (KJV)
Micha, Rehob, Hashabiah,
American Standard Version (ASV)
Mica, Rehob, Hashabiah,
Bible in Basic English (BBE)
Mica, Rehob, Hashabiah,
Darby English Bible (DBY)
Mica, Rehob, Hashabiah,
Webster's Bible (WBT)
Micha, Rehob, Hashabiah,
World English Bible (WEB)
Mica, Rehob, Hashabiah,
Young's Literal Translation (YLT)
Micha, Rehob, Hashabiah,
| Micha, | מִיכָ֥א | mîkāʾ | mee-HA |
| Rehob, | רְח֖וֹב | rĕḥôb | reh-HOVE |
| Hashabiah, | חֲשַׁבְיָֽה׃ | ḥăšabyâ | huh-shahv-YA |
Cross Reference
Ezra 8:19
ହସବିଯ ଓ ତାହା ସଙ୍ଗେ ମରାରି ବଂଶଧରମାନଙ୍କ ମଧ୍ଯରୁ ୟିଶଯାହ ତାହାର ଭାତୃଗଣ ଓ ସମାନଙ୍କେ ପୁତ୍ରଗଣ ଏପରି କୋଡିଏ ଜଣ।
Ezra 8:24
ତେଣୁ ମୁଁ ଯାଜକମାନଙ୍କ ମଧ୍ଯରୁ ବାରଜଣ ପ୍ରଧାନ ଲୋକଙ୍କୁ ଅର୍ଥାତ୍ ଶେ ରବେିଯ, ହଶବିଯ ଓ ସମାନଙ୍କେ ସହିତ ସମାନଙ୍କେର ଦଶଜଣ ଭ୍ରାତାଙ୍କୁ ପୃଥକ୍ କଲି।
Nehemiah 11:15
ଲବେୀୟମାନଙ୍କ ମଧ୍ଯରୁ ଯଥା: ହଶୂବର ପୁତ୍ର ଶମଯିଯ, ହଶୂବ୍ ଅସ୍ରୀକାମର ପୁତ୍ର, ଅସ୍ରୀକାମ୍ ହସବିଯର ପୁତ୍ର, ହସବିଯ ବୁନ୍ନିର ପୁତ୍ର।
Nehemiah 11:22
ଉଷି ୟିରୁଶାଲମ ରେ ଲବେୀୟମାନଙ୍କର ନିରୀକ୍ଷକ ଥିଲେ। ଉଷି ବାନିର ପୁତ୍ର, ବାନି ହଶବିଯର ପୁତ୍ର, ହଶବିଯ ୟିଏକି ମତ୍ତନିଯର ପୁତ୍ର, ମତ୍ତନିଯ ୟିଏକି ମୀକାର ପୁତ୍ର ଥିଲେ। ଉଷି ପରମେଶ୍ବରଙ୍କ ମନ୍ଦିର ରେ ସବୋ କରୁଥିବା ଗାଯକର ଓ ଆସଫର ବଂଶଧର ଥିଲେ।
Nehemiah 12:24
ଲବେୀୟମାନଙ୍କ ପ୍ରଧାନଗଣ, ହଶବିଯ, ଶେ ରବେିଯ ଓ କଦ୍ମୀଯଲରେ ପୁତ୍ର ଯେଶଯ ଓ ସମାନଙ୍କେ ସମ୍ମୁଖସ୍ଥ ଭାତୃଗଣ ପରମେଶ୍ବରଙ୍କ ଲୋକ ଦାଉଦଙ୍କର ଆଜ୍ଞା ଅନୁସାରେ ଦଳଦଳ ହାଇେ ପ୍ରଶଂସା ଓ ଧନ୍ଯବାଦ ଉତ୍ସର୍ଗ କରିବାକୁ ନିୟୁକ୍ତ ହେଲେ।