ଓଡ଼ିଆ ଓଡ଼ିଆ ବାଇବେଲ Numbers Numbers 2 Numbers 2:2 Numbers 2:2 ଚିତ୍ର English

Numbers 2:2 ଚିତ୍ର

ଇଶ୍ରାୟେଲର ଲୋକମାନେ ସମାଗମ ତମ୍ବୁର ଚତୁର୍ଦ୍ଦିଗ ରେ ଛାଉଣୀ ସ୍ଥାପନ କରିବେ। ପ୍ରେତ୍ୟକକ ଦଳ ରେ ତାଙ୍କ ନିଜ ଦଳର ଧ୍ବଜା ରହିବ। ଏବଂ ପ୍ରେତ୍ୟକକ ବ୍ଯକ୍ତିର ପାଖ ରେ ତା'ର ଦଳର ଧ୍ବଜା ପାଖ ରେ ଛାଉଣୀ ସ୍ଥାପନ କରିବ।
Click consecutive words to select a phrase. Click again to deselect.
Numbers 2:2

ଇଶ୍ରାୟେଲର ଲୋକମାନେ ସମାଗମ ତମ୍ବୁର ଚତୁର୍ଦ୍ଦିଗ ରେ ଛାଉଣୀ ସ୍ଥାପନ କରିବେ। ପ୍ରେତ୍ୟକକ ଦଳ ରେ ତାଙ୍କ ନିଜ ଦଳର ଧ୍ବଜା ରହିବ। ଏବଂ ପ୍ରେତ୍ୟକକ ବ୍ଯକ୍ତିର ପାଖ ରେ ତା'ର ଦଳର ଧ୍ବଜା ପାଖ ରେ ଛାଉଣୀ ସ୍ଥାପନ କରିବ।

Numbers 2:2 Picture in Oriya