Psalm 132:5 in Oriya

Oriya Oriya Bible Psalm Psalm 132 Psalm 132:5

Psalm 132:5
ମୁଁ ମାରେ ଗୃହକୁ ୟିବି ନାହିଁ ଏବଂ ମୁଁ ମାେ ବିଛଣାରେ ରହିବି ନାହିଁ।

Psalm 132:4Psalm 132Psalm 132:6

Psalm 132:5 in Other Translations

King James Version (KJV)
Until I find out a place for the LORD, an habitation for the mighty God of Jacob.

American Standard Version (ASV)
Until I find out a place for Jehovah, A tabernacle for the Mighty One of Jacob.

Bible in Basic English (BBE)
Till I have got a place for the Lord, a resting-place for the great God of Jacob.

Darby English Bible (DBY)
Until I find out a place for Jehovah, habitations for the Mighty One of Jacob. ...

World English Bible (WEB)
Until I find out a place for Yahweh, A dwelling for the Mighty One of Jacob."

Young's Literal Translation (YLT)
Till I do find a place for Jehovah, Tabernacles for the Mighty One of Jacob.

Until
עַדʿadad
I
find
out
אֶמְצָ֣אʾemṣāʾem-TSA
a
place
מָ֭קוֹםmāqômMA-kome
Lord,
the
for
לַיהוָ֑הlayhwâlai-VA
an
habitation
מִ֝שְׁכָּנ֗וֹתmiškānôtMEESH-ka-NOTE
for
the
mighty
לַאֲבִ֥ירlaʾăbîrla-uh-VEER
God
of
Jacob.
יַעֲקֹֽב׃yaʿăqōbya-uh-KOVE

Cross Reference

1 Chronicles 22:7
ଦାଉଦ ଶଲୋମନଙ୍କୁ କହିଲେ, ମାରେ ପୁତ୍ର, ମୁଁ ମାରେ ପରମେଶ୍ବର ସଦାପ୍ରଭୁଙ୍କ ନାମ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାକୁ ଇଚ୍ଛା କରିଥିଲି।

Ephesians 2:22
ଯୀଶୁ ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନେେ ଅନ୍ୟମାନଙ୍କ ସହିତ ଏକତ୍ର ନିର୍ମିତ ହେଉଅଛ। ତୁମ୍ଭମାନେେ ଏପରି ଗୋଟିଏ ମନ୍ଦିର ରୂପେ ନିର୍ମିତ ହେଉଛ, ଯେଉଁଠା ରେ ଆତ୍ମାଙ୍କ ମାଧ୍ଯମ ରେ ପରମେଶ୍ବର ବାସ କରନ୍ତି।

2 Samuel 6:17
ଦାଉଦ ପବିତ୍ର ସିନ୍ଦକ୍ସ୍ଟକ ରଖିବା ପାଇଁ ଏକ ତମ୍ବୁ ତିଆରି କଲେ ଓ ସଦାପ୍ରଭୁଙ୍କର ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ନଇେ ସହେି ତମ୍ବୁ ମଧିଅରେ ରଖିଲେ। ତା'ପରେ ଦାଉଦ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

1 Kings 8:27
କିନ୍ତୁ ହେ ପରମେଶ୍ବର, ତୁମ୍ଭେ କ'ଣ ଆମ୍ଭମାନଙ୍କ ସହିତ ଏହି ପୃଥିବୀ ରେ ବାସ କରିବାକୁ ଯାଉଛ? ଦୟାକରି ଦେଖ, ସମସ୍ତ ସ୍ବର୍ଗ ଓ ସ୍ବର୍ଗର ଉପରିସ୍ଥ ସ୍ବର୍ଗ ଯେତବେେଳେ ତୁମ୍ଭକୁ ଧାରଣ କରି ନ ପାରିବ, ତବେେ ମାେ ଦ୍ବାରା ନିର୍ମିତ ଏକ େଛାଟ ଗୃହ କ'ଣ ତୁମ୍ଭକୁ ଧାରଣ କରିପାରିବ?

1 Chronicles 15:3
ଲବେୀୟମାନେ ନିଯମସିନ୍ଦୁକକୁ ଦାଉଦଙ୍କ ଦ୍ବାରା ପ୍ରସ୍ତୁତ ସ୍ଥାନକୁ ବହିନବୋ ସମୟରେ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ୟିରୁଶାଲମ ରେ ଏକତ୍ରୀତ ହବୋ ନିମନ୍ତେ ଦାଉଦ କହିଲେ।

1 Chronicles 15:12
ଦାଉଦ ସମାନଙ୍କେୁ କହିଲେ, ତୁମ୍ଭମାନେେ ଲବେୀ ଗୋଷ୍ଠୀର ନେତା ଅଟ। ତୁମ୍ଭେ ଓ ଅନ୍ୟ ଲବେୀୟମାନେ ନିଜକୁ ପବିତ୍ର କରିବା ନିତାନ୍ତ ଆବଶ୍ଯକ। ଏହାପରେ ମୁଁ ନିଯମସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ତୁମ୍ଭମାନେେ ତାହାକୁ ସହେି ସ୍ଥାନକୁ ଆଣିବ।

2 Chronicles 2:6
ବାସ୍ତବ ରେ କୌଣସି ବ୍ଯକ୍ତି ଆମ୍ଭର ପରମେଶ୍ବରଙ୍କୁ ଭିତ ରେ ରଖିବା ପାଇଁ ଏକ ଗୃହ ନିର୍ମାଣ କରିପାରିବ ନାହିଁ। ଏପରିକି ସ୍ବର୍ଗ ବା ସର୍ବୋଚ୍ଚ ସ୍ବର୍ଗ ମଧ୍ଯ ତାଙ୍କୁ ଧାରଣ କରିପାରିବ ନାହିଁ। ମୁଁ ମଧ୍ଯ ପରମେଶ୍ବରଙ୍କ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିପାରିବି ନାହିଁ। କବଳେ ତାଙ୍କଠା ରେ ନବୈେଦ୍ଯ ଉତ୍ସର୍ଗ କରିବା ପାଇଁ ଏକ ସ୍ଥାନ ନିର୍ମାଣ କରିପା ରେ।

Isaiah 66:1
ସଦାପ୍ରଭୁ ଏହିକଥା କୁହନ୍ତି, ସ୍ବର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ। ତୁମ୍ଭମାନେେ ଆମ୍ଭପାଇଁ କି ପ୍ରକାର ଗୃହ ନିର୍ମାଣ କରିପାରିବ ଓ କେଉଁ ପ୍ରକାର ସ୍ଥାନ ଆମ୍ଭର ବିଶ୍ରାମସ୍ଥଳ ହବେ ?

Acts 7:46
ଦାଉଦ ପରମେଶ୍ବରଙ୍କ କୃପା ପ୍ରାପ୍ତ ହେଲେ। ସେ ଯାକୁବର ପରମେଶ୍ବରଙ୍କ ପାଇଁ ଗୋଟିଏ ମନ୍ଦିର ତୋଳିବାକୁ ଅନୁମତି ଦବୋପାଇଁ ପରମେଶ୍ବରଙ୍କୁ ଅନୁ ରୋଧ କଲେ।