Psalm 147:5 in Oriya

Oriya Oriya Bible Psalm Psalm 147 Psalm 147:5

Psalm 147:5
ଆମ୍ଭର ପ୍ରଭୁ ଅତି ମହାନ୍ ଏବଂ ଶକ୍ତିମାନ୍। ତାଙ୍କର ବୁଝାମଣା ଅସୀମ।

Psalm 147:4Psalm 147Psalm 147:6

Psalm 147:5 in Other Translations

King James Version (KJV)
Great is our Lord, and of great power: his understanding is infinite.

American Standard Version (ASV)
Great is our Lord, and mighty in power; His understanding is infinite.

Bible in Basic English (BBE)
Great is our Lord, and great his power; there is no limit to his wisdom.

Darby English Bible (DBY)
Great is our Lord, and of great power: his understanding is infinite.

World English Bible (WEB)
Great is our Lord, and mighty in power. His understanding is infinite.

Young's Literal Translation (YLT)
Great `is' our Lord, and abundant in power, Of His understanding there is no narration.

Great
גָּד֣וֹלgādôlɡa-DOLE
is
our
Lord,
אֲדוֹנֵ֣ינוּʾădônênûuh-doh-NAY-noo
great
of
and
וְרַבwĕrabveh-RAHV
power:
כֹּ֑חַkōaḥKOH-ak
his
understanding
לִ֝תְבוּנָת֗וֹlitbûnātôLEET-voo-na-TOH
is
infinite.
אֵ֣יןʾênane
מִסְפָּֽר׃mispārmees-PAHR

Cross Reference

Isaiah 40:28
ତୁମ୍ଭେ କ'ଣ ଜାଣି ନାହଁ ? ତୁମ୍ଭେ କ'ଣ ଶୁଣି ନାହଁ ? ସେ ସମସ୍ତ ଜଗତର ସୃଷ୍ଟିକର୍ତ୍ତା। ଅନାଦି ଅନନ୍ତ ପରମେଶ୍ବର। ସଦାପ୍ରଭୁ କ୍ଲାନ୍ତ ହୁଅନ୍ତି ନାହିଁ କି ଶ୍ରାନ୍ତ ହୁଅନ୍ତି ନାହିଁ। ତାଙ୍କର ବୁଦ୍ଧି ବୋଧର ଅଗମ୍ଯ।

Psalm 48:1
ସଦାପ୍ରଭୁ ମହାନ୍ ଅଟନ୍ତି। ଆମ୍ଭର ପରମେଶ୍ବରଙ୍କ ସାରା ନଗରରେ ତାଙ୍କର ପବିତ୍ର ପର୍ବତରେ ସେ ପ୍ରଶଂସିତ ହୁଅନ୍ତି।

Nahum 1:3
ସଦାପ୍ରଭୁ କଦାପି ଶୀଘ୍ର ରାଗନ୍ତି ନାହିଁ। ସଦାପ୍ରଭୁ ଅତି ଶକ୍ତିଶାଳୀ। ସେ ଦୋଷୀକୁ ଦଣ୍ତ ନଦଇେ କବେେ ଛାଡିବେ ନାହିଁ। ସେ ଯେଉଁଠାକୁ ୟାଆନ୍ତି ସଠାେ ରେ ଘୂର୍ଣ୍ଣିବାତ୍ଯା ଓ ଝଡ ସୃଷ୍ଟି ହୁଏ। ସଦାପ୍ରଭୁ ଗତି କଲା ବେଳେ ତାଙ୍କ ପାଦ ରେ ମେଘଗୁଡିକ ଧୂଳି ସ୍ବରୂପ ଉେଠ।

Romans 11:33
ପରମେଶ୍ବରଙ୍କ ଧନ ବହୁତ ମହାନ୍! ତାଙ୍କ ବୁଦ୍ଧି ଓ ଜ୍ଞାନର ସୀମା ନାହିଁ! ସେ ନିଷ୍ପତ୍ତିକିପରି ନିଅନ୍ତି କହେି ବୁଝାଇ ପାରିବ ନାହିଁ।

Psalm 145:3
ସଦାପ୍ରଭୁ ହେଉଛନ୍ତି ମହାନ୍ ଏବଂ ସେ ଅତ୍ଯନ୍ତ ପ୍ରଶଂସନୀଯ। ଆମ୍ଭମାନେେ ତାଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ।

Psalm 139:17
ପରମେଶ୍ବର, ତୁମ୍ଭର ଚିନ୍ତାଧାରା ମାେ ପାଇଁ ବୁଝିବା କଷ୍ଟକର ଅଟେ। ତହିଁରେ ସଗେୁଡ଼ିକ ଗଣନା କରାୟାଇ ପାରିବ ନାହିଁ।

Psalm 99:2
ସଦାପ୍ରଭୁ ସିୟୋନରେ ମହାନ୍ ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।

Psalm 96:4
ସଦାପ୍ରଭୁ ମହାନ୍ ଓ ଅତ୍ଯନ୍ତ ପ୍ରଶଂସନୀଯ। ସେ ସମସ୍ତ ଦବଗେଣଙ୍କ ଅପେକ୍ଷା ଭୟର ୟୋଗ୍ଯ।

Psalm 40:5
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ବର, ତୁମ୍ଭେ ଅନକେ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରିଛ। ତୁମ୍ଭେ ଆମ୍ଭମାନଙ୍କ ପାଇଁ ଅନକେ ଆଶ୍ଚର୍ୟ୍ଯ ଯୋଜନାମାନ ରଖିଛ। କୌଣସି ବ୍ଯକ୍ତି ତାହା କବେେ ଗଣି ପାରିବ ନାହିଁ। ମୁଁ ବାରମ୍ବାର ସହେିସବୁ କଥା କହିବି ୟାହାକୁ ଗଣିବା ଅସମ୍ଭବ।

1 Chronicles 16:25
ସଦାପ୍ରଭୁ ଅତ୍ଯନ୍ତ ମହାନ୍ ଅଟନ୍ତି ଓ ସେ ପ୍ରଶଂସାର ଯୋଗ୍ଯ ଅଟନ୍ତି। ଅନ୍ୟ ସବୁ ଦବେତାଗଣଙ୍କ ଅପେକ୍ଷା ସଦାପ୍ରଭୁ ଅଧିକ ଭୟଙ୍କର ଅଟନ୍ତି।

Revelation 15:3
ସମାନେେ ପରମେଶ୍ବରଙ୍କର ସବେକ ମାଶାଙ୍କେର ଓ ମଷେଶାବକଙ୍କର ଗୀତ ବୋଲୁଥିଲେ :

Jeremiah 32:17
ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିଶାଳ ବାହୁ ଦ୍ବାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ। ତୁମ୍ଭର ଅସାଧ୍ଯ କିଛି ନାହିଁ।

Jeremiah 10:6
ହେ ସଦାପ୍ରଭୁ, ତୁମ୍ଭେ ଅତି ମହାନ, ତୁମ୍ଭ ତୁଲ୍ଯ ଆଉ କହେି ନାହାଁନ୍ତି। ତୁମ୍ଭର ନାମ ମହତ୍ ଓ ପରାକ୍ରମଶାଳୀ।

Psalm 135:5
ମୁଁ ଜାଣେ ସଦାପ୍ରଭୁ ମହାନ ଅଟନ୍ତି। ଆମ୍ଭମାନଙ୍କର ପ୍ରଭୁ ସମସ୍ତ ଦବେତାମାନଙ୍କ ଅପେକ୍ଷା ଶ୍ରେଷ୍ଠ।