Psalm 34:19
ଧାର୍ମିକ ବ୍ଯକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ କିନ୍ତୁ ସଦାପ୍ରଭୁ ସମାନଙ୍କେୁ ସମାନଙ୍କେର ପ୍ରେତ୍ୟକକ ବିପଦରୁ ଉଦ୍ଧାର କରିବେ।
Psalm 34:19 in Other Translations
King James Version (KJV)
Many are the afflictions of the righteous: but the LORD delivereth him out of them all.
American Standard Version (ASV)
Many are the afflictions of the righteous; But Jehovah delivereth him out of them all.
Bible in Basic English (BBE)
Great are the troubles of the upright: but the Lord takes him safely out of them all.
Darby English Bible (DBY)
Many are the adversities of the righteous, but Jehovah delivereth him out of them all:
Webster's Bible (WBT)
The LORD is nigh to them that are of a broken heart; and saveth such as are of a contrite spirit.
World English Bible (WEB)
Many are the afflictions of the righteous, But Yahweh delivers him out of them all.
Young's Literal Translation (YLT)
Many `are' the evils of the righteous, Out of them all doth Jehovah deliver him.
| Many | רַ֭בּוֹת | rabbôt | RA-bote |
| are the afflictions | רָע֣וֹת | rāʿôt | ra-OTE |
| of the righteous: | צַדִּ֑יק | ṣaddîq | tsa-DEEK |
| Lord the but | וּ֝מִכֻּלָּ֗ם | ûmikkullām | OO-mee-koo-LAHM |
| delivereth | יַצִּילֶ֥נּוּ | yaṣṣîlennû | ya-tsee-LEH-noo |
| him out of them all. | יְהוָֽה׃ | yĕhwâ | yeh-VA |
Cross Reference
Psalm 34:17
ସଦାପ୍ରଭୁଙ୍କୁ ପ୍ରାର୍ଥନା କର ସେ ତୁମ୍ଭ ଡ଼ାକ ଶୁଣିବେ। ସେ ତୁମ୍ଭକୁ ତୁମ୍ଭର ସମସ୍ତ ବିପଦରୁ ଉଦ୍ଧାର କରିବେ।
Psalm 34:6
ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କଲା ଓ ସଦାପ୍ରଭୁ ତାହା ଶୁଣିଲେ ସେ ମାେତେ ମାରେ ସମସ୍ତ ବିପଦରୁ ଉଦ୍ଧାର କଲେ।
2 Corinthians 4:17
ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା େଛାଟ େଛାଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନା ରେ ଅତି ମହାନ୍।
1 Peter 4:12
ମାେ ମିତ୍ରଗଣ, ତୁମ୍ଭମାନେେ ବର୍ତ୍ତମାନର ଦୁଃଖ ସହୁଥିବାରୁ ଆଶ୍ଚର୍ୟ୍ଯ ମନକରେ ନାହିଁ। ଏହି ଦୁଃଖ ଭୋଗ ତୁମ୍ଭମାନଙ୍କର ବିଶ୍ବାସ ପରୀକ୍ଷା କରୁଛି। ଭାବ ନାହିଁ ଯେ ତୁମ୍ଭ ପ୍ରତି କିଛି ଆଶ୍ଚର୍ୟ୍ଯ କଥା ଘଟୁଛି।
2 Timothy 3:11
ତୁମ୍ଭମାନେେ ମାେ ପ୍ରତି ନିର୍ୟ୍ଯାତନାଗୁଡ଼ିକ ଓ ମାରଦେୁଃଖଗୁଡ଼ିକ ବିଷୟ ରେ ଜାଣିଛ। ଆନ୍ତିୟଖିଆ, ଇକନିୟ ଓ ଲୁସ୍ତ୍ରା ରେ ମାେ ପ୍ରତି ଯାହା ସବୁ ଘଟିଲା, ତୁମ୍ଭେ ତାହା ଜାଣିଛ। ସହେି ସ୍ଥାନଗୁଡ଼ିକରେ ମୁଁ କିପରି ନିର୍ୟ୍ଯାତନା ଭୋଗ କଲି, ତାହା ତୁମ୍ଭେ ଜାଣିଛ। କିନ୍ତୁ ସହେିସବୁ କଷ୍ଟରୁ ପରମେଶ୍ବର ମାେତେ ରକ୍ଷା କଲେ।
Proverbs 24:16
ଧାର୍ମିକମାନେ ସାତଥର ପଡ଼ିଲେ ହେଁ ପୁନର୍ବାର ଉଠନ୍ତି। ମାତ୍ର ଦୁଷ୍ଟମାନେ ବିପଦ ରେ ପରାସ୍ତ ହୁଅନ୍ତି।
Job 5:19
ସେ ତୁମ୍ଭକୁ ବିପଦରୁ ଉଦ୍ଧାର କରିପାରିବେ। ହଁ, ଦରକାର ପଡ଼ିଲେ ବିନା ଆଘାତ ରେ ସାତାଟେି ଦୁର୍ବିପାକରୁ ରକ୍ଷା କରିପାରିବେ।
John 16:33
ମାଠାେ ରେ ତୁମ୍ଭମାନେେ ଯେପରି ଶାନ୍ତି ପାଇବ, ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ଏସମସ୍ତ କଥା କହିଲିି। ଏହି ଜଗତ ରେ ତୁମ୍ଭେ କଷ୍ଟ ପାଇବ। କିନ୍ତୁ ସାହାସୀ ହୁଅ ମୁଁ ଜଗତକୁ ଜୟ କରିଛି।
Psalm 34:4
ମୁଁ ପରମେଶ୍ବରଙ୍କୁ ପ୍ରାର୍ଥନା କଲି। ସେ ମାେତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ।
2 Corinthians 4:7
ଆମ୍ଭେ ପରମେଶ୍ବରଙ୍କଠାରୁ ଏହି ଧନ ପାଇଅଛୁ। ଆମ୍ଭେ ମାଟିପାତ୍ର ସଦୃଶ କବଳେ ଏହି ଭଣ୍ଡାରକୁ ଧରିଛୁ। ଏହା ପ୍ରମାଣିତ କରେ ଯେ, ଏହି ଆଶ୍ଚର୍ୟ୍ଯ ଶକ୍ତି ଆମ୍ଭର ନୁହେଁ, ତାହା ପରମେଶ୍ବରଙ୍କର ଅଟେ।
Psalm 71:20
ତୁମ୍ଭେ ମାେ ପାଇଁ ବହୁତ ଖରାପ ସମୟ ଓ ଅସୁବିଧା ଦଇେଛ। ମାେ ଜୀବନକୁ ପୁନଃସ୍ଥାପନ କର। ଯେତବେେଳେ ମୁଁ ପ୍ରାଯ ମୃତ ପରି ଥିଲି, ମାେ ଜୀବନକୁ ରକ୍ଷା କଲ।
Acts 14:22
ସମାନେେ ସେ ସ୍ଥାନଗୁଡ଼ିକରେ ଶିଷ୍ଯମାନଙ୍କ ଆତ୍ମାକୁ ସବଳ କଲେ ଓ ବିଶ୍ବାସ ରେ ବୃଦ୍ଧିପାଇବା ପାଇଁ ଉତ୍ସାହିତ କଲେ। ସମାନେେ କହିଲେ, ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ନିମନ୍ତେ ଆମ୍ଭକୁ ଅନକେ ଦୁଃଖ କଷ୍ଟ ଭୋଗ କରିବାକୁ ପଡ଼ିବ।
Hebrews 11:33
ସେ ସମସ୍ତଙ୍କର ବହୁତ ଅଧିକ ବିଶ୍ବାସ ଥିଲା। ସହେି ବିଶ୍ବାସ ବଳ ରେ ସମାନେେ ସାମ୍ରାଜ୍ଯଗୁଡ଼ିକୁ ପରାସ୍ତ କରିଥିଲେ। ସମାନେ ସମସ୍ତେ ଧାର୍ମିକ କାର୍ୟ୍ଯ କଲେ, ପରମେଶ୍ବରଙ୍କ ପ୍ରତିଜ୍ଞାର ବିଷୟଗୁଡ଼ିକ ପାଇଲେ। ସମାନେେ ନିଜ ବିଶ୍ବାସ ଦ୍ବାରା ସିଂହମାନଙ୍କର ମୁହଁ ବନ୍ଦ କଲେ।
1 Thessalonians 3:3
ଆମ୍ଭେ ଏବେ ଯେଉଁ ଅସୁବିଧା ରେ ଅଛୁ, ସେଥି ରେ ତୁମ୍ଭମାନେେ କହେି ଯେପରି ବିବ୍ରତ ନ ହୁଅ, ସେଥିପାଇଁ ଆମ୍ଭେ ତୀମଥିଙ୍କୁ ପଠାଇଲୁ। ତୁମ୍ଭମାନେେ ଜାଣିଥିଲ ଯେ ଆମ୍ଭେ ଭବିଷ୍ଯତ୍ ରେ ଏଭଳି କଷ୍ଟ ନିଶ୍ଚୟ ପାଇବା।
2 Corinthians 11:23
ସମାନେେ କ'ଣ କବଳେ ଇଶ୍ରାୟେଲୀୟ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଅବ୍ରହାମଙ୍କ ବଂଶଧାରୀ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଖ୍ରୀଷ୍ଟଙ୍କ ସବେକ ? ମୁଁ ମଧ୍ଯ ମୁଁ କ'ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି ? ସମାନଙ୍କେ ତୁଳନା ରେ ମୁଁ ଅଧିକ କଠାେର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମାେତେ ଥରକୁ ଥର ମାଡ଼ ମରାଯାଇଛି। ଅନକେ ଥର ମୁଁ ମୃତ୍ଯୁର ସନ୍ନିକଟ ହାଇେଛି।
James 5:10
ଭାଇ ଓ ଭଉଣୀମାନେ, ପ୍ରଭୁଙ୍କ ପାଇଁ ଭାବବାଣୀ କହିଥିବା ଭାବବାଦୀମାନଙ୍କ ଉଦାହରଣ ଅନୁସରଣ କର। ସମାନେେ ଅନକେ ଯାତନା ସହି ଥିଲେ ହେଁ ର୍ଧୈୟ୍ଯବାନ ଥିଲେ।
Job 42:12
ସଦାପ୍ରଭୁ ଆୟୁବକୁ ଅଧିକ ଆଶୀର୍ବାଦ କଲେ, ତାହାଠାରୁ ମଧ୍ଯ ଅଧିକ ୟହା ତା'ର ପ୍ରଥମ ଥିଲା। ଆୟୁବ 14,000 ମେଣ୍ଢା, 6 ,000 ଓଟ, 1,000 ହଳ ବଳଦ, 1,000 ମାଈ ଗଧ ପାଇଲେ।
Revelation 7:14
ମୁଁ ଉତ୍ତର ଦଲେି, ମାେ ପ୍ରଭୁ ! ଆପଣ ତାହା ଜାଣନ୍ତି, ସମାନେେ କିଏ।