Psalm 96:11
ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ। ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜ୍ଜନ କରୁ।
Psalm 96:11 in Other Translations
King James Version (KJV)
Let the heavens rejoice, and let the earth be glad; let the sea roar, and the fulness thereof.
American Standard Version (ASV)
Let the heavens be glad, and let the earth rejoice; Let the sea roar, and the fulness thereof;
Bible in Basic English (BBE)
Let the heavens have joy and the earth be glad; let the sea be thundering with all its waters;
Darby English Bible (DBY)
Let the heavens rejoice, and let the earth be glad; let the sea roar, and the fulness thereof;
World English Bible (WEB)
Let the heavens be glad, and let the earth rejoice. Let the sea roar, and it's fullness!
Young's Literal Translation (YLT)
The heavens joy, and the earth is joyful, The sea and its fulness roar.
| Let the heavens | יִשְׂמְח֣וּ | yiśmĕḥû | yees-meh-HOO |
| rejoice, | הַ֭שָּׁמַיִם | haššāmayim | HA-sha-ma-yeem |
| and let the earth | וְתָגֵ֣ל | wĕtāgēl | veh-ta-ɡALE |
| glad; be | הָאָ֑רֶץ | hāʾāreṣ | ha-AH-rets |
| let the sea | יִֽרְעַ֥ם | yirĕʿam | yee-reh-AM |
| roar, | הַ֝יָּ֗ם | hayyām | HA-YAHM |
| and the fulness | וּמְלֹאֽוֹ׃ | ûmĕlōʾô | oo-meh-loh-OH |
Cross Reference
Isaiah 49:13
ହେ ସ୍ବର୍ଗମଣ୍ଡଳ, ଗାନ କର ; ହେ ପୃଥିବୀ, ଉଲ୍ଲସିତ ହୁଅ ; ହେ ପର୍ବତଗଣ, ଉଚ୍ଚ ସ୍ବର ରେ ଆନନ୍ଦ ଧ୍ବନି କର ; କାରଣ ସଦାପ୍ରଭୁ ନିଜ ଲୋକମାନଙ୍କୁ ସାନ୍ତ୍ବନା କରିଛନ୍ତି ଓ ନିଜର ପୀଡ଼ିତ ଲୋକମାନଙ୍କୁ କରୁଣା କରିଛନ୍ତି।
Psalm 69:34
ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ଯସ୍ଥ ସକଳ ଜଙ୍ଗମ ତାଙ୍କର ପ୍ରଶଂସା କରନ୍ତୁ।
Psalm 98:7
ବଂଶୀ ବଜାଅ ଓ ଶିଙ୍ଗା ଫୁଙ୍କ। ଆମ୍ଭମାନଙ୍କର ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ ଧ୍ବନି କର।
Psalm 97:1
ସଦାପ୍ରଭୁ ଶାସନ କରନ୍ତି। ସକଳ ପୃଥିବୀ ଆନନ୍ଦ ହେଉ। ଦୂର ସଦୃଶ ଭୂମି ମଧ୍ଯ ଆନନ୍ଦିତ ହୁଅନ୍ତୁ।
Revelation 19:1
ତା'ପରେ ମୁଁ ସ୍ବର୍ଗ ରେ ଅନକେ ଲୋକମାନଙ୍କର ସ୍ବର ଭଳି ଏକ ସ୍ବର ଶୁଣିଲି। ସମାନେେ କହୁଥିଲେ :
Revelation 12:12
ତେଣୁ ହେ ସ୍ବର୍ଗ ଓ ସ୍ବର୍ଗବାସୀଗଣ, ଆନନ୍ଦ ଉଲ୍ଲାସ କର। କିନ୍ତୁ ହାୟ ! ଏହା ପୃଥିବୀ ଓ ସମୁଦ୍ର ପାଇଁ ଅତ୍ଯନ୍ତ ଖରାପ ସମୟ, ଯେ ହତେୁ ସମୟ ଅତି ଅଳ୍ପ, ବୋଲି ଜାଣି ଶୟତାନ ଭୀଷଣ କୋର୍ଧ ରେ ପୂର୍ଣ୍ଣ ହାଇେ ତୁମ୍ଭମାନଙ୍କ ମଧ୍ଯକୁ ଓହ୍ଲାଇ ଯାଇଅଛି।
Luke 15:10
ସହେିଭଳି ଜଣେ ପାପୀ ତା' ହୃଦୟ ପରିବର୍ତ୍ତନ କଲେ, ପରମେଶ୍ବରଙ୍କ ଦୂତମାନେ ବହୁତ ଆନନ୍ଦିତ ହୁଅନ୍ତି।
Luke 2:13
ସହେି ସମୟରେ ସ୍ବର୍ଗରୁ ବହୁସଂଖ୍ଯା ରେ ସ୍ବର୍ଗଦୂତମାନେ ଆସି ସହେି ସ୍ବର୍ଗଦୂତଙ୍କ ସହିତ ୟୋଗ ଦେଲେ। ସମସ୍ତ ସ୍ବର୍ଗଦୂତ ଏହିପରି ପରମେଶ୍ବରଙ୍କ ସ୍ତୁତି କରୁଥିଲେ:
Luke 2:10
ମଷେପାଳକମାନେ ଅତ୍ଯନ୍ତ ଭୟଭୀତ ହାଇଗେଲେ। ସ୍ବର୍ଗଦୂତ ସମାନଙ୍କେୁ କହିଲେ, ଭୟ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କ ପାଇଁ ଅତ୍ଯନ୍ତ ଶୁଭ ସମାଚାର ଆଣିଛି। ତାହା ସବୁଲୋକଙ୍କ ପାଇଁ ମହା ଆନନ୍ଦ ଆଣିଦବେ।
Isaiah 44:23
ସହ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଛନ୍ତି।ସହ ପୃଥିବୀର ଭୂତଳସ୍ଥାନ ସକଳ ଆନନ୍ଦଧ୍ବନି କର।ସହ ପର୍ବତ ଗଣ,ସହ ଅରଣ୍ଯ ଓ ତନ୍ମଧ୍ଯସ୍ଥ ବୃକ୍ଷ ସମୂହ, ତୁମ୍ଲଭମାଲନ ସମସ୍ଲତ ଉଚ୍ଚ ସ୍ବରସର ପ୍ରଭୁଙ୍କର ପ୍ରଶଂସା ଗାନ କର ; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଛନ୍ତି ଓ ଇଶ୍ରାଲୟଲକୁସଗୗରବନ୍ବିତ କରିଲବ।
Psalm 148:1
ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର !ସ୍ବର୍ଗରୁ ତାଙ୍କର ପ୍ରଶଂସା କର !