Matthew 3:2
ତୁମ୍ଭମାନଙ୍କର ଜୀବନ ଓ ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗ ରାଜ୍ଯ ଶୀଘ୍ର ଆସୁଅଛି।
Matthew 4:17
ସହେି ଦିନଠାରୁ ଯୀଶୁ ପ୍ରଗ୍ଭର କରିବା ଆରମ୍ଭ କରି ଦେଲେ। ସେ କହିଲେ, ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗରାଜ୍ଯ ନିକଟ ହାଇଗେଲାଣି।
Matthew 10:7
ତୁମ୍ଭମାନେେ ପ୍ରଚାର କର, 'ସ୍ବର୍ଗରାଜ୍ଯ ନିକଟ ହାଇେ ଗଲାଣି।'
Matthew 15:8
ଏମାନେ କବଳେ ମୁହଁ ରେ ମାରେ ଆଦର କରନ୍ତି। କିନ୍ତୁ ସମାନଙ୍କେ ମନକଥା ମାଠାରୁେ ବହୁତ ଦୂର ରେ ରହିଥାଏ।
Matthew 21:1
ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ୟିରୁଶାଲମ ପାଖାପାଖି ଆସି ଯାଇଥିଲେ। ସମାନେେ ପ୍ରଥମେ ଜୀତ ପର୍ବତ ପାଖ ବୌଥ୍ଫାଗୀଠା ରେ ଅଟକିଲେ।
Matthew 21:34
କିଛି ଦିନ ପରେ ଦ୍ରାକ୍ଷା ତୋଳିବା ବଳେ ଆସିଲା। ଜମିମାଲିକ ତାଙ୍କ ଦ୍ରାକ୍ଷା ଭାଗ ତକ ଆଣିବ ପାଇଁ କେତକେ ଚ଼ାକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ।
Matthew 26:45
ତା'ପରେ ସେ ଶିଷ୍ଯମାନଙ୍କ ପାଖକୁ ଫରେିଗଲେ ଓ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏବେ ସୁଦ୍ଧା ଶାଇେଛ ଓ ବିଶ୍ରାମ ନେଉଛ? ଶୁଣ, ସମୟ ଆସି ଗଲାଣି। ଏବେ ପାପୀମାନଙ୍କ ହାତ ରେ ମନୁଷ୍ଯପୁତ୍ରଙ୍କୁ ସମର୍ପି ଦିଆୟିବ।
Matthew 26:46
ଉଠ, ଆମ୍ଭେ ୟିବା। ଦେଖ, ମାେତେ ଶତୃମାନଙ୍କ ହାତ ରେ ଯେଉଁ ଲୋକଟି ଦଇଦେବେ, ସେ ଏଠାକୁ ଆସୁଛି।
Mark 1:15
ଯୀଶୁ କହିଲେ, ବର୍ତ୍ତମାନ ଉପୟୁକ୍ତ ସମୟ ଆସିଯାଇଛି। ପରମେଶ୍ବରଙ୍କ ରାଜ୍ଯ ପାଖ ହାଇେ ଗଲାଣି। ତୁମ୍ଭମାନଙ୍କର ହୃଦୟ ପରିବର୍ତ୍ତନ କର। ସୁସମାଚାର ରେ ବିଶ୍ବାସ କର।
Mark 11:1
ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ୟିରୁଶାଲମର ନିକଟବର୍ତ୍ତୀ ହେଲେ। ସମାନେେ ଜୀତ ପର୍ବତ ପାଖ ବେଥ୍ଫାଗୀ ଓ ବେଥନିଆ ସହର ରେ ପହନ୍ଚିଲେ। ଯୀଶୁ ନିଜ ଶିଷ୍ଯମାନଙ୍କ ଭିତରୁ ଦୁଇ ଜଣକୁ ଏହା କହି ପଠାଇଲେ,
Occurences : 43
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்