No lexicon data found for Strong's number: 1715

Matthew 5:16
ଲୋକଙ୍କ ଆଗ ରେ ତୁମ୍ଭମାନେେ ଆଲୋକ ଭଳି ପ୍ରକାଶିତ ହୁଅ। ସମାନେେ ତୁମ୍ଭର ଭଲ କାମଗୁଡିକ ଦେଖନ୍ତୁ ଓ ସ୍ବର୍ଗ ରେ ରହୁଥିବା ତୁମ୍ଭ ପରମ ପିତାଙ୍କ ପ୍ରଶଂସା ଗାନ କରନ୍ତୁ।

Matthew 5:24
ତବେେ ତୁମ୍ଭର ନବୈେଦ୍ଯ ଦାନ ସହେିଠା ରେ ଛାଡି ଦଇେ ସହେି ଲୋକଟି ପାଖକୁ ଯାଅ ଏବଂ ତା ସହିତ ଶାନ୍ତି ସ୍ଥାପନ କିର, ତା'ପରେ ଆସି ତୁମ୍ଭର ନବୈେଦ୍ଯ ଦାନ ଅର୍ପଣ କର।

Matthew 6:1
ସାବଧାନ ରୁହ। ଯେତବେେଳେ ଭଲ କାମକର, ଲୋକମାନଙ୍କୁ ଜଣାଇବା ପାଇଁ କରନାହିଁ। ଲୋକମାନେ ତାହା ଦେଖନ୍ତୁ ବୋଲି ତୁମ୍ଭେ ସଗେୁଡିକ କରନାହିଁ। ତାହାଲେ ତୁମ୍ଭେ ସ୍ବର୍ଗ ରେ ଥିବା ତୁମ୍ଭର ପରମପିତାଙ୍କ ଠାରୁ ପୁରସ୍କାର ପାଇ ପାରିବ ନାହିଁ।

Matthew 6:2
ଏଣୁ ଯେତବେେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀକୁ ଦାନ ଦାଉଛ, ସେତବେେଳେ ତାର ଘୋଷଣା କରନାହିଁ। ଲୋକଙ୍କ ପ୍ରଶଂସା ପାଇବା ପାଇଁ କପଟି ଲୋକେ ପ୍ରାର୍ଥନା-ଗୃହ ଓ ଗଳିମାନଙ୍କ ରେ ତୂରୀବଜାଇ ସଭେଳି ପ୍ରଚାର କରିଥାନ୍ତି। ମୁଁ ତୁମ୍ଭକୁ ସତ୍ଯକଥା କହୁଛି ଯେ ସମାନେେ ତାହାଙ୍କର ପ୍ରତିଫଳ ପାଇ ସାରିଲଣେି।

Matthew 7:6
'କୁକୁରମାନଙ୍କୁ ପବିତ୍ର ବସ୍ତୁ ଦିଅନାହିଁ, କାରଣ ସମାନେେ ବୁଲି ପଡି ତୁମ୍ଭକୁ କାମୁଡି ପାରନ୍ତି। ଘୁଷୁରିମାନଙ୍କ ଆଗ ରେ ନିଜର ମାେତି ପକାଅ ନାହିଁ, କାରଣ ସମାନେେ ମାେତିକୁ ଗୋଡ ରେ ଦଳି ଦଇେ ଗ୍ଭଲିଯିବେ।

Matthew 10:32
ଯଦି କହେି ଲୋକ ସମସ୍ତଙ୍କ ଆଗ ରେ ଠିଆ ହାଇେ କୁ ହେ ଯେ, ସେ ମାେତେ ବିଶ୍ବାସ କରେ ତବେେ ମୁଁ ମଧ୍ଯ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଆଗ ରେ କହିବି ଯେ ସେ ମାରେ ନିଜ ଲୋକ।

Matthew 10:32
ଯଦି କହେି ଲୋକ ସମସ୍ତଙ୍କ ଆଗ ରେ ଠିଆ ହାଇେ କୁ ହେ ଯେ, ସେ ମାେତେ ବିଶ୍ବାସ କରେ ତବେେ ମୁଁ ମଧ୍ଯ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଆଗ ରେ କହିବି ଯେ ସେ ମାରେ ନିଜ ଲୋକ।

Matthew 10:33
କିନ୍ତୁ ଯେଉଁ ଲୋକ ସମସ୍ତଙ୍କ ଆଗ ରେ ଠିଆ ହାଇେ କୁ ହେ ଯେ ସେ ମାେତେ ବିଶ୍ବାସ କରେ ନାହିଁ, ତବେେ ମୁଁ ମଧ୍ଯ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଆଗ ରେ କହିବି ଯେ ସେ ଲୋକ ମାେ ନିଜ ଲୋକ ନୁହେଁ।

Matthew 10:33
କିନ୍ତୁ ଯେଉଁ ଲୋକ ସମସ୍ତଙ୍କ ଆଗ ରେ ଠିଆ ହାଇେ କୁ ହେ ଯେ ସେ ମାେତେ ବିଶ୍ବାସ କରେ ନାହିଁ, ତବେେ ମୁଁ ମଧ୍ଯ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଆଗ ରେ କହିବି ଯେ ସେ ଲୋକ ମାେ ନିଜ ଲୋକ ନୁହେଁ।

Matthew 11:10
ଯୋହନଙ୍କ ବିଷୟ ରେ ଶାସ୍ତ୍ର ରେ ଲଖାେଅଛି:

Occurences : 48

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்