No lexicon data found for Strong's number: 2015

2 Thessalonians 2:8
ତା'ପରେ ଯାଇ ମନ୍ଦ ବ୍ଯକ୍ତି ପ୍ରକାଶିତ ହବେ। ପ୍ରଭୁଯୀଶୁ ସହେି ମନ୍ଦ ବ୍ଯକ୍ତିକୁ, ତାହାଙ୍କର ମୁହଁରୁ ନିର୍ଗତ ହେଉଥିବା ନିଶ୍ବାସ ଦ୍ବାରା ନଷ୍ଟ କରି ଦବେେ। ପ୍ରଭୁ ଯୀଶୁ ନିଜର ମହିମାମୟ ଆଗମନ ଦ୍ବାରା ତାହାକୁ ବିନଷ୍ଟ କରି ଦବେେ। ମନ୍ଦ ବ୍ଯକ୍ତି ଶୟତାନର ଶକ୍ତି ନଇେ ଆସିବ।

1 Timothy 6:14
ଏବେ ମୁଁ ତୁମ୍ଭକୁ କହୁଛି : ତୁମ୍ଭକୁ ଦିଆ ଯାଇଥିବା ଆଦେଶଗୁଡ଼ିକ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କର ପୁନରାଗମନ ପର୍ୟ୍ଯନ୍ତ ସହେି କାମଗୁଡ଼ିକ ନିଭୁର୍ଲ ଭାବରେ ଓ ଅନିନ୍ଦନୀୟ ଭାବରେ କର।

2 Timothy 1:10
ସହେି ଅନୁଗ୍ରହ ବର୍ତ୍ତମାନ ସମୟ ପର୍ୟ୍ଯନ୍ତ ଆମ୍ଭକୁ ଦଖାଯାେଉ ନ ଥିଲା। ଆମ୍ଭର ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଆସିବା ପରେ ତାହା ଆମ୍ଭଠା ରେ ପ୍ରକାଶିତ ହେଲା। ଖ୍ରୀଷ୍ଟ ଯୀଶୁ ମୃତ୍ଯୁକୁ ନଷ୍ଟ କଲେ ଓ ଆମ୍ଭକୁ ଜୀବନ ପାଇବାର ପଥ ଦଖାଇେଲେ। ସୁସମାଚାର ମାଧ୍ଯମ ରେ ସେ ଆମ୍ଭକୁ ଅନନ୍ତ ଜୀବନ ପାଇବା ପାଇଁ ମାର୍ଗ ଦଖାଇେଲେ।

2 Timothy 4:1
ପରମେଶ୍ବର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗ ରେ ମୁଁ ତୁମ୍ଭକୁ ଗୋଟିଏ ଆଦେଶ ଦେଉଛି। ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତଉଭୟ ଲୋକମାନଙ୍କର ବିଚାର କରିବେ। ଯୀଶୁଙ୍କର ଗୋଟିଏ ରାଜ୍ଯ ଅଛି ଓ ସେ ଆଉଥରେ ଆସୁଛନ୍ତି। ଅତଏବ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି।

2 Timothy 4:8
ଏବେ ବିଜୟ ମୁକୁଟ ମାେ ଅପେକ୍ଷା ରେ ଅଛି। ପରମେଶ୍ବରଙ୍କ ସହିତ ଧାର୍ମିକ ହାଇେଥିବାରୁ ମୁଁ ସହେି ମୁକୁଟଟି ପାଇବି। ପ୍ରଭୁ ନ୍ଯାୟପୂର୍ଣ୍ଣ ଭାବରେ ବିଚାର କରନ୍ତି। ସହେି ମହାଦିନ ରେ299 ସେ ମାେତେ ବିଜୟ ମୁକୁଟ ପିନ୍ଧାଇବେ। କବଳେ ମାେତେ ନୁହେଁ, ଯେଉଁମାନେ ତାହାଙ୍କର ଆଗମନ ଓ ତାହାଙ୍କୁ ଅପେକ୍ଷା କରୁଛନ୍ତି, ସମସ୍ତଙ୍କୁ ସେ ବିଜୟ ମୁକୁଟ ପିନ୍ଧାଇବେ।

Titus 2:13
ଓକିଲ ଜୀନା ଓ ଆପଲ୍ଲ ସଠାରୁେ ଆସୁଛନ୍ତି। ସମାନଙ୍କେ ଆସିବା ଯାତ୍ରା ପାଇଁ ତୁମ୍ଭେ ଯଥାସାଧ୍ଯ ସାହାୟ୍ଯ କର। ତୁମ୍ଭେ ସତର୍କ ହୁଅ ଯେ ସମାନଙ୍କେର କୌଣସି ଅଭାବ ନ ଘଟୁ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்