No lexicon data found for Strong's number: 2491

Matthew 3:1
ସହେି ସମୟରେ ବାପ୍ତିଜକ ଯୋହନ ଆସି ୟିହୂଦା ପ୍ରଦେଶର ପ୍ରାନ୍ତର ମଧିଅରେ ଘାଷେଣା କରି କହିବାକୁ ଲାଗିଲେ

Matthew 3:4
ଯୋହନଙ୍କ ବସ୍ତ୍ର ଓଟ ଲୋମ ରେ ତିଆରି ହାଇେଥିଲା। ସେ ଅଣ୍ଟା ରେ ଚମଡା ପଟି ବାନ୍ଧିଥିଲେ। ପଙ୍ଗପାଳ ଓ ବନମଧୁ ତାହାଙ୍କର ଖାଦ୍ୟ ଥିଲା।

Matthew 3:13
ସହେି ସମୟରେ ଯୋହନଙ୍କଠାରୁ ବାପ୍ତିସ୍ମ ନବୋପାଇଁ ଯୀଶୁ ଗାଲିଲୀରୁ ୟର୍ଦ୍ଦନ ନଦୀ କୂଳକୁ ଆସିଲେ।

Matthew 3:14
କିନ୍ତୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ତାହାଙ୍କଠା ରେ ନବୋ ପାଇଁ ମନା କରିବାକୁ ଚେଷ୍ଟା କରି କହିଲେ, ମାରେ ତୁମ୍ଭଠାରୁ ବାପ୍ତସ୍ମ ନବୋ ଦରକାର। ତୁମ୍ଭେ ମାେ ପାଖକୁ କାହିଁକି ଆସିଛ?

Matthew 4:12
ଯୋହନ କାରାଗାର ରେ ବନ୍ଦୀ ହାଇେଥିବା ଖବର ଯୀଶୁ ଶଣିଲେ। ତେଣୁ ଯୀଶୁ ଗାଲିଲୀକୁ ଫରେିଗଲେ।

Matthew 4:21
ଯୀଶୁ ସଠାରୁେ ଆଗକୁ ଚାଲିଲେ। ସେ ଦେଖିଲେ ଯେ ଜବଦେୀଙ୍କ ପୁଅ ଯାକୁବ ଓ ଯୋହନଙ୍କୁ ତାହାଙ୍କ ବାପାଙ୍କ ସହିତ ଡଙ୍ଗା ଉପରେ ବସି ଜାଲ ମରାମତି କରୁଛନ୍ତି। ଯୀଶୁ ସମାନଙ୍କେୁ ଡାକିଲେ।

Matthew 9:14
ଯୋହନଙ୍କ ଶିଷ୍ଯମାନେ ଯୀଶୁଙ୍କ ପାଖକୁ ଆସିଲେ। ସମାନେେ ଯୀଶୁଙ୍କୁ ପଚାରିଲେ, ଆମ୍ଭେ ଓ ଫାରୂଶୀମାନେ ଅଧିକାଂଶ ସମୟରେ ଉପବାସ କରୁଛୁ। କିନ୍ତୁ ଆପଣଙ୍କ ଶିଷ୍ଯମାନେ ଉପବାସ କରନ୍ତି ନାହିଁ କାହିଁକି?

Matthew 10:2
ସହେି ବାରଜଣ ଶିଷ୍ଯଙ୍କ ନାମ ଏହିଭଳି: ଶିମାନେ(ଯାହାଙ୍କୁ ପିତର ବୋଲି କୁହାୟାଏ), ତାହାଙ୍କ ଭାଇ ଆନ୍ଦ୍ରିୟ, ଜବଦେିଙ୍କ ପୁଅ ଯାକୁବ ଓ ତାହାଙ୍କ ଭାଇ ଯୋହନ।

Matthew 11:2
ପ୍ତିଜକ ଯୋହନ କାରାଗାର ରେ ଥିଲେ। ସେ ଯୀଶୁ ଖ୍ରୀଷ୍ଟଙ୍କ କାର୍ୟ୍ଯକଳାପ ବିଷୟ ରେ ଶୁଣିଲେ। ସେ ନିଜର କେତକେ ଶିଷ୍ଯଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ।

Matthew 11:4
ଯୀଶୁ ଉତ୍ତର ଦେଲେ, ତୁମ୍ଭମାନେେ ଯାହା ଦେଖୁଛ ଓ ଶୁଣୁଛ, ତାହା ଯୋହନଙ୍କୁ ଯାଇ କୁହ।

Occurences : 133

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்