No lexicon data found for Strong's number: 3767

Matthew 1:17
ଏହିଭଳି ଭାବରେ ଅବ୍ରହାମଙ୍କ ଠାରୁ ଦାଉଦଙ୍କ ପର୍ୟ୍ଯନ୍ତ ହେଲେ ମାଟେ ଚଉଦ ପୁରୁଷ। ଦାଉଦଙ୍କଠାରୁ କ୍ରୀତଦାସ ରୂପେ ବାବିଲୋନ ରେ ପହଞ୍ଚିବା ପର୍ୟ୍ଯନ୍ତ ଚଉଦ ପୁରୁଷ ଓ କ୍ରୀତଦାସ ରୂପେ ବାବିଲୋନ ରେ ପହଞ୍ଚିବା ପରଠାରୁ ଖ୍ରୀଷ୍ଟଙ୍କ ଜନ୍ମ ପର୍ୟ୍ଯନ୍ତ ହେଲେ ଚଉଦ ପୁରୁଷ।

Matthew 3:8
ତୁମ୍ଭକୁ ନିଜର କାର୍ୟ୍ଯ ଦ୍ବାରା ପ୍ରକାଶ କରିବାକୁ ହବେ ଯେ, ତୁମ୍ଭେ ବାସ୍ତବ ରେ ମନପରିର୍ତ୍ତନ କରିଛ।

Matthew 3:10
ଗଛର ମୂଳ ଉପରେ କୁରାଢି ରଖା ଯାଇସାରିଲାଣି। ଯେଉଁସବୁ ଗଛ ଭଲ ଫଳ ଦେଉ ନାହାଁନ୍ତି, ସଗେୁଡିକୁ କାଟି ନିଆଁ ରେ ପକଇେ ଦିଆୟିବ।

Matthew 5:19
ଏଣୁ ଲୋକେ ପ୍ରେତ୍ୟକକ ଆଦେଶ ମାନିବା ଉଚିତ, ଏପରିକି ମହତ୍ବପୂର୍ଣ୍ଣ ଦଖାେ ଯାଉ ନଥିବା େଛାଟ ଆଦେଶଟିଏ ମଧ୍ଯ ମାନିବା ଉଚିତ। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ବର୍ଗ ରାଜ୍ଯ ରେ ଅତି ନ୍ଯୁନ ବୋଲି ଗଣିତ ହବୋ କିନ୍ତୁ ଯେଉଁଲୋକ ସେ ବ୍ଯବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ବର୍ଗ ରାଜ୍ଯ ରେ ମହାନ୍ ହବେ।

Matthew 5:23
ଯେତବେେଳେ ତୁମ୍ଭମାନେେ ପରମେଶ୍ବରଙ୍କ ନିକଟକୁ ତୁମ୍ଭମାନଙ୍କର ନବୈେଦ୍ଯ ଦାନ ଆଣ, ସେତବେେଳେ ଅନ୍ୟ ଲୋକମାନଙ୍କ ବିଷୟ ଚିନ୍ତା କର। ଯଦି ବଦେୀ ଉପରେ ପରମେଶ୍ବରଙ୍କୁ ନବୈେଦ୍ଯ ଦାନ ଦବୋ ବେଳେ ତୁମ୍ଭର ମନେ ପଡିଯାଏ ଯେ, ତୁମ୍ଭ ବିରୁଦ୍ଧ ରେ କାହାର କିଛି କଥା ଅଛି,

Matthew 5:48
ଏଣୁ ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ଯେପରି ସିଦ୍ଧ, ତୁମ୍ଭମାନେେ ମଧ୍ଯ ସହେିପରି ସିଦ୍ଧ ହୁଅ।

Matthew 6:2
ଏଣୁ ଯେତବେେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀକୁ ଦାନ ଦାଉଛ, ସେତବେେଳେ ତାର ଘୋଷଣା କରନାହିଁ। ଲୋକଙ୍କ ପ୍ରଶଂସା ପାଇବା ପାଇଁ କପଟି ଲୋକେ ପ୍ରାର୍ଥନା-ଗୃହ ଓ ଗଳିମାନଙ୍କ ରେ ତୂରୀବଜାଇ ସଭେଳି ପ୍ରଚାର କରିଥାନ୍ତି। ମୁଁ ତୁମ୍ଭକୁ ସତ୍ଯକଥା କହୁଛି ଯେ ସମାନେେ ତାହାଙ୍କର ପ୍ରତିଫଳ ପାଇ ସାରିଲଣେି।

Matthew 6:8
ଏଣୁ ତୁମ୍ଭେ ସମାନଙ୍କେ ଭଳି ହୁଅନାହିଁ। କାରଣ ତୁମ୍ଭେ ତୁମ୍ଭର ପରମପିତାଙ୍କୁ କିଛି ମାଗିବା ପୂର୍ବରୁ ସେ ତୁମ୍ଭମାନଙ୍କର ପ୍ରୟୋଜନୀୟ ବିଷୟ ଜାଣନ୍ତି।

Matthew 6:9
ଏଣୁ ଏହି ଭଳି ପ୍ରାର୍ଥନା କର: ' ହେ ସ୍ବର୍ଗ ରେ ଥିବା ଆମ୍ଭର ପରମପିତା, ତୁମ୍ଭର ନାମ ସବୁବେଳେ ପବିତ୍ର ହେଉ।

Matthew 6:22
ଆଖି ଶରୀର ପାଇଁ ଆଲୋକ ସ୍ବରୂପ। ଏଣୁ ତୁମ୍ଭ ଆଖି ଯଦି ଠିକ୍ ଥିବ, ତବେେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଆଲୋକମୟ ହବେ।

Occurences : 525

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்