No lexicon data found for Strong's number: 3800
Luke 3:14
ସୈନ୍ଯମାନେ ତାହାଙ୍କୁ ପଚାରିଲେ, ଆମ୍ଭକୁ କ'ଣ କରିବାକୁ ହବେ?
Romans 6:23
ପାପର ସ୍ବାଭାବିକ ପରିଣତି ମୃତ୍ଯୁ। କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହଦାନ ଆମ୍ଭର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗୀତା ରେ ତାହାଙ୍କ ଲୋକମାନଙ୍କୁ ଅନନ୍ତ ଜୀବନ ଦିଅନ୍ତି।
1 Corinthians 9:7
ସନୋବାହିନୀ ରେ କୌଣସି ସୈନିକ କ'ଣ ନିଜ ଖର୍ଚ୍ଚ ରେ ୟୁଦ୍ଧ କରେ ? କୌଣସି ଲୋକ କ'ଣ ଅଙ୍ଗୁର ବଗିଚା ଲଗାଏ ଓ ନିଜେ ଏହାର ଫଳ ଖାଏ ନାହିଁ। ଏପରି କେଉଁ ଲୋକ ଅଛି, ଯେ ମଷେପାଳନ କରି ନିଜ ପାଇଁ ମଷଦେୁଧ ନିଏ ନାହିଁ ?
2 Corinthians 11:8
ମୁଁ ତୁମ୍ଭମାନଙ୍କ ସବୋକାର୍ୟ୍ଯ ପାଇଁ ଅନ୍ୟ ମଣ୍ଡଳୀମାନଙ୍କ ଠାରୁ ଅର୍ଥ (ବା ସମାନେେ ଦରିଦ୍ର ହେଲେ ମଧ୍ଯ ସମାନଙ୍କେଠାରୁ ଅର୍ଥ ଗ୍ରହଣ କରିବା) ଗ୍ରହଣ କରିଛି।
Occurences : 4
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்