No lexicon data found for Strong's number: 3825

Matthew 4:7
ଯୀଶୁ ତାହାକୁ ଉତ୍ତର ଦେଲେ, ଶାସ୍ତ୍ର ଏକଥା ମଧ୍ଯ କୁ ହେ:

Matthew 4:8
ତାପରେ, ସେ ଯୀଶୁଙ୍କୁ ବହୁତ ଉଚ୍ଚ ପର୍ବତ ଉପରକୁ ନାଇଗଲା ଏବଂ ତାହାଙ୍କୁ ସଂସାରର ସମସ୍ତ ରାଜ୍ଯ ଓ ସଗେୁଡିକର ଐଶ୍ବର୍ୟ୍ଯ ଦଖାଇେଲା.

Matthew 5:33
ଏକଥା ତୁମ୍ଭେ ଶୁଣିଛ ଯେ ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାୟାଇ ଥିଲା: 'ତୁମ୍ଭମାନେେ କରିଥିବା ପ୍ରତିଜ୍ଞା କବେେ ହେଲେ ଭାଙ୍ଗ ନାହିଁ ଓ ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସହେି ସବୁ ପାଳନ କର।'

Matthew 13:44
ସ୍ବର୍ଗରାଜ୍ଯ ଜମି ରେ ପୋତା ହାଇେଥିବା ଧନଭଣ୍ଡର ଭଳି। ଦିନେ ଜଣେ ଲୋକ ଗୋଟିଏ ଧନର ଭଣ୍ଡାର ପାଇଲା ଓ ପୁଣି ଆଉ ଥରେ ସହେି ଧନକୁ ଜମି ଭିତ ରେ ପୋତି ଦଲୋ। ସେ ବହୁତ ଖୁସି ହାଇଗେଲା। ସେ ସଠାରୁେ ଯାଇ ତା ପାଖ ରେ ଯାହା ସବୁ ଥିଲା, ସବୁତକ ବିକି ସହେି ଜମିଟି କିଣିଲା।

Matthew 13:45
ସ୍ବର୍ଗରାଜ୍ଯ ମଧ୍ଯ ଭଲ ମାେତି ଖାଜେିଥିବା ଗୋଟିଏ ବପୋରୀ ଭଳି।

Matthew 13:47
ସ୍ବର୍ଗରାଜ୍ଯ ମଧ୍ଯ ହ୍ରଦ ରେ ଫିଙ୍ଗା ଯାଇଥିବା ଗୋଟିଏ ଜାଲ ଭଳି। ସେଥି ରେ ବିଭିନ୍ନ ପ୍ରକାରର ମାଛ ଧରା ପଡିଲେ।

Matthew 18:19
ମୁଁ ତୁମ୍ଭକୁ ପୁଣି କହୁଛି ଯେ, ଏ ଜଗତ ରେ ଯଦି ତୁମ୍ଭ ଭିତରୁ କହେି ଦୁଇଜଣ ଏକମତ ହାଇେ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କୁ କିଛି ମାଗିବେ, ତବେେ ସେ ତାହା ତୁମ୍ଭ ପାଇଁ ପୂରଣ କରି ଦବେେ।

Matthew 19:24
ହଁ, ମୁଁ ତୁମ୍ଭକୁ କହୁଛି ଯେ ଜଣେ ଧନୀ ଲୋକ ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ଠାରୁ ଗୋଟିଏ ଓଟ ଛୁଞ୍ଚିକଣା ଭିତ ରେ ଗଳିୟିବା ବରଂ ସହଜ।

Matthew 20:5
ତେଣୁ ସମାନେେ ମଧ୍ଯ ଦ୍ରାକ୍ଷା ବଗିଚ଼ାକୁ କାମ କରିବାକୁ ଗଲେ।

Matthew 21:36
ତେଣୁ ଜମି ମାଲିକ ଆଉ କେତକେ ଚ଼ାକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ। ଏଥର ପ୍ରଥମଥର ଠାରୁ ଅଧିକ ଚ଼ାକର ଗଲେ। କିନ୍ତୁ କୃଷକମାନେ ପ୍ରଥମ ଚାକରମାନଙ୍କ ପ୍ରତି ଯାହା କରିଥିଲେ, ଏଥର ମଧ୍ଯ ସମାନଙ୍କେ ପ୍ରତି ତାହା କଲେ।

Occurences : 142

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்