No lexicon data found for Strong's number: 4160

Matthew 1:24
ଯୋଷଫେ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେଉଁଭଳି ଆଦସେ ଦେଲେ, ସପରେି କଲେ। ସେ ମରିୟମଙ୍କୁ ବିବାହ କଲେ।

Matthew 3:3
ସହେି ଯୋହନଙ୍କ ବଷୟ ରେ ଭବିଷ୍ଯଦ୍ବକ୍ତା ୟିଶାଇୟ କହୁଥିଲେ,ପ୍ରାନ୍ତର ରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ବର। 'ପ୍ରଭୁଙ୍କର ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର। ୟିଶାଇୟ 40:3

Matthew 3:8
ତୁମ୍ଭକୁ ନିଜର କାର୍ୟ୍ଯ ଦ୍ବାରା ପ୍ରକାଶ କରିବାକୁ ହବେ ଯେ, ତୁମ୍ଭେ ବାସ୍ତବ ରେ ମନପରିର୍ତ୍ତନ କରିଛ।

Matthew 3:10
ଗଛର ମୂଳ ଉପରେ କୁରାଢି ରଖା ଯାଇସାରିଲାଣି। ଯେଉଁସବୁ ଗଛ ଭଲ ଫଳ ଦେଉ ନାହାଁନ୍ତି, ସଗେୁଡିକୁ କାଟି ନିଆଁ ରେ ପକଇେ ଦିଆୟିବ।

Matthew 4:19
ଯୀଶୁ ସମାନଙ୍କେୁ କହିଲେ, ଆସ, ମାେତେ ଅନୁସରଣ କର। ମୁଁ ତୁମ୍ଭକୁ ଏକ ଭିନ୍ନ ପ୍ରକାରର କେଉଟ କରିବି। ମାଛ ନ ଧରି ମଣିଷମାନଙ୍କୁ ତୁମ୍ଭେ ଏକତ୍ର ସଂଗ୍ରହ କରିବ।

Matthew 5:19
ଏଣୁ ଲୋକେ ପ୍ରେତ୍ୟକକ ଆଦେଶ ମାନିବା ଉଚିତ, ଏପରିକି ମହତ୍ବପୂର୍ଣ୍ଣ ଦଖାେ ଯାଉ ନଥିବା େଛାଟ ଆଦେଶଟିଏ ମଧ୍ଯ ମାନିବା ଉଚିତ। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ବର୍ଗ ରାଜ୍ଯ ରେ ଅତି ନ୍ଯୁନ ବୋଲି ଗଣିତ ହବୋ କିନ୍ତୁ ଯେଉଁଲୋକ ସେ ବ୍ଯବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ବର୍ଗ ରାଜ୍ଯ ରେ ମହାନ୍ ହବେ।

Matthew 5:32
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ଯଦି କହେି ନିଜର ପତ୍ନୀକୁ ଛାଡପତ୍ର ଦିଏ, ସେ ତାହାକୁ ବ୍ଯଭିଗ୍ଭର ଦୋଷ ରେ ଦୋଷୀ କରିଥାଏ। ଯଦି ତାହାର ପତ୍ନୀ ଅନ୍ୟ ବ୍ଯକ୍ତି ସହିତ ୟୌନ ସଂପର୍କ ରଖିଥାଏ, ତବେେ କବଳେ ସେ ତାହାକୁ ଛାଡପତ୍ର ଦଇେ ପାରିବ। ଯଦି କୌଣସି ଲୋକ ଛାଡପତ୍ର ପାଇଥିବା ସହେି ପତ୍ନୀକୁ ବିବାହ କରେ ତବେେ ସେ ମଧ୍ଯ ବ୍ଯଭିଗ୍ଭର ପାପରେ ଦୋଷୀ ହୁଏ।

Matthew 5:36
ନିଜ ମୁଣ୍ଡ ଛୁଇଁ ପ୍ରତିଜ୍ଞା ନିଅ ନାହିଁ, କାରଣ ତା'ର ଗୋଟିଏ ବାଳକୁ ବି ତୁମ୍ଭେ କଳା ବା ଧଳା କରି ପାରିବନାହିଁ।

Matthew 5:44
କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତୃକୁ ମଧ୍ଯ ପ୍ ରମେ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପାର୍ଥନା କର।

Matthew 5:46
ଯେଉଁମାନେ ତୁମ୍ଭକୁ ପ୍ ରମେ କରୁଛନ୍ତି, ତୁମ୍ଭେ ଯଦି କବଳେ ସହେିମାନଙ୍କୁ ପ୍ ରମେ କରିବ ତବେେ ତୁମ୍ଭମାନେେ କୌଣସି ପୁରସ୍କାର ପାଇବନାହିଁ? ଏପରିକି କରଆଦାୟକାରୀ ମାନେ ମଧ୍ଯ ଏହା କରନ୍ତି?

Occurences : 576

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்