No lexicon data found for Strong's number: 4225
Mark 15:47
ମଗ୍ଦଲୀନୀ ମରିୟମ ଓ ୟୋସିଙ୍କ ମାଆ ଯୀଶୁଙ୍କୁ ଯେଉଁଠା ରେ ରଖାଗଲା, ସହେି ସ୍ଥାନଟି ଦେଖିଲେ।
John 1:39
ଯୀଶୁ ସମାନଙ୍କେୁ କହିଲେ, ମାେ ସହିତ ଆସ, ତୁମ୍ଭମାନେେ ଦେଖିବ। ତେଣୁ ସହେି ଦୁଇ ଜଣ ଯୀଶୁଙ୍କ ସହିତ ଗଲେ। ସମାନେେ ତାହାଙ୍କର ରହିବା ସ୍ଥାନ ଦେଖିଲେ। ସେ ଦିନ ସମାନେେ ଯୀଶୁଙ୍କ ସିହତ ରହିଲେ। ସେତବେେଳେ ସମୟ ପ୍ରାୟ ଚାରିଘଣ୍ଟା ହାଇେଥିଲା ା
Romans 4:19
ଅବ୍ରାହାମଙ୍କୁ 100 ବର୍ଷ ବୟସ ହାଇେଥିଲା, ଅତଏବ ପିଲାପିଲି ହବୋ ସମୟ ଚ଼ାଲି ଯାଇଥିଲା। ତାହାଙ୍କ ସ୍ତ୍ରୀ ସାରା ମଧ୍ଯ ସନ୍ତାନ ଜନ୍ମ କରି ପାରିବେ ନାହିଁ, ଅବ୍ରାହାମ ଏ କଥା ଭାବିଥିଲେ।
Hebrews 2:6
ଶାସ୍ତ୍ର ରେ କୌଣସି ସ୍ଥାନ ରେ ଏପରି ଲଖାେ ଅଛି :
Hebrews 4:4
ଶାସ୍ତ୍ରର କୌଣସି ସ୍ଥାନ ରେ ପରମେଶ୍ବର ସପ୍ତାହର ସପ୍ତମ ଦିନ ବିଷୟ ରେ କହିଛନ୍ତି : ସପ୍ତମ ଦିନ ରେ ପରମେଶ୍ବର ନିଜର ସମସ୍ତ କାମରୁ ବିଶ୍ରାମ ନେଲେ।304
Occurences : 5
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்