Matthew 4:10
ଯୀଶୁ ତାକୁ କହିଲେ, ଶୟତାନ, ମାେ ପାଖରୁ ଦୂରହୁଅ। କାରଣ ଶାସ୍ତ୍ର ରେ ଲଖାେଅଛି:
Matthew 12:26
ଯଦି ଶୟତାନ ତା'ର ନିଜ ଭୂତମାନଙ୍କୁ ତଡ଼ି ଦିଏ, ତବେେ ତା'ର ଅର୍ଥ ସେ ନିଜେ ନିଜ ଭିତ ରେ ଭାଗଭାଗ ହାଇେଛି। ଏ ପରିସ୍ଥିତି ରେ ତା'ର ରାଜ୍ଯ ତିଷ୍ଠି ରହି ପାରିବା ସମ୍ଭବ ହବେନାହିଁ।
Matthew 12:26
ଯଦି ଶୟତାନ ତା'ର ନିଜ ଭୂତମାନଙ୍କୁ ତଡ଼ି ଦିଏ, ତବେେ ତା'ର ଅର୍ଥ ସେ ନିଜେ ନିଜ ଭିତ ରେ ଭାଗଭାଗ ହାଇେଛି। ଏ ପରିସ୍ଥିତି ରେ ତା'ର ରାଜ୍ଯ ତିଷ୍ଠି ରହି ପାରିବା ସମ୍ଭବ ହବେନାହିଁ।
Matthew 16:23
ଯୀଶୁ ବୁଲିପଡି ପିତରଙ୍କୁ କହିଲେ, ଶୟତାନ! ମାେ ପାଖରୁ ଚାଲିଯାଅ। ତୁମ୍ଭେ ମାେ ପାଇଁ ଗୋଟିଏ ବିଘ୍ନ। ତୁମ୍ଭେ ପରମେଶ୍ବରଙ୍କ ନିୟମକୁ ଖାତିର୍ କରୁନାହଁ। ଲୋକମାନେ ଯାହାକୁ ସହତ୍ତ୍ବପୂର୍ଣ୍ଣ ବୋଲି ଭାବନ୍ତି, ତୁମ୍ଭମାନେେ ମଧ୍ଯ ସହେିଭଳି ଭାବୁଛ।
Mark 1:13
ଯୀଶୁ ସଠାେରେ ଚାଳିଶ ଦିନ ପର୍ୟ୍ଯନ୍ତ ଉପବାସ ପାର୍ଥନା ସହିତ ରହିଲେ। ସଠାେରେ ସେ ଶୟତାନ ଦ୍ବାରା ପରୀକ୍ଷିତ ହେଲେ। ତା'ପରେ ସ୍ବର୍ଗଦୂତମାନେ ଆସି ଯୀଶୁଙ୍କର ସବୋ କଲେ।
Mark 3:23
ତେଣୁ ଯୀଶୁ ସମାନଙ୍କେୁ ପାଖକୁ ଡାକିଲେ ଏବଂ ଦୃଷ୍ଟାନ୍ତ ମାଧ୍ଯମ ରେ ସମାନଙ୍କେୁ ବୁଝାଇଲେ, ଶୟତାନ କିପରି ଶୟତାନକୁ ତଡି ଦଇେ ପାରିବ?
Mark 3:23
ତେଣୁ ଯୀଶୁ ସମାନଙ୍କେୁ ପାଖକୁ ଡାକିଲେ ଏବଂ ଦୃଷ୍ଟାନ୍ତ ମାଧ୍ଯମ ରେ ସମାନଙ୍କେୁ ବୁଝାଇଲେ, ଶୟତାନ କିପରି ଶୟତାନକୁ ତଡି ଦଇେ ପାରିବ?
Mark 3:26
ସହେି ଭଳି ଯଦି ଜଣେ ଶୟତାନ ବିଭାଜିତ ହାଇେ ନିଜ ବିରୁଦ୍ଧ ରେ ଲଢଇେ କରେ, ତବେେ ସେ ମଧ୍ଯ ତିଷ୍ଠି ରହି ପାରିବନାହିଁ। ବରଂ ତାହାର ଅନ୍ତ ହାଇଯେିବ।
Mark 4:15
େ ବେଳବେଳେ ବାକ୍ଯ ରାସ୍ତା ରେ ପଡି ଯାଏ। କେତକେ ଲକେ ଏହି ରାସ୍ତା ଭଳି, ସହେି ଲୋକମାନେ ପରମେଶ୍ବରଙ୍କ ବାକ୍ଯ ଶୁଣନ୍ତି କିନ୍ତୁ ଶୟତାନ ତତ୍କ୍ଷଣାତ୍ ଆସି ସମାନଙ୍କେ ମଧିଅରେ ବୁଣ ଯାଇ ଥିବା ବାକ୍ଯକୁ ନଇେ ଯାଏ।
Mark 8:33
ଯୀଶୁ ପଛ ପଟକୁ ବୁଲି ଶିଷ୍ଯମାନଙ୍କ ଉପରେ ଦୃଷ୍ଟି ପକାଇଲେ ଏବଂ ପିତରଙ୍କୁ ସମାଲୋଚନା କରି କହିଲେ, ଶୟତାନ, ମାଠାରୁେ ଦୂର ହୁଅ। ତୁମ୍ଭ ପରମେଶ୍ବରଙ୍କ ବିଚାର ଭଳି ବିଚାର କରୁନାହିଁ, ଲୋକମାନେ ଯେଉଁ ଭଳି ବିଗ୍ଭର କରୁଛନ୍ତି, ତୁମ୍ଭେ ସହେି ଭଳି ଭାବୁଛ।
Occurences : 36
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்