No lexicon data found for Strong's number: 869
Acts 2:2
ସେତବେେଳେ ହଠାତ୍ ଆକାଶରୁ ଗୋଟିଏ ଶବ୍ଦ ଶୁଣାଗଲା। ଏହି ଶବ୍ଦ ଗୋଟିଏ ଭୀଷଣ ଝଡ଼ ବହିବା ପରି ଥିଲା। ଶବ୍ଦଟି ସମାନେେ ଯେଉଁ ଘର ଭିତ ରେ ବସିଥିଲେ, ସହେି ଘରର ଚ଼ାରିଆଡ଼େ ବ୍ଯାପି ଗଲା।
Acts 16:26
ହଠାତ୍ ଖୁବ୍ ଜାରେ ରେ ଭୂମିକମ୍ପ ହେଲା। ଏହାଦ୍ବାରା କାରାଗାରର ମୂଳଦୁଆ ଟଳମଳ ହେଲା। ଦେଖୁ ଦେଖୁ ସବୁ ଦ୍ବାର ଖାଲିଗେଲା ଓ ସମସ୍ତ ବନ୍ଦୀଙ୍କର ଶିକୁଳି ଖାଲିଗେଲା।
Acts 28:6
ଲୋକେ ଆଶା କରିଥିଲେ ସେ ଫୁଲି ୟିବା ବା ତଳେ ପଡ଼ି ମରିୟିବ। କିନ୍ତୁ ବହୁତ ସମୟ ପରେ ମଧ୍ଯ ତାହାଙ୍କର କିଛି କ୍ଷତି ହବୋର ସମାନେେ ଦେଖିଲେ ନାହିଁ। ତେଣୁ ପାଉଲଙ୍କ ପ୍ରତି ସମାନଙ୍କେର ଧାରଣା ବଦଳିଗଲା। ତାହାଙ୍କୁ ପରମେଶ୍ବର ବୋଲି ଭାବିଲେ।
Occurences : 3
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்