Zechariah 9:1 in Oriya

Oriya Oriya Bible Zechariah Zechariah 9 Zechariah 9:1

Zechariah 9:1
ଏକ ସ୍ବର୍ଗୀଯବାଣୀ, ସଦାପ୍ରଭୁଙ୍କର ବାର୍ତ୍ତା, ହଦ୍ରକ ଦେଶ ଏବଂ ଏହାର ରାଜଧାନୀ ଦମ୍ମେଶକ ବିଷଯ ରେ। ସମସ୍ତ ଲୋକ ପରମେଶ୍ବରଙ୍କୁ ଅନାଉଅଛନ୍ତି, ଯେପରି ଇଶ୍ରାୟେଲ ଗୋଟିଏ ପରିବାରବର୍ଗ।

Zechariah 9Zechariah 9:2

Zechariah 9:1 in Other Translations

King James Version (KJV)
The burden of the word of the LORD in the land of Hadrach, and Damascus shall be the rest thereof: when the eyes of man, as of all the tribes of Israel, shall be toward the LORD.

American Standard Version (ASV)
The burden of the word of Jehovah upon the land of Hadrach, and Damascus `shall be' its resting-place (for the eye of man and of all the tribes of Israel is toward Jehovah);

Bible in Basic English (BBE)
A word of the Lord: The Lord has come to the land of Hadrach, and Damascus is his resting-place: for the towns of Aram are the Lord's,

Darby English Bible (DBY)
The burden of the word of Jehovah, in the land of Hadrach, and [on] Damascus shall it rest; (for Jehovah hath an eye upon men, and upon all the tribes of Israel;)

World English Bible (WEB)
An oracle. The word of Yahweh is against the land of Hadrach, And will rest upon Damascus; For the eye of man And of all the tribes of Israel is toward Yahweh;

Young's Literal Translation (YLT)
The burden of a word of Jehovah against the land of Hadrach, and Demmeseh -- his place of rest: (When to Jehovah `is' the eye of man, And of all the tribes of Israel.)

The
burden
מַשָּׂ֤אmaśśāʾma-SA
of
the
word
דְבַרdĕbardeh-VAHR
of
the
Lord
יְהוָה֙yĕhwāhyeh-VA
land
the
in
בְּאֶ֣רֶץbĕʾereṣbeh-EH-rets
of
Hadrach,
חַדְרָ֔ךְḥadrākhahd-RAHK
and
Damascus
וְדַמֶּ֖שֶׂקwĕdammeśeqveh-da-MEH-sek
rest
the
be
shall
מְנֻחָת֑וֹmĕnuḥātômeh-noo-ha-TOH
thereof:
when
כִּ֤יkee
the
eyes
לַֽיהוָה֙layhwāhlai-VA
of
man,
עֵ֣יןʿênane
all
of
as
אָדָ֔םʾādāmah-DAHM
the
tribes
וְכֹ֖לwĕkōlveh-HOLE
of
Israel,
שִׁבְטֵ֥יšibṭêsheev-TAY
the
toward
be
shall
Lord.
יִשְׂרָאֵֽל׃yiśrāʾēlyees-ra-ALE

Cross Reference

Amos 1:3
ସଦାପ୍ରଭୁ ଏହି କଥା କହନ୍ତି: ଦମ୍ମେଶକର ଲୋକମାନେ କରିଥିବା ଦୋଷାବହ କାର୍ୟ୍ଯ ପାଇଁ ଆମ୍ଭେ ନିଶ୍ଚିତ ଭାବରେ ସମାନଙ୍କେୁ ଦଣ୍ତ ଦବୋ। କାରଣ ସମାନେେ ଶସ୍ଯ ଦଳନ ଲୌହ ୟନ୍ତ୍ର ରେ ଗିଲିଯଦର ଲୋକମାନଙ୍କୁ ଦଳନ କରିଥିଲେ।

Jeremiah 49:23
ଦମ୍ମେଶକ ପାଇଁ ଏହି ବାର୍ତ୍ତା,

Malachi 1:1
ଇଶ୍ରାୟେଲ ପ୍ରତି ସଦାପ୍ରଭୁଙ୍କର ଏହି ବାର୍ତ୍ତା ଥିଲା। ଏହି ବାର୍ତ୍ତା ପ୍ରଗ୍ଭର କରିବାକୁ ପରମେଶ୍ବର ମଲାଖିକୁ ନିୟୁକ୍ତ କରିଥିଲେ।

Zechariah 8:21
ଗୋଟିଏ ନଗରର ଲୋକମାନେ ଆଉ ଗୋଟିଏ ନଗରକୁ ଯିବେ ଏବଂ କହିବେ, 'ଆସ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବା ପାଇଁ ପ୍ରାର୍ଥନା କରିବା।' ଆସ ୟିବା ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଉପାସନା କରିବା। 'ମୁଁ ନିଜେ ମଧ୍ଯ ଯାଉଛି।'

Zechariah 5:4
ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ମୁଁ ସହେି ନଳାକାର ପୁସ୍ତକକୁ ଗ୍ଭରମାନଙ୍କେର ଗୃହକୁ ପଠାଇବି ଏବଂ ସହେିମାନଙ୍କ ଘରକୁ, ଯେଉଁମାନେ ମାରେ ନାମ ବ୍ଯବହାର କରି ମିଥ୍ଯା ଶପଥ ନଇେଛନ୍ତି। ସହେି ନଳାକାର ପୁସ୍ତକ ପ୍ରେତ୍ୟକକ ଗୃହ ରେ ରହିବ ଏବଂ ଧ୍ବଂସକାରୀ, କଡିକାଠ ତଳେ ଓ ପ୍ରସ୍ତର ତଳେ ରହିବ। ଏପରିକି ପ୍ରସ୍ତର ତଥା କାଷ୍ଠର ସ୍ତମ୍ଭଗୁଡିକ ମଧ୍ଯ ବିନଷ୍ଟ ହବେ।

Amos 3:12
ସଦାପ୍ରଭୁ ଏହା କୁହନ୍ତି: ଯେତବେେଳେ ଗୋଟିଏ ସିଂହ ମେଣ୍ତା ଛୁଆକୁ ଆକ୍ରମଣ କରେ ଏବଂ ତା'ପ ରେ ଯଦି ମଷେପାଳକ ମେଣ୍ତା ଛୁଆକୁ ରକ୍ଷା କରିବାକୁ ୟାଏ, ସେ କବଳେ ସିଂହ ମୁହଁରୁ ଦୁଇଟି ଗୋଡ କି କାନର କିଛି ଅଂଶ ପାଇବାକୁ ସକ୍ଷମ ହାଇପୋ ରେ। ସହେିପରି, ଆମ୍ଭେ ଇଶ୍ରାୟେଲୀୟମାନଙ୍କୁ ରକ୍ଷା କରିବା, ଯେଉଁମାନେ ଶମରିଯା ରେ ବସବାସ କରନ୍ତି ଏବଂ ସମାନଙ୍କେର ବିଛଣାର ଏକ କଣ ରେ କି ପଲଙ୍କର ସୋଫା ରେ ବସିବାକୁ ଭଲପାନ୍ତି

Jeremiah 23:33
ତା'ପ ରେ ଯେତବେେଳେ ଯିହୁଦାର ଲୋକମାନେ, କିଅବା ଭବିଷ୍ଯଦବକ୍ତାଗଣ କିଅବା ଯାଜକଗଣ ତୁମ୍ଭକୁ ପଚାରନ୍ତି, ' ହେ ଯିରିମିୟ, ସଦାପ୍ରଭୁଙ୍କର ଭାରୋକ୍ତି କ'ଣ ?' ସେତବେେଳେ ତୁମ୍ଭେ ନିଶ୍ଚିତ ଭାବରେ ସମାନଙ୍କେୁ ଉତ୍ତର କରିବ, 'ତୁମ୍ଭମାନେେ ହେଉଛ ସଦାପ୍ରଭୁଙ୍କର ବୋଝ, ତେଣୁ ମୁଁ ତୁମ୍ଭମାନଙ୍କୁ ପରିତ୍ଯାଗ କରିବି। ଏହା ସଦାପ୍ରଭୁ କହନ୍ତି।

Jeremiah 16:19
ହେ ସଦାପ୍ରଭୁ, ତୁମ୍ଭେ ମାରେ ଶକ୍ତି, ଦୃଢ଼ ଦୁର୍ଗ ଓ ବିପଦ ରେ ମାରେ ଆଶ୍ରଯ ସ୍ବରୂପ। ପୃଥିବୀର ସମସ୍ତ ପ୍ରାନ୍ତରରୁ ନାନା ଦେଶୀଯମାନେ ତୁମ୍ଭ ନିକଟକୁ ଆସି କହିବେ, ଆମ୍ଭମାନଙ୍କର ପୂର୍ବପୁରୁଷମାନେ କବଳେ ମିଥ୍ଯା ଅର୍ଥାତ୍ ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।

Isaiah 52:10
ସଦାପ୍ରଭୁ ସର୍ବଦେଶୀଯଙ୍କ ସମ୍ମୁଖ ରେ ତାଙ୍କର ପବିତ୍ର ବାହୁ ଅନାବୃତ କରିଛନ୍ତି ଓ ପୃଥିବୀର ପ୍ରେତ୍ୟକକ ତାଙ୍କର ପରିତ୍ରାଣ ଦେଖିବେ।

Isaiah 45:20
ହେ ନାନା ଦେଶୀଯ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭମାନେେ ଏକତ୍ରୀତ ହାଇେ ଆସ। ଏକ ସଙ୍ଗେ ନିକଟକୁ ଆସ। ଯେଉଁମାନେ ନିଜର ଖାଦେିତ ପ୍ରତିମାର କାଠ ବହନ କରି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦବେତା ନିକଟରେ ପ୍ରାର୍ଥନା କରନ୍ତି, ସମାନଙ୍କେର କିଛି ଜ୍ଞାନ ନାହିଁ।

Isaiah 17:7
ସଦେିନ ଲୋକମାନେ ସମାନଙ୍କେର ସୃଷ୍ଟିକର୍ତ୍ତାଙ୍କୁ ଅନାଇବେ। ସମାନଙ୍କେର ଦୃଷ୍ଟି ପବିତ୍ର ଧର୍ମସ୍ବରୂପଙ୍କ ପ୍ରତି ପଡ଼ିବ।

Isaiah 17:1
ଦମ୍ମେଶକ ପ୍ରତି ଶାେକ ବାର୍ତ୍ତା। ସଦାପ୍ରଭୁ କୁହନ୍ତି ଯେ ଦମ୍ମେଶକରେ ଏହିସବୁ ଘଟିବ, ଦମ୍ମେଶକ ଆଉ ନଗର ହାଇେ ରହିବ ନାହିଁ। ସେ ଧ୍ବଂସ ପାଇବ। କବଳେ ଧ୍ବଂସ ବିଧ୍ବସ୍ତ ପ୍ରାସାଦଗୁଡ଼ିକର କାନ୍ଥଗୁଡ଼ିକ ରହିବ।

Isaiah 13:1
ପରମେଶ୍ବର ଆମାେସଙ୍କ ପୁତ୍ର ଯିଶାଇୟଙ୍କୁ ବାବିଲ ସମ୍ବନ୍ଧୀଯ ବାର୍ତ୍ତା ଦଖାଇେଲେ।

Isaiah 9:8
ମାରେସଦାପ୍ରଭୁ ଯାକୁବଙ୍କ ପାଖକୁ ଏକ ବାର୍ତ୍ତା ପ୍ ରରଣେ କଲେ। ସହେି ବାର୍ତ୍ତା ଇଶ୍ରାୟେଲ ବିରୁଦ୍ଧ ରେ କାର୍ୟ୍ଯ କରିବ।

Psalm 145:15
ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖାଦ୍ୟ ପାଇଁ ତୁମ୍ଭକୁ ଅନାଇଥାନ୍ତି। କାରଣ ଉପୟୁକ୍ତ ସମଯରେ ତୁମ୍ଭେ ଆହାର ୟୋଗାଇ ଥାଅ।

Psalm 25:15
ମୁଁ ସଦାସର୍ବଦା ସଦାପ୍ରଭୁଙ୍କର କୃପାପ୍ରାର୍ଥୀ। ସେ ସଦାସର୍ବଦା ମାେତେ ମାରେ ବିପଦରୁ ମୁକ୍ତ କରନ୍ତି।

2 Chronicles 20:12
ହେ ଆମ୍ଭମାନଙ୍କର ପରମେଶ୍ବର, ସହେି ଲୋକମାନଙ୍କୁ ଦଣ୍ଡ ଦିଅ। ଏହି ଯେଉଁ ବୃହତ୍ ସୈନ୍ଯଦଳ ଆମ୍ଭମାନଙ୍କ ବିରୁଦ୍ଧ ରେ ଆସୁଛନ୍ତି, ସମାନଙ୍କେ ବିରୁଦ୍ଧ ରେ ଆମ୍ଭମାନଙ୍କର କୌଣସି ଶକ୍ତି ନାହିଁ। କ'ଣ କରିବାକୁ ହବେ, ତାହା ଆମ୍ଭମାନେେ ଜାଣି ନାହୁଁ। ସେଥିନିମନ୍ତେ ଆମ୍ଭମାନେେ ତୁମ୍ଭର ସାହାୟ୍ଯ ଲୋଡ଼ୁଅଛୁ।

Genesis 14:15
ସହେି ରାତ୍ରି ରେ ସିଏ ଓ ତାଙ୍କର ସୈନ୍ଯମାନେ ସମସ୍ତେ ମିଶି ତାଙ୍କର ଶତୃମାନଙ୍କ ବିରୁଦ୍ଧ ରେ ଅତର୍କିତ ଆକ୍ରମଣ କଲେ। ସମାନେେ ତାଙ୍କୁ ପରାସ୍ତ କରି ତାଙ୍କୁ ଗୋଡ଼ଇେ ଗୋଡ଼ଇେ ଦମ୍ମସକରେ ଉତ୍ତର ସ୍ଥିତ ହାବୋ ପର୍ୟ୍ଯନ୍ତ ଗୋଡ଼ାଇଲେ।