Ephesians 1:21 ପରମେଶ୍ବର ଖ୍ରୀଷ୍ଟଙ୍କୁ ସମସ୍ତ ଶାସକ, ଅଧିକାରୀ, ଶକ୍ତି ଓ ରାଜାମାନଙ୍କଠାରୁ ଅଧିକ ମହତ୍ବପୂର୍ଣ୍ଣ ପଦ ଦଇେଅଛନ୍ତି। ଏହି ସଂସାର କି ପରବର୍ତ୍ତୀ ସଂସାର ରେ ଥିବା ଯେ କୌଣସି କ୍ଷମତା ପୂର୍ଣ୍ଣ ଶକ୍ତି ଅପେକ୍ଷା ଖ୍ରୀଷ୍ଟଙ୍କର ଶକ୍ତି ଅତି ଅଧିକ ଅଟେ।
Ephesians 1:21 in Other Translations
King James Version (KJV) Far above all principality, and power, and might, and dominion, and every name that is named, not only in this world, but also in that which is to come:
American Standard Version (ASV) far above all rule, and authority, and power, and dominion, and every name that is named, not only in this world, but also in that which is to come:
Bible in Basic English (BBE) Far over all rule and authority and power and every name which is named, not only in the present order, but in that which is to come:
Darby English Bible (DBY) above every principality, and authority, and power, and dominion, and every name named, not only in this age, but also in that to come;
World English Bible (WEB) far above all rule, and authority, and power, and dominion, and every name that is named, not only in this age, but also in that which is to come.
Young's Literal Translation (YLT) far above all principality, and authority, and might, and lordship, and every name named, not only in this age, but also in the coming one;
Read Full Chapter :
Ephesians 1
Cross Reference
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:10
ଖ୍ରୀଷ୍ଟଙ୍କଠା ରେ ତୁମ୍ଭେ ସମ୍ପୂର୍ଣ୍ଣ ଅଟ। ତୁମ୍ଭର ଆଉ କିଛି ଦରକାର ନାହିଁ। ସେ ହେଉଛନ୍ତି ଶାସକମାନଙ୍କର ଓ ଶକ୍ତିଗୁଡ଼ିକର ଶାସକ ବା ପ୍ରଧାନ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:15
କୌଣସି ଲୋକ ପରମେଶ୍ବରଙ୍କୁ ଦେଖି ପା ରେ ନାହିଁ। କିନ୍ତୁ ଖ୍ରୀଷ୍ଟ ଠିକ ପରମେଶ୍ବରଙ୍କ ଭଳି। ଖ୍ରୀଷ୍ଟ ସମସ୍ତ ସୃଷ୍ଟ ବିଷୟଗୁଡ଼ିକର ଶାସକ ଅଟନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 1:4
ପରମେଶ୍ବର ତାହାଙ୍କୁ ସମସ୍ତ ସ୍ବର୍ଗଦୂତମାନଙ୍କ ଅପେକ୍ଷା ଅତ୍ଯଧିକ ଉତ୍କୃଷ୍ଟ ନାମ ଦେଲେ, ତେଣୁ ସେ ଯେ କୌଣସି ସ୍ବର୍ଗଦୂତଙ୍କ ଠାରୁ ମଧ୍ଯ ଅଧିକ ମହାନ୍ ହାଇେଅଛନ୍ତି।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:15
ପରମେଶ୍ବର ଆତ୍ମିକ ଶାସକ ଓ ଶକ୍ତିଗୁଡ଼ିକୁ ପରାଜିତ କଲେ। କ୍ରୁଶ ଦ୍ବାରା ସେ ଏମାନଙ୍କୁ ପରାଜିତ କଲେ ଓ ନିଜେ ବିଜଯୀ ହେଲେ। ପରମେଶ୍ବର ସଂସାରକୁ ଦଖାଇେ ଦେଲେ ଯେ ସମାନେେ ଶକ୍ତିହୀନ ଅଟନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 4:12
ତାହାଙ୍କ ବ୍ଯତୀତ ଅନ୍ୟ କାହା ପାଖ ରେ ଉଦ୍ଧାର ନାହିଁ, କାରଣ ଏହି ଆକାଶ ତଳେ ଦିଆଯାଇଥିବା ଅନ୍ୟ କୌଣସି ନାମ ନାହିଁ ଯାହା ଦ୍ବାରା କି ଆମ୍ଭେ ଉଦ୍ଧାର ପାଇପାରିବା।
ପିତରଙ୍କ ପ୍ରଥମ ପତ୍ 3:22
ଏବେ ଯୀଶୁ ସ୍ବର୍ଗକୁ ଗଲଣେି। ସେ ପରମେଶ୍ବରଙ୍କ ଡାହାଣ ରେ ବିରାଜମାନ। ସେ ସଠାେରେ ସ୍ବର୍ଗଦୂତ, ସମସ୍ତ କ୍ଷମତା ଓ ଶକ୍ତିଗୁଡ଼ିକର ଶାସକ ଅଟନ୍ତି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:10
ମଣ୍ଡଳୀ ଦ୍ବାରା ପରମେଶ୍ବରଙ୍କ ବହୁବିଧ ଜ୍ଞାନ, ସ୍ବର୍ଗର କର୍ତ୍ତାପଣ ଓ ଅଧିକାର ପ୍ରାପ୍ତ ବ୍ଯକ୍ତିମାନଙ୍କୁ ବର୍ତ୍ତମାନ ଜଣାଇବା ପରମେଶ୍ବରଙ୍କର ଉଦ୍ଦେଶ୍ଯ ଥିଲା। ସମାନେେ ମଣ୍ଡଳୀ ୟୋଗୁ ଏହା ଜାଣି ପାରିବେ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:9
ଖ୍ରୀଷ୍ଟ ପରମେଶ୍ବରଙ୍କ ବାଧ୍ଯ ହେଲେ, ତେଣୁ ପରମେଶ୍ବର ଖ୍ରୀଷ୍ଟଙ୍କୁ ଅତି ଉନ୍ନତ କଲେ। ପରମେଶ୍ବର ଖ୍ରୀଷ୍ଟଙ୍କ ନାମକୁ ଅନ୍ୟ ସମସ୍ତଙ୍କ ନାମ ଅପେକ୍ଷା ମହାନ କଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 4:14
ପୁତ୍ର ପ୍ରଭୁ ଯୀଶୁ ପରମେଶ୍ବରଙ୍କ ସହିତ ରହିବା ପାଇଁ ସ୍ବର୍ଗକୁ ଯାଇଛନ୍ତି। ସେ ହେଉଛନ୍ତି ଆମ୍ଭର ପ୍ରଧାନ ମହାୟାଜକ।
ଦାନିଏଲ 7:27
ଆଉ ରାଜତ୍ବ, କତ୍ତୃର୍ତ୍ବ ଓ ରାଜ୍ଯ ସମୂହର ମହିମା ସର୍ବୋପରିସ୍ଥ ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହବେ। ତାଙ୍କର ରାଜ୍ଯ ଅନନ୍ତ କାଳ ପାଇଁ ସ୍ଥାଯୀ ହବେ ଓ ଅନ୍ୟ ସମସ୍ତ ଶାସକ ଗୋଷ୍ଠୀ ତାଙ୍କର ସବୋ କରିବେ ଓ ତାଙ୍କର ଆଜ୍ଞାବହ ହବେେ।'
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:10
ସେତବେେଳେ ଶୟତାନ (ୟିଏ ସହେି ଲୋକମାନଙ୍କୁ ଭ୍ରାନ୍ତ କରିଥିଲା), ସହେି ପଶୁ ଓ ମିଥ୍ଯାବାଦୀ ଭବିଷ୍ଯଦ୍ ବକ୍ତା ସହିତ ଗନ୍ଧକରେ ପ୍ରଜ୍ଜ୍ବଳିତ ଅଗ୍ନିମୟ ହ୍ରଦ ମଧ୍ଯକୁ ନିକ୍ଷପେ କରାଗଲେ। ସମାନେେ ସଠାେରେ ଦିନରାତି ସବାସର୍ବଦା ପାଇଁ ୟନ୍ତ୍ରଣା ପାଇବେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:12
ତାହାଙ୍କର ଚକ୍ଷୁ ଦୁଇଟି ଜ୍ବଳନ୍ତ ଅଗ୍ନି ସଦୃଶ। ତାହାଙ୍କ ମସ୍ତକରେ ଅନକେ ଗୁଡ଼ିଏ ମୁକୁଟ ଅଛି। ତାହାଙ୍କ କପାଳ ରେ ଗୋଟିଏ ନାମ ଲଖାେ ଯାଇଥିଲା, କିନ୍ତୁ ତାହାଙ୍କ ବ୍ଯତୀତ ଅନ୍ୟ କହେି ସେ ନାମ ଜାଣି ନ ଥିଲେ।
ମାଥିଉଲିଖିତ ସୁସମାଚାର 12:32
ଯଦି କହେି ମନୁଷ୍ଯପୁତ୍ରଙ୍କ ବିରୁଦ୍ଧ ରେ କିଛି କୁ ହେ ତବେେ ତାକୁ କ୍ଷମା କରାଯାଇପା ରେ, କିନ୍ତୁ ପବିତ୍ର ଆତ୍ମାଙ୍କ ବିରିଦ୍ଧ ରେ କହେି କିଛି କହିଲେ ତାକୁ ବର୍ତ୍ତମାନ ବା ଭବିଷ୍ଯତ ରେ କବେେ ହେଲେ କ୍ଷମା କରାୟିବନାହିଁ।
ମାଥିଉଲିଖିତ ସୁସମାଚାର 25:31
ମନୁଷ୍ଯପୁତ୍ର ପୁଣି ଥରେ ଆସିବେ। ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ବର୍ଗଦୂତ ମାନେ ଆସିବେ। ସେ ରାଜା ହବେେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ।
ମାଥିଉଲିଖିତ ସୁସମାଚାର 28:18
ତେଣୁ ଯୀଶୁ ସମାନଙ୍କେ ପାଖକୁ ଆସି କହିଲେ, ସ୍ବର୍ଗ ଓ ପୃଥିବୀର ସମସ୍ତ ଅଧିକାର ମାେତେ ଦିଆ ଯାଇଛି।
ଯୋହନଲିଖିତ ସୁସମାଚାର 5:25
ମୁଁ ତୁମ୍ଭକୁ ସତ୍ଯ କହୁଛି, ଗୋଟିଏ ଗୁରୁତ୍ବପୂର୍ଣ୍ଣ ସମୟ ଆସୁଛି। ସେ ସମୟ ଆସି ଗଲାଣି ା ପାପ ଦ୍ବାରା ମୃତ ଲୋକମାନେ ଈଶ୍ବରଙ୍କ ପୁତ୍ରଙ୍କର ସ୍ବର ଶୁଣିବେ। ପୁତ୍ରଙ୍କର ସ୍ବର ଶୁଣି ଗ୍ରହଣ କରିଥିବା ଲୋକମାନେ ଅନନ୍ତ ଜୀବନ ଲାଭ କରିବେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:38
ହଁ,ମୁଁ ଜାଣେ ଯେ କୌଣସି ବିଷୟ ଆମ୍ଭକୁ ପରମେଶ୍ବରଙ୍କ ପ୍ ରମରେୁ ବଞ୍ଚିତ କରି ପାରିବ ନାହିଁ। ମୃତ୍ଯୁ ନୁହେଁ, ଜୀବନ ନୁହେଁ, ସ୍ବର୍ଗଦୂତମାନେ ନୁହଁନ୍ତି, ଆତ୍ମିକ ଶକ୍ତି ଗୁଡିକ ନୁହଁନ୍ତି, ଏବେ କିଛି ନୁହେଁ, ଭବିଷ୍ଯତ ରେ କିଛି ନୁହେଁ, କୌଣସି ଶକ୍ତି ନୁହେଁ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:12
ଆମ୍ଭର ସଂଘର୍ଷ ଏହି ପୃଥିବୀର ମନୁଷ୍ଯମାନଙ୍କ ବିରୁଦ୍ଧ ରେ ନୁହେଁ, ମାତ୍ର ପୃଥିବୀସ୍ଥ ଅନ୍ଧକାର ଶକ୍ତି, ପରାକ୍ରମୀ ଅଧିପତି ଓ ଶାସକମାନଙ୍କ ବିରୁଦ୍ଧ ରେ। ଆକାଶସ୍ଥ ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧ ରେ ଆମ୍ଭେ ସଂଘର୍ଷ କରୁଛୁ।
ଏବ୍ରୀମାନଙ୍କ ନିକଟକୁ ପତ୍ର 2:5
ଯେଉଁ ଭାବୀଜଗତ ବିଷୟ ରେ ଆମ୍ଭେ ଆଲୋଚନା କରୁଛୁ, ତାହାକୁ ଶାସନ କରିବା ପାଇଁ ପରମେଶ୍ବର ଦୂତମାନଙ୍କୁ ବାଛି ନାହାନ୍ତି।