Exodus 12
1 ଯେଉଁ ସମୟରେ ମାଶାେ ଏବଂ ହାରୋଣ ମିଶର ରେ ଥିଲେ, ସଦାପ୍ରଭୁ ସମାନଙ୍କେୁ କହିଲେ,
2 ଏହି ମାସ ତୁମ୍ଭମାନଙ୍କ ପାଇଁ ବର୍ଷର ପ୍ରଥମ ମାସ ହବେ ଏବଂ ଏହା ତୁମ୍ଭମାନଙ୍କ ପାଇଁ ପ୍ରଧାନ ମାସ ହବେ।
3 ଏହି ଆଜ୍ଞା ସମଗ୍ର ଇଶ୍ରାୟେଲୀମାନଙ୍କ ପାଇଁ ଥିଲା। ଏହି ମାସର ଦଶମ ଦିନଟି ରେ ପ୍ରେତ୍ୟକକ ଲୋକ ଗୋଟିଏ ମଷେ ଶାବକ ଆପଣା ପରିବାରମାନଙ୍କ ପାଇଁ ନବେ।
4 ଯଦି, ତୁମ୍ଭେ ପରିବାର ରେ ୟଥେଷ୍ଟ ଲୋକ ନଥାନ୍ତି ତାକୁ ଖାଇବାକୁ, ତବେେ ସେ ତା'ର ପଡ଼ୋଶୀଙ୍କୁ ନିମନ୍ତ୍ରଣ କରି ଆଣିବ। ସମସ୍ତଙ୍କ ପାଇଁ ଯେପରି ଉପୟୁକ୍ତ ପରିମାଣ ରେ ଖାଦ୍ୟ ହବେ।
5 ଯେଉଁ ମଷେ ଶାବକଟିକୁ ନବେ ତାହା ସଂପୂର୍ଣ୍ଣ ସ୍ବାସ୍ଥ୍ଯବାନ ଓ ଏହା ଏକ ବର୍ଷର ପୁରୁଷ ମଷେ ହବୋ ଆବଶ୍ଯକ। ଏହି ପଶୁଟି ଏକ ୟିବା ମଷେ କିମ୍ବା ଏକ ଛଳେି ଶାବକ ହବୋ ଦରକାର।
6 ତୁମ୍ଭମାନଙ୍କୁ ସହେି ମଷେ ଶାବକକୁ ମାସର ଚତୁର୍ଦ୍ଦଶ ଦିନୟାଏଁ ନଜର ରେ ରଖିବାକୁ ହବେ। ସହେିଦିନ ଇଶ୍ରାୟେଲର ସମସ୍ତ ଲୋକମାନେ ସୂର୍ୟ୍ଯାସ୍ତ ପରେ ସନ୍ଧ୍ଯା ପୂର୍ବରୁ ଏମାନଙ୍କୁ ହତ୍ଯା କରିବେ।
7 ତୁମ୍ଭମାନେେ ସହେି ପଶୁର ରକ୍ତ ନଇେ ତୁମ୍ଭେ ଯେଉଁ ଘ ରେ ମଷେ ଖାଉଥିବ, ସହେି ଫାଟକର ଦ୍ବାରବନ୍ଧର ଉପର ଓ ବାଜୁବନ୍ଧ ପାଖ ରେ ସହେି ରକ୍ତ ଲଗାଇବ।
8 ସହେି ରାତ୍ରି ରେ, ତୁମ୍ଭେ ତା'ର ମାଂସକୁ ଅଗ୍ନି ରେ ଦଗ୍ଧ କରି ତାଡି ଶୂନ୍ଯ ରୋଟୀ ଓ ତିକ୍ତ ଶାକ ସହିତ ତାହା ଭୋଜନ କରିବ।
9 ତୁମ୍ଭେ ସହେି ମାଂସକୁ କଞ୍ଚା ଖାଇବା ନାହିଁକିମ୍ବା ପାଣି ରେ ସିଝାଇବ ନାହିଁ। ତୁମ୍ଭେ ସହେି ମଷେ ଶାବକକୁ ନିଆଁ ରେ ପୁରାପୁରି ପୋଡି଼ବା ଉଚିତ୍। ମଷେର ମୁଣ୍ତ, ଗୋଡ ଏବଂ ଭିତ ରେ ସମସ୍ତ ଅଂଶ ରହିବା ଉଚିତ୍।
10 ତୁମ୍ଭେ ନିଶ୍ଚିତ ତା'ର ମାଂସକୁ ସହେିଦିନ ରାତ୍ରି ରେ ଖାଇ ଶଷେ କରିବ। ଯଦି କିଛି ମାଂସ ପ୍ରଭାତ ପର୍ୟ୍ଯନ୍ତ ବଞ୍ଚିୟାଏ, ତବେେ ତାହାକୁ ନଖାଇ ଅଗ୍ନି ରେ ଦଗ୍ଧ କରିବ।
11 ତୁମ୍ଭମାନେେ ଯେତବେେଳେ ଏହି ମାଂସ ଭୋଜନ କରିବ, ସେତବେେଳେ ତୁମ୍ଭମାନେେ ଉତ୍ତମ ପୋଷାକମାନ ପରିଧାନ କରିବ, ତୁମ୍ଭମାନେେ ଭ୍ରମଣ ପାଇଁ ୟିବା ବେଳେ ଯେଉଁପରି ଭାବରେ ପୋଷାକ ପରିଧାନ କର। ତୁମ୍ଭେ ୟୋତା ପିନ୍ଧିବା ଉଚିତ୍ ଓ ତୁମ୍ଭ ହସ୍ତ ରେ ତୁମ୍ଭର ଆଶାବାଡି ରହିବା ଉଚିତ୍। ତୁମ୍ଭେ ଏହାକୁ ଶୀଘ୍ର ଭୋଜନ କରିବ। କାହିଁକି? କାରଣ ଏହା ହେଉଛି ସଦାପ୍ରଭୁଙ୍କର ନିସ୍ତାରପର୍ବ।
12 ଆଜି ରାତ୍ରି ରେ ମୁଁ ମିଶର ଦେଶ ମଧ୍ଯ ଦଇେ ୟିବି ଓ ସମାନଙ୍କେର ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ଯା କରିବି। ଏହି ପ୍ରକାର ରେ ମିଶରର ସମସ୍ତ ଦବେତାମାନଙ୍କର ବିଚାର କରିବି। ମୁଁ ତାଙ୍କୁ ଦଖାଇବେି ଯେ, ମୁଁ ହେଉଛି ସଦାପ୍ରଭୁ।
13 ମନରେଖ ସହେି ରକ୍ତ ତୁମ୍ଭ ଘରମାନଙ୍କର ଚିହ୍ନ ସ୍ବରୂପ ହବେ। ମୁଁ ଯେତବେେଳେ ସହେି ରକ୍ତ ଦେଖିବି ସହେି ଘରକୁ ଛାଡି ଆଗୁ ଆଗଇବେି। ସଂହାର କାର୍ୟ୍ଯ କବଳେ ମିଶର ଉପରେ ହବେତୁମ୍ଭମାନଙ୍କର କିଛି ହବେ ନାହିଁ।
14 ତେଣୁ ତୁମ୍ଭମାନେେ ଭଲଭାବେ ମନରେଖ ଯେ, ଆଜି ରାତ୍ରିଟି ତୁମ୍ଭମାନଙ୍କ ପାଇଁ ସ୍ମରଣୀଯ ଦିନ ହବେ। ତୁମ୍ଭମାନେେ ଏହି ଦିନକୁ ସଦାପ୍ରଭୁଙ୍କର ପର୍ବରୂପେ ପଚାଳନ କରିବ। ତୁମ୍ଭର ଭବିଷ୍ଯତ ବଂଶଧରମାନେ ଏହି ପର୍ବ ପ୍ରତିବର୍ଷ ପାଳନ କରିବେ।
15 ଏହି ଉତ୍ସବ ରେ ତୁମ୍ଭମାନେେ ତାଡିଶୂନ୍ଯ ରୋଟୀ ସାତଦିନ ପର୍ୟ୍ଯନ୍ତ ଖାଇବ। ବିଶଷେତଃ ପ୍ରଥମ ଦିନ ରେ ତୁମ୍ଭ ଗୃହରୁ ତାଡି ଦୂର ରେ ରଖିବ। ଏହି ସାତଦିନ ମଧିଅରେ ତୁମ୍ଭମାନେେ କହେି ତାଡି ଖାଇବ ନାହିଁ। ଯଦି କହେି ତାଡି ଭୋଜନ କରେ ତବେେ ସେ ତା'ର ଲୋକମାନଙ୍କ ମଧ୍ଯରୁ ବିଛିନ୍ନ ହବେ।
16 ଏହି ପର୍ବର ପ୍ରଥମ ଦିନ ଓ ଶଷେ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହବେ। ତୁମ୍ଭମାନେେ ସହେି ଦିନ କିଛି କରିବା ଉଚିତ ନୁହେଁ। କବଳେ ତୁମ୍ଭମାନେେ ତୁମ୍ଭମାନଙ୍କର ଖାଦ୍ୟ ପ୍ରସ୍ତୁତ କରିବ।
17 ଏହି ପ୍ରକାର ରେ ତୁମ୍ଭମାନେ ତାଡିଶୁନ୍ଯ ରୋଟୀର ପର୍ବ ପ୍ରତିବର୍ଷ ପାଳନ କରିବ। କାରଣ ସହେିଦିନ ରେ ହିଁ ମୁଁ ତୁମ୍ଭମାନଙ୍କୁ ମିଶରରୁ ଦଳବଦ୍ଧ କରି ବାହାର କରି ଆଣିଲି। ଏଣୁ ତୁମ୍ଭମାନଙ୍କର ବଂଶଧର ଅନନ୍ତକାଳୀନ ବ୍ଯବସ୍ଥା ରେ ମାେ ପାଇଁ ଏହି ଦିନ ପାଳନ କରିବ।
18 ତୁମ୍ଭମାନେେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ଯା ସମୟରୁ ଏକୋଇଶ ଦିନର ସନ୍ଧ୍ଯା ପର୍ୟ୍ଯନ୍ତ ତାଡୀଶୂନ୍ଯ ରୋଟୀ ଭୋଜନ କରିବ।
19 ସପ୍ତା ହେ ପର୍ୟ୍ଯନ୍ତ ତୁମ୍ଭମାନଙ୍କ ଗୃହ ରେ ଲେଶମାତ୍ର ତାଡି ନ ରହୁ କାରଣ ବିଦେଶୀ ଅବା ସ୍ବଦେଶୀ ଯେଉଁ ଜନ ଏଥିମଧିଅରେ ତାଡି ମିଶ୍ରିତ ଦ୍ରବ୍ଯ ଖାଇବ, ସେ ପ୍ରାଣୀ ଇଶ୍ରାୟେଲ ମସ୍ତକରୁ ଉଚ୍ଛିନ୍ନ ହବେ।
20 ଏହି ପର୍ବ ରେ, ତୁମ୍ଭମାନେେ ତାଡିଶୂନ୍ଯ ରୋଟୀ ଖାଇବ ନାହିଁ। ତୁମ୍ଭମାନେେ ଯେଉଁ ସ୍ଥାନ ରେ ବାସ କରନା କାହିଁକି ତାଡିଶୂନ୍ଯ ରୋଟୀ ଖାଇବ।
21 ତେଣୁ ମାଶାେ ଇଶ୍ରାୟେଲର ପ୍ରାଚୀନବର୍ଗଙ୍କୁ ଏକତ୍ର କଲେ। ମାଶାେ ସମାନଙ୍କେୁ କହିଲେ, ତୁମ୍ଭମାନେେ ତୁମ୍ଭର ପରିବାର ପାଇଁ ଏକ ମଷେଶାବକ ଆଣ ଓ ନିସ୍ତାରପର୍ବର ମଷେଶାବକକୁ ବଧ କର।
22 ବିଡାଏ ଏସୋବ୍ ନଇେ ପାତ୍ର ରେ ଥିବା ରକ୍ତ ରେ ବୁଡାଇ ଦ୍ବାରର କପାଳି ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ। ପୁଣି ପ୍ରଭାତ ୟାଏ ତୁମ୍ଭମାନଙ୍କର କହେିଗୃହ ଦ୍ବାର ରେ ବାହାରକୁ ନଯାଉ।
23 ସହେି ସମୟରେ ସଦାପ୍ରଭୁ ମିଶର ମଝି ରେ ଯିବେ ଏବଂ ମିଶରୀଯମାନଙ୍କୁ ହତ୍ଯା କରିବେ। ସଦାପ୍ରଭୁ ଯେଉଁ ଦ୍ବାର ରେ ରକ୍ତ ଚିହ୍ନ ଦେଖିବେ ସହେି ଘରକୁ ଛାଡି ଦବେେ। ସେ ମୃତ୍ଯୁ ଦୂତକୁ ତୁମ୍ଭ ଘ ରେ ପଶି ତୁମ୍ଭକୁ ହତ୍ଯା କରିବାକୁ ଦବେେ ନାହିଁ।
24 ତୁମ୍ଭମାନଙ୍କୁ ଏହି ଆଜ୍ଞା ମାନିବାକୁ ହବେ। ଏହି ବ୍ଯବସ୍ଥା ତୁମ୍ଭମାନଙ୍କ ପାଇଁ ଓ ତୁମ୍ଭମାନଙ୍କର ଭବିଷ୍ଯତ ବଂଶଧରମାନଙ୍କ ପାଇଁ। ତୁମ୍ଭର ଭବିଷ୍ଯତ ବଂଶଧରମାନେ ସବୁଦିନ ପାଇଁ ପାଳନ କରିବା ଉଚିତ୍।
25 ତୁମ୍ଭମାନଙ୍କର ଏକଥା ଯେପରି ମନେ ରହେ ଏହା ତୁମ୍ଭମାନେେ ସଠାେରେ ମଧ୍ଯ ପାଳନ କରିବ, ସହେି ଭୂମି ସଦାପ୍ରଭୁ ତୁମ୍ଭମାନଙ୍କୁ ଦବେେ, ଯେ ହତେୁ ସେ ପ୍ରତିଜ୍ଞା କରିଥିଲେ।
26 ଯେ ତବେଳେ ତୁମ୍ଭର ପିଲାମାନେ ତୁମ୍ଭକୁ ପଚାରିବେ, 'ତୁମ୍ଭମାନେେ କାହିଁକି ଏପରି ପର୍ବ ପାଳନ କରୁଛ?'
27 ତୁମ୍ଭମାନେେ କହିବ, 'ଏହା ହେଉଛି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନିସ୍ତାର ପର୍ବୀଯ ବଳିଦାନ। କାରଣ? ଯେ ତବେଳେ ଆମ୍ଭେ ମିଶର ରେ ଥିଲୁ, ସଦାପ୍ରଭୁ ସେତବେେଳେ ଆମ୍ଭମାନଙ୍କୁ ଛାଡ କବଳେ ମିଶରବସୀମାନଙ୍କୁ ଆଘାତ କରିଥିଲେ। ସଦାପ୍ରଭୁ ମିଶରବାସୀମାନଙ୍କୁ ହତ୍ଯା କଲା ବେଳେ ଆମ୍ଭମାନଙ୍କୁ ସୁରକ୍ଷା ହଇେଥିଲେ। ଯେଉଁଥିପାଇଁ ବର୍ତ୍ତମାନ ଲୋକମାନେ ନତମସ୍ତକ ହାଇେ ପ୍ରଣାମ କଲେ।'
28 ଏହି ଆଜ୍ଞା ସଦାପ୍ରଭୁ, ମାଶାେ ଏବଂ ହାରୋଣଙ୍କୁ ଦଇେଥିଲେ। ତେଣୁ ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ କର୍ମମାନ କଲେ।
29 ମଧ୍ଯରାତ୍ର ରେ, ସଦାପ୍ରଭୁ ମିଶରର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ଯା କଲେ, ଏପରିକି ସଦାପ୍ରଭୁ ରାଜା ଫାରୋଙ୍କର ପ୍ରଥମଜାତ ସନ୍ତାନ, କଏଦିର ପ୍ରଥମ ସନ୍ତାନ ଓ ପଶୁମାନଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ଯା କଲେ।
30 ସହେି ରାତ୍ର ରେ ମିଶର ପ୍ରେତ୍ୟକକ ଗୃହରୁ ଜଣେ ଜଣେ ମରିଥିଲେ। ଫାରୋ ତାଙ୍କର କର୍ମଚାରୀ ଓ ସେ ଦେଶର ସମସ୍ତ ଲୋକ କ୍ରନ୍ଦନ କରିବାକୁ ଲାଗିଲେ।
31 ସହେି ରାତ୍ରି ରେ ରାଜା ଫାରୋ, ମାଶାେ ଓ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ ସମାନଙ୍କେୁ କହିଲେ, ଉଠ ଏବଂ ଆମ୍ଭ ଲୋକମାନଙ୍କ ମଧ୍ଯରୁ ବାହାର। ତୁମ୍ଭମାନଙ୍କର ବାକ୍ଯ ଅନୁସାରେ ସଦାପ୍ରଭୁଙ୍କର ଉପାସନା କରିବା ପାଇଁ ୟାତ୍ରା କର।
32 ତୁମ୍ଭେ ତୁମ୍ଭର ମଷେ, ଗାଈ ଗୋରୁ ସମସ୍ତ ନଇେ ୟାଅ ଏବଂ ମାେତେ ଆଶୀର୍ବାଦ କର।
33 ମିଶରର ଲୋକମାନେ ସମାନଙ୍କେୁ ଶୀଘ୍ର ଶୀଘ୍ର ବିଦାଯ କଲେ। କାହିଁକି? କାରଣ, ସମାନେେ କହିଲେ, ଯଦି ତୁମ୍ଭମାନେେ ନୟାଅ, ଆମ୍ଭେ ସମସ୍ତେ ମରି ୟିବୁ।
34 ଇଶ୍ରାୟେଲର ଲୋକମାନେ ତାଙ୍କ ଅଟା ରେ ତାଡି ମିଶାଇବାକୁ ସମୟ ପାଇ ନଥିଲେ। ସମାନେେ ଅଟା ନଇେ ପଳାଇଲେ। ସମାନେେ ସମାନଙ୍କେର ପାତ୍ରଗୁଡିକ ଲୁଗା ରେ ଘୋଡାଇ ଗୁଡାଇଲେ ଏବଂ ସମାନଙ୍କେର କାନ୍ଧ ରେ ବହିଲେ।
35 ଏହାପରେ ଇଶ୍ରାୟେଲୀୟ ଲୋକମାନେ ମାଶାଙ୍କେର ଆଜ୍ଞାନୁସା ରେ ଗଲେ। ସମାନେେ ତାଙ୍କର ମିଶରୀଯ ପଡ଼ୋଶୀମାନଙ୍କ ନିକଟକୁ ଗଲେ ଓ ସମାନଙ୍କେୁ ରୂପା ଅଳଙ୍କାର, ସ୍ବର୍ଣ୍ଣ ଅଳଙ୍କାର ଏବଂ ଲୁଗା ମାଗିଲେ।
36 ସଦାପ୍ରଭୁ ମିଶରବାସୀମାନଙ୍କ ହୃଦଯ ରେ ଇଶ୍ରାୟେଲୀୟମାନଙ୍କ ପାଇଁ ଦୟା ସୃଷ୍ଟି କଲେ। ତେଣୁ ଇଶ୍ରାୟେଲୀୟମାନେ ଯାହା ମାଗିଲେ ମିଶରବାସୀମାନେ ସବୁ ଦେଲେ। ଏହି ପ୍ରକା ରେ ଇଶ୍ରାୟେଲୀୟମାନେ ମିଶରୀଯ ମାନଙ୍କୁ ଲୁଣ୍ଠନ କଲେ।
37 ଇଶ୍ରାୟେଲୀୟ ଲୋକମାନେ ରମିଷେଷ୍ଠାରୁ ସୁକ୍କୋତ୍କୁ ୟାତ୍ରା କଲେ। ସମାନେେ ପିଲାମାନଙ୍କୁ ଛାଡି ମାଟେ ରେ 6,00,000 ଲୋକ ଥିଲେ।
38 ସମାନେେ ମିଶ୍ରିତ ଲୋକମାନଙ୍କର ଏକ ମହାଜନତା ଓ ମଷେ, ଛଳେି ଓ ଗୋରୁଗାଈ ସହିତ ଅନକେ ପଶୁ ସମାନଙ୍କେ ସହିତ ଥିଲେ।
39 ଲୋକମାନେ ସମାନଙ୍କେର ଚକଟା ମଇଦା ରେ ତାଡୀ ମିଶାଇ ପାରିନଥିଲେ। ଏବଂ ସମାନଙ୍କେର ୟାତ୍ରା ପାଇଁ ମଧ୍ଯ ସ୍ବତନ୍ତ୍ର ରୂପେ ଖାଦ୍ୟ ପ୍ରସ୍ତୁତ କରିବାକୁ ସମୟ ପାଇ ନଥିଲେ। ତେଣୁ ସମାନେେ ତାଡୀ ବୀହିନ ରୋଟୀମାନ ପ୍ରସ୍ତୁତ କଲେ।
40 ଇସ୍ରାଏଲୀୟ ଲୋକମାନେ ମିଶରରେ 430 ବର୍ଷ ଧରି ବାସ କରୁଥିଲେ।
41 430 ବର୍ଷପରେ ସେହି ଦିନରେ ସଦାପ୍ରଭୂଙ୍କ ସୈନ୍ୟ ସମୁହ ମିଶରରୁ ବିଦାୟ ନେଲେ।
42 ତାହା ଏକ ବିଶେଷ ରାତ୍ରି ଥିଲା। କାରଣ ସଦାପ୍ରଭୁ ସେମାନଙ୍କ ପାଇଁ ଯାହା କରିଥିଲେ, ତାହା ସେମାନେ ସ୍ମରଣ କଲେ। ଇସ୍ରାଏଲୀୟମାନେ ପୁରୁଷାନୁକ୍ରମେ ସେହି ବିଶେଷ ରାତ୍ରିକୁ ସ୍ମରଣ କରି ପାଳନ କରିବେ।
43 ସଦାପ୍ରଭୁ ମୋଶା ଏବଂ ହାରୋଣଙ୍କୁ କହିଲେ, “ନିସ୍ତାରପର୍ବର ଏହି ବିଧି, କୌଣସି ବିଦେଶୀୟ ଲୋକ ଏହାକୁ ଭୋଜନ କରିବ ନାହିଁ।
44 କିନ୍ତୁ ପ୍ରେତ୍ୟକକ ଲୋକର ଦାସ ୟିଏ କିଣା ହାଇେଛି ସେ ଖାଇ ପାରିବ ଯଦି ସେ ସୁନ୍ନତ ହାଇେଥାଏ।
45 ନ ହେଲ ପ୍ରବାସୀ ବା ବର୍ତ୍ତନଜିବୀ ଦାସ ତାହା ଖାଇ ପାରିବ ନାହିଁ।
46 ଏକ ଗୃହ ମଧିଅରେ ତାହା ଭୋଜନ କରାୟିବ। ତୁମ୍ଭେ ସହେି ମାଂସର କିଛି ମାତ୍ର ଗୃହ ବାହାରକୁ ନଇୟିବେ ନାହିଁ। କିମ୍ବା ତା'ର ଗୋଟିଏ ହେଲେ ବି ଅସ୍ଥି ଭାଙ୍ଗିବ ନାହିଁ।
47 ଇଶ୍ରାୟେଲର ସମଗ୍ରମଣ୍ଡଳୀ ତାହା ପାଳନ କରିବେ।
48 ଯଦି କୌଣସି ବିଦେଶି ତୁମ୍ଭମାନଙ୍କ ସହିତ ବାସ କରୁଥାଏ ଏବଂ ଯଦି ସେ ଚାହିଁବ ନିସ୍ତାର ପର୍ବ ରେ ଭାଗନବୋ ପାଇଁ ତବେେ ତାକୁ ସୁନ୍ନତ ହବୋକୁ ପଡିବ। ତା'ପରେ ସେ ଇଶ୍ରାୟେଲୀୟମାନଙ୍କ ସହିତ ସମାନ ହବେ। ଏହାପରେ ସେ ତୁମ୍ଭ ସହିତ ଭୋଜନ କରିପାରିବ। ଯଦି ଜଣେ ସୁନ୍ନତ ହାଇନେଥିବ ତବେେ ସେ ନିସ୍ତାରପର୍ବ ପାଳନ କରିପାରିବ ନାହିଁ କି ନିସ୍ତାର ଖାଦ୍ୟ ଖାଇପାରିବ ନାହିଁ।
49 ଏହି ନିଯମ ସମସ୍ତଙ୍କ ପାଇଁ ପ୍ରଜୁୟ୍ଯ, ଏହା କବଳେ ଅଣ ଇଶ୍ରାୟେଲୀୟ ପାଇଁ ନୁହେଁ, ଏହା ସମସ୍ତଙ୍କ ପାଇଁ ଲାଗୁ ହବେ। ଏହି ନିଯମ ସମସ୍ତଙ୍କ ପାଇଁ ଯେଉଁମାନେ ତୁମ୍ଭ ଦେଶ ରେ ବାସ କରୁଥିବେ।
50 ତେଣୁ ସମସ୍ତ ଇଶ୍ରାୟେଲୀୟମାନେ ସଦାପ୍ରଭୁ ମାଶାଙ୍କେୁ ଦଇେଥିବା ଆଜ୍ଞାକୁ ସମସ୍ତେ ମାନିଲେ।
51 ତେଣୁ ଠିକ୍ ସହେିଦିନ, ସଦାପ୍ରଭୁ ସମସ୍ତ ଇଶ୍ରାୟେଲ ଲୋକମାନଙ୍କୁ ମିଶରରୁ ଆଗଇେ ନେଲେ। ସୈନ୍ଯ ଶ୍ ରଣେୀବଦ୍ଧ ଲୋକମାନେ ମିଶର ପରିତ୍ଯାଗ କଲେ।
1 And the Lord spake unto Moses and Aaron in the land of Egypt, saying,
2 This month shall be unto you the beginning of months: it shall be the first month of the year to you.
3 Speak ye unto all the congregation of Israel, saying, In the tenth day of this month they shall take to them every man a lamb, according to the house of their fathers, a lamb for an house:
4 And if the household be too little for the lamb, let him and his neighbour next unto his house take it according to the number of the souls; every man according to his eating shall make your count for the lamb.
5 Your lamb shall be without blemish, a male of the first year: ye shall take it out from the sheep, or from the goats:
6 And ye shall keep it up until the fourteenth day of the same month: and the whole assembly of the congregation of Israel shall kill it in the evening.
7 And they shall take of the blood, and strike it on the two side posts and on the upper door post of the houses, wherein they shall eat it.
8 And they shall eat the flesh in that night, roast with fire, and unleavened bread; and with bitter herbs they shall eat it.
9 Eat not of it raw, nor sodden at all with water, but roast with fire; his head with his legs, and with the purtenance thereof.
10 And ye shall let nothing of it remain until the morning; and that which remaineth of it until the morning ye shall burn with fire.
11 And thus shall ye eat it; with your loins girded, your shoes on your feet, and your staff in your hand; and ye shall eat it in haste: it is the Lord’s passover.
12 For I will pass through the land of Egypt this night, and will smite all the firstborn in the land of Egypt, both man and beast; and against all the gods of Egypt I will execute judgment: I am the Lord.
13 And the blood shall be to you for a token upon the houses where ye are: and when I see the blood, I will pass over you, and the plague shall not be upon you to destroy you, when I smite the land of Egypt.
14 And this day shall be unto you for a memorial; and ye shall keep it a feast to the Lord throughout your generations; ye shall keep it a feast by an ordinance for ever.
15 Seven days shall ye eat unleavened bread; even the first day ye shall put away leaven out of your houses: for whosoever eateth leavened bread from the first day until the seventh day, that soul shall be cut off from Israel.
16 And in the first day there shall be an holy convocation, and in the seventh day there shall be an holy convocation to you; no manner of work shall be done in them, save that which every man must eat, that only may be done of you.
17 And ye shall observe the feast of unleavened bread; for in this selfsame day have I brought your armies out of the land of Egypt: therefore shall ye observe this day in your generations by an ordinance for ever.
18 In the first month, on the fourteenth day of the month at even, ye shall eat unleavened bread, until the one and twentieth day of the month at even.
19 Seven days shall there be no leaven found in your houses: for whosoever eateth that which is leavened, even that soul shall be cut off from the congregation of Israel, whether he be a stranger, or born in the land.
20 Ye shall eat nothing leavened; in all your habitations shall ye eat unleavened bread.
21 Then Moses called for all the elders of Israel, and said unto them, Draw out and take you a lamb according to your families, and kill the passover.
22 And ye shall take a bunch of hyssop, and dip it in the blood that is in the bason, and strike the lintel and the two side posts with the blood that is in the bason; and none of you shall go out at the door of his house until the morning.
23 For the Lord will pass through to smite the Egyptians; and when he seeth the blood upon the lintel, and on the two side posts, the Lord will pass over the door, and will not suffer the destroyer to come in unto your houses to smite you.
24 And ye shall observe this thing for an ordinance to thee and to thy sons for ever.
25 And it shall come to pass, when ye be come to the land which the Lord will give you, according as he hath promised, that ye shall keep this service.
26 And it shall come to pass, when your children shall say unto you, What mean ye by this service?
27 That ye shall say, It is the sacrifice of the Lord’s passover, who passed over the houses of the children of Israel in Egypt, when he smote the Egyptians, and delivered our houses. And the people bowed the head and worshipped.
28 And the children of Israel went away, and did as the Lord had commanded Moses and Aaron, so did they.
29 And it came to pass, that at midnight the Lord smote all the firstborn in the land of Egypt, from the firstborn of Pharaoh that sat on his throne unto the firstborn of the captive that was in the dungeon; and all the firstborn of cattle.
30 And Pharaoh rose up in the night, he, and all his servants, and all the Egyptians; and there was a great cry in Egypt; for there was not a house where there was not one dead.
31 And he called for Moses and Aaron by night, and said, Rise up, and get you forth from among my people, both ye and the children of Israel; and go, serve the Lord, as ye have said.
32 Also take your flocks and your herds, as ye have said, and be gone; and bless me also.
33 And the Egyptians were urgent upon the people, that they might send them out of the land in haste; for they said, We be all dead men.
34 And the people took their dough before it was leavened, their kneadingtroughs being bound up in their clothes upon their shoulders.
35 And the children of Israel did according to the word of Moses; and they borrowed of the Egyptians jewels of silver, and jewels of gold, and raiment:
36 And the Lord gave the people favour in the sight of the Egyptians, so that they lent unto them such things as they required. And they spoiled the Egyptians.
37 And the children of Israel journeyed from Rameses to Succoth, about six hundred thousand on foot that were men, beside children.
38 And a mixed multitude went up also with them; and flocks, and herds, even very much cattle.
39 And they baked unleavened cakes of the dough which they brought forth out of Egypt, for it was not leavened; because they were thrust out of Egypt, and could not tarry, neither had they prepared for themselves any victual.
40 Now the sojourning of the children of Israel, who dwelt in Egypt, was four hundred and thirty years.
41 And it came to pass at the end of the four hundred and thirty years, even the selfsame day it came to pass, that all the hosts of the Lord went out from the land of Egypt.
42 It is a night to be much observed unto the Lord for bringing them out from the land of Egypt: this is that night of the Lord to be observed of all the children of Israel in their generations.
43 And the Lord said unto Moses and Aaron, This is the ordinance of the passover: There shall no stranger eat thereof:
44 But every man’s servant that is bought for money, when thou hast circumcised him, then shall he eat thereof.
45 A foreigner and an hired servant shall not eat thereof.
46 In one house shall it be eaten; thou shalt not carry forth ought of the flesh abroad out of the house; neither shall ye break a bone thereof.
47 All the congregation of Israel shall keep it.
48 And when a stranger shall sojourn with thee, and will keep the passover to the Lord, let all his males be circumcised, and then let him come near and keep it; and he shall be as one that is born in the land: for no uncircumcised person shall eat thereof.
49 One law shall be to him that is homeborn, and unto the stranger that sojourneth among you.
50 Thus did all the children of Israel; as the Lord commanded Moses and Aaron, so did they.
51 And it came to pass the selfsame day, that the Lord did bring the children of Israel out of the land of Egypt by their armies.
Acts 14 in Tamil and English
1 ਪੌਲੁਸ ਅਤੇ ਬਰਨਬਾਸ ਇੱਕੋਨਿਯੁਮ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਤਦ ਇੱਕੋਦਿਯਾਮ ਸ਼ਹਿਰ ਵਿੱਚ ਪਹੁੰਚੇ। ਉੱਥੇ ਉਹ ਯਹੂਦੀਆਂ ਦੇ ਪ੍ਰਾਰਥਨਾ ਸਥਾਨ ਤੇ ਪਹੁੰਚੇ ਉਹ ਹਰ ਸ਼ਹਿਰ ਵਿੱਚ ਜਾਕੇ ਇਵੇਂ ਹੀ ਕਰਦੇ ਸਨ। ਉਨ੍ਹਾਂ ਨੇ ਇੰਨਾ ਵੱਧੀਆ ਬਚਨ ਕੀਤਾ ਕਿ ਯਹੂਦੀਆਂ ਅਤੇ ਯੂਨਾਨੀਆਂ ਨੇ ਉਨ੍ਹਾਂ ਉੱਪਰ ਵਿਸ਼ਵਾਸ ਕੀਤਾ।
And it came to pass in Iconium, that they went both together into the synagogue of the Jews, and so spake, that a great multitude both of the Jews and also of the Greeks believed.
2 ਪਰ ਕੁਝ ਯਹੂਦੀ ਲੋਕਾਂ ਨੇ ਵਿਸ਼ਵਾਸ ਨਾ ਕੀਤਾ, ਅਤੇ ਇਨ੍ਹਾਂ ਲੋਕਾਂ ਨੇ ਗੈਰ-ਯਹੂਦੀਆਂ ਨੂੰ ਭੜਕਾਇਆ ਅਤੇ ਨਿਹਚਾਵਾਨਾਂ ਬਾਰੇ ਉਨ੍ਹਾਂ ਦੇ ਮਨਾਂ ਵਿੱਚ ਜ਼ਹਿਰ ਭਰ ਦਿੱਤਾ।
But the unbelieving Jews stirred up the Gentiles, and made their minds evil affected against the brethren.
3 ਇਸ ਦੇ ਬਾਵਜੂਦ, ਪੌਲੁਸ ਅਤੇ ਬਰਨਬਾਸ ਬਹੁਤ ਦਿਨਾ ਲਈ ਇੱਕੋਨਿਯੁਮ ਵਿੱਚ ਰੁਕੇ ਅਤੇ ਨਿਰਭੈ ਹੋਕੇ ਪ੍ਰਭੂ ਬਾਰੇ ਬੋਲੇ। ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਬਾਰੇ ਪ੍ਰਚਾਰ ਕੀਤਾ। ਪ੍ਰਭੂ ਨੇ ਉਨ੍ਹਾਂ ਦੇ ਸੰਦੇਸ਼ ਨੂੰ ਕਰਾਮਾਤੀ ਨਿਸ਼ਾਨ ਅਤੇ ਅਚੰਭੇ ਕਰਨ ਦੀ ਯੋਗਤਾ ਦੇਕੇ ਸਾਬਤ ਕੀਤਾ।
Long time therefore abode they speaking boldly in the Lord, which gave testimony unto the word of his grace, and granted signs and wonders to be done by their hands.
4 ਪਰ ਨਗਰ ਵਿੱਚ ਲੋਕਾਂ ਦਾ ਬਟਵਾਰਾ ਹੋ ਗਿਆ। ਕੁਝ ਲੋਕ ਯਹੂਦੀਆਂ ਨਾਲ ਸਹਿਮਤ ਹੋਣ ਲੱਗੇ ਅਤੇ ਕੁਝ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਮੰਨਣ ਲੱਗੇ।
But the multitude of the city was divided: and part held with the Jews, and part with the apostles.
5 ਕੁਝ ਗੈਰ-ਯਹੂਦੀਆਂ, ਕੁਝ ਯਹੂਦੀਆਂ ਅਤੇ ਉਨ੍ਹਾਂ ਦੇ ਆਗੂਆਂ ਨੇ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਨੁਕਸਾਨ ਪਹੁੰਚਾਉਣ ਦੀ ਕੋਸ਼ਿਸ਼ ਕੀਤੀ ਇਹ ਲੋਕ ਇਨ੍ਹਾਂ ਨੂੰ ਪੱਥਰਾਂ ਨਾਲ ਮਾਰ ਮੁਕਾਉਣਾ ਚਾਹੁੰਦੇ ਸਨ।
And when there was an assault made both of the Gentiles, and also of the Jews with their rulers, to use them despitefully, and to stone them,
6 ਜਦੋਂ ਉਨ੍ਹਾਂ ਨੂੰ ਇਸ ਬਾਰੇ ਪਤਾ ਲੱਗਾ, ਉਨ੍ਹਾਂ ਨੇ ਨਗਰ ਛੱਡ ਦਿੱਤਾ ਅਤੇ ਲੁਕਾਉਨਿਯਾ ਵਿੱਚ ਲੁਸਤ੍ਰਾ ਅਤੇ ਦਰਬੇ ਸ਼ਹਿਰਾਂ ਵਿੱਚ ਅਤੇ ਉਸ ਦੇ ਆਸ-ਪਾਸ ਦੇ ਇਲਾਕਿਆਂ ਨੂੰ ਚੱਲੇ ਗਏ।
They were ware of it, and fled unto Lystra and Derbe, cities of Lycaonia, and unto the region that lieth round about:
7 ਉੱਥੇ ਜਾਕੇ ਇਹ ਖੁਸ਼ਖਬਰੀ ਬਾਰੇ ਪਰਚਾਰ ਕਰਦੇ ਰਹੇ।
And there they preached the gospel.
8 ਪੌਲੁਸ-ਲੁਸਤ੍ਰਾ ਅਤੇ ਦਰਬੇ ਵਿੱਚ ਲੁਸਤ੍ਰਾ ਵਿੱਚ ਇੱਕ ਆਦਮੀ ਸੀ ਜਿਸਦੇ ਪੈਰ ਵਿੱਚ ਕੋਈ ਤਕਲੀਫ਼ ਸੀ। ਉਹ ਜਮਾਂਦਰੂ ਹੀ ਲੰਗੜਾ ਸੀ, ਉਸ ਨੇ ਕਦੇ ਚੱਲ ਕੇ ਨਹੀਂ ਸੀ ਵੇਖਿਆ।
And there sat a certain man at Lystra, impotent in his feet, being a cripple from his mother’s womb, who never had walked:
9 ਇਹ ਆਦਮੀ ਉੱਥੇ ਬੈਠਾ ਪੌਲੁਸ ਦੇ ਬਚਨ ਸੁਣ ਰਿਹਾ ਸੀ ਤਾਂ ਪੌਲੁਸ ਨੇ ਉਸ ਨੂੰ ਵੇਖਿਆ ਤੇ ਮਹਿਸੂਸ ਕੀਤਾ ਕਿ ਉਸ ਆਦਮੀ ਨੂੰ ਵਿਸ਼ਵਾਸ ਹੈ ਕਿ ਪਰਮੇਸ਼ੁਰ ਉਸ ਨੂੰ ਰਾਜ਼ੀ ਕਰ ਸੱਕਦਾ ਹੈ
The same heard Paul speak: who stedfastly beholding him, and perceiving that he had faith to be healed,
10 ਇਸ ਲਈ ਪੌਲੁਸ ਉੱਚੀ ਬੋਲਿਆ, “ਆਪਣੇ ਪੈਰਾਂ ਤੇ ਖਲੋ ਜਾ।” ਉਹ ਆਦਮੀ ਉੱਥੋਂ ਕੁਦਿਆ ਅਤੇ ਉਸ ਨੇ ਆਸ-ਪਾਸ ਚੱਲਣਾ ਸ਼ੁਰੂ ਕਰ ਦਿੱਤਾ।
Said with a loud voice, Stand upright on thy feet. And he leaped and walked.
11 ਜਦੋਂ ਲੋਕਾਂ ਨੇ ਪੌਲੁਸ ਨੂੰ ਅਜਿਹਾ ਕਰਦਿਆਂ ਵੇਖਿਆ ਤਾਂ ਉਹ ਲੁਕਾਉਣਿਯਾ ਦੀ ਆਪਣੀ ਭਾਸ਼ਾ ਵਿੱਚ ਚਿਲਾਉਣ ਲੱਗੇ, “ਦੇਵਤੇ ਮਾਨਵ ਦਾ ਰੂਪ ਧਾਰਕੇ ਸਾਡੇ ਕੋਲ ਆਏ ਹਨ।”
And when the people saw what Paul had done, they lifted up their voices, saying in the speech of Lycaonia, The gods are come down to us in the likeness of men.
12 ਲੋਕਾਂ ਨੇ ਬਰਨਬਾਸ ਨੂੰ ਦਿਓਸ ਅਤੇ ਪੌਲੁਸ ਨੂੰ “ਹਰਮੇਸ” ਨਾਉਂ ਨਾਲ ਬੁਲਾਉਣਾ ਸ਼ੁਰੂ ਕੀਤਾ ਇਸ ਲਈ ਕਿਉਂਕਿ ਇਹ ਬਚਨ ਕਰਨ ਵਿੱਚ ਆਗੂ ਸੀ।
And they called Barnabas, Jupiter; and Paul, Mercurius, because he was the chief speaker.
13 ਦਿਓਸ ਦਾ ਮੰਦਰ ਸ਼ਹਿਰ ਦੇ ਕੋਲ ਹੀ ਸੀ। ਇਸ ਮੰਦਰ ਦਾ ਜਾਜਕ ਕੁਝ ਬਲਦ ਅਤੇ ਫ਼ੁੱਲ ਸ਼ਹਿਰ ਦੇ ਫ਼ਾਟਕਾਂ ਤੇ ਲਿਆਇਆ। ਉਹ ਲੋਕ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਬਲੀਆਂ ਦੇਣਾ ਚਾਹੁੰਦੇ ਸਨ।
Then the priest of Jupiter, which was before their city, brought oxen and garlands unto the gates, and would have done sacrifice with the people.
14 ਪਰ ਜਦੋਂ ਪੌਲੁਸ ਅਤੇ ਬਰਨਬਾਸ ਰਸੂਲਾਂ ਨੇ ਇਹ ਸੁਣਿਆ ਤਾਂ ਉਨ੍ਹਾਂ ਆਪਣੇ ਵਸਤਰ ਪਾੜੇ ਅਤੇ ਲੋਕਾਂ ਵਿੱਚ ਬਾਹਰ ਨੂੰ ਦੌੜ ਪਏ ਅਤੇ ਉੱਚੀ-ਉੱਚੀ ਚਿਲਾਉਣ ਲੱਗ ਪਏ,
Which when the apostles, Barnabas and Paul, heard of, they rent their clothes, and ran in among the people, crying out,
15 “ਹੇ ਪੁਰੱਖੋ। ਤੁਸੀਂ ਇਹ ਕਿਉਂ ਕਰ ਰਹੇ ਹੋ? ਅਸੀਂ ਦੇਵਤੇ ਨਹੀਂ ਹਾਂ। ਅਸੀਂ ਤੁਹਾਡੇ ਹੀ ਵਰਗੇ ਮਨੁੱਖ ਹਾਂ। ਅਸੀਂ ਇੱਥੇ ਤੁਹਾਨੂੰ ਖੁਸ਼ਖਬਰੀ ਦੱਸਣ ਆਏ ਹਾਂ ਕਿ ਤੁਹਾਨੂੰ ਇਨ੍ਹਾਂ ਵਿਅਰਥ ਗੱਲਾਂ ਤੋਂ ਜਿਉਂਦੇ ਸੱਚੇ ਪਰਮੇਸ਼ੁਰ ਵੱਲ ਪਰਤਣਾ ਚਾਹੀਦਾ ਹੈ। ਉਹੀ ਹੈ ਜਿਸਨੇ ਅਕਾਸ਼ ਸਿਰਜਿਆ ਹੈ, ਧਰਤੀ, ਸਮੁੰਦਰ ਅਤੇ ਉਸ ਸਾਰੀ ਸ੍ਰਿਸ਼ਟੀ ਵਿੱਚ ਜੀਵਨ ਸਿਰਜਿਆ ਹੈ।
And saying, Sirs, why do ye these things? We also are men of like passions with you, and preach unto you that ye should turn from these vanities unto the living God, which made heaven, and earth, and the sea, and all things that are therein:
16 “ਪਿੱਛਲੇ ਸਮਿਆਂ ਵਿੱਚ ਪਰਮੇਸ਼ੁਰ ਨੇ ਕੌਮਾਂ ਨੂੰ ਉਹ ਕਰਨ ਦਿੱਤਾ ਜੋ ਉਨ੍ਹਾਂ ਨੇ ਚਾਹਾ।
Who in times past suffered all nations to walk in their own ways.
17 ਪਰ ਪਰਮੇਸ਼ੁਰ ਨੇ ਉਹ ਕਾਰਜ ਕੀਤੇ ਜੋ ਦਿਖਾਉਂਦੇ ਹਨ ਕਿ ਉਹ ਮੌਜੂਦ ਹੈ। ਉਸ ਨੇ ਤੁਹਾਡੇ ਲਈ ਹਮੇਸ਼ਾ ਚੰਗੀਆਂ ਗੱਲਾਂ ਕੀਤੀਆਂ। ਉਸ ਨੇ ਅਕਾਸ਼ ਤੋਂ ਤੁਹਾਡੇ ਲਈ ਬਰੱਖਾ ਕੀਤੀ ਅਤੇ ਸਹੀ ਵਕਤ ਤੇ ਫ਼ਸਲਾਂ ਦਿੱਤੀਆਂ। ਉਹ ਤੁਹਾਨੂੰ ਖਾਣ ਲਈ ਬੇਸ਼ੁਮਾਰ ਅਨਾਜ ਦਿੰਦਾ ਹੈ ਅਤੇ ਤੁਹਾਡੇ ਦਿਲ ਖੁਸ਼ੀਆਂ ਨਾਲ ਭਰਪੂਰ ਰੱਖਦਾ ਹੈ।”
Nevertheless he left not himself without witness, in that he did good, and gave us rain from heaven, and fruitful seasons, filling our hearts with food and gladness.
18 ਪੌਲੁਸ ਅਤੇ ਬਰਨਬਾਸ ਨੇ ਉਨ੍ਹਾਂ ਨੂੰ ਇਹ ਗੱਲਾਂ ਕਹੀਆਂ, ਪਰ ਉਹ ਬੜੀ ਮੁਸ਼ਕਿਲ ਨਾਲ ਉਨ੍ਹਾਂ ਲੋਕਾਂ ਨੂੰ ਉਨ੍ਹਾਂ ਲਈ ਬਲੀਆਂ ਦੇਣ ਤੋਂ ਰੋਕ ਸੱਕੇ।
And with these sayings scarce restrained they the people, that they had not done sacrifice unto them.
19 ਫ਼ਿਰ ਕੁਝ ਯਹੂਦੀ ਅੰਤਾਕਿਯਾ ਅਤੇ ਇੱਕੁਨਿਯੁਮ ਤੋਂ ਆਏ, ਅਤੇ ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪੌਲੁਸ ਦੇ ਵਿਰੁੱਧ ਹੋ ਜਾਣ ਲਈ ਉਕਸਾਇਆ। ਇਸ ਲਈ ਉਨ੍ਹਾਂ ਨੇ ਪੌਲੁਸ ਤੇ ਪੱਥਰਾਵ ਕੀਤਾ ਅਤੇ ਇਹ ਸੋਚ ਕੇ ਧੂਹ ਕੇ ਸ਼ਹਿਰ ਤੋਂ ਬਾਹਰ ਸੁੱਟ ਦਿੱਤਾ, ਕਿ ਉਹ ਮਰ ਗਿਆ ਸੀ।
And there came thither certain Jews from Antioch and Iconium, who persuaded the people, and, having stoned Paul, drew him out of the city, supposing he had been dead.
20 ਯਿਸੂ ਦੇ ਚੇਲੇ ਪੌਲੁਸ ਦੇ ਆਸ-ਪਾਸ ਇੱਕਤਰ ਹੋਏ, ਉਹ ਉੱਠਿਆ ਅਤੇ ਨਗਰ ਵਿੱਚ ਵਾਪਸ ਚੱਲਿਆ ਗਿਆ। ਅਗਲੇ ਦਿਨ ਉਹ ਅਤੇ ਬਰਨਬਾਸ ਦਰਬੇ ਸ਼ਹਿਰ ਵਿੱਚ ਚੱਲੇ ਗਏ।
Howbeit, as the disciples stood round about him, he rose up, and came into the city: and the next day he departed with Barnabas to Derbe.
21 ਅੰਤਾਕਿਯਾ ਵਿੱਚ ਪਰਤਣਾ ਪੌਲੁਸ ਅਤੇ ਬਰਨਬਾਸ ਨੇ ਦਰਬੇ ਸ਼ਹਿਰ ਵਿੱਚ ਵੀ ਖੁਸ਼ਖਬਰੀ ਦਾ ਪਰਚਾਰ ਕੀਤਾ। ਬਹੁਤ ਸਾਰੇ ਲੋਕ ਇੱਥੇ ਯਿਸੂ ਦੇ ਚੇਲੇ ਬਣ ਗਏ। ਉਹ ਦੋਨੋਂ ਲੁਸਤ੍ਰਾ, ਇੱਕੁਨਿਯੁਮ ਅਤੇ ਅੰਤਾਕਿਯਾ ਨੂੰ ਪਰਤੇ।
And when they had preached the gospel to that city, and had taught many, they returned again to Lystra, and to Iconium, and Antioch,
22 ਇਨ੍ਹਾਂ ਸ਼ਹਿਰਾਂ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਨੇ ਯਿਸੂ ਦੇ ਚੇਲਿਆਂ ਨੂੰ ਤਕੜੇ ਬਣਾਇਆ ਅਤੇ ਉਨ੍ਹਾਂ ਨੂੰ ਵਿਸ਼ਵਾਸ ਵਿੱਚ ਰਹਿਣ ਬਾਰੇ ਸਮਝਾਇਆ ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਸਾਨੂੰ ਪਰਮੇਸ਼ੁਰ ਦੇ ਰਾਜ ਵਿੱਚ ਪ੍ਰਵੇਸ਼ ਕਰਨ ਲਈ ਅਨੇਕਾਂ ਮੁਸ਼ਕਲਾਂ ਦਾ ਸਾਹਮਣਾ ਕਰਨਾ ਪਵੇਗਾ।”
Confirming the souls of the disciples, and exhorting them to continue in the faith, and that we must through much tribulation enter into the kingdom of God.
23 ਉਨ੍ਹਾਂ ਨੇ ਹਰੇਕ ਕਲੀਸਿਯਾ ਲਈ ਬਜ਼ੁਰਗਾਂ ਨੂੰ ਨਿਯੁਕਤ ਕੀਤਾ। ਵਰਤ ਅਤੇ ਪ੍ਰਾਰਥਨਾ ਨਾਲ, ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਪ੍ਰਭੂ ਨੂੰ ਸੌਂਪ ਦਿੱਤਾ, ਜਿਸਤੇ ਉਨ੍ਹਾਂ ਨੇ ਭਰੋਸਾ ਕੀਤਾ।
And when they had ordained them elders in every church, and had prayed with fasting, they commended them to the Lord, on whom they believed.
24 ਤਦ ਉਹ ਦੋਨੋਂ ਪਿਸਿਦਿਯਾ ਦੇਸ਼ ਵਿੱਚੋਂ ਦੀ ਲੰਘੇ ਅਤੇ ਪੰਫ਼ਲਿਯਾ ਦੇਸ਼ ਵਿੱਚ ਪਹੁੰਚੇ।
And after they had passed throughout Pisidia, they came to Pamphylia.
25 ਫ਼ਿਰ ਉਨ੍ਹਾਂ ਨੇ ਪਰਮੇਸ਼ੁਰ ਦਾ ਸੰਦੇਸ਼ ਪਰਗਾ ਵਿੱਚ ਦਿੱਤਾ ਅਤੇ ਉਸਤੋਂ ਬਾਅਦ ਉਹ ਅੰਤਾਕਿਯਾ ਸ਼ਹਿਰ ਵੱਲ ਗਏ।
And when they had preached the word in Perga, they went down into Attalia:
26 ਉੱਥੋਂ ਤੋਂ, ਜਹਾਜ਼ ਰਾਹੀਂ ਉਹ ਦੋਨੋਂ ਅੰਤਾਕਿਯਾ ਨੂੰ ਗਏ। ਇਹ ਉਹੀ ਸ਼ਹਿਰ ਸੀ ਜਿੱਥੇ ਨਿਹਚਾਵਾਨਾਂ ਨੇ ਉਨ੍ਹਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਨੂੰ ਸੌਂਪ ਦਿੱਤਾ ਅਤੇ ਉਨ੍ਹਾਂ ਨੂੰ ਇਹ ਕੰਮ ਕਰਨ ਲਈ ਭੇਜ ਦਿੱਤਾ। ਹੁਣ ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਦਿੱਤਾ ਹੋਇਆ ਕੰਮ ਪੂਰਨ ਕਰ ਦਿੱਤਾ ਸੀ।
And thence sailed to Antioch, from whence they had been recommended to the grace of God for the work which they fulfilled.
27 ਜਦੋਂ ਉੱਥੇ ਦੋਨੋਂ ਪਹੁੰਚੇ, ਉਨ੍ਹਾਂ ਨੇ ਕਲੀਸਿਯਾ ਨੂੰ ਇਕੱਠੇ ਕੀਤਾ ਅਤੇ ਉਨ੍ਹਾਂ ਨੂੰ ਉਹ ਗੱਲਾਂ ਦੱਸੀਆਂ ਜਿਹੜੀਆਂ ਪਰਮੇਸ਼ੁਰ ਨੇ ਉਨ੍ਹਾਂ ਰਾਹੀਂ ਕੀਤੀਆਂ ਸਨ। ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਪਰਮੇਸ਼ੁਰ ਨੇ ਦਰਵਾਜ਼ਾ ਖੋਲ੍ਹਿਆ ਹੈ ਤਾਂ ਜੋ ਗੈਰ ਕੌਮਾਂ ਦੇ ਲੋਕ ਵੀ ਨਿਹਚਾ ਕਰ ਸੱਕਣ।”
And when they were come, and had gathered the church together, they rehearsed all that God had done with them, and how he had opened the door of faith unto the Gentiles.
28 ਉੱਥੇ ਪੌਲੁਸ ਅਤੇ ਬਰਨਬਾਸ ਮਸੀਹ ਦੇ ਚੇਲਿਆਂ ਨਾਲ ਬਹੁਤ ਦਿਨ ਰਹੇ।
And there they abode long time with the disciples.