Exodus 18
1 ମିଦିଯନୀଯମାନଙ୍କର ଯାଜକ ୟିଥ୍ରୋ, ମାଶାଙ୍କେର ଶ୍ବଶୁର ଥିଲେ। ଯିଥ୍ରୋଶୁଣିବାକୁ ପାଇଲେ, ସଦାପ୍ରଭୁ ବିଭିନ୍ନ ପ୍ରକା ରେ ମାଶାେ ଏବଂ ତାଙ୍କର ଇଶ୍ରାୟେଲୀୟ ଲୋକମାନଙ୍କୁ ସାହାୟ୍ଯ କରିଛନ୍ତି। ଏବଂ ଯିଥ୍ରୋଶୁଣିବାକୁ ପାଇଲେ, ସଦାପ୍ରଭୁ ମିଶରରୁ ଇଶ୍ରାୟେଲୀୟମାନଙ୍କୁ ବାହାର କରି ଆଣିଛନ୍ତି।
2 ତେଣୁ ଯିଥ୍ରୋ ମାଶାଙ୍କେ ନିକଟକୁ ଗଲେ। ଯେତବେେଳେ ମାଶାେ ପରମେଶ୍ବରଙ୍କ ପର୍ବତ ସୀନ ରେ ଥିଲେ। ଯିଥ୍ରୋ ମାଶାଙ୍କେର ସ୍ତ୍ରୀ ସିପୋରାକୁ ସାଙ୍ଗ ରେ ନଇଗେଲେ। ସିପୋରା ମାଶାଙ୍କେ ପଖ ରେ ନଥିଲେ କାରଣ ମାଶାେ ତାଙ୍କୁ ତାଙ୍କ ପିତାଙ୍କ ଗୃହକୁ ପଠାଇ ଦଇେଥିଲେ।
3 ଯିଥ୍ରୋମଧ୍ଯ ମାଶାଙ୍କେର ଦୁଇପୁତ୍ରଙ୍କୁ ସାଙ୍ଗ ରେ ନଇେଥିଲେ। ତାଙ୍କର ପ୍ରଥମ ପୁତ୍ରର ନାମ ଥିଲା ଗେର୍ଶୋମ। ତାଙ୍କର ଏପରି ନାମକରଣ କରାୟାଇଥିଲା କାରଣ ମାଶାେ କହିଲେ, ମୁଁ ବିଦେଶ ରେ ପ୍ରବାସୀ ହଲିେ।
4 ଅନ୍ୟ ପୁତ୍ରଟିର ନାମ ଦଇେଥିଲେ ଇଲିଯଷେର, କାରଣ ତା'ର ଜନ୍ମ ସମୟରେ ମାଶାେ କହିଲେ, ମାରେପିତାଙ୍କର ପରମେଶ୍ବର ମାେତେ ସାହାୟ୍ଯ କଲେ ଏବଂ ଫାରୋଙ୍କର ଖଡ୍ଗରୁ ରକ୍ଷା କଲେ।
5 ତେଣୁ ଯିଥ୍ରୋ ମାଶାଙ୍କେ ନିକଟକୁ, ମାଶାଙ୍କେର ଦୁଇପୁତ୍ର ଓ ସ୍ତ୍ରୀ ସହିତ ଗଲେ। ସହେି ସମୟରେ ମାଶାେ ପରମେଶ୍ବରଙ୍କର ପର୍ବତ ନିକଟରେ ଛାଉଣୀ ପକାଇଥିଲେ।
6 ଯିଥ୍ରୋ ମାଶାଙ୍କେ ନିକଟକୁ ଏକ ବାର୍ତ୍ତା ପଠାଇଲେ ଯିଥ୍ରୋକହିଲେ, ମୁଁ ତୁମ୍ଭର ଶ୍ବଶୁର ଯିଥ୍ରୋଏବଂ ତୁମ୍ଭର ସ୍ତ୍ରୀ ଓ ତୁମ୍ଭର ଦୁଇପୁତ୍ର ସହିତ ତୁମ୍ଭ ନିକଟକୁ ଆସିଅଛୁ।
7 ତେଣୁ ମାଶାେ ତାଙ୍କ ଶ୍ବଶୁରଙ୍କୁ ସାକ୍ଷାତ କରିବାକୁ ବାହାରକୁ ଗଲେ। ମାଶାେ ତାଙ୍କ ଶ୍ବଶୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଓ ତାଙ୍କୁ ଚୁମ୍ବନ ଦଲେ। ଏବଂ ସମାନେେ ପରମେଶ୍ବରଙ୍କର ଉତ୍ତମ ଖବର ବୁଝିଲେ। ଏହାପରେ ସମାନେେ ମାଶାଙ୍କେ ତମ୍ବୁକୁ ଗଲେ ଓ ସଠାେରେ କଥା ହେଲ।
8 ସଦାପ୍ରଭୁ ତାଙ୍କର ଇଶ୍ରାୟେଲୀୟ ଲୋକଙ୍କ ପାଇଁ ଯାହାସବୁ କରିଥିଲେ, ସହେି ସମସ୍ତ ବିଷଯ ମାଶାେ ତାଙ୍କ ଶ୍ବଶୁରଙ୍କୁ କହିଲେ। ମାଶାେ ମଧ୍ଯ କହିଲେ, ସଦାପ୍ରଭୁ ମିଶର ଓ ରାଜା ଫାରୋଙ୍କ ବିରୁଦ୍ଧ ରେ ଇଶ୍ରାୟେଲ ନିମନ୍ତେ ଯାହା କରିଥିଲେ, ସମାନେେ ରାସ୍ତା ରେ ସମ୍ମୁଖୀନ ହାଇେଥିବା କଠିନତା ବିଷଯ କହିଲେ। ଏବଂ କିପରି ସଦାପ୍ରଭୁ ସମାନଙ୍କେୁ ରକ୍ଷା କରିଛନ୍ତି ତାହା ମାଶାେ ତାଙ୍କ ଶ୍ବଶୁରଙ୍କୁ କହିଲେ।
9 ଯିଥ୍ରୋବହୁତ ଖୁସି ହେଲେ, ଯେତବେେଳେ ଜାଣିଲେ ସଦାପ୍ରଭୁ ଇଶ୍ରାୟେଲବାସୀମାନଙ୍କ ପାଇଁ ବହୁତ ଭଲ କର୍ମମାନ କରିଛନ୍ତି। ଏବଂ ସେ ବହୁତ ଖୁସି ହେଲେ ଯେ ସଦାପ୍ରଭୁ ମିଶରଠାରୁ ଇଶ୍ରାୟେଲକୁ ମୁକ୍ତ କରିଛନ୍ତି।
10 ଯିଥ୍ରୋକହିଲେ, ସଦାପ୍ରଭୁଙ୍କର ପ୍ରଶଂସା କର! ସେ ତୁମ୍ଭମାନଙ୍କୁ ମିଶରର ଶକ୍ତି ନିକଟରୁ ଉଦ୍ଧାର କରିଛନ୍ତି। ସଦାପ୍ରଭୁ ତୁମ୍ଭମାନଙ୍କୁ ଫାରୋଙ୍କ ନିକଟରୁ ରକ୍ଷା କରିଛନ୍ତି
11 ବର୍ତ୍ତମାନ ମୁଁ ଜାଣିଲି ଯେ ସଦାପ୍ରଭୁ ହେଉଛନ୍ତି ସମସ୍ତ ଦବେତାଗଣଙ୍କଠାରୁ ମହାନ୍। ସମାନେେ ଯେଉଁ ବିଷଯ ରେ ସମାନଙ୍କେ ବିରୁଦ୍ଧ ରେ ଗର୍ବ କରିଥିଲେ କିନ୍ତୁ ଦେଖ ପରମେଶ୍ବର କ'ଣ କଲେ!
12 ଯିଥ୍ରୋପରମେଶ୍ବରଙ୍କୁ ନବୈେଦ୍ଯ ଅର୍ପଣ କଲେ। ହାରୋଣ, ମାଶାେ ଓ ଇଶ୍ରାୟେଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ବରଙ୍କ ସମ୍ମୁଖ ରେ ମାଶାଙ୍କେ ଶ୍ବଶୁର ସଙ୍ଗେ ଭୋଜନ କଲେ।
13 ତା'ପରଦିନ ମାଶାେ ଲୋକଙ୍କର ବିଚାର କରିବାକୁ ବସିଲେ। ତେଣୁ ବହୁତ ଲୋକ ତାଙ୍କ ସମ୍ମୁଖ ରେ ସନ୍ଧ୍ଯା ପର୍ୟ୍ଯନ୍ତ ଠିଆ ହାଇେ ରହିଲେ।
14 ମାଶାେ ଲୋକମାନଙ୍କର ବିଚାର କରୁଥିବାର ଯିଥ୍ରୋ ଦେଖିଲେ। ସେ ପଚାରିଲେ, ତୁମ୍ଭେ ଏପରି କାହିଁକି କରୁଛ? ତୁମ୍ଭେ ଏକୁଟିଆ କାହିଁକି ବିଚାର କରୁଛ? ଏବଂ କାହିଁକି ତୁମ୍ଭ ନିକଟରେ ଲୋକମାନେ ସକାଳରୁ ସନ୍ଧ୍ଯା ପର୍ୟ୍ଯନ୍ତ ଠିଆ ହବେେ?
15 ଏହାପରେ ମାଶାେ ତାଙ୍କ ଶ୍ବଶୁରଙ୍କୁ କହିଲେ, ସମାନେେ ପରମେଶ୍ବରଙ୍କର ବିଚାର ବୁଝିବା ପାଇଁ ମାେ ନିକଟକୁ ଆସନ୍ତି।
16 ସମାନଙ୍କେର କୌଣସି ବିବାଦ ହେଲ, ମାେ ପାଖକୁ ଆସନ୍ତି। ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧିଅରେ ବିଚାର କରେ। ସମାନଙ୍କେୁ ପରମେଶ୍ବରଙ୍କର ବିଧି ଓ ବ୍ଯବସ୍ଥା ସବୁ ଶିକ୍ଷା ଦିଏ।
17 କିନ୍ତୁ ମାଶାଙ୍କେ ଶ୍ବଶୁର ତାଙ୍କୁ କହିଲେ, ତୁମ୍ଭର ଏପ୍ରକାର କର୍ମ କରିବା ଠିକ୍ ନୁହେଁ।
18 ଏହିସବୁ କାର୍ୟ୍ଯ ତୁମ୍ଭ ପାଇଁ ଏକୁଟିଆ କରିବା ବହୁତ କଷ୍ଟ। ତୁମ୍ଭେ ଏକା ଏସମସ୍ତ କାର୍ୟ୍ଯ କରିପାରିବା ନାହିଁ। ଏହା ତୁମ୍ଭକୁ କ୍ଷୀଣ କରିଦବେ ଏବଂ ଏହା ଲୋକମାନଙ୍କୁ କ୍ଲାନ୍ତ ଆଣିଦବେ।
19 ବର୍ତ୍ତମାନ ମାେ କଥା ଶୁଣ। ମାରେ କେତକେ ଉପଦେଶ ଗ୍ରହଣ କର। ପରମେଶ୍ବର ତୁମ୍ଭର ସହବର୍ତ୍ତୀ ହୁଅନ୍ତୁ। ପରମେଶ୍ବରଙ୍କ ଛାମୁ ରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହାଇେ ସମାନଙ୍କେ କଥା ପରମେଶ୍ବରଙ୍କ ନିକଟରେ ଜଣାଅ।
20 ତୁମ୍ଭେ ସମାନଙ୍କେୁ ବିଧି ଓ ବ୍ଯବସ୍ଥାର ଉପଦେଶ ଦିଅ ଓ ସମାନଙ୍କେ ଗନ୍ତବ୍ଯ ପଥ ଓ କର୍ତ୍ତବ୍ଯ କର୍ମ ଦଖାେଅ।
21 ଆହୁରି ତୁମ୍ଭେ ଏହି ଲୋକମାନଙ୍କ ମଧ୍ଯରୁ କର୍ମକ୍ଷମ, ଅର୍ଥାତ୍
22 ସମାନେେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ। ପୁଣି ଜଟିଳ ବିଷଯ ରେ ତୁମ୍ଭ ନିକଟକୁ ଆସିବେ। ମାତ୍ର କ୍ଷୁଦ୍ର କଥାସବୁ ସମାନେେ ଆପେ ବିଚାର କରିବେ। ତାହା ହେଲ, ତୁମ୍ଭ ନିଜ କର୍ମରୁ ଉଶ୍ବାସ ହବେ। ପୁଣି ସମାନେେ ତୁମ୍ଭ ସହିତ ଭାର ବହିବେ।
23 ତୁମ୍ଭେ ଯଦି ଏପରି କରିବ, ପୁଣି ସଦାପ୍ରଭୁ ଏପରି କରିବା ପାଇଁ ଆଜ୍ଞା ଦବେେ, ତବେେ ତୁମ୍ଭେ ସହି ପାରିବ। ଆଉ ଏହି ସବୁ ଲୋକମାନେ କୁଶଳ ରେ ସ୍ବସ୍ଥାନକୁ ଯିବେ।
24 ଏହାପରେ ମାଶାେ ଆପଣା ଶ୍ବଶୁରଙ୍କ କଥା ରେ ମନୋୟୋଗ କରି ତାଙ୍କର ବାକ୍ଯାନୁସା ରେ ସବୁ କର୍ମ କଲେ।
25 ପୁଣି ମାଶାେ ସମଗ୍ର ଇଶ୍ରାୟେଲ ମଧ୍ଯରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ ଅର୍ଥାତ୍ ସହସ୍ର ପତି, ଶତପତି, ପଞ୍ଚାଶତ୍ପତି ଓ ଦଶପତି ରୂପେ ନିୟୁକ୍ତ କଲେ।
26 ତହୁଁ ସମାନେେ ସବୁ ସମୟରେ ଲୋକମାନଙ୍କର ବିଚାର କଲେ ଓ କଠିନ ବିଚାରସବୁ ମାଶାଙ୍କେ ନିକଟକୁ ଆଣିଲେ। ମାତ୍ର କ୍ଷୁଦ୍ର କଥାସବୁ ନିଜେ ନିଜେ ବିଚାର କଲେ।
27 ଏହାପରେ ମାଶାେ ତାଙ୍କ ଶ୍ବଶୁରଙ୍କୁ ବିଦାଯ ଦେଲେ ଏବଂ ଯିଥ୍ରୋସ୍ବଦେଶକୁ ଗଲେ।
1 When Jethro, the priest of Midian, Moses’ father in law, heard of all that God had done for Moses, and for Israel his people, and that the Lord had brought Israel out of Egypt;
2 Then Jethro, Moses’ father in law, took Zipporah, Moses’ wife, after he had sent her back,
3 And her two sons; of which the name of the one was Gershom; for he said, I have been an alien in a strange land:
4 And the name of the other was Eliezer; for the God of my father, said he, was mine help, and delivered me from the sword of Pharaoh:
5 And Jethro, Moses’ father in law, came with his sons and his wife unto Moses into the wilderness, where he encamped at the mount of God:
6 And he said unto Moses, I thy father in law Jethro am come unto thee, and thy wife, and her two sons with her.
7 And Moses went out to meet his father in law, and did obeisance, and kissed him; and they asked each other of their welfare; and they came into the tent.
8 And Moses told his father in law all that the Lord had done unto Pharaoh and to the Egyptians for Israel’s sake, and all the travail that had come upon them by the way, and how the Lord delivered them.
9 And Jethro rejoiced for all the goodness which the Lord had done to Israel, whom he had delivered out of the hand of the Egyptians.
10 And Jethro said, Blessed be the Lord, who hath delivered you out of the hand of the Egyptians, and out of the hand of Pharaoh, who hath delivered the people from under the hand of the Egyptians.
11 Now I know that the Lord is greater than all gods: for in the thing wherein they dealt proudly he was above them.
12 And Jethro, Moses’ father in law, took a burnt offering and sacrifices for God: and Aaron came, and all the elders of Israel, to eat bread with Moses’ father in law before God.
13 And it came to pass on the morrow, that Moses sat to judge the people: and the people stood by Moses from the morning unto the evening.
14 And when Moses’ father in law saw all that he did to the people, he said, What is this thing that thou doest to the people? why sittest thou thyself alone, and all the people stand by thee from morning unto even?
15 And Moses said unto his father in law, Because the people come unto me to inquire of God:
16 When they have a matter, they come unto me; and I judge between one and another, and I do make them know the statutes of God, and his laws.
17 And Moses’ father in law said unto him, The thing that thou doest is not good.
18 Thou wilt surely wear away, both thou, and this people that is with thee: for this thing is too heavy for thee; thou art not able to perform it thyself alone.
19 Hearken now unto my voice, I will give thee counsel, and God shall be with thee: Be thou for the people to God-ward, that thou mayest bring the causes unto God:
20 And thou shalt teach them ordinances and laws, and shalt shew them the way wherein they must walk, and the work that they must do.
21 Moreover thou shalt provide out of all the people able men, such as fear God, men of truth, hating covetousness; and place such over them, to be rulers of thousands, and rulers of hundreds, rulers of fifties, and rulers of tens:
22 And let them judge the people at all seasons: and it shall be, that every great matter they shall bring unto thee, but every small matter they shall judge: so shall it be easier for thyself, and they shall bear the burden with thee.
23 If thou shalt do this thing, and God command thee so, then thou shalt be able to endure, and all this people shall also go to their place in peace.
24 So Moses hearkened to the voice of his father in law, and did all that he had said.
25 And Moses chose able men out of all Israel, and made them heads over the people, rulers of thousands, rulers of hundreds, rulers of fifties, and rulers of tens.
26 And they judged the people at all seasons: the hard causes they brought unto Moses, but every small matter they judged themselves.
27 And Moses let his father in law depart; and he went his way into his own land.
Acts 14 in Tamil and English
1 ਪੌਲੁਸ ਅਤੇ ਬਰਨਬਾਸ ਇੱਕੋਨਿਯੁਮ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਤਦ ਇੱਕੋਦਿਯਾਮ ਸ਼ਹਿਰ ਵਿੱਚ ਪਹੁੰਚੇ। ਉੱਥੇ ਉਹ ਯਹੂਦੀਆਂ ਦੇ ਪ੍ਰਾਰਥਨਾ ਸਥਾਨ ਤੇ ਪਹੁੰਚੇ ਉਹ ਹਰ ਸ਼ਹਿਰ ਵਿੱਚ ਜਾਕੇ ਇਵੇਂ ਹੀ ਕਰਦੇ ਸਨ। ਉਨ੍ਹਾਂ ਨੇ ਇੰਨਾ ਵੱਧੀਆ ਬਚਨ ਕੀਤਾ ਕਿ ਯਹੂਦੀਆਂ ਅਤੇ ਯੂਨਾਨੀਆਂ ਨੇ ਉਨ੍ਹਾਂ ਉੱਪਰ ਵਿਸ਼ਵਾਸ ਕੀਤਾ।
And it came to pass in Iconium, that they went both together into the synagogue of the Jews, and so spake, that a great multitude both of the Jews and also of the Greeks believed.
2 ਪਰ ਕੁਝ ਯਹੂਦੀ ਲੋਕਾਂ ਨੇ ਵਿਸ਼ਵਾਸ ਨਾ ਕੀਤਾ, ਅਤੇ ਇਨ੍ਹਾਂ ਲੋਕਾਂ ਨੇ ਗੈਰ-ਯਹੂਦੀਆਂ ਨੂੰ ਭੜਕਾਇਆ ਅਤੇ ਨਿਹਚਾਵਾਨਾਂ ਬਾਰੇ ਉਨ੍ਹਾਂ ਦੇ ਮਨਾਂ ਵਿੱਚ ਜ਼ਹਿਰ ਭਰ ਦਿੱਤਾ।
But the unbelieving Jews stirred up the Gentiles, and made their minds evil affected against the brethren.
3 ਇਸ ਦੇ ਬਾਵਜੂਦ, ਪੌਲੁਸ ਅਤੇ ਬਰਨਬਾਸ ਬਹੁਤ ਦਿਨਾ ਲਈ ਇੱਕੋਨਿਯੁਮ ਵਿੱਚ ਰੁਕੇ ਅਤੇ ਨਿਰਭੈ ਹੋਕੇ ਪ੍ਰਭੂ ਬਾਰੇ ਬੋਲੇ। ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਬਾਰੇ ਪ੍ਰਚਾਰ ਕੀਤਾ। ਪ੍ਰਭੂ ਨੇ ਉਨ੍ਹਾਂ ਦੇ ਸੰਦੇਸ਼ ਨੂੰ ਕਰਾਮਾਤੀ ਨਿਸ਼ਾਨ ਅਤੇ ਅਚੰਭੇ ਕਰਨ ਦੀ ਯੋਗਤਾ ਦੇਕੇ ਸਾਬਤ ਕੀਤਾ।
Long time therefore abode they speaking boldly in the Lord, which gave testimony unto the word of his grace, and granted signs and wonders to be done by their hands.
4 ਪਰ ਨਗਰ ਵਿੱਚ ਲੋਕਾਂ ਦਾ ਬਟਵਾਰਾ ਹੋ ਗਿਆ। ਕੁਝ ਲੋਕ ਯਹੂਦੀਆਂ ਨਾਲ ਸਹਿਮਤ ਹੋਣ ਲੱਗੇ ਅਤੇ ਕੁਝ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਮੰਨਣ ਲੱਗੇ।
But the multitude of the city was divided: and part held with the Jews, and part with the apostles.
5 ਕੁਝ ਗੈਰ-ਯਹੂਦੀਆਂ, ਕੁਝ ਯਹੂਦੀਆਂ ਅਤੇ ਉਨ੍ਹਾਂ ਦੇ ਆਗੂਆਂ ਨੇ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਨੁਕਸਾਨ ਪਹੁੰਚਾਉਣ ਦੀ ਕੋਸ਼ਿਸ਼ ਕੀਤੀ ਇਹ ਲੋਕ ਇਨ੍ਹਾਂ ਨੂੰ ਪੱਥਰਾਂ ਨਾਲ ਮਾਰ ਮੁਕਾਉਣਾ ਚਾਹੁੰਦੇ ਸਨ।
And when there was an assault made both of the Gentiles, and also of the Jews with their rulers, to use them despitefully, and to stone them,
6 ਜਦੋਂ ਉਨ੍ਹਾਂ ਨੂੰ ਇਸ ਬਾਰੇ ਪਤਾ ਲੱਗਾ, ਉਨ੍ਹਾਂ ਨੇ ਨਗਰ ਛੱਡ ਦਿੱਤਾ ਅਤੇ ਲੁਕਾਉਨਿਯਾ ਵਿੱਚ ਲੁਸਤ੍ਰਾ ਅਤੇ ਦਰਬੇ ਸ਼ਹਿਰਾਂ ਵਿੱਚ ਅਤੇ ਉਸ ਦੇ ਆਸ-ਪਾਸ ਦੇ ਇਲਾਕਿਆਂ ਨੂੰ ਚੱਲੇ ਗਏ।
They were ware of it, and fled unto Lystra and Derbe, cities of Lycaonia, and unto the region that lieth round about:
7 ਉੱਥੇ ਜਾਕੇ ਇਹ ਖੁਸ਼ਖਬਰੀ ਬਾਰੇ ਪਰਚਾਰ ਕਰਦੇ ਰਹੇ।
And there they preached the gospel.
8 ਪੌਲੁਸ-ਲੁਸਤ੍ਰਾ ਅਤੇ ਦਰਬੇ ਵਿੱਚ ਲੁਸਤ੍ਰਾ ਵਿੱਚ ਇੱਕ ਆਦਮੀ ਸੀ ਜਿਸਦੇ ਪੈਰ ਵਿੱਚ ਕੋਈ ਤਕਲੀਫ਼ ਸੀ। ਉਹ ਜਮਾਂਦਰੂ ਹੀ ਲੰਗੜਾ ਸੀ, ਉਸ ਨੇ ਕਦੇ ਚੱਲ ਕੇ ਨਹੀਂ ਸੀ ਵੇਖਿਆ।
And there sat a certain man at Lystra, impotent in his feet, being a cripple from his mother’s womb, who never had walked:
9 ਇਹ ਆਦਮੀ ਉੱਥੇ ਬੈਠਾ ਪੌਲੁਸ ਦੇ ਬਚਨ ਸੁਣ ਰਿਹਾ ਸੀ ਤਾਂ ਪੌਲੁਸ ਨੇ ਉਸ ਨੂੰ ਵੇਖਿਆ ਤੇ ਮਹਿਸੂਸ ਕੀਤਾ ਕਿ ਉਸ ਆਦਮੀ ਨੂੰ ਵਿਸ਼ਵਾਸ ਹੈ ਕਿ ਪਰਮੇਸ਼ੁਰ ਉਸ ਨੂੰ ਰਾਜ਼ੀ ਕਰ ਸੱਕਦਾ ਹੈ
The same heard Paul speak: who stedfastly beholding him, and perceiving that he had faith to be healed,
10 ਇਸ ਲਈ ਪੌਲੁਸ ਉੱਚੀ ਬੋਲਿਆ, “ਆਪਣੇ ਪੈਰਾਂ ਤੇ ਖਲੋ ਜਾ।” ਉਹ ਆਦਮੀ ਉੱਥੋਂ ਕੁਦਿਆ ਅਤੇ ਉਸ ਨੇ ਆਸ-ਪਾਸ ਚੱਲਣਾ ਸ਼ੁਰੂ ਕਰ ਦਿੱਤਾ।
Said with a loud voice, Stand upright on thy feet. And he leaped and walked.
11 ਜਦੋਂ ਲੋਕਾਂ ਨੇ ਪੌਲੁਸ ਨੂੰ ਅਜਿਹਾ ਕਰਦਿਆਂ ਵੇਖਿਆ ਤਾਂ ਉਹ ਲੁਕਾਉਣਿਯਾ ਦੀ ਆਪਣੀ ਭਾਸ਼ਾ ਵਿੱਚ ਚਿਲਾਉਣ ਲੱਗੇ, “ਦੇਵਤੇ ਮਾਨਵ ਦਾ ਰੂਪ ਧਾਰਕੇ ਸਾਡੇ ਕੋਲ ਆਏ ਹਨ।”
And when the people saw what Paul had done, they lifted up their voices, saying in the speech of Lycaonia, The gods are come down to us in the likeness of men.
12 ਲੋਕਾਂ ਨੇ ਬਰਨਬਾਸ ਨੂੰ ਦਿਓਸ ਅਤੇ ਪੌਲੁਸ ਨੂੰ “ਹਰਮੇਸ” ਨਾਉਂ ਨਾਲ ਬੁਲਾਉਣਾ ਸ਼ੁਰੂ ਕੀਤਾ ਇਸ ਲਈ ਕਿਉਂਕਿ ਇਹ ਬਚਨ ਕਰਨ ਵਿੱਚ ਆਗੂ ਸੀ।
And they called Barnabas, Jupiter; and Paul, Mercurius, because he was the chief speaker.
13 ਦਿਓਸ ਦਾ ਮੰਦਰ ਸ਼ਹਿਰ ਦੇ ਕੋਲ ਹੀ ਸੀ। ਇਸ ਮੰਦਰ ਦਾ ਜਾਜਕ ਕੁਝ ਬਲਦ ਅਤੇ ਫ਼ੁੱਲ ਸ਼ਹਿਰ ਦੇ ਫ਼ਾਟਕਾਂ ਤੇ ਲਿਆਇਆ। ਉਹ ਲੋਕ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਬਲੀਆਂ ਦੇਣਾ ਚਾਹੁੰਦੇ ਸਨ।
Then the priest of Jupiter, which was before their city, brought oxen and garlands unto the gates, and would have done sacrifice with the people.
14 ਪਰ ਜਦੋਂ ਪੌਲੁਸ ਅਤੇ ਬਰਨਬਾਸ ਰਸੂਲਾਂ ਨੇ ਇਹ ਸੁਣਿਆ ਤਾਂ ਉਨ੍ਹਾਂ ਆਪਣੇ ਵਸਤਰ ਪਾੜੇ ਅਤੇ ਲੋਕਾਂ ਵਿੱਚ ਬਾਹਰ ਨੂੰ ਦੌੜ ਪਏ ਅਤੇ ਉੱਚੀ-ਉੱਚੀ ਚਿਲਾਉਣ ਲੱਗ ਪਏ,
Which when the apostles, Barnabas and Paul, heard of, they rent their clothes, and ran in among the people, crying out,
15 “ਹੇ ਪੁਰੱਖੋ। ਤੁਸੀਂ ਇਹ ਕਿਉਂ ਕਰ ਰਹੇ ਹੋ? ਅਸੀਂ ਦੇਵਤੇ ਨਹੀਂ ਹਾਂ। ਅਸੀਂ ਤੁਹਾਡੇ ਹੀ ਵਰਗੇ ਮਨੁੱਖ ਹਾਂ। ਅਸੀਂ ਇੱਥੇ ਤੁਹਾਨੂੰ ਖੁਸ਼ਖਬਰੀ ਦੱਸਣ ਆਏ ਹਾਂ ਕਿ ਤੁਹਾਨੂੰ ਇਨ੍ਹਾਂ ਵਿਅਰਥ ਗੱਲਾਂ ਤੋਂ ਜਿਉਂਦੇ ਸੱਚੇ ਪਰਮੇਸ਼ੁਰ ਵੱਲ ਪਰਤਣਾ ਚਾਹੀਦਾ ਹੈ। ਉਹੀ ਹੈ ਜਿਸਨੇ ਅਕਾਸ਼ ਸਿਰਜਿਆ ਹੈ, ਧਰਤੀ, ਸਮੁੰਦਰ ਅਤੇ ਉਸ ਸਾਰੀ ਸ੍ਰਿਸ਼ਟੀ ਵਿੱਚ ਜੀਵਨ ਸਿਰਜਿਆ ਹੈ।
And saying, Sirs, why do ye these things? We also are men of like passions with you, and preach unto you that ye should turn from these vanities unto the living God, which made heaven, and earth, and the sea, and all things that are therein:
16 “ਪਿੱਛਲੇ ਸਮਿਆਂ ਵਿੱਚ ਪਰਮੇਸ਼ੁਰ ਨੇ ਕੌਮਾਂ ਨੂੰ ਉਹ ਕਰਨ ਦਿੱਤਾ ਜੋ ਉਨ੍ਹਾਂ ਨੇ ਚਾਹਾ।
Who in times past suffered all nations to walk in their own ways.
17 ਪਰ ਪਰਮੇਸ਼ੁਰ ਨੇ ਉਹ ਕਾਰਜ ਕੀਤੇ ਜੋ ਦਿਖਾਉਂਦੇ ਹਨ ਕਿ ਉਹ ਮੌਜੂਦ ਹੈ। ਉਸ ਨੇ ਤੁਹਾਡੇ ਲਈ ਹਮੇਸ਼ਾ ਚੰਗੀਆਂ ਗੱਲਾਂ ਕੀਤੀਆਂ। ਉਸ ਨੇ ਅਕਾਸ਼ ਤੋਂ ਤੁਹਾਡੇ ਲਈ ਬਰੱਖਾ ਕੀਤੀ ਅਤੇ ਸਹੀ ਵਕਤ ਤੇ ਫ਼ਸਲਾਂ ਦਿੱਤੀਆਂ। ਉਹ ਤੁਹਾਨੂੰ ਖਾਣ ਲਈ ਬੇਸ਼ੁਮਾਰ ਅਨਾਜ ਦਿੰਦਾ ਹੈ ਅਤੇ ਤੁਹਾਡੇ ਦਿਲ ਖੁਸ਼ੀਆਂ ਨਾਲ ਭਰਪੂਰ ਰੱਖਦਾ ਹੈ।”
Nevertheless he left not himself without witness, in that he did good, and gave us rain from heaven, and fruitful seasons, filling our hearts with food and gladness.
18 ਪੌਲੁਸ ਅਤੇ ਬਰਨਬਾਸ ਨੇ ਉਨ੍ਹਾਂ ਨੂੰ ਇਹ ਗੱਲਾਂ ਕਹੀਆਂ, ਪਰ ਉਹ ਬੜੀ ਮੁਸ਼ਕਿਲ ਨਾਲ ਉਨ੍ਹਾਂ ਲੋਕਾਂ ਨੂੰ ਉਨ੍ਹਾਂ ਲਈ ਬਲੀਆਂ ਦੇਣ ਤੋਂ ਰੋਕ ਸੱਕੇ।
And with these sayings scarce restrained they the people, that they had not done sacrifice unto them.
19 ਫ਼ਿਰ ਕੁਝ ਯਹੂਦੀ ਅੰਤਾਕਿਯਾ ਅਤੇ ਇੱਕੁਨਿਯੁਮ ਤੋਂ ਆਏ, ਅਤੇ ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪੌਲੁਸ ਦੇ ਵਿਰੁੱਧ ਹੋ ਜਾਣ ਲਈ ਉਕਸਾਇਆ। ਇਸ ਲਈ ਉਨ੍ਹਾਂ ਨੇ ਪੌਲੁਸ ਤੇ ਪੱਥਰਾਵ ਕੀਤਾ ਅਤੇ ਇਹ ਸੋਚ ਕੇ ਧੂਹ ਕੇ ਸ਼ਹਿਰ ਤੋਂ ਬਾਹਰ ਸੁੱਟ ਦਿੱਤਾ, ਕਿ ਉਹ ਮਰ ਗਿਆ ਸੀ।
And there came thither certain Jews from Antioch and Iconium, who persuaded the people, and, having stoned Paul, drew him out of the city, supposing he had been dead.
20 ਯਿਸੂ ਦੇ ਚੇਲੇ ਪੌਲੁਸ ਦੇ ਆਸ-ਪਾਸ ਇੱਕਤਰ ਹੋਏ, ਉਹ ਉੱਠਿਆ ਅਤੇ ਨਗਰ ਵਿੱਚ ਵਾਪਸ ਚੱਲਿਆ ਗਿਆ। ਅਗਲੇ ਦਿਨ ਉਹ ਅਤੇ ਬਰਨਬਾਸ ਦਰਬੇ ਸ਼ਹਿਰ ਵਿੱਚ ਚੱਲੇ ਗਏ।
Howbeit, as the disciples stood round about him, he rose up, and came into the city: and the next day he departed with Barnabas to Derbe.
21 ਅੰਤਾਕਿਯਾ ਵਿੱਚ ਪਰਤਣਾ ਪੌਲੁਸ ਅਤੇ ਬਰਨਬਾਸ ਨੇ ਦਰਬੇ ਸ਼ਹਿਰ ਵਿੱਚ ਵੀ ਖੁਸ਼ਖਬਰੀ ਦਾ ਪਰਚਾਰ ਕੀਤਾ। ਬਹੁਤ ਸਾਰੇ ਲੋਕ ਇੱਥੇ ਯਿਸੂ ਦੇ ਚੇਲੇ ਬਣ ਗਏ। ਉਹ ਦੋਨੋਂ ਲੁਸਤ੍ਰਾ, ਇੱਕੁਨਿਯੁਮ ਅਤੇ ਅੰਤਾਕਿਯਾ ਨੂੰ ਪਰਤੇ।
And when they had preached the gospel to that city, and had taught many, they returned again to Lystra, and to Iconium, and Antioch,
22 ਇਨ੍ਹਾਂ ਸ਼ਹਿਰਾਂ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਨੇ ਯਿਸੂ ਦੇ ਚੇਲਿਆਂ ਨੂੰ ਤਕੜੇ ਬਣਾਇਆ ਅਤੇ ਉਨ੍ਹਾਂ ਨੂੰ ਵਿਸ਼ਵਾਸ ਵਿੱਚ ਰਹਿਣ ਬਾਰੇ ਸਮਝਾਇਆ ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਸਾਨੂੰ ਪਰਮੇਸ਼ੁਰ ਦੇ ਰਾਜ ਵਿੱਚ ਪ੍ਰਵੇਸ਼ ਕਰਨ ਲਈ ਅਨੇਕਾਂ ਮੁਸ਼ਕਲਾਂ ਦਾ ਸਾਹਮਣਾ ਕਰਨਾ ਪਵੇਗਾ।”
Confirming the souls of the disciples, and exhorting them to continue in the faith, and that we must through much tribulation enter into the kingdom of God.
23 ਉਨ੍ਹਾਂ ਨੇ ਹਰੇਕ ਕਲੀਸਿਯਾ ਲਈ ਬਜ਼ੁਰਗਾਂ ਨੂੰ ਨਿਯੁਕਤ ਕੀਤਾ। ਵਰਤ ਅਤੇ ਪ੍ਰਾਰਥਨਾ ਨਾਲ, ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਪ੍ਰਭੂ ਨੂੰ ਸੌਂਪ ਦਿੱਤਾ, ਜਿਸਤੇ ਉਨ੍ਹਾਂ ਨੇ ਭਰੋਸਾ ਕੀਤਾ।
And when they had ordained them elders in every church, and had prayed with fasting, they commended them to the Lord, on whom they believed.
24 ਤਦ ਉਹ ਦੋਨੋਂ ਪਿਸਿਦਿਯਾ ਦੇਸ਼ ਵਿੱਚੋਂ ਦੀ ਲੰਘੇ ਅਤੇ ਪੰਫ਼ਲਿਯਾ ਦੇਸ਼ ਵਿੱਚ ਪਹੁੰਚੇ।
And after they had passed throughout Pisidia, they came to Pamphylia.
25 ਫ਼ਿਰ ਉਨ੍ਹਾਂ ਨੇ ਪਰਮੇਸ਼ੁਰ ਦਾ ਸੰਦੇਸ਼ ਪਰਗਾ ਵਿੱਚ ਦਿੱਤਾ ਅਤੇ ਉਸਤੋਂ ਬਾਅਦ ਉਹ ਅੰਤਾਕਿਯਾ ਸ਼ਹਿਰ ਵੱਲ ਗਏ।
And when they had preached the word in Perga, they went down into Attalia:
26 ਉੱਥੋਂ ਤੋਂ, ਜਹਾਜ਼ ਰਾਹੀਂ ਉਹ ਦੋਨੋਂ ਅੰਤਾਕਿਯਾ ਨੂੰ ਗਏ। ਇਹ ਉਹੀ ਸ਼ਹਿਰ ਸੀ ਜਿੱਥੇ ਨਿਹਚਾਵਾਨਾਂ ਨੇ ਉਨ੍ਹਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਨੂੰ ਸੌਂਪ ਦਿੱਤਾ ਅਤੇ ਉਨ੍ਹਾਂ ਨੂੰ ਇਹ ਕੰਮ ਕਰਨ ਲਈ ਭੇਜ ਦਿੱਤਾ। ਹੁਣ ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਦਿੱਤਾ ਹੋਇਆ ਕੰਮ ਪੂਰਨ ਕਰ ਦਿੱਤਾ ਸੀ।
And thence sailed to Antioch, from whence they had been recommended to the grace of God for the work which they fulfilled.
27 ਜਦੋਂ ਉੱਥੇ ਦੋਨੋਂ ਪਹੁੰਚੇ, ਉਨ੍ਹਾਂ ਨੇ ਕਲੀਸਿਯਾ ਨੂੰ ਇਕੱਠੇ ਕੀਤਾ ਅਤੇ ਉਨ੍ਹਾਂ ਨੂੰ ਉਹ ਗੱਲਾਂ ਦੱਸੀਆਂ ਜਿਹੜੀਆਂ ਪਰਮੇਸ਼ੁਰ ਨੇ ਉਨ੍ਹਾਂ ਰਾਹੀਂ ਕੀਤੀਆਂ ਸਨ। ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਪਰਮੇਸ਼ੁਰ ਨੇ ਦਰਵਾਜ਼ਾ ਖੋਲ੍ਹਿਆ ਹੈ ਤਾਂ ਜੋ ਗੈਰ ਕੌਮਾਂ ਦੇ ਲੋਕ ਵੀ ਨਿਹਚਾ ਕਰ ਸੱਕਣ।”
And when they were come, and had gathered the church together, they rehearsed all that God had done with them, and how he had opened the door of faith unto the Gentiles.
28 ਉੱਥੇ ਪੌਲੁਸ ਅਤੇ ਬਰਨਬਾਸ ਮਸੀਹ ਦੇ ਚੇਲਿਆਂ ਨਾਲ ਬਹੁਤ ਦਿਨ ਰਹੇ।
And there they abode long time with the disciples.