Exodus 20
1 ଏହାପରେ ପରମେଶ୍ବର କହିଲେ,
2 ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ବର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହର କରି ଆଣିଲି, ଯେଉଁଠା ରେ ତୁମ୍ଭମାନେେ ଦାସ ଥିଲ।
3 ତୁମ୍ଭମାନେେ ମାେ ବ୍ଯତୀତ ଆଉ କୌଣସି ଦବେତାଗଣକୁ ଉପାସନା କରିବ ନାହିଁ।
4 ତୁମ୍ଭମାନେେ କୌଣସି ପ୍ରତିମା ପୂଜା କରିବ ନାହିଁ, କି ସ୍ବର୍ଗ ରେ କିମ୍ବା ପୃଥିବୀ ରେ କିମ୍ବା ପୃଥିବୀ ନୀଚ୍ଚସ୍ଥ ଜଳ ରେ କୌଣସି ମୂର୍ତ୍ତି ନିର୍ମାଣ କରିବା ଉଚିତ୍ ନୁହଁ।
5 କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସବୋ କରିବ ନାହିଁ। କାହିଁକି? କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ। ମୁଁ ଇର୍ଷାପରାଯଣ ପରମେଶ୍ବର। ଯେଉଁମାନେ ମାେତେ ଘୃଣା କରନ୍ତି ସମାନେେ ମାରେ ଶତୃ ରେ ଗଣାୟାନ୍ତି ଏବଂ ମୁଁ ସମାନଙ୍କେୁ ସମାନଙ୍କେର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ୟ୍ଯନ୍ତ ଶାସ୍ତି ବିଧାନ କରିବି।
6 କିନ୍ତୁ ମୁଁ ସହେି ଲୋକମାନଙ୍କ ପ୍ରତି ଦୟାକରେ, ଯେଉଁମାନେ ମାରେ ନିଯମ ପାଳନ କରନ୍ତି ଓ ମାେତେ ପ୍ ରମେ କରନ୍ତି, ମୁଁ ତାଙ୍କର ହଜାର ହଜାର ପୁରୁଷଙ୍କର ଦୟା କରେ।
7 ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନାମ ମିଥ୍ଯା ରେ ନବେ ନାହିଁ, କାରଣ ଯେ କହେି ତାଙ୍କର ନାମ ମିଥ୍ଯା ରେ ନିଏ, ସଦାପ୍ରଭୁ ତାଙ୍କୁ ଅପରାଧୀ ପୂପେ ଗଣନା କରନ୍ତି।
8 ବିଶ୍ରାମଦିନଟିକୁ ପବିତ୍ର ଦିବସ ରୂପେ ପାଳନ କରିବାକୁ ସ୍ମରଣ କର।
9 ଛଅ ଦିନ ରେ ଆପଣାର ସମସ୍ତ କର୍ମ କରିବ।
10 ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କର ବିଶ୍ରାମ ଦିନ ଅଟେ। ତହିଁରେ ତୁମ୍ଭେ କି ତୁମ୍ଭର ପୁତ୍ର କି ତୁମ୍ଭର କନ୍ଯା, ତୁମ୍ଭର ଦାସ କିମ୍ବା ଦାସୀ, ତୁମ୍ଭର ପଶୁ କି ତୁମ୍ଭର ନଗରର ଦ୍ବାରବର୍ତ୍ତୀ ବିଦେଶୀ କହେି କୌଣସି କାର୍ୟ୍ଯ କରିବ ନାହିଁ।
11 ଯେ ହତେୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ଦନ୍ମଧ୍ଯସ୍ଥିତ ସମସ୍ତ ବସ୍ତୁ ଛଅ ଦିନ୍ ରେ ନିର୍ମାଣ କରି ସପ୍ତମ ଦିନ ରେ ବିଶ୍ରାମ କଲେ। ଏହିପରି ଭାବରେ ସଦାପ୍ରଭୁ ବିଶ୍ରାମ ଦିନଟିକୁ ଆଶୀର୍ବାଦ କଲେ। ସଦାପ୍ରଭୁ ଏହି ଦିନଟକୁ ଏକ ସ୍ବତନ୍ତ୍ର ଦିନ କଲେ।
12 ତୁମ୍ଭେ ଆପଣା ପିତା ଓ ମାତାଙ୍କୁ ସମ୍ମାନ କର। ଏହିପରି କର ୟଦ୍ବାରା ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭକୁ ଯେଉଁ ଦେଶ ଦବେେ ସହେି ଦେଶ ରେ ତୁମ୍ଭର ଦୀର୍ଘ ପରମାଯୁ ହବେ।
13 ତୁମ୍ଭେ ନରହତ୍ଯା କରିବ ନାହିଁ।
14 ତୁମ୍ଭେ ବ୍ଯଭିଚାର କରିବ ନାହିଁ।
15 ତୁମ୍ଭେ ଚୋରୀ କରିବ ନାହିଁ।
16 ତୁମ୍ଭେ ଆପଣା ପ୍ରତିବେଶୀ ବିରୁଦ୍ଧ ରେ ମିଥ୍ଯା ସାକ୍ଷ୍ଯ ଦବେ ନାହିଁ।
17 ତୁମ୍ଭେ ଆପଣା ପ୍ରତିବେଶୀର ଗୃହକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବେଶୀର ଭାର୍ୟ୍ଯା କି ଦାସ, ଦାସୀ କି ତା'ର ଗୋରୁ କି ଗଧ କି ତୁମ୍ଭ ପ୍ରତିବେଶୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
18 ସେତବେେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀ ଧ୍ବନି ଓ ଧୂମୟୁକ୍ତ ପର୍ବତ ଦେଖିଲେ, ପୁଣି ତାହା ଦେଖି ସମାନେେ କମ୍ପିତ ହାଇେ ଦୂର ରେ ଠିଆ ହେଲ।
19 ଆଉ ସମାନେେ ମାଶାଙ୍କେୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ ଆମ୍ଭମାନେେ ଶୁଣିବୁ, ମାତ୍ର ପରମେଶ୍ବର ଆମ୍ଭମାନଙ୍କ ସଙ୍ଗେ କଥା ନ କୁହନ୍ତୁ, ନ ହେଲ ଆମ୍ଭମାନେେ ମରିୟିବୁ।
20 ତହିଁରେ ମାଶାେ ଲୋକମାନଙ୍କୁ କହିଲେ, ଭୟ କର ନାହିଁ। କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭମାନେେ ଯମେନ୍ତ ପାପ ନକରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କର ଚକ୍ଷୁ ଗୋଚର କରିବାକୁ ସଦାପ୍ରଭୁ ଆସି ଅଛନ୍ତି।
21 ଲୋକମାନେ ସେତବେେଳେ ସହେି ପବିତ୍ର ପର୍ବତଠାରୁ ଦୂର ରେ ରହିଲେ, ଯେ ତବେଳେ ମାଶାେ ସହେି ପର୍ବତ ଉପରକୁ, ଘନ ମେଘ ମଧ୍ଯକୁ ପରମେଶ୍ବରଙ୍କୁ ସାକ୍ଷାତ କରିବା ପାଇଁ ଗଲେ।
22 ସଦାପ୍ରଭୁ ମାଶାଙ୍କେୁ କହିଲେ, ଇଶ୍ରାୟେଲର ଲୋକମାନଙ୍କୁ ଏହି କଥା କୁହ, ଆମ୍ଭେ ସ୍ବର୍ଗ ରେ ରହି ତୁମ୍ଭମାନଙ୍କ ସହିତ କଥା କହିଥିଲୁ। ତୁମ୍ଭମାନେେ ଦେଖିଅଛ।
23 ତେଣୁ ତୁମ୍ଭମାନେେ ଆମ୍ଭର ପ୍ରତିୟୋଗୀ ଅନ୍ୟ ଦବେତାଗଣ ପ୍ରତିଷ୍ଠା କରିବ ନାହିଁ। ଆପଣାମାନଙ୍କ ପାଇଁ ରେ ୗପ୍ୟମୂର୍ତ୍ତି କିମ୍ବା ସୁନାର ମୂର୍ତ୍ତୀ ନିର୍ମାଣ କରିବ ନାହିଁ।
24 ତୁମ୍ଭମାନେେ ମାଟି ରେ ଏକ ସ୍ବତନ୍ତ୍ର ୟଜ୍ଞବଦେୀ ମାେ ପାଇଁ ନିର୍ମାଣ କରିବ ଏବଂ ତୁମ୍ଭମାନଙ୍କ ମଷେ ଓ ଗୋରୁଗାଈରୁ ସଠାେରେ ହାମବେଳି, ମଙ୍ଗଳାର୍ଥକ ବଳି ଉତ୍ସର୍ଗ କର। ମୁଁ ତୁମ୍ଭମାନଙ୍କୁ ସବୁଠା ରେ ଆଶୀର୍ବାଦ କରିବା ପାଇଁ ଆସିବି ଯେଉଁଠା ରେ ତୁମ୍ଭମାନେେ ମାେତେ ସ୍ମରଣ କରିବ।
25 ଯବେେ ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବଦେୀ ନିର୍ମାଣ କରିବ, ତବେେ ଖାଦେିତ ପ୍ରସ୍ତର ରେ ତାହା ନିର୍ମାଣ କରିବ ନାହିଁ। କାରଣ ତହିଁ ଉପରେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର ହବେ। ଏହା ଆଉ ଗ୍ରହଣ ଯୋଗ୍ଯ ହବେ ନାହିଁ।
26 ଆଉ ତୁମ୍ଭର ଉଲଗ୍ନତା ଆମ୍ଭ ବଦେୀ ଉପରେ ଯମେନ୍ତ ଅନାବୃତ ନହୁଏ, ଏଥିପାଇଁ ତୁମ୍ଭେ ପାବଚ୍ଛ ଦଇେ ଆମ୍ଭ ୟଜ୍ଞବଦେୀ ଉପରକୁ ଉଠିବ ନାହିଁ।
1 And God spake all these words, saying,
2 I am the Lord thy God, which have brought thee out of the land of Egypt, out of the house of bondage.
3 Thou shalt have no other gods before me.
4 Thou shalt not make unto thee any graven image, or any likeness of any thing that is in heaven above, or that is in the earth beneath, or that is in the water under the earth:
5 Thou shalt not bow down thyself to them, nor serve them: for I the Lord thy God am a jealous God, visiting the iniquity of the fathers upon the children unto the third and fourth generation of them that hate me;
6 And shewing mercy unto thousands of them that love me, and keep my commandments.
7 Thou shalt not take the name of the Lord thy God in vain; for the Lord will not hold him guiltless that taketh his name in vain.
8 Remember the sabbath day, to keep it holy.
9 Six days shalt thou labour, and do all thy work:
10 But the seventh day is the sabbath of the Lord thy God: in it thou shalt not do any work, thou, nor thy son, nor thy daughter, thy manservant, nor thy maidservant, nor thy cattle, nor thy stranger that is within thy gates:
11 For in six days the Lord made heaven and earth, the sea, and all that in them is, and rested the seventh day: wherefore the Lord blessed the sabbath day, and hallowed it.
12 Honour thy father and thy mother: that thy days may be long upon the land which the Lord thy God giveth thee.
13 Thou shalt not kill.
14 Thou shalt not commit adultery.
15 Thou shalt not steal.
16 Thou shalt not bear false witness against thy neighbour.
17 Thou shalt not covet thy neighbour’s house, thou shalt not covet thy neighbour’s wife, nor his manservant, nor his maidservant, nor his ox, nor his ass, nor any thing that is thy neighbour’s.
18 And all the people saw the thunderings, and the lightnings, and the noise of the trumpet, and the mountain smoking: and when the people saw it, they removed, and stood afar off.
19 And they said unto Moses, Speak thou with us, and we will hear: but let not God speak with us, lest we die.
20 And Moses said unto the people, Fear not: for God is come to prove you, and that his fear may be before your faces, that ye sin not.
21 And the people stood afar off, and Moses drew near unto the thick darkness where God was.
22 And the Lord said unto Moses, Thus thou shalt say unto the children of Israel, Ye have seen that I have talked with you from heaven.
23 Ye shall not make with me gods of silver, neither shall ye make unto you gods of gold.
24 An altar of earth thou shalt make unto me, and shalt sacrifice thereon thy burnt offerings, and thy peace offerings, thy sheep, and thine oxen: in all places where I record my name I will come unto thee, and I will bless thee.
25 And if thou wilt make me an altar of stone, thou shalt not build it of hewn stone: for if thou lift up thy tool upon it, thou hast polluted it.
26 Neither shalt thou go up by steps unto mine altar, that thy nakedness be not discovered thereon.
Acts 14 in Tamil and English
1 ਪੌਲੁਸ ਅਤੇ ਬਰਨਬਾਸ ਇੱਕੋਨਿਯੁਮ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਤਦ ਇੱਕੋਦਿਯਾਮ ਸ਼ਹਿਰ ਵਿੱਚ ਪਹੁੰਚੇ। ਉੱਥੇ ਉਹ ਯਹੂਦੀਆਂ ਦੇ ਪ੍ਰਾਰਥਨਾ ਸਥਾਨ ਤੇ ਪਹੁੰਚੇ ਉਹ ਹਰ ਸ਼ਹਿਰ ਵਿੱਚ ਜਾਕੇ ਇਵੇਂ ਹੀ ਕਰਦੇ ਸਨ। ਉਨ੍ਹਾਂ ਨੇ ਇੰਨਾ ਵੱਧੀਆ ਬਚਨ ਕੀਤਾ ਕਿ ਯਹੂਦੀਆਂ ਅਤੇ ਯੂਨਾਨੀਆਂ ਨੇ ਉਨ੍ਹਾਂ ਉੱਪਰ ਵਿਸ਼ਵਾਸ ਕੀਤਾ।
And it came to pass in Iconium, that they went both together into the synagogue of the Jews, and so spake, that a great multitude both of the Jews and also of the Greeks believed.
2 ਪਰ ਕੁਝ ਯਹੂਦੀ ਲੋਕਾਂ ਨੇ ਵਿਸ਼ਵਾਸ ਨਾ ਕੀਤਾ, ਅਤੇ ਇਨ੍ਹਾਂ ਲੋਕਾਂ ਨੇ ਗੈਰ-ਯਹੂਦੀਆਂ ਨੂੰ ਭੜਕਾਇਆ ਅਤੇ ਨਿਹਚਾਵਾਨਾਂ ਬਾਰੇ ਉਨ੍ਹਾਂ ਦੇ ਮਨਾਂ ਵਿੱਚ ਜ਼ਹਿਰ ਭਰ ਦਿੱਤਾ।
But the unbelieving Jews stirred up the Gentiles, and made their minds evil affected against the brethren.
3 ਇਸ ਦੇ ਬਾਵਜੂਦ, ਪੌਲੁਸ ਅਤੇ ਬਰਨਬਾਸ ਬਹੁਤ ਦਿਨਾ ਲਈ ਇੱਕੋਨਿਯੁਮ ਵਿੱਚ ਰੁਕੇ ਅਤੇ ਨਿਰਭੈ ਹੋਕੇ ਪ੍ਰਭੂ ਬਾਰੇ ਬੋਲੇ। ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਬਾਰੇ ਪ੍ਰਚਾਰ ਕੀਤਾ। ਪ੍ਰਭੂ ਨੇ ਉਨ੍ਹਾਂ ਦੇ ਸੰਦੇਸ਼ ਨੂੰ ਕਰਾਮਾਤੀ ਨਿਸ਼ਾਨ ਅਤੇ ਅਚੰਭੇ ਕਰਨ ਦੀ ਯੋਗਤਾ ਦੇਕੇ ਸਾਬਤ ਕੀਤਾ।
Long time therefore abode they speaking boldly in the Lord, which gave testimony unto the word of his grace, and granted signs and wonders to be done by their hands.
4 ਪਰ ਨਗਰ ਵਿੱਚ ਲੋਕਾਂ ਦਾ ਬਟਵਾਰਾ ਹੋ ਗਿਆ। ਕੁਝ ਲੋਕ ਯਹੂਦੀਆਂ ਨਾਲ ਸਹਿਮਤ ਹੋਣ ਲੱਗੇ ਅਤੇ ਕੁਝ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਮੰਨਣ ਲੱਗੇ।
But the multitude of the city was divided: and part held with the Jews, and part with the apostles.
5 ਕੁਝ ਗੈਰ-ਯਹੂਦੀਆਂ, ਕੁਝ ਯਹੂਦੀਆਂ ਅਤੇ ਉਨ੍ਹਾਂ ਦੇ ਆਗੂਆਂ ਨੇ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਨੁਕਸਾਨ ਪਹੁੰਚਾਉਣ ਦੀ ਕੋਸ਼ਿਸ਼ ਕੀਤੀ ਇਹ ਲੋਕ ਇਨ੍ਹਾਂ ਨੂੰ ਪੱਥਰਾਂ ਨਾਲ ਮਾਰ ਮੁਕਾਉਣਾ ਚਾਹੁੰਦੇ ਸਨ।
And when there was an assault made both of the Gentiles, and also of the Jews with their rulers, to use them despitefully, and to stone them,
6 ਜਦੋਂ ਉਨ੍ਹਾਂ ਨੂੰ ਇਸ ਬਾਰੇ ਪਤਾ ਲੱਗਾ, ਉਨ੍ਹਾਂ ਨੇ ਨਗਰ ਛੱਡ ਦਿੱਤਾ ਅਤੇ ਲੁਕਾਉਨਿਯਾ ਵਿੱਚ ਲੁਸਤ੍ਰਾ ਅਤੇ ਦਰਬੇ ਸ਼ਹਿਰਾਂ ਵਿੱਚ ਅਤੇ ਉਸ ਦੇ ਆਸ-ਪਾਸ ਦੇ ਇਲਾਕਿਆਂ ਨੂੰ ਚੱਲੇ ਗਏ।
They were ware of it, and fled unto Lystra and Derbe, cities of Lycaonia, and unto the region that lieth round about:
7 ਉੱਥੇ ਜਾਕੇ ਇਹ ਖੁਸ਼ਖਬਰੀ ਬਾਰੇ ਪਰਚਾਰ ਕਰਦੇ ਰਹੇ।
And there they preached the gospel.
8 ਪੌਲੁਸ-ਲੁਸਤ੍ਰਾ ਅਤੇ ਦਰਬੇ ਵਿੱਚ ਲੁਸਤ੍ਰਾ ਵਿੱਚ ਇੱਕ ਆਦਮੀ ਸੀ ਜਿਸਦੇ ਪੈਰ ਵਿੱਚ ਕੋਈ ਤਕਲੀਫ਼ ਸੀ। ਉਹ ਜਮਾਂਦਰੂ ਹੀ ਲੰਗੜਾ ਸੀ, ਉਸ ਨੇ ਕਦੇ ਚੱਲ ਕੇ ਨਹੀਂ ਸੀ ਵੇਖਿਆ।
And there sat a certain man at Lystra, impotent in his feet, being a cripple from his mother’s womb, who never had walked:
9 ਇਹ ਆਦਮੀ ਉੱਥੇ ਬੈਠਾ ਪੌਲੁਸ ਦੇ ਬਚਨ ਸੁਣ ਰਿਹਾ ਸੀ ਤਾਂ ਪੌਲੁਸ ਨੇ ਉਸ ਨੂੰ ਵੇਖਿਆ ਤੇ ਮਹਿਸੂਸ ਕੀਤਾ ਕਿ ਉਸ ਆਦਮੀ ਨੂੰ ਵਿਸ਼ਵਾਸ ਹੈ ਕਿ ਪਰਮੇਸ਼ੁਰ ਉਸ ਨੂੰ ਰਾਜ਼ੀ ਕਰ ਸੱਕਦਾ ਹੈ
The same heard Paul speak: who stedfastly beholding him, and perceiving that he had faith to be healed,
10 ਇਸ ਲਈ ਪੌਲੁਸ ਉੱਚੀ ਬੋਲਿਆ, “ਆਪਣੇ ਪੈਰਾਂ ਤੇ ਖਲੋ ਜਾ।” ਉਹ ਆਦਮੀ ਉੱਥੋਂ ਕੁਦਿਆ ਅਤੇ ਉਸ ਨੇ ਆਸ-ਪਾਸ ਚੱਲਣਾ ਸ਼ੁਰੂ ਕਰ ਦਿੱਤਾ।
Said with a loud voice, Stand upright on thy feet. And he leaped and walked.
11 ਜਦੋਂ ਲੋਕਾਂ ਨੇ ਪੌਲੁਸ ਨੂੰ ਅਜਿਹਾ ਕਰਦਿਆਂ ਵੇਖਿਆ ਤਾਂ ਉਹ ਲੁਕਾਉਣਿਯਾ ਦੀ ਆਪਣੀ ਭਾਸ਼ਾ ਵਿੱਚ ਚਿਲਾਉਣ ਲੱਗੇ, “ਦੇਵਤੇ ਮਾਨਵ ਦਾ ਰੂਪ ਧਾਰਕੇ ਸਾਡੇ ਕੋਲ ਆਏ ਹਨ।”
And when the people saw what Paul had done, they lifted up their voices, saying in the speech of Lycaonia, The gods are come down to us in the likeness of men.
12 ਲੋਕਾਂ ਨੇ ਬਰਨਬਾਸ ਨੂੰ ਦਿਓਸ ਅਤੇ ਪੌਲੁਸ ਨੂੰ “ਹਰਮੇਸ” ਨਾਉਂ ਨਾਲ ਬੁਲਾਉਣਾ ਸ਼ੁਰੂ ਕੀਤਾ ਇਸ ਲਈ ਕਿਉਂਕਿ ਇਹ ਬਚਨ ਕਰਨ ਵਿੱਚ ਆਗੂ ਸੀ।
And they called Barnabas, Jupiter; and Paul, Mercurius, because he was the chief speaker.
13 ਦਿਓਸ ਦਾ ਮੰਦਰ ਸ਼ਹਿਰ ਦੇ ਕੋਲ ਹੀ ਸੀ। ਇਸ ਮੰਦਰ ਦਾ ਜਾਜਕ ਕੁਝ ਬਲਦ ਅਤੇ ਫ਼ੁੱਲ ਸ਼ਹਿਰ ਦੇ ਫ਼ਾਟਕਾਂ ਤੇ ਲਿਆਇਆ। ਉਹ ਲੋਕ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਬਲੀਆਂ ਦੇਣਾ ਚਾਹੁੰਦੇ ਸਨ।
Then the priest of Jupiter, which was before their city, brought oxen and garlands unto the gates, and would have done sacrifice with the people.
14 ਪਰ ਜਦੋਂ ਪੌਲੁਸ ਅਤੇ ਬਰਨਬਾਸ ਰਸੂਲਾਂ ਨੇ ਇਹ ਸੁਣਿਆ ਤਾਂ ਉਨ੍ਹਾਂ ਆਪਣੇ ਵਸਤਰ ਪਾੜੇ ਅਤੇ ਲੋਕਾਂ ਵਿੱਚ ਬਾਹਰ ਨੂੰ ਦੌੜ ਪਏ ਅਤੇ ਉੱਚੀ-ਉੱਚੀ ਚਿਲਾਉਣ ਲੱਗ ਪਏ,
Which when the apostles, Barnabas and Paul, heard of, they rent their clothes, and ran in among the people, crying out,
15 “ਹੇ ਪੁਰੱਖੋ। ਤੁਸੀਂ ਇਹ ਕਿਉਂ ਕਰ ਰਹੇ ਹੋ? ਅਸੀਂ ਦੇਵਤੇ ਨਹੀਂ ਹਾਂ। ਅਸੀਂ ਤੁਹਾਡੇ ਹੀ ਵਰਗੇ ਮਨੁੱਖ ਹਾਂ। ਅਸੀਂ ਇੱਥੇ ਤੁਹਾਨੂੰ ਖੁਸ਼ਖਬਰੀ ਦੱਸਣ ਆਏ ਹਾਂ ਕਿ ਤੁਹਾਨੂੰ ਇਨ੍ਹਾਂ ਵਿਅਰਥ ਗੱਲਾਂ ਤੋਂ ਜਿਉਂਦੇ ਸੱਚੇ ਪਰਮੇਸ਼ੁਰ ਵੱਲ ਪਰਤਣਾ ਚਾਹੀਦਾ ਹੈ। ਉਹੀ ਹੈ ਜਿਸਨੇ ਅਕਾਸ਼ ਸਿਰਜਿਆ ਹੈ, ਧਰਤੀ, ਸਮੁੰਦਰ ਅਤੇ ਉਸ ਸਾਰੀ ਸ੍ਰਿਸ਼ਟੀ ਵਿੱਚ ਜੀਵਨ ਸਿਰਜਿਆ ਹੈ।
And saying, Sirs, why do ye these things? We also are men of like passions with you, and preach unto you that ye should turn from these vanities unto the living God, which made heaven, and earth, and the sea, and all things that are therein:
16 “ਪਿੱਛਲੇ ਸਮਿਆਂ ਵਿੱਚ ਪਰਮੇਸ਼ੁਰ ਨੇ ਕੌਮਾਂ ਨੂੰ ਉਹ ਕਰਨ ਦਿੱਤਾ ਜੋ ਉਨ੍ਹਾਂ ਨੇ ਚਾਹਾ।
Who in times past suffered all nations to walk in their own ways.
17 ਪਰ ਪਰਮੇਸ਼ੁਰ ਨੇ ਉਹ ਕਾਰਜ ਕੀਤੇ ਜੋ ਦਿਖਾਉਂਦੇ ਹਨ ਕਿ ਉਹ ਮੌਜੂਦ ਹੈ। ਉਸ ਨੇ ਤੁਹਾਡੇ ਲਈ ਹਮੇਸ਼ਾ ਚੰਗੀਆਂ ਗੱਲਾਂ ਕੀਤੀਆਂ। ਉਸ ਨੇ ਅਕਾਸ਼ ਤੋਂ ਤੁਹਾਡੇ ਲਈ ਬਰੱਖਾ ਕੀਤੀ ਅਤੇ ਸਹੀ ਵਕਤ ਤੇ ਫ਼ਸਲਾਂ ਦਿੱਤੀਆਂ। ਉਹ ਤੁਹਾਨੂੰ ਖਾਣ ਲਈ ਬੇਸ਼ੁਮਾਰ ਅਨਾਜ ਦਿੰਦਾ ਹੈ ਅਤੇ ਤੁਹਾਡੇ ਦਿਲ ਖੁਸ਼ੀਆਂ ਨਾਲ ਭਰਪੂਰ ਰੱਖਦਾ ਹੈ।”
Nevertheless he left not himself without witness, in that he did good, and gave us rain from heaven, and fruitful seasons, filling our hearts with food and gladness.
18 ਪੌਲੁਸ ਅਤੇ ਬਰਨਬਾਸ ਨੇ ਉਨ੍ਹਾਂ ਨੂੰ ਇਹ ਗੱਲਾਂ ਕਹੀਆਂ, ਪਰ ਉਹ ਬੜੀ ਮੁਸ਼ਕਿਲ ਨਾਲ ਉਨ੍ਹਾਂ ਲੋਕਾਂ ਨੂੰ ਉਨ੍ਹਾਂ ਲਈ ਬਲੀਆਂ ਦੇਣ ਤੋਂ ਰੋਕ ਸੱਕੇ।
And with these sayings scarce restrained they the people, that they had not done sacrifice unto them.
19 ਫ਼ਿਰ ਕੁਝ ਯਹੂਦੀ ਅੰਤਾਕਿਯਾ ਅਤੇ ਇੱਕੁਨਿਯੁਮ ਤੋਂ ਆਏ, ਅਤੇ ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪੌਲੁਸ ਦੇ ਵਿਰੁੱਧ ਹੋ ਜਾਣ ਲਈ ਉਕਸਾਇਆ। ਇਸ ਲਈ ਉਨ੍ਹਾਂ ਨੇ ਪੌਲੁਸ ਤੇ ਪੱਥਰਾਵ ਕੀਤਾ ਅਤੇ ਇਹ ਸੋਚ ਕੇ ਧੂਹ ਕੇ ਸ਼ਹਿਰ ਤੋਂ ਬਾਹਰ ਸੁੱਟ ਦਿੱਤਾ, ਕਿ ਉਹ ਮਰ ਗਿਆ ਸੀ।
And there came thither certain Jews from Antioch and Iconium, who persuaded the people, and, having stoned Paul, drew him out of the city, supposing he had been dead.
20 ਯਿਸੂ ਦੇ ਚੇਲੇ ਪੌਲੁਸ ਦੇ ਆਸ-ਪਾਸ ਇੱਕਤਰ ਹੋਏ, ਉਹ ਉੱਠਿਆ ਅਤੇ ਨਗਰ ਵਿੱਚ ਵਾਪਸ ਚੱਲਿਆ ਗਿਆ। ਅਗਲੇ ਦਿਨ ਉਹ ਅਤੇ ਬਰਨਬਾਸ ਦਰਬੇ ਸ਼ਹਿਰ ਵਿੱਚ ਚੱਲੇ ਗਏ।
Howbeit, as the disciples stood round about him, he rose up, and came into the city: and the next day he departed with Barnabas to Derbe.
21 ਅੰਤਾਕਿਯਾ ਵਿੱਚ ਪਰਤਣਾ ਪੌਲੁਸ ਅਤੇ ਬਰਨਬਾਸ ਨੇ ਦਰਬੇ ਸ਼ਹਿਰ ਵਿੱਚ ਵੀ ਖੁਸ਼ਖਬਰੀ ਦਾ ਪਰਚਾਰ ਕੀਤਾ। ਬਹੁਤ ਸਾਰੇ ਲੋਕ ਇੱਥੇ ਯਿਸੂ ਦੇ ਚੇਲੇ ਬਣ ਗਏ। ਉਹ ਦੋਨੋਂ ਲੁਸਤ੍ਰਾ, ਇੱਕੁਨਿਯੁਮ ਅਤੇ ਅੰਤਾਕਿਯਾ ਨੂੰ ਪਰਤੇ।
And when they had preached the gospel to that city, and had taught many, they returned again to Lystra, and to Iconium, and Antioch,
22 ਇਨ੍ਹਾਂ ਸ਼ਹਿਰਾਂ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਨੇ ਯਿਸੂ ਦੇ ਚੇਲਿਆਂ ਨੂੰ ਤਕੜੇ ਬਣਾਇਆ ਅਤੇ ਉਨ੍ਹਾਂ ਨੂੰ ਵਿਸ਼ਵਾਸ ਵਿੱਚ ਰਹਿਣ ਬਾਰੇ ਸਮਝਾਇਆ ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਸਾਨੂੰ ਪਰਮੇਸ਼ੁਰ ਦੇ ਰਾਜ ਵਿੱਚ ਪ੍ਰਵੇਸ਼ ਕਰਨ ਲਈ ਅਨੇਕਾਂ ਮੁਸ਼ਕਲਾਂ ਦਾ ਸਾਹਮਣਾ ਕਰਨਾ ਪਵੇਗਾ।”
Confirming the souls of the disciples, and exhorting them to continue in the faith, and that we must through much tribulation enter into the kingdom of God.
23 ਉਨ੍ਹਾਂ ਨੇ ਹਰੇਕ ਕਲੀਸਿਯਾ ਲਈ ਬਜ਼ੁਰਗਾਂ ਨੂੰ ਨਿਯੁਕਤ ਕੀਤਾ। ਵਰਤ ਅਤੇ ਪ੍ਰਾਰਥਨਾ ਨਾਲ, ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਪ੍ਰਭੂ ਨੂੰ ਸੌਂਪ ਦਿੱਤਾ, ਜਿਸਤੇ ਉਨ੍ਹਾਂ ਨੇ ਭਰੋਸਾ ਕੀਤਾ।
And when they had ordained them elders in every church, and had prayed with fasting, they commended them to the Lord, on whom they believed.
24 ਤਦ ਉਹ ਦੋਨੋਂ ਪਿਸਿਦਿਯਾ ਦੇਸ਼ ਵਿੱਚੋਂ ਦੀ ਲੰਘੇ ਅਤੇ ਪੰਫ਼ਲਿਯਾ ਦੇਸ਼ ਵਿੱਚ ਪਹੁੰਚੇ।
And after they had passed throughout Pisidia, they came to Pamphylia.
25 ਫ਼ਿਰ ਉਨ੍ਹਾਂ ਨੇ ਪਰਮੇਸ਼ੁਰ ਦਾ ਸੰਦੇਸ਼ ਪਰਗਾ ਵਿੱਚ ਦਿੱਤਾ ਅਤੇ ਉਸਤੋਂ ਬਾਅਦ ਉਹ ਅੰਤਾਕਿਯਾ ਸ਼ਹਿਰ ਵੱਲ ਗਏ।
And when they had preached the word in Perga, they went down into Attalia:
26 ਉੱਥੋਂ ਤੋਂ, ਜਹਾਜ਼ ਰਾਹੀਂ ਉਹ ਦੋਨੋਂ ਅੰਤਾਕਿਯਾ ਨੂੰ ਗਏ। ਇਹ ਉਹੀ ਸ਼ਹਿਰ ਸੀ ਜਿੱਥੇ ਨਿਹਚਾਵਾਨਾਂ ਨੇ ਉਨ੍ਹਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਨੂੰ ਸੌਂਪ ਦਿੱਤਾ ਅਤੇ ਉਨ੍ਹਾਂ ਨੂੰ ਇਹ ਕੰਮ ਕਰਨ ਲਈ ਭੇਜ ਦਿੱਤਾ। ਹੁਣ ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਦਿੱਤਾ ਹੋਇਆ ਕੰਮ ਪੂਰਨ ਕਰ ਦਿੱਤਾ ਸੀ।
And thence sailed to Antioch, from whence they had been recommended to the grace of God for the work which they fulfilled.
27 ਜਦੋਂ ਉੱਥੇ ਦੋਨੋਂ ਪਹੁੰਚੇ, ਉਨ੍ਹਾਂ ਨੇ ਕਲੀਸਿਯਾ ਨੂੰ ਇਕੱਠੇ ਕੀਤਾ ਅਤੇ ਉਨ੍ਹਾਂ ਨੂੰ ਉਹ ਗੱਲਾਂ ਦੱਸੀਆਂ ਜਿਹੜੀਆਂ ਪਰਮੇਸ਼ੁਰ ਨੇ ਉਨ੍ਹਾਂ ਰਾਹੀਂ ਕੀਤੀਆਂ ਸਨ। ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਪਰਮੇਸ਼ੁਰ ਨੇ ਦਰਵਾਜ਼ਾ ਖੋਲ੍ਹਿਆ ਹੈ ਤਾਂ ਜੋ ਗੈਰ ਕੌਮਾਂ ਦੇ ਲੋਕ ਵੀ ਨਿਹਚਾ ਕਰ ਸੱਕਣ।”
And when they were come, and had gathered the church together, they rehearsed all that God had done with them, and how he had opened the door of faith unto the Gentiles.
28 ਉੱਥੇ ਪੌਲੁਸ ਅਤੇ ਬਰਨਬਾਸ ਮਸੀਹ ਦੇ ਚੇਲਿਆਂ ਨਾਲ ਬਹੁਤ ਦਿਨ ਰਹੇ।
And there they abode long time with the disciples.