Exodus 26

1 ସଦାପ୍ରଭୁ ମାଶାଙ୍କେୁ କହିଲେ, ପବିତ୍ର ତମ୍ବୁଟି ମାଟେ ନାଇଲନ ସୂତାର ଦଶଟି କପଡା ରେ ନିର୍ମିତ ହବେ। ସହେି କପଡା ସବୁ ନୀଳ, ବାଇଗଣୀ ଓ ଲାଲ ସୂତା ରେ ନିର୍ମିତ ହବେ ଏବଂ ତହିଁରେ କିରୂବଦୂତଗଣଙ୍କର ଛବି ସିଲଇେ କରାୟିବ।

2 ପ୍ରେତ୍ୟକକ କପଡା ଖଣ୍ଡମାନ ସମାନ ଆକୃତି ବିଶିଷ୍ଟ ହବେ। ପ୍ରେତ୍ୟକକ କପଡା ଅଠଇେଶ ହାତ ଲମ୍ବ ଚାରିହାତ ପ୍ରସ୍ଥ ହବେ।

3 ଦୁଇଭାଗ କରି କପଡାଗୁଡିକ ଗଣ୍ଠିଲି ରେ ଏକତ୍ରୀତ କର। ପ୍ରେତ୍ୟକକ ଗଣ୍ଠିଲି ରେ ପାଞ୍ଚଖଣ୍ଡ କପଡା ରଖି ଗୋଟିଏକୁ ଅନ୍ୟ ଗୋଟିଏ ସହିତ ୟୋଡିଦିଅ।

4 ଉଭୟ ପ୍ରକାର ପରଦାଗୁଡିକର ଧଡି ଝାଲରେି କାର୍ୟ୍ଯ ପାଇଁ ନୀଳ ବସ୍ତ୍ର ବ୍ଯବହାର କର।

5 ପ୍ରଥମ କପଡା ଧଡି ରେ ପଚାଶ ଘୁଣ୍ଡିଘରା କରିବ। ୟୋଡ ସ୍ଥାନର ଦ୍ବିତୀୟ କପଡା ଧଡ଼ି ରେ ପଚାଶ ଘୁଣ୍ଡିଘରା କରିବ। ସହେି ଦୁଇ ଘୁଣ୍ଡିଘରା ଶ୍ ରଣେୀ ପରସ୍ପର ସମ୍ମୁଖୀନ ରହିବ।

6 ଏକ ବଡ ତମ୍ବୁ କରିବା ପାଇଁ ଏହାପରେ ପଚାଶଟି ସ୍ବର୍ଣ୍ଣକପଡା ରେ ପରଦାଗୁଡିକ ୟୋଡିବ।

7 ଆଉ ଏକ ତମ୍ବୁ ତିଆରି କର ଯାହାକି ଏହି ପବିତ୍ର ଆବାସକୁ ଘୋଡାଇ ରହିବ। ତମ୍ବୁଟି କରିବା ପାଇଁ ଛଳେିର ଚମଡା ରେ ନିର୍ମିତ ହାଇେଥିବା ଏଗାରଟି ପରଦା ବ୍ଯବହାର କର।

8 ଏହି ଏଗାର ଖଣ୍ଡ କପଡା ଏକ ପ୍ରକାର ଆକାର ବିଶିଷ୍ଟ ହବୋ ଉଚିତ୍। ଏହାର ଲମ୍ବ ତିରିଶ ହାତ ଓ ପ୍ରସ୍ଥ ଚାରିହାତ ହବୋ ଉଚିତ୍।

9 ପାଞ୍ଚଖଣ୍ଡ କପଡା ଏକତ୍ର କରି ଗୋଟିଏ ବିଭାଗ କର। ଏହାପରେ ଅନ୍ୟ ଛଅଖଣ୍ଡ କପଡା ୟୋଡି ଆଉ ଏକ ବିଭାଗ କର। ତମ୍ବୁ ସାମନା ରେ ଟାଙ୍ଗିବା ପାଇଁ ଷଷ୍ଠ ଖଣ୍ଡ କପଡାଟିକୁ ଭାଙ୍ଗ କର।

10 ୟୋଡ ସ୍ଥାନ ରେ ପ୍ରଥମ ଅନ୍ୟ କପଡା ଧଡି ରେ ପଚାଶ ଘୁଣ୍ଡିଘରା କରିବ। ଦ୍ବିତୀୟ କପଡା ବିଭାଗର ୟୋଡ ସ୍ଥାନ ରେ ଧଡି ରେ ପଚାଶ ଘୁଣ୍ଡିଘରା କରିବ।

11 ଏହାପରେ ପିତ୍ତଳର ପାଚାଶଟି କଡା ତିଆରି କର ଏବଂ ସହେି ତମ୍ବୁର ବସ୍ତ୍ର ସହିତ ଏହି କଡାଗୁଡିକୁ ୟୋଡି ଦିଅ, ଏହା ଗୋଟିଏ ତମ୍ବୁ ହବେ।

12 ସହେି ତମ୍ବୁ କପଡା ରେ ଅତିରିକ୍ତ ଅଂଶ ଅର୍ଥାତ୍ ଯେଉଁ ଅର୍ଦ୍ଧକେ କପଡା ଅତିରିକ୍ତ ଥିବ, ତାହା ପବିତ୍ର ତମୁ୍ବର ପଛ ପାଖ ରେ ଏହଳି ରହିବ।

13 ଆଉ ତମ୍ବୁ କପଡାର ଦୀର୍ଘତାର ଯେଉଁ ଅଂଶ ଏପାଖ ରେ ଏକ ହସ୍ତ ଓ ସପୋଖ ରେ ଏକ ହସ୍ତ ଅତିରିକ୍ତ ରହିବ। ତାହା ପବିତ୍ର ତମ୍ବୁର ଏପାଶର୍‌ବ- ସପୋଶର୍‌ବ ରେ ଆଚ୍ଛାଦାନାର୍ଥେ ଝୁଲିବ।

14 ଏହାପରେ ତୁମ୍ଭେ ରକ୍ତୀକୃତ ମଷେ ଚର୍ମ ରେ ତମ୍ବୁର ଏକ ଛାତ କରିବ। ଆଉ ତହିଁ ଉପରେ ଏକ ଶିଶୁକ ଚର୍ମ ରେ ଏକ ଛାତ କରିବ।

15 ପବିତ୍ର ତମ୍ବୁର ତକ୍ତା ଶିଟୀମ୍ କାଠ ରେ ତିଆରି ହବୋ ଉଚିତ୍।

16 ସହେି ପଟାଗୁଡିକ ଦଶହାତ ଲମ୍ବ ଦେଢହାତ ଚଉଡା ହବେ।

17 ତକ୍ତାର ଦୁଇପାଖ ଦୁଇଟି ଖିଲ ଦ୍ବାରା ୟୋଡି ଦିଅ। ପବିତ୍ର ତମ୍ବରୁ କାଠର ତକ୍ତାଗୁଡିକ ସମାନ ଆକାରର ହବୋ ଉଚିତ୍।

18 ପବିତ୍ର ତମ୍ବୁ ତିଆରି କରିବାପାଇଁ ଦକ୍ଷିଣ ଦିଗ ରେ କୋଡିଏଟି କାଠର ତକ୍ତା ବ୍ଯବହାର କର।

19 ସହେି କୋଡିଏ ତକ୍ତା ତଳେ ରଖିବା ପାଇଁ ଚାଳିଶ ରୂପାର ଆଧାର କର। ପ୍ରେତ୍ୟକକ ତକ୍ତା ତଳେ ଦୁଇଟି ଆଧାର ରଖ। ପ୍ରେତ୍ୟକକ ତକ୍ତା ତଳେ ଦୁଇଟି ଖିଲ ପାଇଁ ଦୁଇଟି ଆଧାର ରହିବ।

20 ପୁଣି ପବିତ୍ର ତମ୍ବୁର ଅନ୍ୟ ପାଶର୍‌ବ ରେ ଉତ୍ତର ଦିଗ ରେ କୋଡିଏ ପଟା ହବେ।

21 ପ୍ରେତ୍ୟକକ ତକ୍ତା ତଳେ ଦୁଇଟି ଆଧାର ରହିବ। ଏହିପରି ରୂପାର ଚାଳିଶଟି ଆଧାର ହବେ।

22 ପବିତ୍ର ତମ୍ବୁର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାଶର୍‌ବ ନିମନ୍ତେ ଛଅ ଖଣ୍ଡ ପଟା ହବେ।

23 ପବିତ୍ର ତମ୍ବୁର ସହେି ପଛପଟେ ପ୍ରେତ୍ୟକକ ପାଖ କୋଣ ରେ ଦୁଇଖଣ୍ଡ ତକ୍ତା ରହିବ।

24 ତହିଁ ତଳେ ୟୋଡ ହବେ ଓ ସହେିପରି ତହିଁ ମୁଣ୍ଡ ରେ ପ୍ରଥମ କଡା ନିକଟରେ ୟୋଡ ହବେ, ଏହିପରି ଦୁଇଥର ହବେ। ତାହା ସବୁ ଦୁଇ କଣ ନିମନ୍ତେ ହବେ।

25 ତମ୍ବୁର ପଶ୍ଚିମ ମୁଣ୍ଡ ପାଇଁ, ମାଟେ ଆଠ ଖଣ୍ଡ ତକ୍ତା କରିବ। ଷୋହଳଟି ରେ ୗପ୍ୟ ଆଧାର ହବେ, ଦୁଇଟି ଆଧାର ପ୍ରେତ୍ୟକକ ତକ୍ତା ତଳେ।

26 ଅର୍ଗଳ ତିଆରି କରିବାପାଇଁ ତୁମ୍ଭମାନେେ ଶିଟୀମ୍ କାଠ ବ୍ଯବହାର କରିବ। ପବିତ୍ର ତମ୍ବୁ ପାଇଁ ପାଞ୍ଚଟି ଅର୍ଗଳ ତିଆରି କରିବ ଏକ ପାଶର୍‌ବ ରେ।

27 ଅନ୍ୟ ଏକ ପାଶର୍‌ବ ରେ ପାଞ୍ଚଟି ଅର୍ଗଳ ନିର୍ମାଣ କର ଏବଂ ପଛ ପାଶର୍‌ବ ପଶ୍ଚିମ ଦିଗ ରେ ନିର୍ମାଣ କର।

28 ପୁଣି ମଧ୍ଯସ୍ଥିତ ଅର୍ଗଳ ପଟାର ମଧ୍ଯ ଦେଶ ରେ ଏ ମୁଣ୍ଡରୁ ସେ ମୁଣ୍ଡ ୟାଏଁ ପାଇବ।

29 ସବୁ ଢାଞ୍ଚାଗୁଡିକୁ ଓ ଖିଲକୁ ଧରି ରଖୁଥିବା ଢାଞ୍ଚାକୁ ସୁବର୍ଣ୍ଣ ରେ ଆଚ୍ଛାଦନ କର। ସୁବର୍ଣ୍ଣ ରେ କଡା ତିଆରି କର।

30 ମୁଁ ପର୍ବତ ଉପରେ ଦଖାଇେଥିବା ଯୋଜନା ଅନୁସାରେ ପବିତ୍ର ତମ୍ବୁଟିକୁ ତିଆରି କର।

31 ତୁମ୍ଭେ ନୀଳବର୍ଣ୍ଣ ଓ ଧୂମ୍ରବର୍ଣ୍ଣ ଓ ସିନ୍ଦୁର ବର୍ଣ୍ଣ ଶୁଭ୍ର କ୍ଷୋମ ସୂତ୍ର ରେ ଏକ ପରଦା ପ୍ରସ୍ତୁତ କରିବ। ସେଥି ରେ କିରୂବଦୂତଗଣର ଆକୃତିକୁ ଚିତ୍ରିତ କର।

32 ତୁମ୍ଭେ ସହେି ପରଦାକୁ ଶିଟୀମ୍ କାଠର ଚାରି ସ୍ତମ୍ଭ ଉପରେ ଟାଙ୍ଗିବ ଏବଂ ସଗେୁଡିକୁ ସୁବର୍ଣ୍ଣ ରେ ଆଚ୍ଛାଦନ କର। ସୁବର୍ଣ୍ଣର ଆଙ୍କୁଡା ସହିତ ସ୍ତମ୍ଭ ଉପରେ ରୂପାର ଆଧାର ବ୍ଯବହାର କର।

33 ସୁବର୍ଣ୍ଣ କଡା ରେ ସହେି ପରଦା ଟାଙ୍ଗି ଦିଅ। ତା'ପରେ ପରଦାର ପଛପଟ ନିଯମ-ସିନ୍ଦୁକ ରଖ। ସହେି ପରଦାଟି ପବିତ୍ର ସ୍ଥାନରୁ ମହାପବିତ୍ର ସ୍ଥାନକୁ ପୃଥକ କରିବା ଉଚିତ୍।

34 ତୁମ୍ଭେ ନିଯମ-ସିନ୍ଦୁକର ଆଚ୍ଛାଦନ ମହାପବିତ୍ର ସ୍ଥାନ ଭିତ ରେ ରଖିବ।

35 ପରଦାର ବାହାର ପାଶର୍‌ବ ରେ ମଜେ ରଖିବା ଉଚିତ୍ ଏବଂ ମଜେର ବିପରୀତ ପାଶର୍‌ବ ରେ ପବିତ୍ର ତମ୍ବୁର ଦକ୍ଷିଣକୁ ଦୀପ ରଖିବା ଉଚିତ୍। ପବିତ୍ର ତମ୍ବୁର ଉତ୍ତର ପାଶର୍‌ବକୁ ମଜେ ରଖ।

36 ପବିତ୍ର ତମ୍ବୁର ଦ୍ବାର ନିମନ୍ତେ ଏକ ନୀଳ ପରଦା ପ୍ରସ୍ତୁତ କର। ଏହା ଧୁମ୍ର ଓ ସିନ୍ଦୁର ବର୍ଣ୍ଣ ଶୁଭ୍ର କ୍ଷୋମ ସୂତା ରେ ବୁଣାୟିବା ଉଚିତ୍।

37 ସହେି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚ ଗୋଟି ଶିଟୀମ୍ କାଠର ସ୍ତମ୍ଭ ନିର୍ମାଣ କରି ସୁବର୍ଣ୍ଣ ମଡାଇବ। ପୁଣି ସୁବର୍ଣ୍ଣ ରେ ତହିଁର ଆଙ୍କୁଡା କରିବ। ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।

1 Moreover thou shalt make the tabernacle with ten curtains of fine twined linen, and blue, and purple, and scarlet: with cherubims of cunning work shalt thou make them.

2 The length of one curtain shall be eight and twenty cubits, and the breadth of one curtain four cubits: and every one of the curtains shall have one measure.

3 The five curtains shall be coupled together one to another; and other five curtains shall be coupled one to another.

4 And thou shalt make loops of blue upon the edge of the one curtain from the selvedge in the coupling; and likewise shalt thou make in the uttermost edge of another curtain, in the coupling of the second.

5 Fifty loops shalt thou make in the one curtain, and fifty loops shalt thou make in the edge of the curtain that is in the coupling of the second; that the loops may take hold one of another.

6 And thou shalt make fifty taches of gold, and couple the curtains together with the taches: and it shall be one tabernacle.

7 And thou shalt make curtains of goats’ hair to be a covering upon the tabernacle: eleven curtains shalt thou make.

8 The length of one curtain shall be thirty cubits, and the breadth of one curtain four cubits: and the eleven curtains shall be all of one measure.

9 And thou shalt couple five curtains by themselves, and six curtains by themselves, and shalt double the sixth curtain in the forefront of the tabernacle.

10 And thou shalt make fifty loops on the edge of the one curtain that is outmost in the coupling, and fifty loops in the edge of the curtain which coupleth the second.

11 And thou shalt make fifty taches of brass, and put the taches into the loops, and couple the tent together, that it may be one.

12 And the remnant that remaineth of the curtains of the tent, the half curtain that remaineth, shall hang over the backside of the tabernacle.

13 And a cubit on the one side, and a cubit on the other side of that which remaineth in the length of the curtains of the tent, it shall hang over the sides of the tabernacle on this side and on that side, to cover it.

14 And thou shalt make a covering for the tent of rams’ skins dyed red, and a covering above of badgers’ skins.

15 And thou shalt make boards for the tabernacle of shittim wood standing up.

16 Ten cubits shall be the length of a board, and a cubit and a half shall be the breadth of one board.

17 Two tenons shall there be in one board, set in order one against another: thus shalt thou make for all the boards of the tabernacle.

18 And thou shalt make the boards for the tabernacle, twenty boards on the south side southward.

19 And thou shalt make forty sockets of silver under the twenty boards; two sockets under one board for his two tenons, and two sockets under another board for his two tenons.

20 And for the second side of the tabernacle on the north side there shall be twenty boards:

21 And their forty sockets of silver; two sockets under one board, and two sockets under another board.

22 And for the sides of the tabernacle westward thou shalt make six boards.

23 And two boards shalt thou make for the corners of the tabernacle in the two sides.

24 And they shall be coupled together beneath, and they shall be coupled together above the head of it unto one ring: thus shall it be for them both; they shall be for the two corners.

25 And they shall be eight boards, and their sockets of silver, sixteen sockets; two sockets under one board, and two sockets under another board.

26 And thou shalt make bars of shittim wood; five for the boards of the one side of the tabernacle,

27 And five bars for the boards of the other side of the tabernacle, and five bars for the boards of the side of the tabernacle, for the two sides westward.

28 And the middle bar in the midst of the boards shall reach from end to end.

29 And thou shalt overlay the boards with gold, and make their rings of gold for places for the bars: and thou shalt overlay the bars with gold.

30 And thou shalt rear up the tabernacle according to the fashion thereof which was shewed thee in the mount.

31 And thou shalt make a vail of blue, and purple, and scarlet, and fine twined linen of cunning work: with cherubims shall it be made:

32 And thou shalt hang it upon four pillars of shittim wood overlaid with gold: their hooks shall be of gold, upon the four sockets of silver.

33 And thou shalt hang up the vail under the taches, that thou mayest bring in thither within the vail the ark of the testimony: and the vail shall divide unto you between the holy place and the most holy.

34 And thou shalt put the mercy seat upon the ark of the testimony in the most holy place.

35 And thou shalt set the table without the vail, and the candlestick over against the table on the side of the tabernacle toward the south: and thou shalt put the table on the north side.

36 And thou shalt make an hanging for the door of the tent, of blue, and purple, and scarlet, and fine twined linen, wrought with needlework.

37 And thou shalt make for the hanging five pillars of shittim wood, and overlay them with gold, and their hooks shall be of gold: and thou shalt cast five sockets of brass for them.

Acts 14 in Tamil and English

1 ਪੌਲੁਸ ਅਤੇ ਬਰਨਬਾਸ ਇੱਕੋਨਿਯੁਮ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਤਦ ਇੱਕੋਦਿਯਾਮ ਸ਼ਹਿਰ ਵਿੱਚ ਪਹੁੰਚੇ। ਉੱਥੇ ਉਹ ਯਹੂਦੀਆਂ ਦੇ ਪ੍ਰਾਰਥਨਾ ਸਥਾਨ ਤੇ ਪਹੁੰਚੇ ਉਹ ਹਰ ਸ਼ਹਿਰ ਵਿੱਚ ਜਾਕੇ ਇਵੇਂ ਹੀ ਕਰਦੇ ਸਨ। ਉਨ੍ਹਾਂ ਨੇ ਇੰਨਾ ਵੱਧੀਆ ਬਚਨ ਕੀਤਾ ਕਿ ਯਹੂਦੀਆਂ ਅਤੇ ਯੂਨਾਨੀਆਂ ਨੇ ਉਨ੍ਹਾਂ ਉੱਪਰ ਵਿਸ਼ਵਾਸ ਕੀਤਾ।
And it came to pass in Iconium, that they went both together into the synagogue of the Jews, and so spake, that a great multitude both of the Jews and also of the Greeks believed.

2 ਪਰ ਕੁਝ ਯਹੂਦੀ ਲੋਕਾਂ ਨੇ ਵਿਸ਼ਵਾਸ ਨਾ ਕੀਤਾ, ਅਤੇ ਇਨ੍ਹਾਂ ਲੋਕਾਂ ਨੇ ਗੈਰ-ਯਹੂਦੀਆਂ ਨੂੰ ਭੜਕਾਇਆ ਅਤੇ ਨਿਹਚਾਵਾਨਾਂ ਬਾਰੇ ਉਨ੍ਹਾਂ ਦੇ ਮਨਾਂ ਵਿੱਚ ਜ਼ਹਿਰ ਭਰ ਦਿੱਤਾ।
But the unbelieving Jews stirred up the Gentiles, and made their minds evil affected against the brethren.

3 ਇਸ ਦੇ ਬਾਵਜੂਦ, ਪੌਲੁਸ ਅਤੇ ਬਰਨਬਾਸ ਬਹੁਤ ਦਿਨਾ ਲਈ ਇੱਕੋਨਿਯੁਮ ਵਿੱਚ ਰੁਕੇ ਅਤੇ ਨਿਰਭੈ ਹੋਕੇ ਪ੍ਰਭੂ ਬਾਰੇ ਬੋਲੇ। ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਬਾਰੇ ਪ੍ਰਚਾਰ ਕੀਤਾ। ਪ੍ਰਭੂ ਨੇ ਉਨ੍ਹਾਂ ਦੇ ਸੰਦੇਸ਼ ਨੂੰ ਕਰਾਮਾਤੀ ਨਿਸ਼ਾਨ ਅਤੇ ਅਚੰਭੇ ਕਰਨ ਦੀ ਯੋਗਤਾ ਦੇਕੇ ਸਾਬਤ ਕੀਤਾ।
Long time therefore abode they speaking boldly in the Lord, which gave testimony unto the word of his grace, and granted signs and wonders to be done by their hands.

4 ਪਰ ਨਗਰ ਵਿੱਚ ਲੋਕਾਂ ਦਾ ਬਟਵਾਰਾ ਹੋ ਗਿਆ। ਕੁਝ ਲੋਕ ਯਹੂਦੀਆਂ ਨਾਲ ਸਹਿਮਤ ਹੋਣ ਲੱਗੇ ਅਤੇ ਕੁਝ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਮੰਨਣ ਲੱਗੇ।
But the multitude of the city was divided: and part held with the Jews, and part with the apostles.

5 ਕੁਝ ਗੈਰ-ਯਹੂਦੀਆਂ, ਕੁਝ ਯਹੂਦੀਆਂ ਅਤੇ ਉਨ੍ਹਾਂ ਦੇ ਆਗੂਆਂ ਨੇ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਨੁਕਸਾਨ ਪਹੁੰਚਾਉਣ ਦੀ ਕੋਸ਼ਿਸ਼ ਕੀਤੀ ਇਹ ਲੋਕ ਇਨ੍ਹਾਂ ਨੂੰ ਪੱਥਰਾਂ ਨਾਲ ਮਾਰ ਮੁਕਾਉਣਾ ਚਾਹੁੰਦੇ ਸਨ।
And when there was an assault made both of the Gentiles, and also of the Jews with their rulers, to use them despitefully, and to stone them,

6 ਜਦੋਂ ਉਨ੍ਹਾਂ ਨੂੰ ਇਸ ਬਾਰੇ ਪਤਾ ਲੱਗਾ, ਉਨ੍ਹਾਂ ਨੇ ਨਗਰ ਛੱਡ ਦਿੱਤਾ ਅਤੇ ਲੁਕਾਉਨਿਯਾ ਵਿੱਚ ਲੁਸਤ੍ਰਾ ਅਤੇ ਦਰਬੇ ਸ਼ਹਿਰਾਂ ਵਿੱਚ ਅਤੇ ਉਸ ਦੇ ਆਸ-ਪਾਸ ਦੇ ਇਲਾਕਿਆਂ ਨੂੰ ਚੱਲੇ ਗਏ।
They were ware of it, and fled unto Lystra and Derbe, cities of Lycaonia, and unto the region that lieth round about:

7 ਉੱਥੇ ਜਾਕੇ ਇਹ ਖੁਸ਼ਖਬਰੀ ਬਾਰੇ ਪਰਚਾਰ ਕਰਦੇ ਰਹੇ।
And there they preached the gospel.

8 ਪੌਲੁਸ-ਲੁਸਤ੍ਰਾ ਅਤੇ ਦਰਬੇ ਵਿੱਚ ਲੁਸਤ੍ਰਾ ਵਿੱਚ ਇੱਕ ਆਦਮੀ ਸੀ ਜਿਸਦੇ ਪੈਰ ਵਿੱਚ ਕੋਈ ਤਕਲੀਫ਼ ਸੀ। ਉਹ ਜਮਾਂਦਰੂ ਹੀ ਲੰਗੜਾ ਸੀ, ਉਸ ਨੇ ਕਦੇ ਚੱਲ ਕੇ ਨਹੀਂ ਸੀ ਵੇਖਿਆ।
And there sat a certain man at Lystra, impotent in his feet, being a cripple from his mother’s womb, who never had walked:

9 ਇਹ ਆਦਮੀ ਉੱਥੇ ਬੈਠਾ ਪੌਲੁਸ ਦੇ ਬਚਨ ਸੁਣ ਰਿਹਾ ਸੀ ਤਾਂ ਪੌਲੁਸ ਨੇ ਉਸ ਨੂੰ ਵੇਖਿਆ ਤੇ ਮਹਿਸੂਸ ਕੀਤਾ ਕਿ ਉਸ ਆਦਮੀ ਨੂੰ ਵਿਸ਼ਵਾਸ ਹੈ ਕਿ ਪਰਮੇਸ਼ੁਰ ਉਸ ਨੂੰ ਰਾਜ਼ੀ ਕਰ ਸੱਕਦਾ ਹੈ
The same heard Paul speak: who stedfastly beholding him, and perceiving that he had faith to be healed,

10 ਇਸ ਲਈ ਪੌਲੁਸ ਉੱਚੀ ਬੋਲਿਆ, “ਆਪਣੇ ਪੈਰਾਂ ਤੇ ਖਲੋ ਜਾ।” ਉਹ ਆਦਮੀ ਉੱਥੋਂ ਕੁਦਿਆ ਅਤੇ ਉਸ ਨੇ ਆਸ-ਪਾਸ ਚੱਲਣਾ ਸ਼ੁਰੂ ਕਰ ਦਿੱਤਾ।
Said with a loud voice, Stand upright on thy feet. And he leaped and walked.

11 ਜਦੋਂ ਲੋਕਾਂ ਨੇ ਪੌਲੁਸ ਨੂੰ ਅਜਿਹਾ ਕਰਦਿਆਂ ਵੇਖਿਆ ਤਾਂ ਉਹ ਲੁਕਾਉਣਿਯਾ ਦੀ ਆਪਣੀ ਭਾਸ਼ਾ ਵਿੱਚ ਚਿਲਾਉਣ ਲੱਗੇ, “ਦੇਵਤੇ ਮਾਨਵ ਦਾ ਰੂਪ ਧਾਰਕੇ ਸਾਡੇ ਕੋਲ ਆਏ ਹਨ।”
And when the people saw what Paul had done, they lifted up their voices, saying in the speech of Lycaonia, The gods are come down to us in the likeness of men.

12 ਲੋਕਾਂ ਨੇ ਬਰਨਬਾਸ ਨੂੰ ਦਿਓਸ ਅਤੇ ਪੌਲੁਸ ਨੂੰ “ਹਰਮੇਸ” ਨਾਉਂ ਨਾਲ ਬੁਲਾਉਣਾ ਸ਼ੁਰੂ ਕੀਤਾ ਇਸ ਲਈ ਕਿਉਂਕਿ ਇਹ ਬਚਨ ਕਰਨ ਵਿੱਚ ਆਗੂ ਸੀ।
And they called Barnabas, Jupiter; and Paul, Mercurius, because he was the chief speaker.

13 ਦਿਓਸ ਦਾ ਮੰਦਰ ਸ਼ਹਿਰ ਦੇ ਕੋਲ ਹੀ ਸੀ। ਇਸ ਮੰਦਰ ਦਾ ਜਾਜਕ ਕੁਝ ਬਲਦ ਅਤੇ ਫ਼ੁੱਲ ਸ਼ਹਿਰ ਦੇ ਫ਼ਾਟਕਾਂ ਤੇ ਲਿਆਇਆ। ਉਹ ਲੋਕ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਬਲੀਆਂ ਦੇਣਾ ਚਾਹੁੰਦੇ ਸਨ।
Then the priest of Jupiter, which was before their city, brought oxen and garlands unto the gates, and would have done sacrifice with the people.

14 ਪਰ ਜਦੋਂ ਪੌਲੁਸ ਅਤੇ ਬਰਨਬਾਸ ਰਸੂਲਾਂ ਨੇ ਇਹ ਸੁਣਿਆ ਤਾਂ ਉਨ੍ਹਾਂ ਆਪਣੇ ਵਸਤਰ ਪਾੜੇ ਅਤੇ ਲੋਕਾਂ ਵਿੱਚ ਬਾਹਰ ਨੂੰ ਦੌੜ ਪਏ ਅਤੇ ਉੱਚੀ-ਉੱਚੀ ਚਿਲਾਉਣ ਲੱਗ ਪਏ,
Which when the apostles, Barnabas and Paul, heard of, they rent their clothes, and ran in among the people, crying out,

15 “ਹੇ ਪੁਰੱਖੋ। ਤੁਸੀਂ ਇਹ ਕਿਉਂ ਕਰ ਰਹੇ ਹੋ? ਅਸੀਂ ਦੇਵਤੇ ਨਹੀਂ ਹਾਂ। ਅਸੀਂ ਤੁਹਾਡੇ ਹੀ ਵਰਗੇ ਮਨੁੱਖ ਹਾਂ। ਅਸੀਂ ਇੱਥੇ ਤੁਹਾਨੂੰ ਖੁਸ਼ਖਬਰੀ ਦੱਸਣ ਆਏ ਹਾਂ ਕਿ ਤੁਹਾਨੂੰ ਇਨ੍ਹਾਂ ਵਿਅਰਥ ਗੱਲਾਂ ਤੋਂ ਜਿਉਂਦੇ ਸੱਚੇ ਪਰਮੇਸ਼ੁਰ ਵੱਲ ਪਰਤਣਾ ਚਾਹੀਦਾ ਹੈ। ਉਹੀ ਹੈ ਜਿਸਨੇ ਅਕਾਸ਼ ਸਿਰਜਿਆ ਹੈ, ਧਰਤੀ, ਸਮੁੰਦਰ ਅਤੇ ਉਸ ਸਾਰੀ ਸ੍ਰਿਸ਼ਟੀ ਵਿੱਚ ਜੀਵਨ ਸਿਰਜਿਆ ਹੈ।
And saying, Sirs, why do ye these things? We also are men of like passions with you, and preach unto you that ye should turn from these vanities unto the living God, which made heaven, and earth, and the sea, and all things that are therein:

16 “ਪਿੱਛਲੇ ਸਮਿਆਂ ਵਿੱਚ ਪਰਮੇਸ਼ੁਰ ਨੇ ਕੌਮਾਂ ਨੂੰ ਉਹ ਕਰਨ ਦਿੱਤਾ ਜੋ ਉਨ੍ਹਾਂ ਨੇ ਚਾਹਾ।
Who in times past suffered all nations to walk in their own ways.

17 ਪਰ ਪਰਮੇਸ਼ੁਰ ਨੇ ਉਹ ਕਾਰਜ ਕੀਤੇ ਜੋ ਦਿਖਾਉਂਦੇ ਹਨ ਕਿ ਉਹ ਮੌਜੂਦ ਹੈ। ਉਸ ਨੇ ਤੁਹਾਡੇ ਲਈ ਹਮੇਸ਼ਾ ਚੰਗੀਆਂ ਗੱਲਾਂ ਕੀਤੀਆਂ। ਉਸ ਨੇ ਅਕਾਸ਼ ਤੋਂ ਤੁਹਾਡੇ ਲਈ ਬਰੱਖਾ ਕੀਤੀ ਅਤੇ ਸਹੀ ਵਕਤ ਤੇ ਫ਼ਸਲਾਂ ਦਿੱਤੀਆਂ। ਉਹ ਤੁਹਾਨੂੰ ਖਾਣ ਲਈ ਬੇਸ਼ੁਮਾਰ ਅਨਾਜ ਦਿੰਦਾ ਹੈ ਅਤੇ ਤੁਹਾਡੇ ਦਿਲ ਖੁਸ਼ੀਆਂ ਨਾਲ ਭਰਪੂਰ ਰੱਖਦਾ ਹੈ।”
Nevertheless he left not himself without witness, in that he did good, and gave us rain from heaven, and fruitful seasons, filling our hearts with food and gladness.

18 ਪੌਲੁਸ ਅਤੇ ਬਰਨਬਾਸ ਨੇ ਉਨ੍ਹਾਂ ਨੂੰ ਇਹ ਗੱਲਾਂ ਕਹੀਆਂ, ਪਰ ਉਹ ਬੜੀ ਮੁਸ਼ਕਿਲ ਨਾਲ ਉਨ੍ਹਾਂ ਲੋਕਾਂ ਨੂੰ ਉਨ੍ਹਾਂ ਲਈ ਬਲੀਆਂ ਦੇਣ ਤੋਂ ਰੋਕ ਸੱਕੇ।
And with these sayings scarce restrained they the people, that they had not done sacrifice unto them.

19 ਫ਼ਿਰ ਕੁਝ ਯਹੂਦੀ ਅੰਤਾਕਿਯਾ ਅਤੇ ਇੱਕੁਨਿਯੁਮ ਤੋਂ ਆਏ, ਅਤੇ ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪੌਲੁਸ ਦੇ ਵਿਰੁੱਧ ਹੋ ਜਾਣ ਲਈ ਉਕਸਾਇਆ। ਇਸ ਲਈ ਉਨ੍ਹਾਂ ਨੇ ਪੌਲੁਸ ਤੇ ਪੱਥਰਾਵ ਕੀਤਾ ਅਤੇ ਇਹ ਸੋਚ ਕੇ ਧੂਹ ਕੇ ਸ਼ਹਿਰ ਤੋਂ ਬਾਹਰ ਸੁੱਟ ਦਿੱਤਾ, ਕਿ ਉਹ ਮਰ ਗਿਆ ਸੀ।
And there came thither certain Jews from Antioch and Iconium, who persuaded the people, and, having stoned Paul, drew him out of the city, supposing he had been dead.

20 ਯਿਸੂ ਦੇ ਚੇਲੇ ਪੌਲੁਸ ਦੇ ਆਸ-ਪਾਸ ਇੱਕਤਰ ਹੋਏ, ਉਹ ਉੱਠਿਆ ਅਤੇ ਨਗਰ ਵਿੱਚ ਵਾਪਸ ਚੱਲਿਆ ਗਿਆ। ਅਗਲੇ ਦਿਨ ਉਹ ਅਤੇ ਬਰਨਬਾਸ ਦਰਬੇ ਸ਼ਹਿਰ ਵਿੱਚ ਚੱਲੇ ਗਏ।
Howbeit, as the disciples stood round about him, he rose up, and came into the city: and the next day he departed with Barnabas to Derbe.

21 ਅੰਤਾਕਿਯਾ ਵਿੱਚ ਪਰਤਣਾ ਪੌਲੁਸ ਅਤੇ ਬਰਨਬਾਸ ਨੇ ਦਰਬੇ ਸ਼ਹਿਰ ਵਿੱਚ ਵੀ ਖੁਸ਼ਖਬਰੀ ਦਾ ਪਰਚਾਰ ਕੀਤਾ। ਬਹੁਤ ਸਾਰੇ ਲੋਕ ਇੱਥੇ ਯਿਸੂ ਦੇ ਚੇਲੇ ਬਣ ਗਏ। ਉਹ ਦੋਨੋਂ ਲੁਸਤ੍ਰਾ, ਇੱਕੁਨਿਯੁਮ ਅਤੇ ਅੰਤਾਕਿਯਾ ਨੂੰ ਪਰਤੇ।
And when they had preached the gospel to that city, and had taught many, they returned again to Lystra, and to Iconium, and Antioch,

22 ਇਨ੍ਹਾਂ ਸ਼ਹਿਰਾਂ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਨੇ ਯਿਸੂ ਦੇ ਚੇਲਿਆਂ ਨੂੰ ਤਕੜੇ ਬਣਾਇਆ ਅਤੇ ਉਨ੍ਹਾਂ ਨੂੰ ਵਿਸ਼ਵਾਸ ਵਿੱਚ ਰਹਿਣ ਬਾਰੇ ਸਮਝਾਇਆ ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਸਾਨੂੰ ਪਰਮੇਸ਼ੁਰ ਦੇ ਰਾਜ ਵਿੱਚ ਪ੍ਰਵੇਸ਼ ਕਰਨ ਲਈ ਅਨੇਕਾਂ ਮੁਸ਼ਕਲਾਂ ਦਾ ਸਾਹਮਣਾ ਕਰਨਾ ਪਵੇਗਾ।”
Confirming the souls of the disciples, and exhorting them to continue in the faith, and that we must through much tribulation enter into the kingdom of God.

23 ਉਨ੍ਹਾਂ ਨੇ ਹਰੇਕ ਕਲੀਸਿਯਾ ਲਈ ਬਜ਼ੁਰਗਾਂ ਨੂੰ ਨਿਯੁਕਤ ਕੀਤਾ। ਵਰਤ ਅਤੇ ਪ੍ਰਾਰਥਨਾ ਨਾਲ, ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਪ੍ਰਭੂ ਨੂੰ ਸੌਂਪ ਦਿੱਤਾ, ਜਿਸਤੇ ਉਨ੍ਹਾਂ ਨੇ ਭਰੋਸਾ ਕੀਤਾ।
And when they had ordained them elders in every church, and had prayed with fasting, they commended them to the Lord, on whom they believed.

24 ਤਦ ਉਹ ਦੋਨੋਂ ਪਿਸਿਦਿਯਾ ਦੇਸ਼ ਵਿੱਚੋਂ ਦੀ ਲੰਘੇ ਅਤੇ ਪੰਫ਼ਲਿਯਾ ਦੇਸ਼ ਵਿੱਚ ਪਹੁੰਚੇ।
And after they had passed throughout Pisidia, they came to Pamphylia.

25 ਫ਼ਿਰ ਉਨ੍ਹਾਂ ਨੇ ਪਰਮੇਸ਼ੁਰ ਦਾ ਸੰਦੇਸ਼ ਪਰਗਾ ਵਿੱਚ ਦਿੱਤਾ ਅਤੇ ਉਸਤੋਂ ਬਾਅਦ ਉਹ ਅੰਤਾਕਿਯਾ ਸ਼ਹਿਰ ਵੱਲ ਗਏ।
And when they had preached the word in Perga, they went down into Attalia:

26 ਉੱਥੋਂ ਤੋਂ, ਜਹਾਜ਼ ਰਾਹੀਂ ਉਹ ਦੋਨੋਂ ਅੰਤਾਕਿਯਾ ਨੂੰ ਗਏ। ਇਹ ਉਹੀ ਸ਼ਹਿਰ ਸੀ ਜਿੱਥੇ ਨਿਹਚਾਵਾਨਾਂ ਨੇ ਉਨ੍ਹਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਨੂੰ ਸੌਂਪ ਦਿੱਤਾ ਅਤੇ ਉਨ੍ਹਾਂ ਨੂੰ ਇਹ ਕੰਮ ਕਰਨ ਲਈ ਭੇਜ ਦਿੱਤਾ। ਹੁਣ ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਦਿੱਤਾ ਹੋਇਆ ਕੰਮ ਪੂਰਨ ਕਰ ਦਿੱਤਾ ਸੀ।
And thence sailed to Antioch, from whence they had been recommended to the grace of God for the work which they fulfilled.

27 ਜਦੋਂ ਉੱਥੇ ਦੋਨੋਂ ਪਹੁੰਚੇ, ਉਨ੍ਹਾਂ ਨੇ ਕਲੀਸਿਯਾ ਨੂੰ ਇਕੱਠੇ ਕੀਤਾ ਅਤੇ ਉਨ੍ਹਾਂ ਨੂੰ ਉਹ ਗੱਲਾਂ ਦੱਸੀਆਂ ਜਿਹੜੀਆਂ ਪਰਮੇਸ਼ੁਰ ਨੇ ਉਨ੍ਹਾਂ ਰਾਹੀਂ ਕੀਤੀਆਂ ਸਨ। ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਪਰਮੇਸ਼ੁਰ ਨੇ ਦਰਵਾਜ਼ਾ ਖੋਲ੍ਹਿਆ ਹੈ ਤਾਂ ਜੋ ਗੈਰ ਕੌਮਾਂ ਦੇ ਲੋਕ ਵੀ ਨਿਹਚਾ ਕਰ ਸੱਕਣ।”
And when they were come, and had gathered the church together, they rehearsed all that God had done with them, and how he had opened the door of faith unto the Gentiles.

28 ਉੱਥੇ ਪੌਲੁਸ ਅਤੇ ਬਰਨਬਾਸ ਮਸੀਹ ਦੇ ਚੇਲਿਆਂ ਨਾਲ ਬਹੁਤ ਦਿਨ ਰਹੇ।
And there they abode long time with the disciples.