Exodus 28
1 ତହିଁରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭର ଭାଇ ହାରୋଣ ଏବଂ ତାଙ୍କର ପୁତ୍ର ନାଦବ୍, ଅବୀଦ, ଇଲିଯାଜର ଓ ଇଥାମରକୁ ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରୁ ଆଣ। ସମାନେେ ମାରେ ଯାଜକଗଣ ହବେେ।
2 ତୁମ୍ଭର ଭାଇ ହାରୋଣଙ୍କ ପାଇଁ ପବିତ୍ର ବସ୍ତ୍ର ତିଆରି କର। ସହେି ବସ୍ତ୍ର ପିନ୍ଧିଲେ ସେ ସମ୍ମାନ ପାଇବେ ଓ ସୁନ୍ଦର ଦିଶିବେ।
3 ସହେି ନିପୁଣ ଲୋକମାନଙ୍କୁ ପଚାର, ଯେଉଁମାନଙ୍କୁ ମୁଁ ହାରୋଣକୁ ଯାଜକ ରୂପେ ଉତ୍ସର୍ଗୀକୃତ କରିବା ପାଇଁ ବସ୍ତ୍ର ତିଆରି କରିବା ପାଇଁ ଜ୍ଞାନ ପ୍ରଦାନ କଲି।
4 ବୁକପଟା, ଏଫୋଦ, ଗୋଟିଏ ଚୋଗା, ଶୁକ୍ଲ ସୁତା ରେ ବୁଣା ୟାଇଥିବା ଚୋଗା, ପଗଡି ଓ କଟି ବନ୍ଧନ ସମାନେେ ପ୍ରସ୍ତୁତ କରିବା ଉଚିତ୍। ଏହି ଲୋକମାନେ ଏହିସବୁ ପବିତ୍ର ବସ୍ତ୍ର ତୁମ୍ଭର ଭାଇ ହାରୋଣ ଓ ତାହାର ପୁତ୍ରଗଣ ପାଇଁ ପ୍ରସ୍ତୁତ କରିବ, ଯେଉଁଥିପାଇଁ ସମାନେେ ମାରେ ଯାଜକ ରୁପେ ସବୋ କରିବେ।
5 ସମାନେେ ସୁବର୍ଣ୍ଣ, ନୀଳ ଓ ଧୁମ୍ର ଓ ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୁତ୍ର ହବେ।
6 ସମାନେେ ନୀଳ, ଧୁମ୍ର, ସିନ୍ଦୁର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୁତ୍ର ରେ ନିପୁଣ ଶିଳ୍ପକାରର କର୍ମ ଦ୍ବାରା ସହେି ଏଫୋଦ ବସ୍ତ୍ର ପ୍ରସ୍ତୁତ କରନ୍ତୁ।
7 ଏହାର ଦୁଇ ମୁଣ୍ଡ ରେ ପରସ୍ପର ସଂୟୁକ୍ତ ଦୁଇ ସ୍କନ୍ଧପଟି ରହିବ। ଏହିପରି ଭାବରେ ତାହା ୟୁକ୍ତ ହବେ।
8 ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସହେି ବସ୍ତ୍ର ଅନୁସାରେ ହବେ। ଅର୍ଥାତ୍ ସ୍ବର୍ଣ୍ଣ ରେ ନୀଳ ଓ ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୂତ୍ର ରେ ହବେ।
9 ଦୁଇଟି ଗୋମଦେକମଣି ନଇେ ତହିଁ ଉପରେ ଇଶ୍ରାୟେଲ ପୁତ୍ରମାନଙ୍କ ନାମ ଖାଦେିତ କରିବ।
10 ଛଅଟି ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅଟି ନାମ ମଣି ଉପରେ ରହିବ। ଏହିସବୁ ନାମଗୁଡିକ ସମାନଙ୍କେର ଜନ୍ମ ଅନୁସାରେ ତାଲିକାଭୁକ୍ତ କରାୟିବା ଉଚିତ୍।
11 ଶିଳ୍ପ କର୍ମ ରେ ମୁଦ୍ରା ଖାେଳିବା ନ୍ଯାଯ ସହେି ଦୁଇ ମଣି ଉପରେ ଇଶ୍ରାୟେଲ ପୁତ୍ରଗଣର ନାମ ଖୋଳିବ। ପୁଣି ତାହା ଦୁଇ ସ୍ବର୍ଣ୍ଣ ଧାର ରେ ବନ୍ଦ କରିବ।
12 ଏହାପରେ ଇଶ୍ରାୟେଲ ସନ୍ତାନଗଣକୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସହେି ଦୁଇ ମଣି ଏଫୋଦର ଦୁଇସ୍କନ୍ଧ ପଟି ରେ ଦବେ। ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖ ରେ ଆପଣା ଦୁଇ ସ୍କନ୍ଧ ରେ ସମାନଙ୍କେ ନାମ ବହିବ।
13 ଶୁଦ୍ଧ ସୁବର୍ଣ୍ଣ ରେ ଏହି ପଥର ଏଫୋଦର ରହିବ।
14 ଦୁଇମାେଡା ହାଇେଥିବା ସୁବର୍ଣ୍ଣ ଜଞ୍ଜିର କରି ସହେି ଏଫୋଦ ରେ ଲଗାଇବ।
15 ନିପୁଣ କାରିଗର ଦ୍ବାରା ନିପୁଣ ଭାବରେ ବୁକୁପଟା ପ୍ରସ୍ତୁତ କର। ବୁକୁପଟା ଏଫୋଦ ପରି ସୂକ୍ଷ୍ମ ମଲ୍ମଲ୍ ଏବଂ ସୁବର୍ଣ୍ଣ, ନଳୀ, ବାଇଗଣି ଏବଂ ଲାଲ୍ ମଲ୍ମଲ୍ ନିପୁଣ କଳାକୃତ୍ତି ରେ ନିର୍ମାଣ ହବୋ ଉଚିତ୍ା
16 ଚତୁଷ୍କଣ ଓ ଦୋହରା ହବେ। ତହିଁର ଦୀର୍ଘତା ଏକ ଚାଖଣ୍ଡ ଓ ପ୍ରସ୍ଥ ଏକ ଚାଖଣ୍ଡ ହବେ।
17 ତାହାକୁ ଚାରି ମଣି ପଂକ୍ତି ରେ ଖଚିତ କରିବ। ତହିଁରେ ପ୍ରଥମ ପଂକ୍ତି ରେ ଚୂଣୀ ଓ ପୀତମଣି ମର୍କତ,
18 ଦ୍ବିତୀୟ ପଂକ୍ତି ରେ ପଦ୍ମରାଗ ଓ ନୀଳକାନ୍ତ ହୀରକ,
19 ତୃତୀୟ ପଂକ୍ତି ରେ ପରେୋଜ, ୟିସ୍ମ ଓ କଟା ହଳୋ।
20 ଚତୁର୍ଥ ପଂକ୍ତି ରେ ବୈଦୂର୍ୟ୍ଯ, ଗୋମଦେକ ଓ ସୂର୍ୟ୍ଯକାନ୍ତ। ଏହିସବୁ ସ୍ବର୍ଣ୍ଣ ରେ ନିଜ ନିଜ ପଂକ୍ତି ରେ ବସାୟିବ।
21 ଏହି ମଣି ଇଶ୍ରାୟେଲ ପୁତ୍ରମାନଙ୍କ ନାମ ନିମନ୍ତେ ସମାନଙ୍କେ ନାମ ଅନୁସାରେ ଦ୍ବାଦଶ ହବେ। ମୁଦ୍ରା ନ୍ଯାଯ ଖାଦେିତ ପ୍ରେତ୍ୟକକ ମଣି ରେ ସହେି ଦ୍ବାଦଶ ବଂଶ ନିମନ୍ତେ ପ୍ରେତ୍ୟକକ ପୁତ୍ରନ ନାମ ରହିବ।
22 ବୁକୁପଟା ନିମନ୍ତେ ହାରଗୁଡିକ ତିଆରି କର। ଏହି ହାର ଶୁଦ୍ଧ ସୁବର୍ଣ୍ଣ ରେ ମାେଡା ୟାଇଥିବ।
23 ବୁକୁପଟା ଉପରେ ସ୍ବର୍ଣ୍ଣର ଦୁଇ କଡା ରହିବ। ବୁକୁପଟାର ଦୁଇ ପ୍ରାନ୍ତ ରେ ସହେି ଦୁଇ କଡା ଲଗାଇବ।
24 ବୁକୁପଟା ସ୍ଥିତ ଦୁଇ ସୁବର୍ଣ୍ଣ କଡା ମଧିଅରେ ସହେି ଦୁଇଟି ସୁବର୍ଣ୍ଣ ହାର ଲଗାଇବ।
25 ଦୁଇ ସୁବର୍ଣ୍ଣ ହାରର ଦୁଇ ମୁଣ୍ଡକୁ ଏଫୋଦର ସ୍କନ୍ଧ ପଟି ରେ ବାନ୍ଧ।
26 ଆଉ ଦୁଇଟି ସୁବର୍ଣ୍ଣର କଡା ନିର୍ମାଣ କର ଏବଂ ବୁକୁପଟାର ଏଫୋଦ ଭିତର ଭାଗସ୍ଥ ଦୁଇ କଣ ରେ ତାକୁ ଲଗାଅ।
27 ଆହୁରି ଦୁଇଟୀ ସ୍ବର୍ଣ୍ଣ କଡା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଦପଟି ତଳେ ତହିଁର ସମ୍ମୁଖ ଭାଗ ରେ ୟୋଡ ସ୍ଥାନ ରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।
28 ବୁକୁପଟା ଯମେନ୍ତ ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ନୟିବ ଏଥିପାଇଁ ସମାନେେ ବୁକୁପଟାରକୁ ନିଜ କଡା ରେ ନୀଳସୁତ୍ର ଦ୍ବାରା ଏଫୋଦର କଡା ସହିତ ବନ୍ଦ ରଖିବେ।
29 ଯେତବେେଳେ ହାରୋଣ ପବିତ୍ର ସ୍ଥାନକୁ ପ୍ରବେଶ କରିବ, ସହେି ସମୟରେ ସଦାପ୍ରଭୁଙ୍କ ସମ୍ମୁଖ ରେ ନିତ୍ଯ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟା ରେ ଇଶ୍ରାୟେଲ ପୁତ୍ରଗଣର ନାମ ସକଳ ଆପଣା ହୃଦଯ ଉପରେ ବହନ କରିବ।
30 ସହେି ବିଚାରାର୍ଥକ ବୁକୁପଟା ରେ ତୁମ୍ଭେ ଉରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ। ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରବୁଙ୍କ ଛାମୁ ରେ ପ୍ରବେଶ କରିବ। ସହେି ସମୟରେ ହାରୋଣର ଦୃଦଯ ଉପରେ ତାହା ରହିବ, ପୁଣି ହାରୋଣ ସଦାପ୍ରଭୁଙ୍କ ଚାମୁ ରେ ପ୍ରେତ୍ୟକକଦିନ ଇଶ୍ରାୟେଲ ସନ୍ତାନଗଣର ବିଚାର ଆପଣା ହୃଦଯ ଉପରେ ବହିବ।
31 ଏଫୋଦ ନିମନ୍ତେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ରେ ଚୋଗା ତିଆରି କର।
32 ଏହାର ମଧ୍ଯ ସ୍ଥଳ ରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ। ସାଞ୍ଚୁଆର ଗଳଦେଶ ନ୍ଯାଯ ସହେି ଛିଦ୍ରର ଚତୁର୍ଦ୍ଦିଗ ରେ ବୁଣା କର୍ମ ହବେ। ତହିଁରେ ତାହା ଛିଣ୍ଡି ୟିବ ନାହିଁ।
33 ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗ ରେ ନୀଳ, ଧୂମ୍ର ଓ ସିନ୍ଦୁର ବର୍ଣ୍ଣର ଡାଳିମ୍ବ କରିବ। ଆଉ ଚାରି ଦିଗ ରେ ତହିଁ ମଧିଅରେ ସ୍ବର୍ଣଘଣ୍ଟି ରହିବ।
34 ସହେି ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗ ରେ ଗୋଟିଏ ସ୍ବର୍ଣ୍ଣଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ, ପୁଣି ଗୋଟିଏ ସ୍ବର୍ଣ୍ଣଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ।
35 ହାରୋଣ ସବୋ କରିବା ସମୟରେ ତାହା ପିନ୍ଧିବ। ଯେଉଁଥି ରେ ସେ ଯେତବେେଳେ ସଦାପ୍ରଭୁଙ୍କ ଛାମୁ ରେ ପବିତ୍ର ସ୍ଥାନ ରେ ପ୍ରବେଶ କରିବ ଓ ପ୍ରସ୍ଥାନ କରିବ, ସେତବେେଳେ ଘଣ୍ଟି ଶବ୍ଦ ଶୁଣାୟିବ। ଏହି ପ୍ରକା ରେ ହାରୋଣ ମରିବ ନାହିଁ।
36 ଶୁଦ୍ଧ ସୁବର୍ଣ୍ଣର ଏକ ପାତ୍ର ତିଆରି କର ଏବଂ େଛାଟ ମାହେର ରେ ଖାଦେିତ କଲାପରି ଏହା ଉପରେ ଖୋଦନ କର, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର।
37 ପୁଣି ପାଗ ଉପରେ ରହିବା ପାଇଁ ତାହା ନୀଳ ସୁତ୍ର ରେ ବନ୍ଦ କରି ପାଗର ସମ୍ମୁଖ ରେ ରଖିବ।
38 ଏହା ହାରୋଣର କପାଳ ଉପରେ ରହିବ। ଇଶ୍ରାୟେଲୀୟମାନେ ଉତ୍ସର୍ଗ କରୁଥିବା ପବିତ୍ର ଉପହାର ପାଇଁ ହାରୋଣ ଦାଯୀ ହବେ। ଏହା ସର୍ବଦା ତା'ର କପାଳ ରେ ରହିବ, ଯାହା ଫଳ ରେ ସହେି ଉପହାରଟି ସଦାପ୍ରଭୁଙ୍କର ଗ୍ରହଣୀଯ ହବେ।
39 ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୋମ ବସ୍ତ୍ର ରେ ଓ ପାଗକୁ ଶୁଭ୍ର କ୍ଷୋମ ସୂତ୍ର ରେ ପ୍ରସ୍ତୁତ କରିବ। ପୁଣି କଟୀବନ୍ଧନ ସୂଚୀକର୍ମ ଦ୍ବାରା ଚିତ୍ର ବିଚିତ୍ର କରିବ।
40 ହାରୋଣର ପୁତ୍ରଗଣଙ୍କ ନିମନ୍ତେ ଚୋଗା, କଟୀବନ୍ଧନ ଓ ପଗଡି ପ୍ରସ୍ତୁତ କର। ଏହି ବସ୍ତ୍ରଗୁଡିକ ସମାନଙ୍କେୁ ଗୌରବ ଓ ସୌନ୍ଦର୍ୟ୍ଯ ଦବେ।
41 ପୁଣି ତୁମ୍ଭର ଭ୍ରାତା ହାରୋଣକୁ ଓ ତା'ର ପୁତ୍ରଗଣକୁ ସହେିସବୁ ବସ୍ତ୍ର ପରିଧାନ କରାଅ। ତା'ପରେ ସମାନଙ୍କେୁ ଅଭିଷିକ୍ତ କର ଓ ଧର୍ମ ସମ୍ପ୍ରଦାଯଭୁକ୍ତ କର, ତା'ପରେ ସମାନଙ୍କେୁ ଯାଜକ ରୂପେ ମାରେ ସବୋ କରିବା ପାଇଁ ଛାଡିଦିଅ।
42 ସମାନଙ୍କେର ଉଲଗ୍ନତା ଆଚ୍ଛାଦନ ନିମନ୍ତେ କଟୀଠାରୁ ଜଙ୍ଘ ପର୍ୟ୍ଯନ୍ତ ଶୁକ୍ଲ ଜଙ୍ଘିଆ ତିଆରି କର।
43 ଏବଂ ଯେତବେେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ ତମ୍ବୁ ରେ ପ୍ରବେଶ କରିବେ କିମ୍ବା ପବିତ୍ର ସ୍ଥାନ ରେ ସବୋ କରିବା ନିମନ୍ତେ ୟଜ୍ଞବଦେୀର ନିକଟବର୍ତ୍ତୀ ହବେେ, ସେତବେେଳେ ସମାନେେ ଏହି ବସ୍ତ୍ର ପରିଧାନ କରିବା ଉଚିତ୍, ତା ହେଲେ ସମାନେେ ଦୋଷୀ ହବେେ ନାହିଁ ଓ ମୃତ୍ଯୁ ବରଣ କରିବେ ନାହିଁ। ସବୁ ସମୟରେ ସମାନେେ ଯାଜକ ରୂପେ କାର୍ୟ୍ଯ କରନ୍ତୁ ଏହା ହାରୋଣର ଓ ତାହାର ଭିବିଷ୍ଯତ୍ବଂଶଧର ପାଇଁ ଅନନ୍ତକାଳୀନ ବିଧି ଅଟେ।
1 And take thou unto thee Aaron thy brother, and his sons with him, from among the children of Israel, that he may minister unto me in the priest’s office, even Aaron, Nadab and Abihu, Eleazar and Ithamar, Aaron’s sons.
2 And thou shalt make holy garments for Aaron thy brother for glory and for beauty.
3 And thou shalt speak unto all that are wise hearted, whom I have filled with the spirit of wisdom, that they may make Aaron’s garments to consecrate him, that he may minister unto me in the priest’s office.
4 And these are the garments which they shall make; a breastplate, and an ephod, and a robe, and a broidered coat, a mitre, and a girdle: and they shall make holy garments for Aaron thy brother, and his sons, that he may minister unto me in the priest’s office.
5 And they shall take gold, and blue, and purple, and scarlet, and fine linen.
6 And they shall make the ephod of gold, of blue, and of purple, of scarlet, and fine twined linen, with cunning work.
7 It shall have the two shoulderpieces thereof joined at the two edges thereof; and so it shall be joined together.
8 And the curious girdle of the ephod, which is upon it, shall be of the same, according to the work thereof; even of gold, of blue, and purple, and scarlet, and fine twined linen.
9 And thou shalt take two onyx stones, and grave on them the names of the children of Israel:
10 Six of their names on one stone, and the other six names of the rest on the other stone, according to their birth.
11 With the work of an engraver in stone, like the engravings of a signet, shalt thou engrave the two stones with the names of the children of Israel: thou shalt make them to be set in ouches of gold.
12 And thou shalt put the two stones upon the shoulders of the ephod for stones of memorial unto the children of Israel: and Aaron shall bear their names before the Lord upon his two shoulders for a memorial.
13 And thou shalt make ouches of gold;
14 And two chains of pure gold at the ends; of wreathen work shalt thou make them, and fasten the wreathen chains to the ouches.
15 And thou shalt make the breastplate of judgment with cunning work; after the work of the ephod thou shalt make it; of gold, of blue, and of purple, and of scarlet, and of fine twined linen, shalt thou make it.
16 Foursquare it shall be being doubled; a span shall be the length thereof, and a span shall be the breadth thereof.
17 And thou shalt set in it settings of stones, even four rows of stones: the first row shall be a sardius, a topaz, and a carbuncle: this shall be the first row.
18 And the second row shall be an emerald, a sapphire, and a diamond.
19 And the third row a ligure, an agate, and an amethyst.
20 And the fourth row a beryl, and an onyx, and a jasper: they shall be set in gold in their inclosings.
21 And the stones shall be with the names of the children of Israel, twelve, according to their names, like the engravings of a signet; every one with his name shall they be according to the twelve tribes.
22 And thou shalt make upon the breastplate chains at the ends of wreathen work of pure gold.
23 And thou shalt make upon the breastplate two rings of gold, and shalt put the two rings on the two ends of the breastplate.
24 And thou shalt put the two wreathen chains of gold in the two rings which are on the ends of the breastplate.
25 And the other two ends of the two wreathen chains thou shalt fasten in the two ouches, and put them on the shoulderpieces of the ephod before it.
26 And thou shalt make two rings of gold, and thou shalt put them upon the two ends of the breastplate in the border thereof, which is in the side of the ephod inward.
27 And two other rings of gold thou shalt make, and shalt put them on the two sides of the ephod underneath, toward the forepart thereof, over against the other coupling thereof, above the curious girdle of the ephod.
28 And they shall bind the breastplate by the rings thereof unto the rings of the ephod with a lace of blue, that it may be above the curious girdle of the ephod, and that the breastplate be not loosed from the ephod.
29 And Aaron shall bear the names of the children of Israel in the breastplate of judgment upon his heart, when he goeth in unto the holy place, for a memorial before the Lord continually.
30 And thou shalt put in the breastplate of judgment the Urim and the Thummim; and they shall be upon Aaron’s heart, when he goeth in before the Lord: and Aaron shall bear the judgment of the children of Israel upon his heart before the Lord continually.
31 And thou shalt make the robe of the ephod all of blue.
32 And there shall be an hole in the top of it, in the midst thereof: it shall have a binding of woven work round about the hole of it, as it were the hole of an habergeon, that it be not rent.
33 And beneath upon the hem of it thou shalt make pomegranates of blue, and of purple, and of scarlet, round about the hem thereof; and bells of gold between them round about:
34 A golden bell and a pomegranate, a golden bell and a pomegranate, upon the hem of the robe round about.
35 And it shall be upon Aaron to minister: and his sound shall be heard when he goeth in unto the holy place before the Lord, and when he cometh out, that he die not.
36 And thou shalt make a plate of pure gold, and grave upon it, like the engravings of a signet, HOLINESS TO THE LORD.
37 And thou shalt put it on a blue lace, that it may be upon the mitre; upon the forefront of the mitre it shall be.
38 And it shall be upon Aaron’s forehead, that Aaron may bear the iniquity of the holy things, which the children of Israel shall hallow in all their holy gifts; and it shall be always upon his forehead, that they may be accepted before the Lord.
39 And thou shalt embroider the coat of fine linen, and thou shalt make the mitre of fine linen, and thou shalt make the girdle of needlework.
40 And for Aaron’s sons thou shalt make coats, and thou shalt make for them girdles, and bonnets shalt thou make for them, for glory and for beauty.
41 And thou shalt put them upon Aaron thy brother, and his sons with him; and shalt anoint them, and consecrate them, and sanctify them, that they may minister unto me in the priest’s office.
42 And thou shalt make them linen breeches to cover their nakedness; from the loins even unto the thighs they shall reach:
43 And they shall be upon Aaron, and upon his sons, when they come in unto the tabernacle of the congregation, or when they come near unto the altar to minister in the holy place; that they bear not iniquity, and die: it shall be a statute for ever unto him and his seed after him.
Acts 14 in Tamil and English
1 ਪੌਲੁਸ ਅਤੇ ਬਰਨਬਾਸ ਇੱਕੋਨਿਯੁਮ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਤਦ ਇੱਕੋਦਿਯਾਮ ਸ਼ਹਿਰ ਵਿੱਚ ਪਹੁੰਚੇ। ਉੱਥੇ ਉਹ ਯਹੂਦੀਆਂ ਦੇ ਪ੍ਰਾਰਥਨਾ ਸਥਾਨ ਤੇ ਪਹੁੰਚੇ ਉਹ ਹਰ ਸ਼ਹਿਰ ਵਿੱਚ ਜਾਕੇ ਇਵੇਂ ਹੀ ਕਰਦੇ ਸਨ। ਉਨ੍ਹਾਂ ਨੇ ਇੰਨਾ ਵੱਧੀਆ ਬਚਨ ਕੀਤਾ ਕਿ ਯਹੂਦੀਆਂ ਅਤੇ ਯੂਨਾਨੀਆਂ ਨੇ ਉਨ੍ਹਾਂ ਉੱਪਰ ਵਿਸ਼ਵਾਸ ਕੀਤਾ।
And it came to pass in Iconium, that they went both together into the synagogue of the Jews, and so spake, that a great multitude both of the Jews and also of the Greeks believed.
2 ਪਰ ਕੁਝ ਯਹੂਦੀ ਲੋਕਾਂ ਨੇ ਵਿਸ਼ਵਾਸ ਨਾ ਕੀਤਾ, ਅਤੇ ਇਨ੍ਹਾਂ ਲੋਕਾਂ ਨੇ ਗੈਰ-ਯਹੂਦੀਆਂ ਨੂੰ ਭੜਕਾਇਆ ਅਤੇ ਨਿਹਚਾਵਾਨਾਂ ਬਾਰੇ ਉਨ੍ਹਾਂ ਦੇ ਮਨਾਂ ਵਿੱਚ ਜ਼ਹਿਰ ਭਰ ਦਿੱਤਾ।
But the unbelieving Jews stirred up the Gentiles, and made their minds evil affected against the brethren.
3 ਇਸ ਦੇ ਬਾਵਜੂਦ, ਪੌਲੁਸ ਅਤੇ ਬਰਨਬਾਸ ਬਹੁਤ ਦਿਨਾ ਲਈ ਇੱਕੋਨਿਯੁਮ ਵਿੱਚ ਰੁਕੇ ਅਤੇ ਨਿਰਭੈ ਹੋਕੇ ਪ੍ਰਭੂ ਬਾਰੇ ਬੋਲੇ। ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਬਾਰੇ ਪ੍ਰਚਾਰ ਕੀਤਾ। ਪ੍ਰਭੂ ਨੇ ਉਨ੍ਹਾਂ ਦੇ ਸੰਦੇਸ਼ ਨੂੰ ਕਰਾਮਾਤੀ ਨਿਸ਼ਾਨ ਅਤੇ ਅਚੰਭੇ ਕਰਨ ਦੀ ਯੋਗਤਾ ਦੇਕੇ ਸਾਬਤ ਕੀਤਾ।
Long time therefore abode they speaking boldly in the Lord, which gave testimony unto the word of his grace, and granted signs and wonders to be done by their hands.
4 ਪਰ ਨਗਰ ਵਿੱਚ ਲੋਕਾਂ ਦਾ ਬਟਵਾਰਾ ਹੋ ਗਿਆ। ਕੁਝ ਲੋਕ ਯਹੂਦੀਆਂ ਨਾਲ ਸਹਿਮਤ ਹੋਣ ਲੱਗੇ ਅਤੇ ਕੁਝ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਮੰਨਣ ਲੱਗੇ।
But the multitude of the city was divided: and part held with the Jews, and part with the apostles.
5 ਕੁਝ ਗੈਰ-ਯਹੂਦੀਆਂ, ਕੁਝ ਯਹੂਦੀਆਂ ਅਤੇ ਉਨ੍ਹਾਂ ਦੇ ਆਗੂਆਂ ਨੇ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਨੁਕਸਾਨ ਪਹੁੰਚਾਉਣ ਦੀ ਕੋਸ਼ਿਸ਼ ਕੀਤੀ ਇਹ ਲੋਕ ਇਨ੍ਹਾਂ ਨੂੰ ਪੱਥਰਾਂ ਨਾਲ ਮਾਰ ਮੁਕਾਉਣਾ ਚਾਹੁੰਦੇ ਸਨ।
And when there was an assault made both of the Gentiles, and also of the Jews with their rulers, to use them despitefully, and to stone them,
6 ਜਦੋਂ ਉਨ੍ਹਾਂ ਨੂੰ ਇਸ ਬਾਰੇ ਪਤਾ ਲੱਗਾ, ਉਨ੍ਹਾਂ ਨੇ ਨਗਰ ਛੱਡ ਦਿੱਤਾ ਅਤੇ ਲੁਕਾਉਨਿਯਾ ਵਿੱਚ ਲੁਸਤ੍ਰਾ ਅਤੇ ਦਰਬੇ ਸ਼ਹਿਰਾਂ ਵਿੱਚ ਅਤੇ ਉਸ ਦੇ ਆਸ-ਪਾਸ ਦੇ ਇਲਾਕਿਆਂ ਨੂੰ ਚੱਲੇ ਗਏ।
They were ware of it, and fled unto Lystra and Derbe, cities of Lycaonia, and unto the region that lieth round about:
7 ਉੱਥੇ ਜਾਕੇ ਇਹ ਖੁਸ਼ਖਬਰੀ ਬਾਰੇ ਪਰਚਾਰ ਕਰਦੇ ਰਹੇ।
And there they preached the gospel.
8 ਪੌਲੁਸ-ਲੁਸਤ੍ਰਾ ਅਤੇ ਦਰਬੇ ਵਿੱਚ ਲੁਸਤ੍ਰਾ ਵਿੱਚ ਇੱਕ ਆਦਮੀ ਸੀ ਜਿਸਦੇ ਪੈਰ ਵਿੱਚ ਕੋਈ ਤਕਲੀਫ਼ ਸੀ। ਉਹ ਜਮਾਂਦਰੂ ਹੀ ਲੰਗੜਾ ਸੀ, ਉਸ ਨੇ ਕਦੇ ਚੱਲ ਕੇ ਨਹੀਂ ਸੀ ਵੇਖਿਆ।
And there sat a certain man at Lystra, impotent in his feet, being a cripple from his mother’s womb, who never had walked:
9 ਇਹ ਆਦਮੀ ਉੱਥੇ ਬੈਠਾ ਪੌਲੁਸ ਦੇ ਬਚਨ ਸੁਣ ਰਿਹਾ ਸੀ ਤਾਂ ਪੌਲੁਸ ਨੇ ਉਸ ਨੂੰ ਵੇਖਿਆ ਤੇ ਮਹਿਸੂਸ ਕੀਤਾ ਕਿ ਉਸ ਆਦਮੀ ਨੂੰ ਵਿਸ਼ਵਾਸ ਹੈ ਕਿ ਪਰਮੇਸ਼ੁਰ ਉਸ ਨੂੰ ਰਾਜ਼ੀ ਕਰ ਸੱਕਦਾ ਹੈ
The same heard Paul speak: who stedfastly beholding him, and perceiving that he had faith to be healed,
10 ਇਸ ਲਈ ਪੌਲੁਸ ਉੱਚੀ ਬੋਲਿਆ, “ਆਪਣੇ ਪੈਰਾਂ ਤੇ ਖਲੋ ਜਾ।” ਉਹ ਆਦਮੀ ਉੱਥੋਂ ਕੁਦਿਆ ਅਤੇ ਉਸ ਨੇ ਆਸ-ਪਾਸ ਚੱਲਣਾ ਸ਼ੁਰੂ ਕਰ ਦਿੱਤਾ।
Said with a loud voice, Stand upright on thy feet. And he leaped and walked.
11 ਜਦੋਂ ਲੋਕਾਂ ਨੇ ਪੌਲੁਸ ਨੂੰ ਅਜਿਹਾ ਕਰਦਿਆਂ ਵੇਖਿਆ ਤਾਂ ਉਹ ਲੁਕਾਉਣਿਯਾ ਦੀ ਆਪਣੀ ਭਾਸ਼ਾ ਵਿੱਚ ਚਿਲਾਉਣ ਲੱਗੇ, “ਦੇਵਤੇ ਮਾਨਵ ਦਾ ਰੂਪ ਧਾਰਕੇ ਸਾਡੇ ਕੋਲ ਆਏ ਹਨ।”
And when the people saw what Paul had done, they lifted up their voices, saying in the speech of Lycaonia, The gods are come down to us in the likeness of men.
12 ਲੋਕਾਂ ਨੇ ਬਰਨਬਾਸ ਨੂੰ ਦਿਓਸ ਅਤੇ ਪੌਲੁਸ ਨੂੰ “ਹਰਮੇਸ” ਨਾਉਂ ਨਾਲ ਬੁਲਾਉਣਾ ਸ਼ੁਰੂ ਕੀਤਾ ਇਸ ਲਈ ਕਿਉਂਕਿ ਇਹ ਬਚਨ ਕਰਨ ਵਿੱਚ ਆਗੂ ਸੀ।
And they called Barnabas, Jupiter; and Paul, Mercurius, because he was the chief speaker.
13 ਦਿਓਸ ਦਾ ਮੰਦਰ ਸ਼ਹਿਰ ਦੇ ਕੋਲ ਹੀ ਸੀ। ਇਸ ਮੰਦਰ ਦਾ ਜਾਜਕ ਕੁਝ ਬਲਦ ਅਤੇ ਫ਼ੁੱਲ ਸ਼ਹਿਰ ਦੇ ਫ਼ਾਟਕਾਂ ਤੇ ਲਿਆਇਆ। ਉਹ ਲੋਕ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਬਲੀਆਂ ਦੇਣਾ ਚਾਹੁੰਦੇ ਸਨ।
Then the priest of Jupiter, which was before their city, brought oxen and garlands unto the gates, and would have done sacrifice with the people.
14 ਪਰ ਜਦੋਂ ਪੌਲੁਸ ਅਤੇ ਬਰਨਬਾਸ ਰਸੂਲਾਂ ਨੇ ਇਹ ਸੁਣਿਆ ਤਾਂ ਉਨ੍ਹਾਂ ਆਪਣੇ ਵਸਤਰ ਪਾੜੇ ਅਤੇ ਲੋਕਾਂ ਵਿੱਚ ਬਾਹਰ ਨੂੰ ਦੌੜ ਪਏ ਅਤੇ ਉੱਚੀ-ਉੱਚੀ ਚਿਲਾਉਣ ਲੱਗ ਪਏ,
Which when the apostles, Barnabas and Paul, heard of, they rent their clothes, and ran in among the people, crying out,
15 “ਹੇ ਪੁਰੱਖੋ। ਤੁਸੀਂ ਇਹ ਕਿਉਂ ਕਰ ਰਹੇ ਹੋ? ਅਸੀਂ ਦੇਵਤੇ ਨਹੀਂ ਹਾਂ। ਅਸੀਂ ਤੁਹਾਡੇ ਹੀ ਵਰਗੇ ਮਨੁੱਖ ਹਾਂ। ਅਸੀਂ ਇੱਥੇ ਤੁਹਾਨੂੰ ਖੁਸ਼ਖਬਰੀ ਦੱਸਣ ਆਏ ਹਾਂ ਕਿ ਤੁਹਾਨੂੰ ਇਨ੍ਹਾਂ ਵਿਅਰਥ ਗੱਲਾਂ ਤੋਂ ਜਿਉਂਦੇ ਸੱਚੇ ਪਰਮੇਸ਼ੁਰ ਵੱਲ ਪਰਤਣਾ ਚਾਹੀਦਾ ਹੈ। ਉਹੀ ਹੈ ਜਿਸਨੇ ਅਕਾਸ਼ ਸਿਰਜਿਆ ਹੈ, ਧਰਤੀ, ਸਮੁੰਦਰ ਅਤੇ ਉਸ ਸਾਰੀ ਸ੍ਰਿਸ਼ਟੀ ਵਿੱਚ ਜੀਵਨ ਸਿਰਜਿਆ ਹੈ।
And saying, Sirs, why do ye these things? We also are men of like passions with you, and preach unto you that ye should turn from these vanities unto the living God, which made heaven, and earth, and the sea, and all things that are therein:
16 “ਪਿੱਛਲੇ ਸਮਿਆਂ ਵਿੱਚ ਪਰਮੇਸ਼ੁਰ ਨੇ ਕੌਮਾਂ ਨੂੰ ਉਹ ਕਰਨ ਦਿੱਤਾ ਜੋ ਉਨ੍ਹਾਂ ਨੇ ਚਾਹਾ।
Who in times past suffered all nations to walk in their own ways.
17 ਪਰ ਪਰਮੇਸ਼ੁਰ ਨੇ ਉਹ ਕਾਰਜ ਕੀਤੇ ਜੋ ਦਿਖਾਉਂਦੇ ਹਨ ਕਿ ਉਹ ਮੌਜੂਦ ਹੈ। ਉਸ ਨੇ ਤੁਹਾਡੇ ਲਈ ਹਮੇਸ਼ਾ ਚੰਗੀਆਂ ਗੱਲਾਂ ਕੀਤੀਆਂ। ਉਸ ਨੇ ਅਕਾਸ਼ ਤੋਂ ਤੁਹਾਡੇ ਲਈ ਬਰੱਖਾ ਕੀਤੀ ਅਤੇ ਸਹੀ ਵਕਤ ਤੇ ਫ਼ਸਲਾਂ ਦਿੱਤੀਆਂ। ਉਹ ਤੁਹਾਨੂੰ ਖਾਣ ਲਈ ਬੇਸ਼ੁਮਾਰ ਅਨਾਜ ਦਿੰਦਾ ਹੈ ਅਤੇ ਤੁਹਾਡੇ ਦਿਲ ਖੁਸ਼ੀਆਂ ਨਾਲ ਭਰਪੂਰ ਰੱਖਦਾ ਹੈ।”
Nevertheless he left not himself without witness, in that he did good, and gave us rain from heaven, and fruitful seasons, filling our hearts with food and gladness.
18 ਪੌਲੁਸ ਅਤੇ ਬਰਨਬਾਸ ਨੇ ਉਨ੍ਹਾਂ ਨੂੰ ਇਹ ਗੱਲਾਂ ਕਹੀਆਂ, ਪਰ ਉਹ ਬੜੀ ਮੁਸ਼ਕਿਲ ਨਾਲ ਉਨ੍ਹਾਂ ਲੋਕਾਂ ਨੂੰ ਉਨ੍ਹਾਂ ਲਈ ਬਲੀਆਂ ਦੇਣ ਤੋਂ ਰੋਕ ਸੱਕੇ।
And with these sayings scarce restrained they the people, that they had not done sacrifice unto them.
19 ਫ਼ਿਰ ਕੁਝ ਯਹੂਦੀ ਅੰਤਾਕਿਯਾ ਅਤੇ ਇੱਕੁਨਿਯੁਮ ਤੋਂ ਆਏ, ਅਤੇ ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪੌਲੁਸ ਦੇ ਵਿਰੁੱਧ ਹੋ ਜਾਣ ਲਈ ਉਕਸਾਇਆ। ਇਸ ਲਈ ਉਨ੍ਹਾਂ ਨੇ ਪੌਲੁਸ ਤੇ ਪੱਥਰਾਵ ਕੀਤਾ ਅਤੇ ਇਹ ਸੋਚ ਕੇ ਧੂਹ ਕੇ ਸ਼ਹਿਰ ਤੋਂ ਬਾਹਰ ਸੁੱਟ ਦਿੱਤਾ, ਕਿ ਉਹ ਮਰ ਗਿਆ ਸੀ।
And there came thither certain Jews from Antioch and Iconium, who persuaded the people, and, having stoned Paul, drew him out of the city, supposing he had been dead.
20 ਯਿਸੂ ਦੇ ਚੇਲੇ ਪੌਲੁਸ ਦੇ ਆਸ-ਪਾਸ ਇੱਕਤਰ ਹੋਏ, ਉਹ ਉੱਠਿਆ ਅਤੇ ਨਗਰ ਵਿੱਚ ਵਾਪਸ ਚੱਲਿਆ ਗਿਆ। ਅਗਲੇ ਦਿਨ ਉਹ ਅਤੇ ਬਰਨਬਾਸ ਦਰਬੇ ਸ਼ਹਿਰ ਵਿੱਚ ਚੱਲੇ ਗਏ।
Howbeit, as the disciples stood round about him, he rose up, and came into the city: and the next day he departed with Barnabas to Derbe.
21 ਅੰਤਾਕਿਯਾ ਵਿੱਚ ਪਰਤਣਾ ਪੌਲੁਸ ਅਤੇ ਬਰਨਬਾਸ ਨੇ ਦਰਬੇ ਸ਼ਹਿਰ ਵਿੱਚ ਵੀ ਖੁਸ਼ਖਬਰੀ ਦਾ ਪਰਚਾਰ ਕੀਤਾ। ਬਹੁਤ ਸਾਰੇ ਲੋਕ ਇੱਥੇ ਯਿਸੂ ਦੇ ਚੇਲੇ ਬਣ ਗਏ। ਉਹ ਦੋਨੋਂ ਲੁਸਤ੍ਰਾ, ਇੱਕੁਨਿਯੁਮ ਅਤੇ ਅੰਤਾਕਿਯਾ ਨੂੰ ਪਰਤੇ।
And when they had preached the gospel to that city, and had taught many, they returned again to Lystra, and to Iconium, and Antioch,
22 ਇਨ੍ਹਾਂ ਸ਼ਹਿਰਾਂ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਨੇ ਯਿਸੂ ਦੇ ਚੇਲਿਆਂ ਨੂੰ ਤਕੜੇ ਬਣਾਇਆ ਅਤੇ ਉਨ੍ਹਾਂ ਨੂੰ ਵਿਸ਼ਵਾਸ ਵਿੱਚ ਰਹਿਣ ਬਾਰੇ ਸਮਝਾਇਆ ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਸਾਨੂੰ ਪਰਮੇਸ਼ੁਰ ਦੇ ਰਾਜ ਵਿੱਚ ਪ੍ਰਵੇਸ਼ ਕਰਨ ਲਈ ਅਨੇਕਾਂ ਮੁਸ਼ਕਲਾਂ ਦਾ ਸਾਹਮਣਾ ਕਰਨਾ ਪਵੇਗਾ।”
Confirming the souls of the disciples, and exhorting them to continue in the faith, and that we must through much tribulation enter into the kingdom of God.
23 ਉਨ੍ਹਾਂ ਨੇ ਹਰੇਕ ਕਲੀਸਿਯਾ ਲਈ ਬਜ਼ੁਰਗਾਂ ਨੂੰ ਨਿਯੁਕਤ ਕੀਤਾ। ਵਰਤ ਅਤੇ ਪ੍ਰਾਰਥਨਾ ਨਾਲ, ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਪ੍ਰਭੂ ਨੂੰ ਸੌਂਪ ਦਿੱਤਾ, ਜਿਸਤੇ ਉਨ੍ਹਾਂ ਨੇ ਭਰੋਸਾ ਕੀਤਾ।
And when they had ordained them elders in every church, and had prayed with fasting, they commended them to the Lord, on whom they believed.
24 ਤਦ ਉਹ ਦੋਨੋਂ ਪਿਸਿਦਿਯਾ ਦੇਸ਼ ਵਿੱਚੋਂ ਦੀ ਲੰਘੇ ਅਤੇ ਪੰਫ਼ਲਿਯਾ ਦੇਸ਼ ਵਿੱਚ ਪਹੁੰਚੇ।
And after they had passed throughout Pisidia, they came to Pamphylia.
25 ਫ਼ਿਰ ਉਨ੍ਹਾਂ ਨੇ ਪਰਮੇਸ਼ੁਰ ਦਾ ਸੰਦੇਸ਼ ਪਰਗਾ ਵਿੱਚ ਦਿੱਤਾ ਅਤੇ ਉਸਤੋਂ ਬਾਅਦ ਉਹ ਅੰਤਾਕਿਯਾ ਸ਼ਹਿਰ ਵੱਲ ਗਏ।
And when they had preached the word in Perga, they went down into Attalia:
26 ਉੱਥੋਂ ਤੋਂ, ਜਹਾਜ਼ ਰਾਹੀਂ ਉਹ ਦੋਨੋਂ ਅੰਤਾਕਿਯਾ ਨੂੰ ਗਏ। ਇਹ ਉਹੀ ਸ਼ਹਿਰ ਸੀ ਜਿੱਥੇ ਨਿਹਚਾਵਾਨਾਂ ਨੇ ਉਨ੍ਹਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਨੂੰ ਸੌਂਪ ਦਿੱਤਾ ਅਤੇ ਉਨ੍ਹਾਂ ਨੂੰ ਇਹ ਕੰਮ ਕਰਨ ਲਈ ਭੇਜ ਦਿੱਤਾ। ਹੁਣ ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਦਿੱਤਾ ਹੋਇਆ ਕੰਮ ਪੂਰਨ ਕਰ ਦਿੱਤਾ ਸੀ।
And thence sailed to Antioch, from whence they had been recommended to the grace of God for the work which they fulfilled.
27 ਜਦੋਂ ਉੱਥੇ ਦੋਨੋਂ ਪਹੁੰਚੇ, ਉਨ੍ਹਾਂ ਨੇ ਕਲੀਸਿਯਾ ਨੂੰ ਇਕੱਠੇ ਕੀਤਾ ਅਤੇ ਉਨ੍ਹਾਂ ਨੂੰ ਉਹ ਗੱਲਾਂ ਦੱਸੀਆਂ ਜਿਹੜੀਆਂ ਪਰਮੇਸ਼ੁਰ ਨੇ ਉਨ੍ਹਾਂ ਰਾਹੀਂ ਕੀਤੀਆਂ ਸਨ। ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਪਰਮੇਸ਼ੁਰ ਨੇ ਦਰਵਾਜ਼ਾ ਖੋਲ੍ਹਿਆ ਹੈ ਤਾਂ ਜੋ ਗੈਰ ਕੌਮਾਂ ਦੇ ਲੋਕ ਵੀ ਨਿਹਚਾ ਕਰ ਸੱਕਣ।”
And when they were come, and had gathered the church together, they rehearsed all that God had done with them, and how he had opened the door of faith unto the Gentiles.
28 ਉੱਥੇ ਪੌਲੁਸ ਅਤੇ ਬਰਨਬਾਸ ਮਸੀਹ ਦੇ ਚੇਲਿਆਂ ਨਾਲ ਬਹੁਤ ਦਿਨ ਰਹੇ।
And there they abode long time with the disciples.