Exodus 33
1 ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଏବଂ ମିଶରରୁ ବାହାର କରି ଆଣିଥିବା ଲୋକମାନଙ୍କ ସହିତ ଏ ଦେଶ ପରିତ୍ଯାଗ କର। ମୁଁ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ପ୍ରତିଜ୍ଞା କରିଥିଲି, ସମାନଙ୍କେ ଭବିଷ୍ଯତ ବଂଶଧରମାନଙ୍କୁ ଦବେି ବୋଲି।
2 ତେଣୁ ମୁଁ ତୁମ୍ଭ ଆଗେ ଆଗେ ଏକ ସ୍ବର୍ଗଦୂତ ପଠାଇବି ପୁଣି ମୁଁ କିଣାନୀଯ ଓ ଇମାରେୀୟ, ହିତ୍ତୀଯ, ପିରିଷୀଯ, ହିଦ୍ଦୀଯ ଓ ୟିବୁଷୀଯ ଲୋକମାନଙ୍କୁ ତଡି ଦବେି।
3 ତେଣୁ ତମ୍ଭମାନେେ ସହେି ଦୁଗ୍ଧ ମଧୁ ପ୍ରବାହୀ ଦେଶକୁ ୟାଅ କିନ୍ତୁ ମୁଁ ତୁମ୍ଭ ସହିତ ୟିବି ନାହିଁ। ମୁଁ ତୁମ୍ଭମାନଙ୍କୁ ହତ୍ଯା କରିବି, ଯେ ହତେୁ ତୁମ୍ଭମାନେେ ଜିଦ୍ଖୋର ଲୋକ।
4 ଲୋକମାନେ ଏହିପରି ଅଶୁଭ ସମ୍ବାଦ ଶୁଣିବା ପରେ ସମାନେେ ଶୋକ କଲେ ଏବଂ ଲୋକମାନେ ଆଉ କର୍ଣ୍ଣକୁଣ୍ଡଳ ପିନ୍ଧିଲେ ନାହିଁ।
5 କାହିଁକି? କାରଣ ସଦାପ୍ରଭୁ ମାଶାଙ୍କେୁ କହିଲେ, ଇଶ୍ରାୟେଲ ଲୋକମାନଙ୍କୁ କୁହ, 'ତୁମ୍ଭମାନେେ ଶକ୍ତଗ୍ରୀବ ଲୋକ। ମୁଁ ଯଦି ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କ ସହିତ ୟିବି ଦବେେ ତୁମ୍ଭମାନଙ୍କୁ ଧ୍ବଂସ କରିବି। ତେଣୁ ଆପଣା ଶରୀରରୁ ସୁବର୍ଣ୍ଣ ବାହାର କର। ଏହାପରେ ତୁମ୍ଭମାନଙ୍କ ପାଇଁ କ'ଣ କରାୟିବ ବିଗ୍ଭର କରିବା।'
6 ତେଣୁ ଇଶ୍ରାୟେଲୀୟ ଲୋକମାନେ ହାରେବେ ପର୍ବତ ନିକଟରୁ ଆସିବାଠାରୁ ଆଉ ସୁବର୍ଣ୍ଣ ପିନ୍ଧିଲେ ନାହିଁ।
7 ମାଶାେ ତମ୍ବୁ ନଇେ ଛାଉଣୀଠାରୁ କିଛି ଦୂର ରେ ଅଲଗା ଛାଉଣୀ ସ୍ଥାପନ କଲେ। ସେ ସହେି ତମ୍ବୁର ନାମ ସମାଗମ ତମ୍ବୁ ଦେଲେ। ଯେଉଁ ଲୋକ ସଦାପ୍ରଭୁଙ୍କ ଇଚ୍ଛା ବିଷଯ ରେ ଜାଣିବାକୁ ଚାହିଁଲେ ତାଙ୍କୁ ସହେି ସମାଗମ ତମ୍ବୁକୁ ୟିବାକୁ ପଡିଲା।
8 ମାଶାେ ବାହାର ହାଇେ ତମ୍ବୁ ନିକଟକୁ ଗଲା ସମୟରେ ସମସ୍ତ ଲୋକେ ଉଠି ନିଜ ନିଜ ତମ୍ବୁ ବାହା ରେ ଠିଆ ହେଲେ, ଆଉ ଯେପର୍ୟ୍ଯନ୍ତ ମାଶାେ ସହେି ସମାଗମ ତମ୍ବୁ ରେ ପ୍ରବେଶ ନକଲେ, ସପେର୍ୟ୍ଯନ୍ତ ସମାନେେ ତାଙ୍କ ପଥକୁ ଅନାଇ ରହିଲେ।
9 ମାଶାେ ତମ୍ବୁ ରେ ପ୍ରବେଶ କରନ୍ତେ ମେଘସ୍ତମ୍ଭ ତମ୍ବୁ ଦ୍ବାର ରେ ଉପସ୍ଥିତ ହେଲା। ତହିଁରେ ସଦାପ୍ରଭୁ ମାଶାଙ୍କେ ସହିତ କଥାବାର୍ତ୍ତା କଲେ।
10 ତେଣୁ ଯେତବେେଳେ ଲୋକମାନେ ତମ୍ବୁର ଦ୍ବାର ଦେଶ ରେ ମେଘ ସ୍ତମ୍ଭ ଦେଖିଲେ। ସେତବେେଳେ ଲୋକମାନେ ଆପଣା ଆପଣା ତମ୍ବୁ ଦ୍ବାର ରେ ଥାଇ ପ୍ରଣାମ କଲେ।
11 ଏହି ପ୍ରକା ରେ ସଦାପ୍ରଭୁ ମାଶାଙ୍କେ ସହିତ ମୁହାଁମୁହିଁ କଥାପାର୍ତ୍ତା ହେଲେ। ସଦାପ୍ରଭୁ ମାଶାଙ୍କେ ସହିତ କଥାବାର୍ତ୍ତା ହେଉଥିଲେ ଯେପରି ସେ ତାଙ୍କର ବନ୍ଧୁ। ସଦାପ୍ରଭୁଙ୍କ ସହିତ ମାଶାେ କଥାବାର୍ତ୍ତା କରିସାରିବା ପରେ ଛାଉଣୀକୁ ଫରେି ଆସିଲା। କିନ୍ତୁ ତାଙ୍କର ପରିଚାରକ ସର୍ବଦା ତମ୍ବୁ ରେ ରହୁଥିଲେ। ସହେି ପରିଚାରକର ନାମ ଥିଲା ଯିହାଶୂେୟ, ସେ ଥିଲେ ନୂନର ପୁତ୍ର।
12 ମାଶାେ ସଦାପ୍ରଭୁଙ୍କୁ କହିଲେ, ତୁମ୍ଭେ ମାେତେ ଆଜ୍ଞା ଦଲେ ଏହି ଲୋକମାନଙ୍କୁ ଆଗଇେ ନବୋ ପାଇଁ କିନ୍ତୁ ତୁମ୍ଭେ କହିଲ ନାହିଁ ମାେ ସହିତ କାହାକୁ ପଠାଇବ। ତୁମ୍ଭେ ମାେତେ କହିଛ ଯେ, 'ତୁମ୍ଭେ ମାେତ ଭଲଭାବେ ଜାଣ, ଏବଂ ତୁମ୍ଭେ ମାେ ପ୍ରତି ପ୍ରୀତ।'
13 ଯଦି ମୁଁ ତୁମ୍ଭ ଦୃଷ୍ଟି ରେ ଅନୁଗ୍ରହର ପାତ୍ର ହାଇେଅଛି, ତବେେ ବିନଯ କରୁଛି ତୁମ୍ଭେ ମାେତେ ତୁମ୍ଭର ପଥସବୁ ଶିକ୍ଷା ଦବୋକୁ, ଯେଉଁଥିପାଇଁ ମୁଁ ତୁମ୍ଭକୁ ଖୁସି କରିପାରିବି। ମୁଁ ତୁମ୍ଭ ବିଷଯ ରେ ଜାଣିବାକୁ ଚା ହେଁ। ଦୟା କରି ତୁମ୍ଭର ଲୋକମାନଙ୍କର ଦଳ ରେ ମାେତେ ବିବଚେନା କରନ୍ତୁ।
14 ସଦାପ୍ରଭୁ ଉତ୍ତର ଦେଲେ, ମାରେ ଉପସ୍ଥିତି ତୁମ୍ଭ ସହିତ ୟିବ ଏବଂ ତୁମ୍ଭକୁ ବିଶ୍ରାମ ଦବେ।
15 ଏହାପରେ ମାଶାେ ସଦାପ୍ରଭୁଙ୍କୁ କହିଲେ, ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ନରହେ, ତବେେ ଆମ୍ଭମାନଙ୍କୁ କେଉଁଠାକୁ ପଠାଅ ନାହିଁ।
16 କାରଣ ମୁଁ ଓ ତୁମ୍ଭର ସମସ୍ତ ଲୋକମାନେ ଯେ ତୁମ୍ଭ ଦୃଷ୍ଟି ରେ ଅନୁଗ୍ରହର ପାତ୍ର ହାଇେଅଛୁ ଏହା ଆମ୍ଭେ କିପରି ଜାଣିବା? ଯଦି ତୁମ୍ଭେ ଆମ୍ଭ ସହିତ ୟାଅ, ଆମ୍ଭମାନେେ ନିଶ୍ଚିତ ଭାବରେ ଜାଣିବୁ। ଯମେନ୍ତ ମୁଁ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କ ଠାରୁ ବିଶଷେ ଲୋକ ହବେ। ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ନୟାଅ, ତବେେ ପୃଥିବୀର ଅନ୍ୟ ଲୋକମାନଙ୍କଠାରୁ ଆମ୍ଭମାନେେ ଭିନ୍ନ ନୁହଁ।
17 ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭର କଥା ଅନୁୟାଯୀ ମୁଁ କରିବି କାରଣ ମୁଁ ତୁମ୍ଭ ପ୍ରତି ପ୍ରୀତ ଓ ତୁମ୍ଭକୁ ମୁଁ ତୁମ୍ଭର ନାମରୂପେ ଜାଣିଅଛି।
18 ଏହାପରେ ମାଶାେ କହିଲେ, ବର୍ତ୍ତମାନ ତୁମ୍ଭର ମହିମା ମାେତେ ଦଖାେଅ।
19 ଏହାପରେ ସଦାପ୍ରଭୁ ଉତ୍ତର ଦେଲେ, ମୁଁ ତୁମ୍ଭ ସମ୍ମୁଖ ରେ ଆପଣାର ସମସ୍ତ ଉତ୍ତମତା ଗମନ କରାଇବି, ତୁମ୍ଭ ସମ୍ମୁଖ ରେ ସଦାପ୍ରଭୁଙ୍କର ନାମ ଘାଷେଣା କରାଇବି। ମୁଁ ଯାହାକୁ ଅନୁଗ୍ରହ କରେ ତାହାକୁ ଅନୁଗ୍ରହ କରିବିଓ ଯାହାକୁ ଦୟାକରେ ତାହାକୁ ଦୟା କରିବି।
20 କିନ୍ତୁ ତୁମ୍ଭେ ତୁମ୍ଭର ମୁଖ ଦେଖିପାରିବ ନାହିଁ। କାରଣ କହେି ମାେତେ ଦେଖିଲେ ଜୀବିତ ରହି ପାରିବେ ନାହିଁ।
21 ମାେ ନିକଟରେ ଏକ ଶୈଳ ଖଣ୍ଡ ପଡିଅଛି। ତୁମ୍ଭେ ସହେି ଶୈଳ ଉପରେ ଛିଡା ହବେ।
22 ତୁମ୍ଭ ନିକଟ ଦଇେ ଆମ୍ଭ ମହିମାର ଗମନ ସମୟରେ ମୁଁ ତୁମ୍ଭକୁ ଶୈଳର ସହେି ଛିଦ୍ର ରେ ରଖିବି ଓ ମୁଁ ଗମନର ଶଷେ ପର୍ୟ୍ଯନ୍ତ ଆପଣା ହସ୍ତ ରେ ତୁମ୍ଭକୁ ଆଛନ୍ନ କରିବି।
23 ଏହାପରେ ଆମ୍ଭେ ଆପଣା ହସ୍ତ କାଢି ନେଲେ, ତୁମ୍ଭେ ଆମ୍ଭର ପୃଷ୍ଠ ଦେଖିବ। ମାତ୍ର ଆମ୍ଭର ମୁଖ ଦେଖି ପାରିବ ନାହିଁ।
1 And the Lord said unto Moses, Depart, and go up hence, thou and the people which thou hast brought up out of the land of Egypt, unto the land which I sware unto Abraham, to Isaac, and to Jacob, saying, Unto thy seed will I give it:
2 And I will send an angel before thee; and I will drive out the Canaanite, the Amorite, and the Hittite, and the Perizzite, the Hivite, and the Jebusite:
3 Unto a land flowing with milk and honey: for I will not go up in the midst of thee; for thou art a stiffnecked people: lest I consume thee in the way.
4 And when the people heard these evil tidings, they mourned: and no man did put on him his ornaments.
5 For the Lord had said unto Moses, Say unto the children of Israel, Ye are a stiffnecked people: I will come up into the midst of thee in a moment, and consume thee: therefore now put off thy ornaments from thee, that I may know what to do unto thee.
6 And the children of Israel stripped themselves of their ornaments by the mount Horeb.
7 And Moses took the tabernacle, and pitched it without the camp, afar off from the camp, and called it the Tabernacle of the congregation. And it came to pass, that every one which sought the Lord went out unto the tabernacle of the congregation, which was without the camp.
8 And it came to pass, when Moses went out unto the tabernacle, that all the people rose up, and stood every man at his tent door, and looked after Moses, until he was gone into the tabernacle.
9 And it came to pass, as Moses entered into the tabernacle, the cloudy pillar descended, and stood at the door of the tabernacle, and the Lord talked with Moses.
10 And all the people saw the cloudy pillar stand at the tabernacle door: and all the people rose up and worshipped, every man in his tent door.
11 And the Lord spake unto Moses face to face, as a man speaketh unto his friend. And he turned again into the camp: but his servant Joshua, the son of Nun, a young man, departed not out of the tabernacle.
12 And Moses said unto the Lord, See, thou sayest unto me, Bring up this people: and thou hast not let me know whom thou wilt send with me. Yet thou hast said, I know thee by name, and thou hast also found grace in my sight.
13 Now therefore, I pray thee, if I have found grace in thy sight, shew me now thy way, that I may know thee, that I may find grace in thy sight: and consider that this nation is thy people.
14 And he said, My presence shall go with thee, and I will give thee rest.
15 And he said unto him, If thy presence go not with me, carry us not up hence.
16 For wherein shall it be known here that I and thy people have found grace in thy sight? is it not in that thou goest with us? so shall we be separated, I and thy people, from all the people that are upon the face of the earth.
17 And the Lord said unto Moses, I will do this thing also that thou hast spoken: for thou hast found grace in my sight, and I know thee by name.
18 And he said, I beseech thee, shew me thy glory.
19 And he said, I will make all my goodness pass before thee, and I will proclaim the name of the Lord before thee; and will be gracious to whom I will be gracious, and will shew mercy on whom I will shew mercy.
20 And he said, Thou canst not see my face: for there shall no man see me, and live.
21 And the Lord said, Behold, there is a place by me, and thou shalt stand upon a rock:
22 And it shall come to pass, while my glory passeth by, that I will put thee in a clift of the rock, and will cover thee with my hand while I pass by:
23 And I will take away mine hand, and thou shalt see my back parts: but my face shall not be seen.
Acts 14 in Tamil and English
1 ਪੌਲੁਸ ਅਤੇ ਬਰਨਬਾਸ ਇੱਕੋਨਿਯੁਮ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਤਦ ਇੱਕੋਦਿਯਾਮ ਸ਼ਹਿਰ ਵਿੱਚ ਪਹੁੰਚੇ। ਉੱਥੇ ਉਹ ਯਹੂਦੀਆਂ ਦੇ ਪ੍ਰਾਰਥਨਾ ਸਥਾਨ ਤੇ ਪਹੁੰਚੇ ਉਹ ਹਰ ਸ਼ਹਿਰ ਵਿੱਚ ਜਾਕੇ ਇਵੇਂ ਹੀ ਕਰਦੇ ਸਨ। ਉਨ੍ਹਾਂ ਨੇ ਇੰਨਾ ਵੱਧੀਆ ਬਚਨ ਕੀਤਾ ਕਿ ਯਹੂਦੀਆਂ ਅਤੇ ਯੂਨਾਨੀਆਂ ਨੇ ਉਨ੍ਹਾਂ ਉੱਪਰ ਵਿਸ਼ਵਾਸ ਕੀਤਾ।
And it came to pass in Iconium, that they went both together into the synagogue of the Jews, and so spake, that a great multitude both of the Jews and also of the Greeks believed.
2 ਪਰ ਕੁਝ ਯਹੂਦੀ ਲੋਕਾਂ ਨੇ ਵਿਸ਼ਵਾਸ ਨਾ ਕੀਤਾ, ਅਤੇ ਇਨ੍ਹਾਂ ਲੋਕਾਂ ਨੇ ਗੈਰ-ਯਹੂਦੀਆਂ ਨੂੰ ਭੜਕਾਇਆ ਅਤੇ ਨਿਹਚਾਵਾਨਾਂ ਬਾਰੇ ਉਨ੍ਹਾਂ ਦੇ ਮਨਾਂ ਵਿੱਚ ਜ਼ਹਿਰ ਭਰ ਦਿੱਤਾ।
But the unbelieving Jews stirred up the Gentiles, and made their minds evil affected against the brethren.
3 ਇਸ ਦੇ ਬਾਵਜੂਦ, ਪੌਲੁਸ ਅਤੇ ਬਰਨਬਾਸ ਬਹੁਤ ਦਿਨਾ ਲਈ ਇੱਕੋਨਿਯੁਮ ਵਿੱਚ ਰੁਕੇ ਅਤੇ ਨਿਰਭੈ ਹੋਕੇ ਪ੍ਰਭੂ ਬਾਰੇ ਬੋਲੇ। ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਬਾਰੇ ਪ੍ਰਚਾਰ ਕੀਤਾ। ਪ੍ਰਭੂ ਨੇ ਉਨ੍ਹਾਂ ਦੇ ਸੰਦੇਸ਼ ਨੂੰ ਕਰਾਮਾਤੀ ਨਿਸ਼ਾਨ ਅਤੇ ਅਚੰਭੇ ਕਰਨ ਦੀ ਯੋਗਤਾ ਦੇਕੇ ਸਾਬਤ ਕੀਤਾ।
Long time therefore abode they speaking boldly in the Lord, which gave testimony unto the word of his grace, and granted signs and wonders to be done by their hands.
4 ਪਰ ਨਗਰ ਵਿੱਚ ਲੋਕਾਂ ਦਾ ਬਟਵਾਰਾ ਹੋ ਗਿਆ। ਕੁਝ ਲੋਕ ਯਹੂਦੀਆਂ ਨਾਲ ਸਹਿਮਤ ਹੋਣ ਲੱਗੇ ਅਤੇ ਕੁਝ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਮੰਨਣ ਲੱਗੇ।
But the multitude of the city was divided: and part held with the Jews, and part with the apostles.
5 ਕੁਝ ਗੈਰ-ਯਹੂਦੀਆਂ, ਕੁਝ ਯਹੂਦੀਆਂ ਅਤੇ ਉਨ੍ਹਾਂ ਦੇ ਆਗੂਆਂ ਨੇ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਨੁਕਸਾਨ ਪਹੁੰਚਾਉਣ ਦੀ ਕੋਸ਼ਿਸ਼ ਕੀਤੀ ਇਹ ਲੋਕ ਇਨ੍ਹਾਂ ਨੂੰ ਪੱਥਰਾਂ ਨਾਲ ਮਾਰ ਮੁਕਾਉਣਾ ਚਾਹੁੰਦੇ ਸਨ।
And when there was an assault made both of the Gentiles, and also of the Jews with their rulers, to use them despitefully, and to stone them,
6 ਜਦੋਂ ਉਨ੍ਹਾਂ ਨੂੰ ਇਸ ਬਾਰੇ ਪਤਾ ਲੱਗਾ, ਉਨ੍ਹਾਂ ਨੇ ਨਗਰ ਛੱਡ ਦਿੱਤਾ ਅਤੇ ਲੁਕਾਉਨਿਯਾ ਵਿੱਚ ਲੁਸਤ੍ਰਾ ਅਤੇ ਦਰਬੇ ਸ਼ਹਿਰਾਂ ਵਿੱਚ ਅਤੇ ਉਸ ਦੇ ਆਸ-ਪਾਸ ਦੇ ਇਲਾਕਿਆਂ ਨੂੰ ਚੱਲੇ ਗਏ।
They were ware of it, and fled unto Lystra and Derbe, cities of Lycaonia, and unto the region that lieth round about:
7 ਉੱਥੇ ਜਾਕੇ ਇਹ ਖੁਸ਼ਖਬਰੀ ਬਾਰੇ ਪਰਚਾਰ ਕਰਦੇ ਰਹੇ।
And there they preached the gospel.
8 ਪੌਲੁਸ-ਲੁਸਤ੍ਰਾ ਅਤੇ ਦਰਬੇ ਵਿੱਚ ਲੁਸਤ੍ਰਾ ਵਿੱਚ ਇੱਕ ਆਦਮੀ ਸੀ ਜਿਸਦੇ ਪੈਰ ਵਿੱਚ ਕੋਈ ਤਕਲੀਫ਼ ਸੀ। ਉਹ ਜਮਾਂਦਰੂ ਹੀ ਲੰਗੜਾ ਸੀ, ਉਸ ਨੇ ਕਦੇ ਚੱਲ ਕੇ ਨਹੀਂ ਸੀ ਵੇਖਿਆ।
And there sat a certain man at Lystra, impotent in his feet, being a cripple from his mother’s womb, who never had walked:
9 ਇਹ ਆਦਮੀ ਉੱਥੇ ਬੈਠਾ ਪੌਲੁਸ ਦੇ ਬਚਨ ਸੁਣ ਰਿਹਾ ਸੀ ਤਾਂ ਪੌਲੁਸ ਨੇ ਉਸ ਨੂੰ ਵੇਖਿਆ ਤੇ ਮਹਿਸੂਸ ਕੀਤਾ ਕਿ ਉਸ ਆਦਮੀ ਨੂੰ ਵਿਸ਼ਵਾਸ ਹੈ ਕਿ ਪਰਮੇਸ਼ੁਰ ਉਸ ਨੂੰ ਰਾਜ਼ੀ ਕਰ ਸੱਕਦਾ ਹੈ
The same heard Paul speak: who stedfastly beholding him, and perceiving that he had faith to be healed,
10 ਇਸ ਲਈ ਪੌਲੁਸ ਉੱਚੀ ਬੋਲਿਆ, “ਆਪਣੇ ਪੈਰਾਂ ਤੇ ਖਲੋ ਜਾ।” ਉਹ ਆਦਮੀ ਉੱਥੋਂ ਕੁਦਿਆ ਅਤੇ ਉਸ ਨੇ ਆਸ-ਪਾਸ ਚੱਲਣਾ ਸ਼ੁਰੂ ਕਰ ਦਿੱਤਾ।
Said with a loud voice, Stand upright on thy feet. And he leaped and walked.
11 ਜਦੋਂ ਲੋਕਾਂ ਨੇ ਪੌਲੁਸ ਨੂੰ ਅਜਿਹਾ ਕਰਦਿਆਂ ਵੇਖਿਆ ਤਾਂ ਉਹ ਲੁਕਾਉਣਿਯਾ ਦੀ ਆਪਣੀ ਭਾਸ਼ਾ ਵਿੱਚ ਚਿਲਾਉਣ ਲੱਗੇ, “ਦੇਵਤੇ ਮਾਨਵ ਦਾ ਰੂਪ ਧਾਰਕੇ ਸਾਡੇ ਕੋਲ ਆਏ ਹਨ।”
And when the people saw what Paul had done, they lifted up their voices, saying in the speech of Lycaonia, The gods are come down to us in the likeness of men.
12 ਲੋਕਾਂ ਨੇ ਬਰਨਬਾਸ ਨੂੰ ਦਿਓਸ ਅਤੇ ਪੌਲੁਸ ਨੂੰ “ਹਰਮੇਸ” ਨਾਉਂ ਨਾਲ ਬੁਲਾਉਣਾ ਸ਼ੁਰੂ ਕੀਤਾ ਇਸ ਲਈ ਕਿਉਂਕਿ ਇਹ ਬਚਨ ਕਰਨ ਵਿੱਚ ਆਗੂ ਸੀ।
And they called Barnabas, Jupiter; and Paul, Mercurius, because he was the chief speaker.
13 ਦਿਓਸ ਦਾ ਮੰਦਰ ਸ਼ਹਿਰ ਦੇ ਕੋਲ ਹੀ ਸੀ। ਇਸ ਮੰਦਰ ਦਾ ਜਾਜਕ ਕੁਝ ਬਲਦ ਅਤੇ ਫ਼ੁੱਲ ਸ਼ਹਿਰ ਦੇ ਫ਼ਾਟਕਾਂ ਤੇ ਲਿਆਇਆ। ਉਹ ਲੋਕ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਬਲੀਆਂ ਦੇਣਾ ਚਾਹੁੰਦੇ ਸਨ।
Then the priest of Jupiter, which was before their city, brought oxen and garlands unto the gates, and would have done sacrifice with the people.
14 ਪਰ ਜਦੋਂ ਪੌਲੁਸ ਅਤੇ ਬਰਨਬਾਸ ਰਸੂਲਾਂ ਨੇ ਇਹ ਸੁਣਿਆ ਤਾਂ ਉਨ੍ਹਾਂ ਆਪਣੇ ਵਸਤਰ ਪਾੜੇ ਅਤੇ ਲੋਕਾਂ ਵਿੱਚ ਬਾਹਰ ਨੂੰ ਦੌੜ ਪਏ ਅਤੇ ਉੱਚੀ-ਉੱਚੀ ਚਿਲਾਉਣ ਲੱਗ ਪਏ,
Which when the apostles, Barnabas and Paul, heard of, they rent their clothes, and ran in among the people, crying out,
15 “ਹੇ ਪੁਰੱਖੋ। ਤੁਸੀਂ ਇਹ ਕਿਉਂ ਕਰ ਰਹੇ ਹੋ? ਅਸੀਂ ਦੇਵਤੇ ਨਹੀਂ ਹਾਂ। ਅਸੀਂ ਤੁਹਾਡੇ ਹੀ ਵਰਗੇ ਮਨੁੱਖ ਹਾਂ। ਅਸੀਂ ਇੱਥੇ ਤੁਹਾਨੂੰ ਖੁਸ਼ਖਬਰੀ ਦੱਸਣ ਆਏ ਹਾਂ ਕਿ ਤੁਹਾਨੂੰ ਇਨ੍ਹਾਂ ਵਿਅਰਥ ਗੱਲਾਂ ਤੋਂ ਜਿਉਂਦੇ ਸੱਚੇ ਪਰਮੇਸ਼ੁਰ ਵੱਲ ਪਰਤਣਾ ਚਾਹੀਦਾ ਹੈ। ਉਹੀ ਹੈ ਜਿਸਨੇ ਅਕਾਸ਼ ਸਿਰਜਿਆ ਹੈ, ਧਰਤੀ, ਸਮੁੰਦਰ ਅਤੇ ਉਸ ਸਾਰੀ ਸ੍ਰਿਸ਼ਟੀ ਵਿੱਚ ਜੀਵਨ ਸਿਰਜਿਆ ਹੈ।
And saying, Sirs, why do ye these things? We also are men of like passions with you, and preach unto you that ye should turn from these vanities unto the living God, which made heaven, and earth, and the sea, and all things that are therein:
16 “ਪਿੱਛਲੇ ਸਮਿਆਂ ਵਿੱਚ ਪਰਮੇਸ਼ੁਰ ਨੇ ਕੌਮਾਂ ਨੂੰ ਉਹ ਕਰਨ ਦਿੱਤਾ ਜੋ ਉਨ੍ਹਾਂ ਨੇ ਚਾਹਾ।
Who in times past suffered all nations to walk in their own ways.
17 ਪਰ ਪਰਮੇਸ਼ੁਰ ਨੇ ਉਹ ਕਾਰਜ ਕੀਤੇ ਜੋ ਦਿਖਾਉਂਦੇ ਹਨ ਕਿ ਉਹ ਮੌਜੂਦ ਹੈ। ਉਸ ਨੇ ਤੁਹਾਡੇ ਲਈ ਹਮੇਸ਼ਾ ਚੰਗੀਆਂ ਗੱਲਾਂ ਕੀਤੀਆਂ। ਉਸ ਨੇ ਅਕਾਸ਼ ਤੋਂ ਤੁਹਾਡੇ ਲਈ ਬਰੱਖਾ ਕੀਤੀ ਅਤੇ ਸਹੀ ਵਕਤ ਤੇ ਫ਼ਸਲਾਂ ਦਿੱਤੀਆਂ। ਉਹ ਤੁਹਾਨੂੰ ਖਾਣ ਲਈ ਬੇਸ਼ੁਮਾਰ ਅਨਾਜ ਦਿੰਦਾ ਹੈ ਅਤੇ ਤੁਹਾਡੇ ਦਿਲ ਖੁਸ਼ੀਆਂ ਨਾਲ ਭਰਪੂਰ ਰੱਖਦਾ ਹੈ।”
Nevertheless he left not himself without witness, in that he did good, and gave us rain from heaven, and fruitful seasons, filling our hearts with food and gladness.
18 ਪੌਲੁਸ ਅਤੇ ਬਰਨਬਾਸ ਨੇ ਉਨ੍ਹਾਂ ਨੂੰ ਇਹ ਗੱਲਾਂ ਕਹੀਆਂ, ਪਰ ਉਹ ਬੜੀ ਮੁਸ਼ਕਿਲ ਨਾਲ ਉਨ੍ਹਾਂ ਲੋਕਾਂ ਨੂੰ ਉਨ੍ਹਾਂ ਲਈ ਬਲੀਆਂ ਦੇਣ ਤੋਂ ਰੋਕ ਸੱਕੇ।
And with these sayings scarce restrained they the people, that they had not done sacrifice unto them.
19 ਫ਼ਿਰ ਕੁਝ ਯਹੂਦੀ ਅੰਤਾਕਿਯਾ ਅਤੇ ਇੱਕੁਨਿਯੁਮ ਤੋਂ ਆਏ, ਅਤੇ ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪੌਲੁਸ ਦੇ ਵਿਰੁੱਧ ਹੋ ਜਾਣ ਲਈ ਉਕਸਾਇਆ। ਇਸ ਲਈ ਉਨ੍ਹਾਂ ਨੇ ਪੌਲੁਸ ਤੇ ਪੱਥਰਾਵ ਕੀਤਾ ਅਤੇ ਇਹ ਸੋਚ ਕੇ ਧੂਹ ਕੇ ਸ਼ਹਿਰ ਤੋਂ ਬਾਹਰ ਸੁੱਟ ਦਿੱਤਾ, ਕਿ ਉਹ ਮਰ ਗਿਆ ਸੀ।
And there came thither certain Jews from Antioch and Iconium, who persuaded the people, and, having stoned Paul, drew him out of the city, supposing he had been dead.
20 ਯਿਸੂ ਦੇ ਚੇਲੇ ਪੌਲੁਸ ਦੇ ਆਸ-ਪਾਸ ਇੱਕਤਰ ਹੋਏ, ਉਹ ਉੱਠਿਆ ਅਤੇ ਨਗਰ ਵਿੱਚ ਵਾਪਸ ਚੱਲਿਆ ਗਿਆ। ਅਗਲੇ ਦਿਨ ਉਹ ਅਤੇ ਬਰਨਬਾਸ ਦਰਬੇ ਸ਼ਹਿਰ ਵਿੱਚ ਚੱਲੇ ਗਏ।
Howbeit, as the disciples stood round about him, he rose up, and came into the city: and the next day he departed with Barnabas to Derbe.
21 ਅੰਤਾਕਿਯਾ ਵਿੱਚ ਪਰਤਣਾ ਪੌਲੁਸ ਅਤੇ ਬਰਨਬਾਸ ਨੇ ਦਰਬੇ ਸ਼ਹਿਰ ਵਿੱਚ ਵੀ ਖੁਸ਼ਖਬਰੀ ਦਾ ਪਰਚਾਰ ਕੀਤਾ। ਬਹੁਤ ਸਾਰੇ ਲੋਕ ਇੱਥੇ ਯਿਸੂ ਦੇ ਚੇਲੇ ਬਣ ਗਏ। ਉਹ ਦੋਨੋਂ ਲੁਸਤ੍ਰਾ, ਇੱਕੁਨਿਯੁਮ ਅਤੇ ਅੰਤਾਕਿਯਾ ਨੂੰ ਪਰਤੇ।
And when they had preached the gospel to that city, and had taught many, they returned again to Lystra, and to Iconium, and Antioch,
22 ਇਨ੍ਹਾਂ ਸ਼ਹਿਰਾਂ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਨੇ ਯਿਸੂ ਦੇ ਚੇਲਿਆਂ ਨੂੰ ਤਕੜੇ ਬਣਾਇਆ ਅਤੇ ਉਨ੍ਹਾਂ ਨੂੰ ਵਿਸ਼ਵਾਸ ਵਿੱਚ ਰਹਿਣ ਬਾਰੇ ਸਮਝਾਇਆ ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਸਾਨੂੰ ਪਰਮੇਸ਼ੁਰ ਦੇ ਰਾਜ ਵਿੱਚ ਪ੍ਰਵੇਸ਼ ਕਰਨ ਲਈ ਅਨੇਕਾਂ ਮੁਸ਼ਕਲਾਂ ਦਾ ਸਾਹਮਣਾ ਕਰਨਾ ਪਵੇਗਾ।”
Confirming the souls of the disciples, and exhorting them to continue in the faith, and that we must through much tribulation enter into the kingdom of God.
23 ਉਨ੍ਹਾਂ ਨੇ ਹਰੇਕ ਕਲੀਸਿਯਾ ਲਈ ਬਜ਼ੁਰਗਾਂ ਨੂੰ ਨਿਯੁਕਤ ਕੀਤਾ। ਵਰਤ ਅਤੇ ਪ੍ਰਾਰਥਨਾ ਨਾਲ, ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਪ੍ਰਭੂ ਨੂੰ ਸੌਂਪ ਦਿੱਤਾ, ਜਿਸਤੇ ਉਨ੍ਹਾਂ ਨੇ ਭਰੋਸਾ ਕੀਤਾ।
And when they had ordained them elders in every church, and had prayed with fasting, they commended them to the Lord, on whom they believed.
24 ਤਦ ਉਹ ਦੋਨੋਂ ਪਿਸਿਦਿਯਾ ਦੇਸ਼ ਵਿੱਚੋਂ ਦੀ ਲੰਘੇ ਅਤੇ ਪੰਫ਼ਲਿਯਾ ਦੇਸ਼ ਵਿੱਚ ਪਹੁੰਚੇ।
And after they had passed throughout Pisidia, they came to Pamphylia.
25 ਫ਼ਿਰ ਉਨ੍ਹਾਂ ਨੇ ਪਰਮੇਸ਼ੁਰ ਦਾ ਸੰਦੇਸ਼ ਪਰਗਾ ਵਿੱਚ ਦਿੱਤਾ ਅਤੇ ਉਸਤੋਂ ਬਾਅਦ ਉਹ ਅੰਤਾਕਿਯਾ ਸ਼ਹਿਰ ਵੱਲ ਗਏ।
And when they had preached the word in Perga, they went down into Attalia:
26 ਉੱਥੋਂ ਤੋਂ, ਜਹਾਜ਼ ਰਾਹੀਂ ਉਹ ਦੋਨੋਂ ਅੰਤਾਕਿਯਾ ਨੂੰ ਗਏ। ਇਹ ਉਹੀ ਸ਼ਹਿਰ ਸੀ ਜਿੱਥੇ ਨਿਹਚਾਵਾਨਾਂ ਨੇ ਉਨ੍ਹਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਨੂੰ ਸੌਂਪ ਦਿੱਤਾ ਅਤੇ ਉਨ੍ਹਾਂ ਨੂੰ ਇਹ ਕੰਮ ਕਰਨ ਲਈ ਭੇਜ ਦਿੱਤਾ। ਹੁਣ ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਦਿੱਤਾ ਹੋਇਆ ਕੰਮ ਪੂਰਨ ਕਰ ਦਿੱਤਾ ਸੀ।
And thence sailed to Antioch, from whence they had been recommended to the grace of God for the work which they fulfilled.
27 ਜਦੋਂ ਉੱਥੇ ਦੋਨੋਂ ਪਹੁੰਚੇ, ਉਨ੍ਹਾਂ ਨੇ ਕਲੀਸਿਯਾ ਨੂੰ ਇਕੱਠੇ ਕੀਤਾ ਅਤੇ ਉਨ੍ਹਾਂ ਨੂੰ ਉਹ ਗੱਲਾਂ ਦੱਸੀਆਂ ਜਿਹੜੀਆਂ ਪਰਮੇਸ਼ੁਰ ਨੇ ਉਨ੍ਹਾਂ ਰਾਹੀਂ ਕੀਤੀਆਂ ਸਨ। ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਪਰਮੇਸ਼ੁਰ ਨੇ ਦਰਵਾਜ਼ਾ ਖੋਲ੍ਹਿਆ ਹੈ ਤਾਂ ਜੋ ਗੈਰ ਕੌਮਾਂ ਦੇ ਲੋਕ ਵੀ ਨਿਹਚਾ ਕਰ ਸੱਕਣ।”
And when they were come, and had gathered the church together, they rehearsed all that God had done with them, and how he had opened the door of faith unto the Gentiles.
28 ਉੱਥੇ ਪੌਲੁਸ ਅਤੇ ਬਰਨਬਾਸ ਮਸੀਹ ਦੇ ਚੇਲਿਆਂ ਨਾਲ ਬਹੁਤ ਦਿਨ ਰਹੇ।
And there they abode long time with the disciples.