Exodus 35

1 ମାଶାେ ଇଶ୍ରାୟେଲର ସମସ୍ତ ଲୋକମାନଙ୍କୁ ଏକତ୍ରୀତ କରାଇଲେ। ମାଶାେ ସମାନଙ୍କେୁ କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କୁ ପାଳନ କରିବା ପାଇଁ କହିଥିବା ବାକ୍ଯଗୁଡିକ ମୁଁ ତୁମ୍ଭକୁ କହିବି। ସଗେୁଡିକ ତୁମ୍ଭେ ପାଳନ କରିବ।

2 ଛଅଦିନ କର୍ମ କରିବ। କିନ୍ତୁ ସପ୍ତମ ଦିନଟି ତୁମ୍ଭମାନଙ୍କ ବିଶ୍ରାମ ପାଇଁ ଏକ ସ୍ବତନ୍ତ୍ର ଦିନ। ତାହା ସଦାପ୍ରଭୁଙ୍କ ପାଇଁ ବିଶ୍ରାମଦିନ ହବେ। ୟିଏ କହେି ସହେି ପବିତ୍ର ଦିନ ରେ କର୍ମ କରିବ, ତାକୁ ମୃତ୍ଯୁଦଣ୍ଡ ଦିଆୟିବା ଉଚିତ୍।

3 ତୁମ୍ଭମାନେେ ବିଶ୍ରାମଦିନ ରେ କୌଣସି ବାସଗୃହ ରେ ଅଗ୍ନି ଜାଳିବ ନାହିଁ।

4 ମାଶାେ ସମସ୍ତ ଇଶ୍ରାୟେଲ ଲୋକମାନଙ୍କ ସମଗ୍ର ସଭା ରେ ଏହା କହିଲେ, ସଦାପ୍ରଭୁ ଏହିସବୁ ଆଜ୍ଞା ଦଇେଛନ୍ତି।

5 ତୁମ୍ଭମାନେେ ସଦାପ୍ରଭୁଙ୍କ ନିମନ୍ତେ ବିଶଷେ ଉପହାର ସଂଗ୍ରହ କର। ପ୍ରେତ୍ୟକକ ତାଙ୍କର ଇଚ୍ଛା ମତେ ଉପହାର ଦବେେ। ଏବଂ ଏହାପରେ ସହେି ଉପହାରଗୁଡିକ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣ। ଏହି ଉପହାର ଯଥା: ସୁନା, ରୂପା ଓ ପିତ୍ତଳ।

6 ନୀଳ ବର୍ଣ୍ଣ, ଧୂମ୍ର ବର୍ଣ୍ଣ, ସିନ୍ଦୁର ବର୍ଣ୍ଣ, ଶୂଭ୍ର ବର୍ଣ୍ଣ, କ୍ଷୋମସୂତ୍ର ଓ ଛାଗଲୋମ,

7 ରକ୍ତୀକୃତ, ମଷଚେର୍ମ, ସୂକ୍ଷ୍ମ ଶିଶୁକଚର୍ମ ଓ ଶିଟୀମ୍କାଠ,

8 ଦୀପ ପାଇଁ ତୈଳ, ଅଭିଷକୋର୍ଥକ ତୈଳ ପାଇଁ ମସଲା ଓ ଧୂପ।

9 ଗୋମଦେକ ମଣି ଏବଂ ଅନ୍ଯାନ୍ଯ ଅଳଙ୍କାର ଏଫୋଦ୍ ଓ ବିଚାରାର୍ଥକ ବୁକୁପଟା ରେ ଖଚିତ କରିବା ପାଇଁ।

10 ତୁମ୍ଭମାନଙ୍କ ମଧ୍ଯରୁ ଯେଉଁମାନେ କର୍ମ ରେ ନିପୁଣ ସମାନେେ ସଦାପ୍ରଭୁଙ୍କ ଆଜ୍ଞା ରେ ସବୁକିଛି ନିର୍ମାଣ କର।

11 ତହିଁର ତମ୍ବୁ ଓ ଛାତ, ଘୁଣ୍ଡି, ପଟା ଓ ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀ,

12 ଏବଂ ପବିତ୍ର ସିନ୍ଦୁକ ତହିଁର ସାଙ୍ଗୀ, ଆଚ୍ଛାଦକ ବସ୍ତ୍ର ଏବଂ ପରଦା,

13 ମଜେ ଓ ତହିଁରେ ସାଙ୍ଗୀ, ସମସ୍ତ ପାତ୍ର ଓ ଦର୍ଶନୀଯ ରୋଟୀ,

14 ଦୀପ୍ତି ନିମନ୍ତେ ଦୀପରୂଖା, ତହିଁର ପାତ୍ର, ଦୀପ ଓ ଦୀପ ପାଇଁ ତୈଳ,

15 ଧୂପବଦେୀ, ତାରସାଙ୍ଗୀ, ଅଭିଷକୋର୍ଥକ ତୈଳ, ସୁଗନ୍ଧିଧୂପ, ପବିତ୍ର ତମ୍ବୁ ପ୍ରବେଶ ଦ୍ବାରର ଆଚ୍ଛାଦନ ବସ୍ତ୍ର।

16 ନବୈେଦ୍ଯ ଉତ୍ସର୍ଗ ନିମନ୍ତେ ୟଜ୍ଞବଦେୀ ତାର କଂସା ଜାଲି, ସାଙ୍ଗୀ ଓ ତାର ସାମଗ୍ରୀ, ପ୍ରକ୍ଷାଳନ ପାତ୍ର ଏବଂ ତାର ଆଧାର।

17 ପ୍ରାଙ୍ଗଣର ପରଦା, ସ୍ତମ୍ଭ, ଆଙ୍କୁଡା ଓ ପ୍ରାଙ୍ଗଣର ପ୍ରବେଶ ପଥର ପରଦା।

18 ତମ୍ବୁର ମେଖ, ପ୍ରାଙ୍ଗଣର ଖିଲ ଓ ଉଭୟର ରଜ୍ଜୁ।

19 ପବିତ୍ର ସ୍ଥାନର ସବୋ ନିମନ୍ତେ ସୁଶାେଭିତ ବୁଣା ବସ୍ତ୍ର, ଏହିସବୁ ବିଶଷେ ବସ୍ତ୍ରଗୁଡିକ ଯାଜକ ହାରୋଣଙ୍କୁ ନିମନ୍ତେ, ତାଙ୍କର ପୁତ୍ରମାନଙ୍କର ପରିଧାନ ନିମନ୍ତେ ଅଟେ, ଯେତବେେଳେ ସମାନେେ ଯାଜକ ରୂପେ ସବୋ କରନ୍ତି।

20 ଏହାପରେ ଇଶ୍ରାୟେଲର ସଭାର ସମସ୍ତ ଲୋକେ ମାଶାଙ୍କେ ନିକଟରୁ ବିଦାଯ ନେଲେ।

21 ସମସ୍ତ ଲୋକମାନେ ସଦାପ୍ରଭୁଙ୍କ ନିକଟକୁ ଉପହାର ଆଣିଲେ। ଯେ ହତେୁ ସମାନଙ୍କେର ହୃଦଯ ଉଦାର ହାଇଗେଲା। ଏହି ସମସ୍ତ ଉପହାର ଦ୍ରବ୍ଯ ତମ୍ବୁ ରେ ଥିବା ସମସ୍ତ ଦ୍ରବ୍ଯ, ସମାଗମ ତମ୍ବୁ ଭିତ ରେ ଥିବା ଅନ୍ଯାନ୍ଯ ସାମଗ୍ରୀ ଓ ବିଶଷେ ବସ୍ତ୍ର ତିଆରି କରିବା ରେ ବ୍ଯବହୃତ ହେଲା।

22 ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ବଚ୍ଛନ୍ଦମନା ଥିଲେ, ସେ ସମସ୍ତ ଆସି ଉରୋମଣି ଓ କୁଣ୍ଡଳ ଓ ଅଙ୍ଗୁରୀଯ ହାର ପ୍ରଭୃତି ସ୍ବର୍ଣ୍ଣ ଅଳଙ୍କାରସବୁ ଆଣିଲେ। ପ୍ରେତ୍ୟକକ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସୁବର୍ଣ୍ଣର ମହାନ ଉପହାର ଉତ୍ସର୍ଗ କଲେ।

23 ଯେଉଁମାନଙ୍କ ନିକଟରେ ନୀଳ ଓ ଧୂମ୍ର ସିନ୍ଦରୁ ବର୍ଣ୍ଣ ଓ ଶୁଭ୍ର କ୍ଷୋମସୂତ୍ର, ସମାନେେ ତାହା ଆଣିଲେ। ସମାନେେ ମଧ୍ଯ ଛାଗ ଲୋମ, ଲାଲ ରଂଗ ରେ ରଂଜିତ ମଷଚେର୍ମ ଏବଂ ସୂକ୍ଷ୍ମ ଚମଡା ଆଣିଲେ।

24 ପୁଣି ୟିଏ ରୂପାର କି ପିତ୍ତଳର ଉପହାର ଉତ୍ସର୍ଗ କଲା, ସେ ସଦାପ୍ରଭୁଙ୍କର ଉପହାର ଆଣିଲା। ଆଉ ଯାହା ନିକଟରେ ସବୋର କୌଣସି କର୍ମ ନିମନ୍ତେ ଶିଟୀମ୍ କାଠ ଥିଲା, ସେ ତାହା ଆଣିଲା।

25 ଦକ୍ଷ ସ୍ତ୍ରୀଲୋକମାନେ ନିଜ ନିଜ ହସ୍ତ ରେ ସୂତା କାଟି ନୀଳ, ଧୂମ୍ର, ସିନ୍ଦୁରବର୍ଣ୍ଣ ଓ ଶୁଭ୍ର କ୍ଷୋମସୂତ୍ର ଆଣିଲେ।

26 ନିପୂଣା ସ୍ତ୍ରୀଲୋକମାନେ ସ୍ବଇଚ୍ଛା ରେ ଛାଗ ଲୋମ ରେ ସୂତା କାଟିଲେ।

27 ଅଧ୍ଯକ୍ଷଗଣ ଏଫୋଦ ଓ ବୁକୁପଟା ନିମନ୍ତେ ଗୋମଦେକାଦି ଖଚନାର୍ଥକ ମଣି ଆଣିଲେ।

28 ଆଉ ମସଲା, ଦୀପ ପାଇଁ ତୈଳ, ଅଭିଷକୋର୍ଥକ ତୈଳ ଓ ଧୂପ ଆଣିଲେ।

29 ପ୍ରେତ୍ୟକକ ପୁରୁଷ ଓ ସ୍ତ୍ରୀ ଯେଉଁମାନଙ୍କର ହୃଦଯ ସମାନଙ୍କେୁ ଉଦାର କଲା, ସଦାପ୍ରଭୁ ମାଶାଙ୍କେ ମାଧ୍ଯମ ରେ ଦଇେଥବା ଆଜ୍ଞାନୁସା ରେ କାର୍ୟ୍ଯ ପାଇଁ ଉପହାର ଆଣିଲେ। ତେଣୁ ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କ ନିକଟକୁ ସ୍ବେଚ୍ଛାଦତ୍ତ ନବୈେଦ୍ଯ ଆଣିଲେ।

30 ଏହାପରେ ମାଶାେ ଇଶ୍ରାୟେଲର ଲୋକମାନଙ୍କୁ କହିଲେ, ଦେଖ, ସଦାପ୍ରଭୁ ବତ୍ସଲଲକେୁ ମନୋନୀତ କଲେ। ୟିଏ ୟିହୂଦା ପରିବାରବର୍ଗର ଅନ୍ତଭୁର୍କ୍ତ ଅଟେ। ବତ୍ସଲଲେ ଊରିର ପୁତ୍ର ଏବଂ ଊରି ଦୂରର ପୁତ୍ର ଅଟେ।

31 ସଦାପ୍ରଭୁ ବତ୍ସଲଲକେୁ ପରମେଶ୍ବରଙ୍କ ଜ୍ଞାନ ରେ ପୂର୍ଣ୍ଣ କଲେ। ସେ ତାଙ୍କୁ ସମସ୍ତ ପ୍ରକାର କାର୍ୟ୍ଯ କରିବା ପାଇଁ ସମସ୍ତ କୌଶଳ ଓ ଜ୍ଞାନ ଦେଲେ।

32 ସେ ଚିତ୍ର କର୍ମମାନ ସ୍ବର୍ଣ୍ଣ, ରେ ୗପ୍ୟ, ପିତ୍ତଳ, ଆଦି ରେ ସୁନ୍ଦର କର୍ମମାନ କରିପାରନ୍ତି।

33 ଖଚନାର୍ଥକ ମଣିକର୍ତ୍ତନ ଓ ନାନା ଶିଳ୍ପ କର୍ମ ନିମନ୍ତେ କାଠ ଖାଦେନ ଏହିସବୁ କାର୍ୟ୍ଯମାନ କରିବା ପାଇଁ ତାଙ୍କୁ ନିପୁଣ କଲେ।

34 ସଦାପ୍ରଭୁ ବତ୍ସଲଲେ ଓ ଅହଲୀଯାବକୁ ପ୍ରବୃତ୍ତ ଦେଲେ ଯେଉଁଥି ରେ ସମାନେେ ଲୋକମାନଙ୍କୁ ଏ ବିଷଯ ରେ ଶିକ୍ଷା ଦଇେ ପାରିବେ। ଅହଲୀଯାବ ଥିଲେ ଅହୀଷାମଙ୍କର ପୁତ୍ର, ୟିଏ କି ଦାନ ପରିବାରବର୍ଗ ଥିଲେ।

35 ସଦାପ୍ରଭୁ ସେ ଦୁହିଁଙ୍କୁ ସ୍ବତନ୍ତ୍ର ଜ୍ଞାନ କୌଶଳ ରେ ପରିପୂର୍ଣ୍ଣ କରିଛନ୍ତି, ସମାନେେ ଯେକୌଣସି କାର୍ୟ୍ଯମାନ କରିପାରିବେ। ସମାନେେ କାଠ କାମ, ପିତ୍ତଳ ନିର୍ମିତ କର୍ମମାନ କରିପାରିବେ। ସମାନେେ ସୁନ୍ଦର କାର୍ୟ୍ଯମାନ ଯଥା: ନୀଳ, ଧୂମ୍ର, ସିନ୍ଦୁର ବର୍ଣ୍ଣ ଓ ଶୁଭ୍ର କ୍ଷୋମ ସୂତ୍ର ରେ ସୂଚୀ କର୍ମ ରେ ଓ ତନ୍ତି କର୍ମମାନ କରିବା ନିମନ୍ତେ ୟାବତୀଯ କର୍ମ ରେ ସମାନଙ୍କେୁ ନିପୁଣ କରିଛନ୍ତି।

1 And Moses gathered all the congregation of the children of Israel together, and said unto them, These are the words which the Lord hath commanded, that ye should do them.

2 Six days shall work be done, but on the seventh day there shall be to you an holy day, a sabbath of rest to the Lord: whosoever doeth work therein shall be put to death.

3 Ye shall kindle no fire throughout your habitations upon the sabbath day.

4 And Moses spake unto all the congregation of the children of Israel, saying, This is the thing which the Lord commanded, saying,

5 Take ye from among you an offering unto the Lord: whosoever is of a willing heart, let him bring it, an offering of the Lord; gold, and silver, and brass,

6 And blue, and purple, and scarlet, and fine linen, and goats’ hair,

7 And rams’ skins dyed red, and badgers’ skins, and shittim wood,

8 And oil for the light, and spices for anointing oil, and for the sweet incense,

9 And onyx stones, and stones to be set for the ephod, and for the breastplate.

10 And every wise hearted among you shall come, and make all that the Lord hath commanded;

11 The tabernacle, his tent, and his covering, his taches, and his boards, his bars, his pillars, and his sockets,

12 The ark, and the staves thereof, with the mercy seat, and the vail of the covering,

13 The table, and his staves, and all his vessels, and the shewbread,

14 The candlestick also for the light, and his furniture, and his lamps, with the oil for the light,

15 And the incense altar, and his staves, and the anointing oil, and the sweet incense, and the hanging for the door at the entering in of the tabernacle,

16 The altar of burnt offering, with his brasen grate, his staves, and all his vessels, the laver and his foot,

17 The hangings of the court, his pillars, and their sockets, and the hanging for the door of the court,

18 The pins of the tabernacle, and the pins of the court, and their cords,

19 The cloths of service, to do service in the holy place, the holy garments for Aaron the priest, and the garments of his sons, to minister in the priest’s office.

20 And all the congregation of the children of Israel departed from the presence of Moses.

21 And they came, every one whose heart stirred him up, and every one whom his spirit made willing, and they brought the Lord’s offering to the work of the tabernacle of the congregation, and for all his service, and for the holy garments.

22 And they came, both men and women, as many as were willing hearted, and brought bracelets, and earrings, and rings, and tablets, all jewels of gold: and every man that offered offered an offering of gold unto the Lord.

23 And every man, with whom was found blue, and purple, and scarlet, and fine linen, and goats’ hair, and red skins of rams, and badgers’ skins, brought them.

24 Every one that did offer an offering of silver and brass brought the Lord’s offering: and every man, with whom was found shittim wood for any work of the service, brought it.

25 And all the women that were wise hearted did spin with their hands, and brought that which they had spun, both of blue, and of purple, and of scarlet, and of fine linen.

26 And all the women whose heart stirred them up in wisdom spun goats’ hair.

27 And the rulers brought onyx stones, and stones to be set, for the ephod, and for the breastplate;

28 And spice, and oil for the light, and for the anointing oil, and for the sweet incense.

29 The children of Israel brought a willing offering unto the Lord, every man and woman, whose heart made them willing to bring for all manner of work, which the Lord had commanded to be made by the hand of Moses.

30 And Moses said unto the children of Israel, See, the Lord hath called by name Bezaleel the son of Uri, the son of Hur, of the tribe of Judah;

31 And he hath filled him with the spirit of God, in wisdom, in understanding, and in knowledge, and in all manner of workmanship;

32 And to devise curious works, to work in gold, and in silver, and in brass,

33 And in the cutting of stones, to set them, and in carving of wood, to make any manner of cunning work.

34 And he hath put in his heart that he may teach, both he, and Aholiab, the son of Ahisamach, of the tribe of Dan.

35 Them hath he filled with wisdom of heart, to work all manner of work, of the engraver, and of the cunning workman, and of the embroiderer, in blue, and in purple, in scarlet, and in fine linen, and of the weaver, even of them that do any work, and of those that devise cunning work.

Job 4 in Tamil and English

1 അതിന്നു തേമാന്യനായ എലീഫസ് ഉത്തരം പറഞ്ഞതെന്തെന്നാൽ:
Then Eliphaz the Temanite answered and said,

2 നിന്നോടു സംസാരിപ്പാൻ തുനിഞ്ഞാൽ നീ മുഷിയുമോ? എന്നാൽ വാക്കടക്കുവാൻ ആർക്കു കഴിയും?
If we assay to commune with thee, wilt thou be grieved? but who can withhold himself from speaking?

3 നീ പലരേയും ഉപദേശിച്ചു തളർന്ന കൈകളെ ശക്തീകരിച്ചിരിക്കുന്നു.
Behold, thou hast instructed many, and thou hast strengthened the weak hands.

4 വീഴുന്നവനെ നിന്റെ വാക്കു താങ്ങി കുഴയുന്ന മുഴങ്കാൽ നീ ഉറപ്പിച്ചിരിക്കുന്നു.
Thy words have upholden him that was falling, and thou hast strengthened the feeble knees.

5 ഇപ്പോൾ നിനക്കതു ഭവിച്ചിട്ടു നീ വിഷാദിക്കുന്നു; നിനക്കതു തട്ടീട്ടു നീ ഭ്രമിച്ചുപോകുന്നു.
But now it is come upon thee, and thou faintest; it toucheth thee, and thou art troubled.

6 നിന്റെ ഭക്തി നിന്റെ ആശ്രയമല്ലയോ? നിന്റെ നടപ്പിന്റെ നിർമ്മലത നിന്റെ പ്രത്യാശയല്ലയോ?
Is not this thy fear, thy confidence, thy hope, and the uprightness of thy ways?

7 ഓർത്തു നോക്കുക: നിർദ്ദോഷിയായി നശിച്ചവൻ ആർ? നേരുള്ളവർ എവിടെ മുടിഞ്ഞുപോയിട്ടുള്ളു?
Remember, I pray thee, who ever perished, being innocent? or where were the righteous cut off?

8 ഞാൻ കണ്ടേടത്തോളം അന്യായം ഉഴുതു കഷ്ടത വിതെക്കുന്നവർ അതു തന്നേ കൊയ്യുന്നു.
Even as I have seen, they that plow iniquity, and sow wickedness, reap the same.

9 ദൈവത്തിന്റെ ശ്വാസത്താൽ അവർ നശിക്കുന്നു; അവന്റെ കോപത്തിന്റെ ഊത്തിനാൽ മുടിഞ്ഞുപോകുന്നു.
By the blast of God they perish, and by the breath of his nostrils are they consumed.

10 സിംഹത്തിന്റെ ഗർജ്ജനവും കേസരിയുടെ നാദവും ബാലസിംഹങ്ങളുടെ ദന്തങ്ങളും അറ്റുപോയി.
The roaring of the lion, and the voice of the fierce lion, and the teeth of the young lions, are broken.

11 സിംഹം ഇരയില്ലായ്കയാൽ നശിക്കുന്നു; സിംഹിയുടെ കുട്ടികൾ ചിതറിപ്പോകുന്നു;
The old lion perisheth for lack of prey, and the stout lion’s whelps are scattered abroad.

12 എന്റെ അടുക്കൽ ഒരു ഗൂഢവചനം എത്തി; അതിന്റെ മന്ദസ്വരം എന്റെ ചെവിയിൽ കടന്നു.
Now a thing was secretly brought to me, and mine ear received a little thereof.

13 മനുഷ്യർക്കു ഗാഢനിദ്ര പിടിക്കുന്നേരം രാത്രിദർശനങ്ങളാലുള്ള മനോഭാവനകളിൽ ഭയവും നടുക്കവും എന്നെ പിടിച്ചു.
In thoughts from the visions of the night, when deep sleep falleth on men,

14 എന്റെ അസ്ഥികൾ ഒക്കെയും കുലുങ്ങിപ്പോയി.
Fear came upon me, and trembling, which made all my bones to shake.

15 ഒരാത്മാവു എന്റെ മുഖത്തിന്നെതിരെ കടന്നു എന്റെ ദേഹത്തിന്നു രോമഹർഷം ഭവിച്ചു.
Then a spirit passed before my face; the hair of my flesh stood up:

16 ഒരു പ്രതിമ എന്റെ കണ്ണിന്നെതിരെ നിന്നു; എങ്കിലും അതിന്റെ രൂപം ഞാൻ തിരിച്ചറിഞ്ഞില്ല; മന്ദമായോരു സ്വരം ഞാൻ കേട്ടതെന്തെന്നാൽ:
It stood still, but I could not discern the form thereof: an image was before mine eyes, there was silence, and I heard a voice, saying,

17 മർത്യൻ ദൈവത്തിലും നീതിമാൻ ആകുമോ? നരൻ സ്രഷ്ടാവിലും നിർമ്മലനാകുമോ?
Shall mortal man be more just than God? shall a man be more pure than his maker?

18 ഇതാ, സ്വദാസന്മാരിലും അവന്നു വിശ്വാസമില്ല; തന്റെ ദൂതന്മാരിലും അവൻ കുറ്റം ആരോപിക്കുന്നു.
Behold, he put no trust in his servants; and his angels he charged with folly:

19 പൊടിയിൽനിന്നുത്ഭവിച്ചു മണ്പുരകളിൽ പാർത്തു പുഴുപോലെ ചതെഞ്ഞു പോകുന്നവരിൽ എത്ര അധികം!
How much less in them that dwell in houses of clay, whose foundation is in the dust, which are crushed before the moth?

20 ഉഷസ്സിന്നും സന്ധ്യെക്കും മദ്ധ്യേ അവർ തകർന്നു പോകുന്നു; ആരും ഗണ്യമാക്കാതെ അവർ എന്നേക്കും നശിക്കുന്നു.
They are destroyed from morning to evening: they perish for ever without any regarding it.

21 അവരുടെ കൂടാരക്കയറു അറ്റുപോയിട്ടു അവർ ജ്ഞാനഹീനരായി മരിക്കുന്നില്ലയോ?
Doth not their excellency which is in them go away? they die, even without wisdom.