Exodus 36
1 ତେଣୁ ବତ୍ସଲଲେ, ଅହଲୀଯାବ ଏବଂ ପ୍ରେତ୍ୟକକ କୁଶଳୀ ଲୋକମାନେ ଯେଉଁମାନଙ୍କୁ ସଦାପ୍ରଭୁ ଏହି ପବିତ୍ର ସ୍ଥାନ ସମ୍ବନ୍ଧୀଯ କାର୍ୟ୍ଯ କରିବାର କୌଶଳ ଓ ଜ୍ଞାନ ପ୍ରଦାନ କରିଛନ୍ତି, ସମାନଙ୍କେୁ ପବିତ୍ର ସ୍ଥାନ ସମ୍ବନ୍ଧୀଯ ସମସ୍ତ କାର୍ୟ୍ଯ କରିବାକୁ ଦିଅ। ଠିକ୍ ଯେପରି ସଦାପ୍ରଭୁ ଆଜ୍ଞା ଦଇେଥିଲେ।
2 ତା'ପରେ ମାଶାେ ବତ୍ସଲଲେ ଏବଂ ଅହଲୀଯାବ ପ୍ରେତ୍ୟକକ ନିପୂଣ ଲୋକମାନଙ୍କୁ ଡାକିଲେ। ଯେଉଁମାନଙ୍କୁ ସଦାପ୍ରଭୁ କାର୍ୟ୍ଯ କରିବାକୁ କୌଶଳ ଓ ଅତିଶଯ ଦକ୍ଷତା ଦଇେଛନ୍ତି।
3 ମାଶାେ ଏହି ସମସ୍ତ ଲୋକମାନଙ୍କୁ ଲୋକମାନଙ୍କର ଦାତବ୍ଯ ଦ୍ରବ୍ଯମାନ ଦେଲେ ଏବଂ ସମାନେେ ସହେି ଦ୍ରବ୍ଯଗୁଡିକ ବ୍ଯବହାର କରି ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ତିଆରି କଲେ। ଲୋକମାନେ ପ୍ରତି ପ୍ରଭାତ ରେ ଉପହାରମାନ ଆଣି ଦେଲେ।
4 ଶଷେ ରେ, ପବିତ୍ର ସ୍ଥାନର ନିପୂଣ କର୍ମକର୍ତ୍ତାଗଣ କାର୍ୟ୍ଯ ଛାଡି ମାଶାଙ୍କେ ନିକଟକୁ କହିବା ପାଇଁ ଗଲେ।
5 ଲୋକମାନେ ୟଥେଷ୍ଟ ଆଣୁଛନ୍ତି। ସଦାପ୍ରଭୁଙ୍କର ଆଜ୍ଞା କର୍ମ କରିବା ପାଇଁ ଯାହା ଦରକାର ତାହାଠାରୁ ଲୋକେ ୟଥେଷ୍ଟ ଆଣୁଛନ୍ତି।
6 ଏହାପରେ ମାଶାେ ଏହି ସମ୍ବାଦ ଛାଉଣୀ ମଧିଅରେ ପ୍ରଚାର କଲେ, ପୁରୁଷ କିମ୍ବା ସ୍ତ୍ରୀ ଆଉ କୌଣସି ଉପହାର ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ପାଇଁ ଆଣନ୍ତୁ ନାହିଁ। ତେଣୁ ଲୋକମାନେ ବାଧ୍ଯ ହେଲେ ଆଉ ଉପହାର ନଦବୋ ପାଇଁ।
7 ଲୋକମାନେ କାର୍ୟ୍ଯ ପାଇଁ ଆବଶ୍ଯକତାଠାରୁ ଅଧିକ ଦେଲେ।
8 ଏହାପରେ ସହେି ନିପୂଣ କାରିଗରଗଣ ବଳାଶୁଭ୍ର କ୍ଷୋମସୂତ୍ର ଓ ନୀଳ ଧୂମ୍ର ଓ ସୁନ୍ଦର ବର୍ଣ୍ଣ ସୂତ୍ର ଦ୍ବାରା ପବିତ୍ର ତମ୍ବୁର ଦଶ ୟବନିକା ପ୍ରସ୍ତୁତ କଲେ। ଏବଂ ତାହା ମଧିଅରେ ଶିଳ୍ପ କର୍ମ ରେ କିରୂବ ଦୂତଗଣର ଆକୃତି କଲେ।
9 ପ୍ରେତ୍ୟକକ ୟବନିକା ଅଠଇେଶ ହାତ ଲମ୍ବ, ଚାରି ହାତ ପ୍ରସ୍ଥ ଏବଂ ପ୍ରେତ୍ୟକକ ୟବନିକା ସମପରିମାଣର ଥିଲା।
10 ସମାନେେ ପଞ୍ଚ ୟବନିକା ଏକତ୍ର କରି ଯୋଗ କଲେ ଏବଂ ଅନ୍ୟ ପଞ୍ଚ ୟବନିକା ମଧ୍ଯ ଏକତ୍ର କରି ୟୋଗ କଲେ।
11 ସମାନେେ ୟୋଡ ସ୍ଥାନ ରେ ପ୍ରଥମ ଅନ୍ତ୍ଯ ୟବନିକାର ଧଡି ରେ ନୀଳ ସୂତ୍ରର ଘୁଣ୍ଡିଘରା କଲେ। ୟୋଡ ସ୍ଥାନର ଦ୍ବିତୀୟ ଅନ୍ୟ ୟବନିକାର ଧଡି ରେ ଏକାପରି କାର୍ୟ୍ଯମାନ କଲେ।
12 ସମାନେେ ପ୍ରଥମ ୟବନିକାର ଧଡି ରେ ପଚାଶ ଘୁଣ୍ଡିଘରା ଓ ୟୋଡା ସ୍ଥାନ ରେ ଦ୍ବିତୀୟ ୟବନିକାର ଧଡି ରେ ପଚାଶ ଘୁଣ୍ଡିଘରୋ କଲେ। ସହେି ଘୁଣ୍ଡିଘରା ସବୁ ପରସ୍ପର ସମ୍ମୁଖୀନ ରହିଥିଲା।
13 ଏହାପରେ ସମାନେେ ପଚାଶ ଗୋଟି ସ୍ବର୍ଣ୍ଣଘୁଣ୍ଡି କରି ୟବନିକା ସବୁ ୟୋଗ କଲେ। ତେଣୁ ପବିତ୍ର ତମ୍ବୁ ତିଆରି ହାଇେ ଗୋଟିଏ ହେଲା।
14 ଏହାପରେ ସହେି ଶିଳ୍ପୀଗଣ ସହେି ପବିତ୍ର ତମ୍ବୁର ଆଚ୍ଛାଦନାର୍ଥକ ପବିତ୍ର ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ୟବନିକା ପ୍ରସ୍ତୁତ କଲେ।
15 ପ୍ରେତ୍ୟକକ ୟବନିକାର ଲମ୍ବ ତିରିଶ ହାତ ଓ ପ୍ରସ୍ଥ ଚାରିହାତ ବିଶିଷ୍ଟ ହେଲା। ସହେି ଏକାଦଶ ୟବନିକାର ସମାନ ପରିମାଣ ଥିଲା।
16 ସମାନେେ ପାଞ୍ଚଟି ୟବନିକା ୟୋଡି ଗୋଟିଏ ଏବଂ ଅନ୍ୟ ଛଅଟି ୟବନିକା ୟୋଡି ଗୋଟିଏ ପ୍ରସ୍ତୁତ କଲେ।
17 ୟୋଡା ସ୍ଥାନ ରେ ପ୍ରଥମ ଅନ୍ତ୍ଯ ୟବନିକାର ଧଡି ରେ ପଚାଶ ଘୁଣ୍ଡିଘରା କଲେ ଓ ଦ୍ବିତୀୟ ୟବନିକାର ୟୋଡ ସ୍ଥାନ ରେ ଧଡି ରେ ପଚାଶ ଘୁଣ୍ଡିଘରା କଲେ।
18 ଶିଳ୍ପୀମାନେ ପିତ୍ତଳର ପଚାଶଟି ମୁଦିଆ ତିଆରି କଲେ, ସହେି ୟବନିକାକୁ ଏକତ୍ର କରିବା ପାଇଁ ବା ଗୋଟିଏ ତମ୍ବୁ ନିର୍ମାଣ କରିବା ପାଇଁ।
19 ଏହାପରେ ସମାନେେ ଆଉ ଦୁଇଟି ୟବନିକା ପ୍ରସ୍ତୁତ କଲେ ସହେି ପବିତ୍ର ତମ୍ବୁ ପାଇଁ, ସମାନେେ ଗୋଟିଏ ଛାତ ରକ୍ତୀ କୃତ ଶିଶୁକ ଚର୍ମ ରେ ତିଆରି କଲେ।
20 ଏହାପରେ ଶିଳ୍ପୀମାନେ ଶିଟୀମ୍ କାଠ ରେ ପବିତ୍ର ତମ୍ବୁ ନିମିତ୍ତ ଠିଆ ପଟା ତିଆରି କଲେ.
21 ପ୍ରେତ୍ୟକକ ପଟାର ଲମ୍ବ ଦଶ ହାତ ଓ ପ୍ରସ୍ଥ ଦେଢ ହାତ ଥିଲା।
22 ପ୍ରେତ୍ୟକକ ଢାଞ୍ଚା ସମାନ ଆକାରର ଦୁଇଟି ଖିଲ ଥିଲା। ପରସ୍ପର ଅନୁରୂପ ଦୁଇ ଦୁଇ ଫୁଟ୍ ଥିଲା। ଏହିପରି ସମାନେେ ତମ୍ବୁ ନିମନ୍ତେ ଢାଞ୍ଚା ପ୍ରସ୍ତୁତ କଲେ।
23 ସମାନେେ ପବିତ୍ର ତମ୍ବୁ ନିମନ୍ତେ କୋଡିଏଟି ପଟା ଦକ୍ଷିଣପଟ ପାଇଁ ପ୍ରସ୍ତୁତ କଲେ।
24 ଏହାପରେ ସମାନେେ ଚାଳିଶଟି ରୂପାର ଆଧାର ତିଆରି କଲେ, ତକ୍ତାର ତଳେ ଦବୋ ପାଇଁ। ପ୍ରେତ୍ୟକକ ତକ୍ତା ପାଇଁ ସମାନେେ ଦୁଇଟି କରି ଆଧାର ପ୍ରସ୍ତୁତ କଲେ। ତକ୍ତାର ପ୍ରେତ୍ୟକକ ପାଖ ଗୋଟିଏ ଆଧାର ପ୍ରସ୍ତୁତ କଲେ।
25 ସମାନେେ ଉତ୍ତରପଟ ପାଇଁ କୋଡିଏଟି ପଟା ତିଆରି କଲେ, ସହେି ପବିତ୍ର ତମ୍ବୁ ପାଇଁ।
26 ସମାନେେ ଏହି କୋଡିଏଟି ପଟା ନିମନ୍ତେ ଚାଳିଶଟି ଚୁଙ୍ଗୀ ତିଆରି କଲେ। ଗୋଟିଏ ପଟା ନିମନ୍ତେ ଦୁଇଟି ଚୁଙ୍ଗୀ ସମାନେେ ପ୍ରସ୍ତୁତ କଲେ।
27 ପବିତ୍ର ତମ୍ବୁର ପଶ୍ଚିମ ପଟ ପାଇଁ ସମାନେେ ଛଅଟି ପଟା ତିଆରି କଲେ।
28 ସମାନେେ ମଧ୍ଯ ପବିତ୍ର ତମ୍ବୁ ପଛପାଖ କଣ ପାଇଁ ତକ୍ତାଗୁଡିକ ତିଆରି କଲେ।
29 ଏହି ପଟାଗୁଡିକର ତଳେ ଏକତ୍ର କରି ୟୋଡା ଗଲା। ଏବଂ ଉପରେ ଏକ କଡା ଦ୍ବାରା ୟୋଡ ରହିଲା। ଏହିପରି ଭାବରେ ସହେି କୋଣ ପଟା ଦ୍ବଯ ଏକତ୍ର ହାଇେ ରହିଲା। ସମାନେେ ଉଭୟ କୋଣ ପାଇଁ ଏକା ପ୍ରକାର କଲେ।
30 ସହେି ପବିତ୍ର ତମ୍ବୁର ପଶ୍ଚିମ ପଟ ରେ ମାଟେ ଆଠଟି ତକ୍ତା ରହିଲା। ଏବଂ ଷୋଳଟି ରୂପାର ଆଧାର ଥିଲା। ପ୍ରେତ୍ୟକକ ତକ୍ତା ପାଇଁ ଦୁଇଟି ଆଧାର।
31 ଏହାପରେ ଶିଳ୍ପୀମାନେ ପବିତ୍ର ତମ୍ବୁ ପାଇଁ ଶିଟୀମ୍ କାଠ ରେ ଅର୍ଗଳ ପ୍ରସ୍ତୁତ କଲେ। ସମାନେେ ପବିତ୍ର ତମ୍ବୁର ଗୋଟିଏ ପାଶର୍ବ ରେ ପାଞ୍ଚଟି ଅର୍ଗଳ ତିଆରି କଲେ।
32 ପାଞ୍ଚଟି ଅର୍ଗଳ ଅନ୍ୟ ପାଶର୍ବ ପାଇଁ ତିଆରି କଲେ ଏବଂ ପବିତ୍ର ତମ୍ବୁର ପଛ ପାଖ ପାଇଁ ଅର୍ଥାତ୍ ପଶ୍ଚିମ ଦିଗ ପାଇଁ ପାଞ୍ଚଟି ଅର୍ଗଳ ତିଆରି କଲେ।
33 ମଧ୍ଯସ୍ଥିତ ଅର୍ଗଳ ଢାଞ୍ଚାର ମଝି ସ୍ଥାନରୁ ଏମୁଣ୍ଡରୁ ସମେୁଣ୍ଡ ୟାଏ ପାଇଲା।
34 ଆଉ ସମାନେେ ସହେିସବୁ ପଟା ସୁବର୍ଣ୍ଣ ଦ୍ବାରା ମଡାଇଲେ। ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡା କଲେ। ଅର୍ଗଳ ସବୁ ସୁନା ରେ ମଡାଇଲେ।
35 ଏହା ପରେ ସମାନେେ ନୀଳଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳାଶୁଭ୍ର ମହାପବିତ୍ର ଓ କିରୂବ ଦୂତଗଣ ଚିତ୍ରିତ ଏକ ବିଚ୍ଛଦବେସ୍ତ୍ର ପ୍ରସ୍ତୁତ କଲେ।
36 ସମାନେେ ତା'ପାଇଁ ଶିଟୀମ୍ କାଠର ଚାରିସ୍ତମ୍ଭ କରି ସୁବର୍ଣ୍ଣ ରେ ମଡାଇଲେ। ଏବଂ ସେସବୁର ଆଙ୍କଡା ସୁନା ରେ ତିଆରି କଲେ ଓ ତହିଁ ନିମନ୍ତେ ରୂପାର ଚାରୋଟୀ ଚୁଙ୍ଗୀ ଢାଳିଲେ।
37 ସମାନେେ ତମ୍ବୁ ପ୍ରବେଶ ଦ୍ବାର ନିମନ୍ତେ ନୀଳ, ଧୁମ୍ର ସିନ୍ଦୁର ବର୍ଣ୍ଣ ଓ କ୍ଷୋମସୂତ୍ର ନିର୍ମିତ ଏକ ପରଦା ବୁଣିଲେ।
38 ତାହାର ପାଞ୍ଚଟି ସ୍ତମ୍ଭ ଏବଂ ସେସବୁର ଆଙ୍କଡା ତିଆରି କଲେ ଏବଂ ସେ ସବୁର ମୁଣ୍ଡାଳି ଓ ଛୁଞ୍ଚିଆ ସୁବର୍ଣ୍ଣ ରେ ମଡାଇଲେ। ମାତ୍ର ସମାନଙ୍କେର ପାଞ୍ଚଟି ଚୁଙ୍ଗୀ ପିତ୍ତଳର ଥିଲା।
1 Then wrought Bezaleel and Aholiab, and every wise hearted man, in whom the Lord put wisdom and understanding to know how to work all manner of work for the service of the sanctuary, according to all that the Lord had commanded.
2 And Moses called Bezaleel and Aholiab, and every wise hearted man, in whose heart the Lord had put wisdom, even every one whose heart stirred him up to come unto the work to do it:
3 And they received of Moses all the offering, which the children of Israel had brought for the work of the service of the sanctuary, to make it withal. And they brought yet unto him free offerings every morning.
4 And all the wise men, that wrought all the work of the sanctuary, came every man from his work which they made;
5 And they spake unto Moses, saying, The people bring much more than enough for the service of the work, which the Lord commanded to make.
6 And Moses gave commandment, and they caused it to be proclaimed throughout the camp, saying, Let neither man nor woman make any more work for the offering of the sanctuary. So the people were restrained from bringing.
7 For the stuff they had was sufficient for all the work to make it, and too much.
8 And every wise hearted man among them that wrought the work of the tabernacle made ten curtains of fine twined linen, and blue, and purple, and scarlet: with cherubims of cunning work made he them.
9 The length of one curtain was twenty and eight cubits, and the breadth of one curtain four cubits: the curtains were all of one size.
10 And he coupled the five curtains one unto another: and the other five curtains he coupled one unto another.
11 And he made loops of blue on the edge of one curtain from the selvedge in the coupling: likewise he made in the uttermost side of another curtain, in the coupling of the second.
12 Fifty loops made he in one curtain, and fifty loops made he in the edge of the curtain which was in the coupling of the second: the loops held one curtain to another.
13 And he made fifty taches of gold, and coupled the curtains one unto another with the taches: so it became one tabernacle.
14 And he made curtains of goats’ hair for the tent over the tabernacle: eleven curtains he made them.
15 The length of one curtain was thirty cubits, and four cubits was the breadth of one curtain: the eleven curtains were of one size.
16 And he coupled five curtains by themselves, and six curtains by themselves.
17 And he made fifty loops upon the uttermost edge of the curtain in the coupling, and fifty loops made he upon the edge of the curtain which coupleth the second.
18 And he made fifty taches of brass to couple the tent together, that it might be one.
19 And he made a covering for the tent of rams’ skins dyed red, and a covering of badgers’ skins above that.
20 And he made boards for the tabernacle of shittim wood, standing up.
21 The length of a board was ten cubits, and the breadth of a board one cubit and a half.
22 One board had two tenons, equally distant one from another: thus did he make for all the boards of the tabernacle.
23 And he made boards for the tabernacle; twenty boards for the south side southward:
24 And forty sockets of silver he made under the twenty boards; two sockets under one board for his two tenons, and two sockets under another board for his two tenons.
25 And for the other side of the tabernacle, which is toward the north corner, he made twenty boards,
26 And their forty sockets of silver; two sockets under one board, and two sockets under another board.
27 And for the sides of the tabernacle westward he made six boards.
28 And two boards made he for the corners of the tabernacle in the two sides.
29 And they were coupled beneath, and coupled together at the head thereof, to one ring: thus he did to both of them in both the corners.
30 And there were eight boards; and their sockets were sixteen sockets of silver, under every board two sockets.
31 And he made bars of shittim wood; five for the boards of the one side of the tabernacle,
32 And five bars for the boards of the other side of the tabernacle, and five bars for the boards of the tabernacle for the sides westward.
33 And he made the middle bar to shoot through the boards from the one end to the other.
34 And he overlaid the boards with gold, and made their rings of gold to be places for the bars, and overlaid the bars with gold.
35 And he made a vail of blue, and purple, and scarlet, and fine twined linen: with cherubims made he it of cunning work.
36 And he made thereunto four pillars of shittim wood, and overlaid them with gold: their hooks were of gold; and he cast for them four sockets of silver.
37 And he made an hanging for the tabernacle door of blue, and purple, and scarlet, and fine twined linen, of needlework;
38 And the five pillars of it with their hooks: and he overlaid their chapiters and their fillets with gold: but their five sockets were of brass.
Tamil Indian Revised Version
உன் சகோதரனை உன் உள்ளத்தில் பகைக்காதே; பிறன்மேல் பாவம் சுமராதபடி அவனை எப்படியும் கடிந்து கொள்ளவேண்டும்.
Tamil Easy Reading Version
“உன் மனதில் உன் சகோதரனை நீ வெறுக்கக் கூடாது. உனது அயலான் உனக்குக் கெடுதல் செய்தால் அதைப்பற்றி அவனிடம் பேசு, பின் அவனை மன்னித்துவிடு.
Thiru Viviliam
உன் சகோதரரை உன் உள்ளத்தில் பகைக்காதே! உனக்கடுத்தவர் பாவம் செய்யாதபடி அவரைக் கடிந்து கொள்.
King James Version (KJV)
Thou shalt not hate thy brother in thine heart: thou shalt in any wise rebuke thy neighbor, and not suffer sin upon him.
American Standard Version (ASV)
Thou shalt not hate thy brother in thy heart: thou shalt surely rebuke thy neighbor, and not bear sin because of him.
Bible in Basic English (BBE)
Let there be no hate in your heart for your brother; but you may make a protest to your neighbour, so that he may be stopped from doing evil.
Darby English Bible (DBY)
Thou shalt not hate thy brother in thy heart; thou shalt earnestly rebuke thy neighbour, lest thou bear sin on account of him.
Webster’s Bible (WBT)
Thou shalt not hate thy brother in thy heart: thou shalt in any wise rebuke thy neighbor, and not suffer sin upon him.
World English Bible (WEB)
“‘You shall not hate your brother in your heart. You shall surely rebuke your neighbor, and not bear sin because of him.
Young’s Literal Translation (YLT)
`Thou dost not hate thy brother in thy heart; thou dost certainly reprove thy fellow, and not suffer sin on him.
லேவியராகமம் Leviticus 19:17
உன் சகோதரனை உன் உள்ளத்தில் பகையாயாக; பிறன்மேல் பாவம் சுமராதபடிக்கு அவனை எப்படியும் கடிந்து கொள்ளவேண்டும்.
Thou shalt not hate thy brother in thine heart: thou shalt in any wise rebuke thy neighbor, and not suffer sin upon him.
Thou shalt not | לֹֽא | lōʾ | loh |
hate | תִשְׂנָ֥א | tiśnāʾ | tees-NA |
אֶת | ʾet | et | |
brother thy | אָחִ֖יךָ | ʾāḥîkā | ah-HEE-ha |
in thine heart: | בִּלְבָבֶ֑ךָ | bilbābekā | beel-va-VEH-ha |
wise any in shalt thou | הוֹכֵ֤חַ | hôkēaḥ | hoh-HAY-ak |
rebuke | תּוֹכִ֙יחַ֙ | tôkîḥa | toh-HEE-HA |
אֶת | ʾet | et | |
thy neighbour, | עֲמִיתֶ֔ךָ | ʿămîtekā | uh-mee-TEH-ha |
not and | וְלֹֽא | wĕlōʾ | veh-LOH |
suffer | תִשָּׂ֥א | tiśśāʾ | tee-SA |
sin | עָלָ֖יו | ʿālāyw | ah-LAV |
upon | חֵֽטְא׃ | ḥēṭĕʾ | HAY-teh |