Exodus 38

1 ଏହାପରେ ନବୈେଦ୍ଯ ଦଗ୍ଧ କରିବା ପାଇଁ ବତ୍ସଲଲେ ଶିଟୀମ୍ କାଠ ରେ ଏକ ୟଜ୍ଞବଦେୀ ନିର୍ମାଣ କଲେ। ଏହି ହାମବଦେେୀଟି ବର୍ଗାକାର ଥିଲା। ଏହାର ର୍ଦୈଘ୍ଯ ପାଞ୍ଚହାତ, ପ୍ରସ୍ଥ ପାଞ୍ଚହାତ ଏବଂ ଉଚ୍ଚତା ତିନିହାତ ଥିଲା।

2 ସେ ଚାରୋଟି କୋଣ ନିମନ୍ତେ ଶିଙ୍ଗ ତିଆରି କଲେ। ସେ ଚା ରୋଟି ଶୀଙ୍ଗକୁ ମିଶାଇ ଦେଲେ, ସେସବୁ ୟଜ୍ଞବଦେୀର ଏକ ଅଂଶ ହେଲା ଏବଂ ତା'ଉପରେ କଂସା ମଡାଇଲେ।

3 ଏହାପରେ ସେ ୟଜ୍ଞବଦେୀ ପାଇଁ ଦରକାରୀ ପିତ୍ତଳ ପାତ୍ର, ବଲଚୋ, କରଚୁଲ୍ଲୀ, ଗରା, କଣ୍ଟା ଚାମଚ ଓ ଅଙ୍ଗାରଧାନୀ ସବୁକୁ ପ୍ରସ୍ତୁତ କଲେ।

4 ଏହାପରେ ସେ ୟଜ୍ଞବଦେୀ ପାଇଁ କଂସାର ଜାଲି ପ୍ରସ୍ତୁତ କଲେ ଏବଂ ୟଜ୍ଞବଦେୀର ଧାର ରେ ବାନ୍ଧିଲେ। ଯାହାକି ୟଜ୍ଞବଦେୀର ମଝି ପର୍ୟ୍ଯନ୍ତ ଆସିଲା।

5 ଏହାପରେ ସେ କଂସାର କଡା ତିଆରି କଲେ। ଏହି କଡା ମଧିଅରେ ସାଙ୍ଗୀ ପୁ ରଇେ ବଦେୀ ବୁହାଗଲା। ସେ କଂସା ଜାଲିର ଚାରି ପାଖ ରେ ଚାରୋଟୀ କଡା ଲଗାଇଲେ।

6 ଏହାପରେ ସେ ଶିଟୀମ୍ କାଠ ରେ ଏହାକୁ ବହିବା ପାଇଁ ସାଙ୍ଗୀ ପ୍ରସ୍ତୁତ କଲେ। ସହେି ସାଙ୍ଗୀ ଉପରେ ପିତ୍ତଳର ଆବରଣ ମଡାଇଲେ।

7 ବଦେୀଟିକୁ ବହିବା ପାଇଁ ସେ ୟଜ୍ଞବଦେୀ ପାଶର୍‌ବ ରେ ଥିବା କଡା ମଧିଅରେ ସାଙ୍ଗୀକୁ ପୁରାଇଲେ। ସେ ୟଜ୍ଞବଦେୀଟିକୁ ଖାଲି ସିନ୍ଦୁକ ପରି ପଟା ରେ ନିର୍ମାଣ କଲେ।

8 ସ୍ତ୍ରୀ ଲୋକଟି ଦଇେଥିବା ପିତ୍ତଳ ନିର୍ମିତ ଦର୍ପଣରୁ କଂସାର ପ୍ରକ୍ଷାଳନ ପାତ୍ର ଓ ଏକ କଂସାର ରୂଖା ତିଆରି କଲେ। ସହେି ସ୍ତ୍ରୀଲୋକ ସମାଗମ ତମ୍ବୁର ଦ୍ବାର ସମୀପରେ ସବୋ କରୁଥିଲେ।

9 ଏହାପରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ। ପ୍ରାଙ୍ଗଣର ଦକ୍ଷିଣ ପାଶର୍‌ବ ରେ ବଳା ଶୁଭ୍ର କ୍ଷୋମସୂତ୍ର ରେ ଏକଶତ ହାତ ନିର୍ମିତ ପରଦା ନିର୍ମାଣ କଲେ।

10 ଏହାର କୋଡିଏଟି ସ୍ତମ୍ଭ କୋଡିଏଟି ଚୁଙ୍ଗୀ ପିତ୍ତଳର ଏବଂ ସହେି ସ୍ତମ୍ଭର ଆଙ୍କଡା ଓ ଛୁଞ୍ଚିଆ ରୂପାର ଥିଲା।

11 ଉତ୍ତର ଦିଗର ପରଦା ଶ ହେ ହାତ ତାହାର କୋଡିଏଟି ସ୍ତମ୍ଭ କୋଡିଏଟି ପିତ୍ତଳର ଚୁଙ୍ଗୀ ଓ ସ୍ତମ୍ଭର ଆଙ୍କଡା ଓ ଛୁଞ୍ଚିଆ ରୂପାର ଥିଲା।

12 ପଶ୍ଚିମ ପାଶର୍‌ବ ରେ ପରଦା ପଚାଶ ହାତ ଲମ୍ବ ଥିଲା। ଏହାର ଦଶଟି ସ୍ତମ୍ଭ ଦଶଟି ଚୁଙ୍ଗୀ, ସ୍ତମ୍ଭର ଅଙ୍ଗଡା ଛୁଞ୍ଚିଆ ରୂପାର ଥିଲା।

13 ପୂର୍ବ ଦିଗ ରେ ପୂର୍ବ ପାଶର୍‌ବ ନିମନ୍ତେ ପଚାଶ ହାତଥିଲା।

14 ଦ୍ବାରର ଏକ ପାଶର୍‌ବ ନିମନ୍ତେ ପନ୍ଦର ହାତ ଲମ୍ବର ପରଦା ଓ ତହିଁରେ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।

15 ଅନ୍ୟ ପାଶର୍‌ବ ପାଇଁ ପରଦାର କାନ୍ଥ ପନ୍ଦର ହାତ ଲମ୍ବ ଥିଲା। ପ୍ରାଙ୍ଗଣର ଦ୍ବାର ସନ୍ନିକଟ ଏକ ପାଶର୍‌ବସ୍ଥ ଓ ଅନ୍ୟ ପ୍ରାଶର୍‌ବସ୍ଥ ପନ୍ଦର ହାତ ପରଦା ଥିଲା। ଏହାର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।

16 ପ୍ରାଙ୍ଗଣର ଚତୁର୍ଦ୍ଦିଗ ରେ ସକଳ ପରଦା ବଳାଶୁଭ୍ର କ୍ଷୋମସୂତ୍ର ରେ ନିର୍ମିତ ଥିଲା।

17 ପୁଣି ସ୍ତମ୍ଭର ଆଧାରସବୁ କଂସାର ଥିଲା। ସ୍ତମ୍ଭର ଆଙ୍କଡା ଛଡ ରୂପାର ଥିଲା। ଏହି ସ୍ତମ୍ଭର ଉପର ଭାଗ ରୂପା ରେ ଛାଉଣୀ ହାଇେଥିଲା। ଏବଂ ଅଗଣାର ଖମ୍ବର ଛଡସବୁ ରୂପା ରେ ତିଆରି ହାଇେଥିଲା।

18 ପ୍ରାଙ୍ଗଣ ଦ୍ବାର ରେ ଆଚ୍ଛାଦନ ବସ୍ତ୍ର ନୀଳଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୂତ୍ର ରେ ଶିଳ୍ପ କର୍ମ ରେ ପରିପୂର୍ଣ୍ଣ ଥିଲା। ପ୍ରାଙ୍ଗଣର ପରଦା ପରି ତାହାର ର୍ଦୈଘ୍ଯ କୋଡିଏ ହାତ ଓ ପ୍ରସ୍ଥ ପାଞ୍ଚ ହାତ ଥିଲା।

19 ତହିଁରେ ପିତ୍ତଳର ଚାରିଟି ସ୍ତମ୍ଭ, ଚାରିଟି ଚୁଙ୍ଗୀ ରୂପାର ଆଙ୍ଗଡା ତା'ର ମୁଣ୍ଡାଳି ରୂପା ରେ ଛାଉଣୀ ହାଇେଥିଲା। ଏବଂ ଛୁଞ୍ଚିଆ ରୂପା ନିର୍ମିତ ଥିଲା।

20 ପବିତ୍ର ତମ୍ବୁର ଓ ଅଗଣାର ଖିଲସବୁ କଂସା ରେ ନିର୍ମିତ ହାଇେଥିଲା।

21 ମାଶାେ ଲବେୀୟ ଲୋକମାନଙ୍କୁ ଆଜ୍ଞା ଦେଲେ, ପବିତ୍ର ତମ୍ବୁ ରେ ବ୍ଯବହାର ହେଉଥିବା ବସ୍ତୁମାନଙ୍କର ଗଣନା କରିବା ପାଇଁ ଏବଂ ଏହାର ଦାଯିତ୍ବ ନଇେଥିଲେ ଯାଜକ ହାରୋଣର ପୁତ୍ର ଇଥାମ।

22 ସଦାପ୍ରଭୁ ମାଶାଙ୍କେ ଦ୍ବାରା ଯେଉଁ ଆଜ୍ଞା ଦଇେଥିଲେ, ସହେି ଅନୁୟାଯୀ ଯିହୁଦା ପରିବାରବର୍ଗର ହୂରର ପୌତ୍ର ଓ ଊରିର ପୁତ୍ର ବତ୍ସଲଲେ ସେ ସବୁ ନିର୍ମାଣ କରିଥିଲେ।

23 ଦାନ ପରିବାରବର୍ଗର ଅହୀଷାମକଙ୍କ ପୁତ୍ର ଅହଲୀଯାବ ଖାଦେନ କାର୍ୟ୍ଯ ରେ, ରୂପାଙ୍କନ କରିବା ରେ, ନୀଳ ବାଇଗଣୀ ଓ ଲାଲ ବସ୍ତ୍ର ବୁଣିବା ରେ ନିପୁଣ ଥିଲେ ଓ ସେ ତାଙ୍କର ସହକାରୀ ଥିଲେ।

24 ଅଣତିରିଶ ତାଳନ୍ତ ଓ 730 ଶକେଲ ସୁବର୍ଣ୍ଣ ଅଧିକାରୀମାନଙ୍କ ଦ୍ବାରା ମପାୟାଇ ପବିତ୍ର ସ୍ଥାନ ନିର୍ମାଣ ନିମନ୍ତେ ଦିଆଗଲା।

25 ଯେତେ ଲୋକ ଗଣିତ ହାଇେଥିଲେ, ସମାନେେ 100 ଶକେଲ ସୁବର୍ଣ୍ଣ ଓ 1 ,775 ଶକେଲ ରୂପା କାର୍ୟ୍ଯାଳଯ ମାପ ଦ୍ବାରା ପବିତ୍ର ସ୍ଥାନ ପାଇଁ ଓଜନ କରାଗଲା।

26 ଯେତେ ଲୋକ ଗଣତି ହାଇେଥିଲେ, ସମାନଙ୍କେର ବଯସ ଥିଲା କୋଡିଏ ବର୍ଷ ବା ତଦୁଦ୍ଧର୍‌ବ। ସମାନଙ୍କେର ସଂଖ୍ଯା ଥିଲା 6,03,550। ସମାନେେ ପ୍ରେତ୍ୟକକ ଏକ ଦୁଇ ବକୋ ଅର୍ଥାତ୍ ପବିତ୍ର ସ୍ଥାନର କାର୍ୟ୍ଯାଳଯ ମାପ ଓଜନ ହାଇେଥିବା ସକେଲ ଅନୁସାରେ ଅର୍ଦ୍ଧ ଅର୍ଦ୍ଧ ଶକେଲ ଦଇେଥିଲେ।

27 ଏକ ତାଳନ୍ତ ଲଖାଏଁେ ରୂପା ରେ ପବିତ୍ର ସ୍ଥାନର ଆଧାର ଓ ପରଦା ତିଆରି ହାଇେଥିଲା। 10 ଆଧାର ପାଇଁ 100 ତାଳନ୍ତ ବ୍ଯବହାର କରାଗଲା ଅର୍ଥାତ୍ ଗୋଟିଏ ଆଧାର ପାଇଁ ଏକ ତାଳନ୍ତ।

28 ସମାନେେ ଆଙ୍କୁଡା, ଛଡ ଏବଂ ଖମ୍ବଗୁଡିକର ଅଗ୍ରଭାଗକୁ 1 ,775 ଶକେଲ ରୂପା ରେ ଆଚ୍ଛାଦନ କଲେ।

29 ପିତ୍ତଳର ନବୈେଦ୍ଯ ସତୁରି ତାଳନ୍ତ 2 ,400 ଶକେଲ ଥିଲା।

30 ଏଣୁ ସେ ପିତ୍ତଳ ଦ୍ବାର ସମାଗମ ତମ୍ବୁ ଦ୍ବାରର ଚୁଙ୍ଗୀ ପିତ୍ତଳ ୟଜ୍ଞବଦେୀ ଓ ତହିଁର ପିତ୍ତଳର ଝାଞ୍ଜରୀ ଏବଂ ୟଜ୍ଞବଦେୀର ସମସ୍ତ ପାତ୍ର ନିର୍ମାଣ କଲେ।

31 ପ୍ରାଙ୍ଗଣର ଚତୁଃପାଶର୍‌ବର ଆଧାର ପ୍ରାଙ୍ଗଣର ପ୍ରବେଶ ଦ୍ବାରର ଆଧାର ଓ ତମ୍ବୁର ସମସ୍ତ ଖିଲ ଏବଂ ପ୍ରଙ୍ଗଣର ଖିଲ ସବୁ ସହେି କଂସା ରେ ନିର୍ମିତ କରାଗଲା।

1 And he made the altar of burnt offering of shittim wood: five cubits was the length thereof, and five cubits the breadth thereof; it was foursquare; and three cubits the height thereof.

2 And he made the horns thereof on the four corners of it; the horns thereof were of the same: and he overlaid it with brass.

3 And he made all the vessels of the altar, the pots, and the shovels, and the basons, and the fleshhooks, and the firepans: all the vessels thereof made he of brass.

4 And he made for the altar a brasen grate of network under the compass thereof beneath unto the midst of it.

5 And he cast four rings for the four ends of the grate of brass, to be places for the staves.

6 And he made the staves of shittim wood, and overlaid them with brass.

7 And he put the staves into the rings on the sides of the altar, to bear it withal; he made the altar hollow with boards.

8 And he made the laver of brass, and the foot of it of brass, of the lookingglasses of the women assembling, which assembled at the door of the tabernacle of the congregation.

9 And he made the court: on the south side southward the hangings of the court were of fine twined linen, an hundred cubits:

10 Their pillars were twenty, and their brasen sockets twenty; the hooks of the pillars and their fillets were of silver.

11 And for the north side the hangings were an hundred cubits, their pillars were twenty, and their sockets of brass twenty; the hooks of the pillars and their fillets of silver.

12 And for the west side were hangings of fifty cubits, their pillars ten, and their sockets ten; the hooks of the pillars and their fillets of silver.

13 And for the east side eastward fifty cubits.

14 The hangings of the one side of the gate were fifteen cubits; their pillars three, and their sockets three.

15 And for the other side of the court gate, on this hand and that hand, were hangings of fifteen cubits; their pillars three, and their sockets three.

16 All the hangings of the court round about were of fine twined linen.

17 And the sockets for the pillars were of brass; the hooks of the pillars and their fillets of silver; and the overlaying of their chapiters of silver; and all the pillars of the court were filleted with silver.

18 And the hanging for the gate of the court was needlework, of blue, and purple, and scarlet, and fine twined linen: and twenty cubits was the length, and the height in the breadth was five cubits, answerable to the hangings of the court.

19 And their pillars were four, and their sockets of brass four; their hooks of silver, and the overlaying of their chapiters and their fillets of silver.

20 And all the pins of the tabernacle, and of the court round about, were of brass.

21 This is the sum of the tabernacle, even of the tabernacle of testimony, as it was counted, according to the commandment of Moses, for the service of the Levites, by the hand of Ithamar, son to Aaron the priest.

22 And Bezaleel the son of Uri, the son of Hur, of the tribe of Judah, made all that the Lord commanded Moses.

23 And with him was Aholiab, son of Ahisamach, of the tribe of Dan, an engraver, and a cunning workman, and an embroiderer in blue, and in purple, and in scarlet, and fine linen.

24 All the gold that was occupied for the work in all the work of the holy place, even the gold of the offering, was twenty and nine talents, and seven hundred and thirty shekels, after the shekel of the sanctuary.

25 And the silver of them that were numbered of the congregation was an hundred talents, and a thousand seven hundred and threescore and fifteen shekels, after the shekel of the sanctuary:

26 A bekah for every man, that is, half a shekel, after the shekel of the sanctuary, for every one that went to be numbered, from twenty years old and upward, for six hundred thousand and three thousand and five hundred and fifty men.

27 And of the hundred talents of silver were cast the sockets of the sanctuary, and the sockets of the vail; an hundred sockets of the hundred talents, a talent for a socket.

28 And of the thousand seven hundred seventy and five shekels he made hooks for the pillars, and overlaid their chapiters, and filleted them.

29 And the brass of the offering was seventy talents, and two thousand and four hundred shekels.

30 And therewith he made the sockets to the door of the tabernacle of the congregation, and the brasen altar, and the brasen grate for it, and all the vessels of the altar,

31 And the sockets of the court round about, and the sockets of the court gate, and all the pins of the tabernacle, and all the pins of the court round about.

Acts 14 in Tamil and English

1 ਪੌਲੁਸ ਅਤੇ ਬਰਨਬਾਸ ਇੱਕੋਨਿਯੁਮ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਤਦ ਇੱਕੋਦਿਯਾਮ ਸ਼ਹਿਰ ਵਿੱਚ ਪਹੁੰਚੇ। ਉੱਥੇ ਉਹ ਯਹੂਦੀਆਂ ਦੇ ਪ੍ਰਾਰਥਨਾ ਸਥਾਨ ਤੇ ਪਹੁੰਚੇ ਉਹ ਹਰ ਸ਼ਹਿਰ ਵਿੱਚ ਜਾਕੇ ਇਵੇਂ ਹੀ ਕਰਦੇ ਸਨ। ਉਨ੍ਹਾਂ ਨੇ ਇੰਨਾ ਵੱਧੀਆ ਬਚਨ ਕੀਤਾ ਕਿ ਯਹੂਦੀਆਂ ਅਤੇ ਯੂਨਾਨੀਆਂ ਨੇ ਉਨ੍ਹਾਂ ਉੱਪਰ ਵਿਸ਼ਵਾਸ ਕੀਤਾ।
And it came to pass in Iconium, that they went both together into the synagogue of the Jews, and so spake, that a great multitude both of the Jews and also of the Greeks believed.

2 ਪਰ ਕੁਝ ਯਹੂਦੀ ਲੋਕਾਂ ਨੇ ਵਿਸ਼ਵਾਸ ਨਾ ਕੀਤਾ, ਅਤੇ ਇਨ੍ਹਾਂ ਲੋਕਾਂ ਨੇ ਗੈਰ-ਯਹੂਦੀਆਂ ਨੂੰ ਭੜਕਾਇਆ ਅਤੇ ਨਿਹਚਾਵਾਨਾਂ ਬਾਰੇ ਉਨ੍ਹਾਂ ਦੇ ਮਨਾਂ ਵਿੱਚ ਜ਼ਹਿਰ ਭਰ ਦਿੱਤਾ।
But the unbelieving Jews stirred up the Gentiles, and made their minds evil affected against the brethren.

3 ਇਸ ਦੇ ਬਾਵਜੂਦ, ਪੌਲੁਸ ਅਤੇ ਬਰਨਬਾਸ ਬਹੁਤ ਦਿਨਾ ਲਈ ਇੱਕੋਨਿਯੁਮ ਵਿੱਚ ਰੁਕੇ ਅਤੇ ਨਿਰਭੈ ਹੋਕੇ ਪ੍ਰਭੂ ਬਾਰੇ ਬੋਲੇ। ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਬਾਰੇ ਪ੍ਰਚਾਰ ਕੀਤਾ। ਪ੍ਰਭੂ ਨੇ ਉਨ੍ਹਾਂ ਦੇ ਸੰਦੇਸ਼ ਨੂੰ ਕਰਾਮਾਤੀ ਨਿਸ਼ਾਨ ਅਤੇ ਅਚੰਭੇ ਕਰਨ ਦੀ ਯੋਗਤਾ ਦੇਕੇ ਸਾਬਤ ਕੀਤਾ।
Long time therefore abode they speaking boldly in the Lord, which gave testimony unto the word of his grace, and granted signs and wonders to be done by their hands.

4 ਪਰ ਨਗਰ ਵਿੱਚ ਲੋਕਾਂ ਦਾ ਬਟਵਾਰਾ ਹੋ ਗਿਆ। ਕੁਝ ਲੋਕ ਯਹੂਦੀਆਂ ਨਾਲ ਸਹਿਮਤ ਹੋਣ ਲੱਗੇ ਅਤੇ ਕੁਝ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਮੰਨਣ ਲੱਗੇ।
But the multitude of the city was divided: and part held with the Jews, and part with the apostles.

5 ਕੁਝ ਗੈਰ-ਯਹੂਦੀਆਂ, ਕੁਝ ਯਹੂਦੀਆਂ ਅਤੇ ਉਨ੍ਹਾਂ ਦੇ ਆਗੂਆਂ ਨੇ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਨੁਕਸਾਨ ਪਹੁੰਚਾਉਣ ਦੀ ਕੋਸ਼ਿਸ਼ ਕੀਤੀ ਇਹ ਲੋਕ ਇਨ੍ਹਾਂ ਨੂੰ ਪੱਥਰਾਂ ਨਾਲ ਮਾਰ ਮੁਕਾਉਣਾ ਚਾਹੁੰਦੇ ਸਨ।
And when there was an assault made both of the Gentiles, and also of the Jews with their rulers, to use them despitefully, and to stone them,

6 ਜਦੋਂ ਉਨ੍ਹਾਂ ਨੂੰ ਇਸ ਬਾਰੇ ਪਤਾ ਲੱਗਾ, ਉਨ੍ਹਾਂ ਨੇ ਨਗਰ ਛੱਡ ਦਿੱਤਾ ਅਤੇ ਲੁਕਾਉਨਿਯਾ ਵਿੱਚ ਲੁਸਤ੍ਰਾ ਅਤੇ ਦਰਬੇ ਸ਼ਹਿਰਾਂ ਵਿੱਚ ਅਤੇ ਉਸ ਦੇ ਆਸ-ਪਾਸ ਦੇ ਇਲਾਕਿਆਂ ਨੂੰ ਚੱਲੇ ਗਏ।
They were ware of it, and fled unto Lystra and Derbe, cities of Lycaonia, and unto the region that lieth round about:

7 ਉੱਥੇ ਜਾਕੇ ਇਹ ਖੁਸ਼ਖਬਰੀ ਬਾਰੇ ਪਰਚਾਰ ਕਰਦੇ ਰਹੇ।
And there they preached the gospel.

8 ਪੌਲੁਸ-ਲੁਸਤ੍ਰਾ ਅਤੇ ਦਰਬੇ ਵਿੱਚ ਲੁਸਤ੍ਰਾ ਵਿੱਚ ਇੱਕ ਆਦਮੀ ਸੀ ਜਿਸਦੇ ਪੈਰ ਵਿੱਚ ਕੋਈ ਤਕਲੀਫ਼ ਸੀ। ਉਹ ਜਮਾਂਦਰੂ ਹੀ ਲੰਗੜਾ ਸੀ, ਉਸ ਨੇ ਕਦੇ ਚੱਲ ਕੇ ਨਹੀਂ ਸੀ ਵੇਖਿਆ।
And there sat a certain man at Lystra, impotent in his feet, being a cripple from his mother’s womb, who never had walked:

9 ਇਹ ਆਦਮੀ ਉੱਥੇ ਬੈਠਾ ਪੌਲੁਸ ਦੇ ਬਚਨ ਸੁਣ ਰਿਹਾ ਸੀ ਤਾਂ ਪੌਲੁਸ ਨੇ ਉਸ ਨੂੰ ਵੇਖਿਆ ਤੇ ਮਹਿਸੂਸ ਕੀਤਾ ਕਿ ਉਸ ਆਦਮੀ ਨੂੰ ਵਿਸ਼ਵਾਸ ਹੈ ਕਿ ਪਰਮੇਸ਼ੁਰ ਉਸ ਨੂੰ ਰਾਜ਼ੀ ਕਰ ਸੱਕਦਾ ਹੈ
The same heard Paul speak: who stedfastly beholding him, and perceiving that he had faith to be healed,

10 ਇਸ ਲਈ ਪੌਲੁਸ ਉੱਚੀ ਬੋਲਿਆ, “ਆਪਣੇ ਪੈਰਾਂ ਤੇ ਖਲੋ ਜਾ।” ਉਹ ਆਦਮੀ ਉੱਥੋਂ ਕੁਦਿਆ ਅਤੇ ਉਸ ਨੇ ਆਸ-ਪਾਸ ਚੱਲਣਾ ਸ਼ੁਰੂ ਕਰ ਦਿੱਤਾ।
Said with a loud voice, Stand upright on thy feet. And he leaped and walked.

11 ਜਦੋਂ ਲੋਕਾਂ ਨੇ ਪੌਲੁਸ ਨੂੰ ਅਜਿਹਾ ਕਰਦਿਆਂ ਵੇਖਿਆ ਤਾਂ ਉਹ ਲੁਕਾਉਣਿਯਾ ਦੀ ਆਪਣੀ ਭਾਸ਼ਾ ਵਿੱਚ ਚਿਲਾਉਣ ਲੱਗੇ, “ਦੇਵਤੇ ਮਾਨਵ ਦਾ ਰੂਪ ਧਾਰਕੇ ਸਾਡੇ ਕੋਲ ਆਏ ਹਨ।”
And when the people saw what Paul had done, they lifted up their voices, saying in the speech of Lycaonia, The gods are come down to us in the likeness of men.

12 ਲੋਕਾਂ ਨੇ ਬਰਨਬਾਸ ਨੂੰ ਦਿਓਸ ਅਤੇ ਪੌਲੁਸ ਨੂੰ “ਹਰਮੇਸ” ਨਾਉਂ ਨਾਲ ਬੁਲਾਉਣਾ ਸ਼ੁਰੂ ਕੀਤਾ ਇਸ ਲਈ ਕਿਉਂਕਿ ਇਹ ਬਚਨ ਕਰਨ ਵਿੱਚ ਆਗੂ ਸੀ।
And they called Barnabas, Jupiter; and Paul, Mercurius, because he was the chief speaker.

13 ਦਿਓਸ ਦਾ ਮੰਦਰ ਸ਼ਹਿਰ ਦੇ ਕੋਲ ਹੀ ਸੀ। ਇਸ ਮੰਦਰ ਦਾ ਜਾਜਕ ਕੁਝ ਬਲਦ ਅਤੇ ਫ਼ੁੱਲ ਸ਼ਹਿਰ ਦੇ ਫ਼ਾਟਕਾਂ ਤੇ ਲਿਆਇਆ। ਉਹ ਲੋਕ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਬਲੀਆਂ ਦੇਣਾ ਚਾਹੁੰਦੇ ਸਨ।
Then the priest of Jupiter, which was before their city, brought oxen and garlands unto the gates, and would have done sacrifice with the people.

14 ਪਰ ਜਦੋਂ ਪੌਲੁਸ ਅਤੇ ਬਰਨਬਾਸ ਰਸੂਲਾਂ ਨੇ ਇਹ ਸੁਣਿਆ ਤਾਂ ਉਨ੍ਹਾਂ ਆਪਣੇ ਵਸਤਰ ਪਾੜੇ ਅਤੇ ਲੋਕਾਂ ਵਿੱਚ ਬਾਹਰ ਨੂੰ ਦੌੜ ਪਏ ਅਤੇ ਉੱਚੀ-ਉੱਚੀ ਚਿਲਾਉਣ ਲੱਗ ਪਏ,
Which when the apostles, Barnabas and Paul, heard of, they rent their clothes, and ran in among the people, crying out,

15 “ਹੇ ਪੁਰੱਖੋ। ਤੁਸੀਂ ਇਹ ਕਿਉਂ ਕਰ ਰਹੇ ਹੋ? ਅਸੀਂ ਦੇਵਤੇ ਨਹੀਂ ਹਾਂ। ਅਸੀਂ ਤੁਹਾਡੇ ਹੀ ਵਰਗੇ ਮਨੁੱਖ ਹਾਂ। ਅਸੀਂ ਇੱਥੇ ਤੁਹਾਨੂੰ ਖੁਸ਼ਖਬਰੀ ਦੱਸਣ ਆਏ ਹਾਂ ਕਿ ਤੁਹਾਨੂੰ ਇਨ੍ਹਾਂ ਵਿਅਰਥ ਗੱਲਾਂ ਤੋਂ ਜਿਉਂਦੇ ਸੱਚੇ ਪਰਮੇਸ਼ੁਰ ਵੱਲ ਪਰਤਣਾ ਚਾਹੀਦਾ ਹੈ। ਉਹੀ ਹੈ ਜਿਸਨੇ ਅਕਾਸ਼ ਸਿਰਜਿਆ ਹੈ, ਧਰਤੀ, ਸਮੁੰਦਰ ਅਤੇ ਉਸ ਸਾਰੀ ਸ੍ਰਿਸ਼ਟੀ ਵਿੱਚ ਜੀਵਨ ਸਿਰਜਿਆ ਹੈ।
And saying, Sirs, why do ye these things? We also are men of like passions with you, and preach unto you that ye should turn from these vanities unto the living God, which made heaven, and earth, and the sea, and all things that are therein:

16 “ਪਿੱਛਲੇ ਸਮਿਆਂ ਵਿੱਚ ਪਰਮੇਸ਼ੁਰ ਨੇ ਕੌਮਾਂ ਨੂੰ ਉਹ ਕਰਨ ਦਿੱਤਾ ਜੋ ਉਨ੍ਹਾਂ ਨੇ ਚਾਹਾ।
Who in times past suffered all nations to walk in their own ways.

17 ਪਰ ਪਰਮੇਸ਼ੁਰ ਨੇ ਉਹ ਕਾਰਜ ਕੀਤੇ ਜੋ ਦਿਖਾਉਂਦੇ ਹਨ ਕਿ ਉਹ ਮੌਜੂਦ ਹੈ। ਉਸ ਨੇ ਤੁਹਾਡੇ ਲਈ ਹਮੇਸ਼ਾ ਚੰਗੀਆਂ ਗੱਲਾਂ ਕੀਤੀਆਂ। ਉਸ ਨੇ ਅਕਾਸ਼ ਤੋਂ ਤੁਹਾਡੇ ਲਈ ਬਰੱਖਾ ਕੀਤੀ ਅਤੇ ਸਹੀ ਵਕਤ ਤੇ ਫ਼ਸਲਾਂ ਦਿੱਤੀਆਂ। ਉਹ ਤੁਹਾਨੂੰ ਖਾਣ ਲਈ ਬੇਸ਼ੁਮਾਰ ਅਨਾਜ ਦਿੰਦਾ ਹੈ ਅਤੇ ਤੁਹਾਡੇ ਦਿਲ ਖੁਸ਼ੀਆਂ ਨਾਲ ਭਰਪੂਰ ਰੱਖਦਾ ਹੈ।”
Nevertheless he left not himself without witness, in that he did good, and gave us rain from heaven, and fruitful seasons, filling our hearts with food and gladness.

18 ਪੌਲੁਸ ਅਤੇ ਬਰਨਬਾਸ ਨੇ ਉਨ੍ਹਾਂ ਨੂੰ ਇਹ ਗੱਲਾਂ ਕਹੀਆਂ, ਪਰ ਉਹ ਬੜੀ ਮੁਸ਼ਕਿਲ ਨਾਲ ਉਨ੍ਹਾਂ ਲੋਕਾਂ ਨੂੰ ਉਨ੍ਹਾਂ ਲਈ ਬਲੀਆਂ ਦੇਣ ਤੋਂ ਰੋਕ ਸੱਕੇ।
And with these sayings scarce restrained they the people, that they had not done sacrifice unto them.

19 ਫ਼ਿਰ ਕੁਝ ਯਹੂਦੀ ਅੰਤਾਕਿਯਾ ਅਤੇ ਇੱਕੁਨਿਯੁਮ ਤੋਂ ਆਏ, ਅਤੇ ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪੌਲੁਸ ਦੇ ਵਿਰੁੱਧ ਹੋ ਜਾਣ ਲਈ ਉਕਸਾਇਆ। ਇਸ ਲਈ ਉਨ੍ਹਾਂ ਨੇ ਪੌਲੁਸ ਤੇ ਪੱਥਰਾਵ ਕੀਤਾ ਅਤੇ ਇਹ ਸੋਚ ਕੇ ਧੂਹ ਕੇ ਸ਼ਹਿਰ ਤੋਂ ਬਾਹਰ ਸੁੱਟ ਦਿੱਤਾ, ਕਿ ਉਹ ਮਰ ਗਿਆ ਸੀ।
And there came thither certain Jews from Antioch and Iconium, who persuaded the people, and, having stoned Paul, drew him out of the city, supposing he had been dead.

20 ਯਿਸੂ ਦੇ ਚੇਲੇ ਪੌਲੁਸ ਦੇ ਆਸ-ਪਾਸ ਇੱਕਤਰ ਹੋਏ, ਉਹ ਉੱਠਿਆ ਅਤੇ ਨਗਰ ਵਿੱਚ ਵਾਪਸ ਚੱਲਿਆ ਗਿਆ। ਅਗਲੇ ਦਿਨ ਉਹ ਅਤੇ ਬਰਨਬਾਸ ਦਰਬੇ ਸ਼ਹਿਰ ਵਿੱਚ ਚੱਲੇ ਗਏ।
Howbeit, as the disciples stood round about him, he rose up, and came into the city: and the next day he departed with Barnabas to Derbe.

21 ਅੰਤਾਕਿਯਾ ਵਿੱਚ ਪਰਤਣਾ ਪੌਲੁਸ ਅਤੇ ਬਰਨਬਾਸ ਨੇ ਦਰਬੇ ਸ਼ਹਿਰ ਵਿੱਚ ਵੀ ਖੁਸ਼ਖਬਰੀ ਦਾ ਪਰਚਾਰ ਕੀਤਾ। ਬਹੁਤ ਸਾਰੇ ਲੋਕ ਇੱਥੇ ਯਿਸੂ ਦੇ ਚੇਲੇ ਬਣ ਗਏ। ਉਹ ਦੋਨੋਂ ਲੁਸਤ੍ਰਾ, ਇੱਕੁਨਿਯੁਮ ਅਤੇ ਅੰਤਾਕਿਯਾ ਨੂੰ ਪਰਤੇ।
And when they had preached the gospel to that city, and had taught many, they returned again to Lystra, and to Iconium, and Antioch,

22 ਇਨ੍ਹਾਂ ਸ਼ਹਿਰਾਂ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਨੇ ਯਿਸੂ ਦੇ ਚੇਲਿਆਂ ਨੂੰ ਤਕੜੇ ਬਣਾਇਆ ਅਤੇ ਉਨ੍ਹਾਂ ਨੂੰ ਵਿਸ਼ਵਾਸ ਵਿੱਚ ਰਹਿਣ ਬਾਰੇ ਸਮਝਾਇਆ ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਸਾਨੂੰ ਪਰਮੇਸ਼ੁਰ ਦੇ ਰਾਜ ਵਿੱਚ ਪ੍ਰਵੇਸ਼ ਕਰਨ ਲਈ ਅਨੇਕਾਂ ਮੁਸ਼ਕਲਾਂ ਦਾ ਸਾਹਮਣਾ ਕਰਨਾ ਪਵੇਗਾ।”
Confirming the souls of the disciples, and exhorting them to continue in the faith, and that we must through much tribulation enter into the kingdom of God.

23 ਉਨ੍ਹਾਂ ਨੇ ਹਰੇਕ ਕਲੀਸਿਯਾ ਲਈ ਬਜ਼ੁਰਗਾਂ ਨੂੰ ਨਿਯੁਕਤ ਕੀਤਾ। ਵਰਤ ਅਤੇ ਪ੍ਰਾਰਥਨਾ ਨਾਲ, ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਪ੍ਰਭੂ ਨੂੰ ਸੌਂਪ ਦਿੱਤਾ, ਜਿਸਤੇ ਉਨ੍ਹਾਂ ਨੇ ਭਰੋਸਾ ਕੀਤਾ।
And when they had ordained them elders in every church, and had prayed with fasting, they commended them to the Lord, on whom they believed.

24 ਤਦ ਉਹ ਦੋਨੋਂ ਪਿਸਿਦਿਯਾ ਦੇਸ਼ ਵਿੱਚੋਂ ਦੀ ਲੰਘੇ ਅਤੇ ਪੰਫ਼ਲਿਯਾ ਦੇਸ਼ ਵਿੱਚ ਪਹੁੰਚੇ।
And after they had passed throughout Pisidia, they came to Pamphylia.

25 ਫ਼ਿਰ ਉਨ੍ਹਾਂ ਨੇ ਪਰਮੇਸ਼ੁਰ ਦਾ ਸੰਦੇਸ਼ ਪਰਗਾ ਵਿੱਚ ਦਿੱਤਾ ਅਤੇ ਉਸਤੋਂ ਬਾਅਦ ਉਹ ਅੰਤਾਕਿਯਾ ਸ਼ਹਿਰ ਵੱਲ ਗਏ।
And when they had preached the word in Perga, they went down into Attalia:

26 ਉੱਥੋਂ ਤੋਂ, ਜਹਾਜ਼ ਰਾਹੀਂ ਉਹ ਦੋਨੋਂ ਅੰਤਾਕਿਯਾ ਨੂੰ ਗਏ। ਇਹ ਉਹੀ ਸ਼ਹਿਰ ਸੀ ਜਿੱਥੇ ਨਿਹਚਾਵਾਨਾਂ ਨੇ ਉਨ੍ਹਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਨੂੰ ਸੌਂਪ ਦਿੱਤਾ ਅਤੇ ਉਨ੍ਹਾਂ ਨੂੰ ਇਹ ਕੰਮ ਕਰਨ ਲਈ ਭੇਜ ਦਿੱਤਾ। ਹੁਣ ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਦਿੱਤਾ ਹੋਇਆ ਕੰਮ ਪੂਰਨ ਕਰ ਦਿੱਤਾ ਸੀ।
And thence sailed to Antioch, from whence they had been recommended to the grace of God for the work which they fulfilled.

27 ਜਦੋਂ ਉੱਥੇ ਦੋਨੋਂ ਪਹੁੰਚੇ, ਉਨ੍ਹਾਂ ਨੇ ਕਲੀਸਿਯਾ ਨੂੰ ਇਕੱਠੇ ਕੀਤਾ ਅਤੇ ਉਨ੍ਹਾਂ ਨੂੰ ਉਹ ਗੱਲਾਂ ਦੱਸੀਆਂ ਜਿਹੜੀਆਂ ਪਰਮੇਸ਼ੁਰ ਨੇ ਉਨ੍ਹਾਂ ਰਾਹੀਂ ਕੀਤੀਆਂ ਸਨ। ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਪਰਮੇਸ਼ੁਰ ਨੇ ਦਰਵਾਜ਼ਾ ਖੋਲ੍ਹਿਆ ਹੈ ਤਾਂ ਜੋ ਗੈਰ ਕੌਮਾਂ ਦੇ ਲੋਕ ਵੀ ਨਿਹਚਾ ਕਰ ਸੱਕਣ।”
And when they were come, and had gathered the church together, they rehearsed all that God had done with them, and how he had opened the door of faith unto the Gentiles.

28 ਉੱਥੇ ਪੌਲੁਸ ਅਤੇ ਬਰਨਬਾਸ ਮਸੀਹ ਦੇ ਚੇਲਿਆਂ ਨਾਲ ਬਹੁਤ ਦਿਨ ਰਹੇ।
And there they abode long time with the disciples.