Exodus 40

1 ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ,

2 ପ୍ରଥମ ମାସର ପ୍ରଥମ ଦିନ ରେ ସମାଗମ ତମ୍ବୁର ପବିତ୍ର ତମ୍ବୁ ସ୍ଥାପନ କର।

3 ତା' ମଧିଅରେ ସାକ୍ଷ ସିନ୍ଦୁକ ରଖି ବିଚ୍ଛଦେ ବସ୍ତ୍ର ଟଙ୍ଗାଇ ସହେି ସିନ୍ଦୁକ ଆଚ୍ଛାଦନ କରିବ।

4 ଏହାପରେ ମଜେ ଭିତରକୁ ଆଣି ତହିଁ ସମସ୍ତ ଦ୍ରବ୍ଯମାନ ସଜାଇ ରଖ। ଦୀପ ରୂଖା ଆଣ ଏବଂ ସମସ୍ତ ଦ୍ବୀପଗୁଡିକ ଜାଳିବା ପାଇଁ ରଖ।

5 ନିଯମ-ସିନ୍ଦୁକ ସମ୍ମୁଖ ରେ ସୁବର୍ଣ୍ଣର ଧୂପବଦେି ରଖ। ପରଦାଟିକୁ ତମ୍ବୁର ପ୍ରବେଶ ପଥରେ ଟାଙ୍ଗ।

6 ଆଉ ସମାଗମ ତମ୍ବୁର ପବିତ୍ର ତମ୍ବୁ ସମ୍ମୁଖ ରେ ହାମବେଳି ରଖିବ।

7 ସମାଗମ ତମ୍ବୁ ଓ ୟଜ୍ଞବଦେୀ ମଧିଅରେ ପ୍ରକ୍ଷାଳନ ପାତ୍ର ରଖି ତହିଁରେ ଜଳ ଦବେ।

8 ଚତୁର୍ଦ୍ଦିଗ ରେ ପ୍ରାଙ୍ଗଣ ପ୍ରସ୍ତୁତ କର ଏବଂ ପ୍ରାଙ୍ଗଣର ପ୍ରବେଶ ପଥରେ ପରଦାଟି ଟାଙ୍ଗ।

9 ଏହାପରେ ଅଭିଷକୋର୍ଥକ ତୈଳ ନଇେ ତମ୍ବୁ ଓ ତନ୍ମଧ୍ଯସ୍ଥିତ ସମସ୍ତ ବସ୍ତୁ ଅଭିଷକେ କର ଓ ଉତ୍ସର୍ଗିତ କର। ତହଁି ରେ ତମ୍ବୁ ଓ ତାହାର ସାମଗ୍ରୀ ପବିତ୍ର ହବେ।

10 ଆଉ ହୋମବଦେୀ ଓ ତହିଁର ସକଳ ସାମଗ୍ରୀ ଅଭିଷକେ କରି ଉତ୍ସର୍ଗିତ କର। ତହିଁରେ ସହେି ୟଜ୍ଞବଦେୀ ଅତ୍ଯନ୍ତ ପବିତ୍ର ହବେ।

11 ଆଉ ତୁମ୍ଭେ ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠକି ଅଭିଷକେ କରି ପବିତ୍ର କରିବ।

12 ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ସମାଗମ ତମ୍ବୁର ଦ୍ବାର ଦେଶକୁ ଆଣ। ତାଙ୍କୁ ପାଣି ରେ ସ୍ନାନ କରାଅ।

13 ଏହାପରେ ହାରୋଣଙ୍କୁ ସହେି ପବିତ୍ର ବସ୍ତ୍ର ପରିଧାନ କରାଅ। ତା'ପରେ ତାକୁ ଅଭିଷିକ୍ତ ଓ ଉତ୍ସର୍ଗିତ କର ଏବଂ ସେ ମାରେ ଯାଜକ ହବେ।

14 ଏହାପରେ ହାରୋଣଙ୍କର ପୁତ୍ରଙ୍କୁ ଏହି ପବିତ୍ର ବସ୍ତ୍ରମାନ ପରିଧାନ କରାଅ।

15 ହାରୋଣଙ୍କୁ ଅଭିଷିକ୍ତ କଲାପରି ତାଙ୍କର ପୁତ୍ରମାନଙ୍କୁ ଅଭିଷିକ୍ତ କରାଅ। ଅଭିଷିକ୍ତ ହେଲାପରେ ସମାନେେ ମାରେ ଯାଜକ ରୂପେ କର୍ମ କରିପାରିବେ। ସହେି ପରିବାର ଅନନ୍ତକାଳୀନ ମାରେ ଯାଜକ ରୂପେ ସବୋ କରିବେ।

16 ମାଶାେ ସଦାପ୍ରଭୁଙ୍କ ସମସ୍ତ ନିଯମ ମାନି ତାଙ୍କର ଆଜ୍ଞା ଅନୁୟାଯୀ କାର୍ୟ୍ଯମାନ କଲେ।

17 ଦ୍ବିତୀୟ ବର୍ଷର ମାସର ପ୍ରଥମ ଦିନ ରେ ପବିତ୍ର ତମ୍ବୁ ସ୍ଥାପିତ ହାଇେଥିଲା।

18 ମାଶାେ ତମ୍ବୁ ସ୍ଥାପନ କଲେ। ସେ ପ୍ରଥମେ ଆଧାର ଉପରେ ତକ୍ତା ବସାଇଲେ ଓ ତା'ପରେ ଅର୍ଗଳ ପ୍ରବେଶ କରାଇ ସ୍ତମ୍ଭ ଠିଆ କଲେ।

19 ଏହାପରେ ସେ ବାହ୍ଯ ଆବରଣ ରୂପେ ଆବାସ ତମ୍ବୁକୁ ପବିତ୍ର ତମ୍ବୁ ଉପରେ ଘୋଡାଇ ଦେଲେ।

20 ଏହାପରେ ମାଶାେ ନିଯମର ନଳାକାର ପୁସ୍ତକକୁ ପବିତ୍ର ସିନ୍ଦୁକ ମଧିଅରେ ରଖିଲେ। ସେ ସାଙ୍ଗିକୁ ସିନ୍ଦୁକ ଉପରେ ରଖିଲେ ଏବଂ ସିନ୍ଦୁକ ଉପରେ ଆଚ୍ଛାଦନ ବସ୍ତ୍ର ଘୋଡାଇ ଦେଲେ।

21 ଏହାପରେ ମାଶାେ ସହେି ପବିତ୍ର ସିନ୍ଦୁକକୁ ନଇେ ପବିତ୍ର ତମ୍ବୁ ରେ ରଖିଲେ। ଆଚ୍ଛାଦନର ବିଚ୍ଛଦବେସ୍ତ୍ର ଟଙ୍ଗାଇଲେ, ଏହାକୁ ସୁରକ୍ଷା ରେ ରଖିବା ପାଇଁ। ଯେପରି ସଦାପ୍ରଭୁ ଆଜ୍ଞା କରିଥିଲେ।

22 ଏହାପରେ ମାଶାେ ପରଦା ବାହା ରେ ସମାଗମ ତମ୍ବୁର ଉତ୍ତର ପାଶର୍‌ବ ରେ ମଜେ ରଖିଲେ।

23 ଏହାପରେ ସେ ସଦାପ୍ରଭୁଙ୍କ ସମ୍ମୁଖ ରେ ଦର୍ଶନୀଯ ରୋଟୀର ଆଯୋଜନ କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁୟାଯୀ ଏହା କରାଗଲା।

24 ଏହାପରେ ମାଶାେ ଦୀପରୂଖା ସହେି ସମାଗମ ତମ୍ବୁ ରେ ରଖିଥିଲେ। ଏହାର ମୁହଁ ଟବେୁଲ ଆଡକୁ କରି ସେ ଦକ୍ଷିଣ ପାଶର୍‌ବ ରେ ଏହାକୁ ରଖିଥିଲେ।

25 ଏହାପରେ ମାଶାେ ସଦାପ୍ରଭୁଙ୍କ ସମ୍ମୁଖ ରେ ଦୀପରୂଖା ରେ ଦୀପସବୁ ସଜାଇଲେ। ସେ ଏହା ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କଲେ।

26 ଏହାପରେ ମାଶାେ ସୁବର୍ଣ୍ଣ ୟଜ୍ଞବଦେୀକୁ ସମାଗମ ତମ୍ବୁ ମଧିଅରେ ରଖିଥିଲେ। ସେ ଏହି ୟଜ୍ଞବଦେୀକୁ ବିଚ୍ଛଦେ ବସ୍ତ୍ର ସମ୍ମୁଖ ରେ ରଖିଥିଲେ।

27 ଏହାପରେ ମାଶାେ ସୁବାସିତ ଧୂପ ଏହା ଉପରେ ଜଳାଇଲେ, ସଦାପ୍ରଭୁଙ୍କ ଆଜ୍ଞାନୁସା ରେ।

28 ଏହାପରେ ମାଶାେ ପବିତ୍ର ତମ୍ବୁର ପ୍ରବେଶପଥରେ ଆଚ୍ଛାଦନ ବସ୍ତ୍ର ଟାଙ୍ଗିଥିଲେ।

29 ମାଶାେ ପବିତ୍ର ତମ୍ବୁର ସମ୍ମୁଖ ରେ ବଳିଦାନ ପାଇଁ ୟଜ୍ଞବଦେୀ ରଖିଲେ ଏବଂ ସଦାପ୍ରଭୁଙ୍କର ମାଶାଙ୍କେୁ ଦଇେଥିବ ଆଜ୍ଞାନୁସା ରେ ହାମବେଳି ଓ ଶସ୍ଯ ନବୈେଦ୍ଯ ଉତ୍ସର୍ଗ କଲେ।

30 ଏହାପରେ ସେ ସମାଗମ ତମ୍ବୁ ଓ ୟଜ୍ଞବଦେୀ ମଧ୍ଯସ୍ଥାନ ରେ ପ୍ରକ୍ଷାଳନ ପାତ୍ର ରଖିଲେଓ ତହିଁ ମଧିଅରେ ପ୍ରକ୍ଷାଳନ ନିମନ୍ତେ ଜଳ ଭର୍ତ୍ତି କଲେ।

31 ଏହାପରେ ମାଶାେ ଏବଂ ହାରୋଣ ଓ ତାଙ୍କର ପୁତ୍ରଗଣ ନିଜ ନିଜ ହସ୍ତପଦ ପ୍ରକ୍ଷାଳନ କଲେ।

32 ଯେ କୌଣସି ସମୟରେ ସମାନେେ ସମାଗମ ତମ୍ବୁ ରେ ପ୍ରବେଶ କଲେ ବା ୟଜ୍ଞବଦେୀର ନିକଟକୁ ଆସିଲେ, ସେ ସମୟରେ ସମାନେେ ହସ୍ତପଦ ପ୍ରକ୍ଷାଳନ କଲେ, ସଦାପ୍ରଭୁ ମାଶାଙ୍କେୁ ଦଇେଥିବା ଆଜ୍ଞାନୁସା ରେ ା

33 ଏହାପରେ ମାଶାେ ପବିତ୍ର ତମ୍ବୁର ଓ ୟଜ୍ଞବଦେୀର ଚତୁର୍ଦ୍ଦିଗ ରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ତମ୍ବୁର ପ୍ରବେଶ ପଥରେ ପରଦା ଟାଙ୍ଗିଲେ। ମାଶାେ ଏହିପରି କାର୍ୟ୍ଯମାନ ସମାପ୍ତ କଲେ।

34 ଏହାପରେ ସହେି ମେଘ ସମାଗମ ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ମହିମା ପବିତ୍ର ତମ୍ବୁକୁ ପରିପୂର୍ଣ୍ଣ କଲା।

35 ତହିଁରେ ମାଶାେ ସମାଗମ ତମ୍ବୁ ରେ ପ୍ରବେଶ କରି ପାରିଲେ ନାହିଁ। କାରଣ ମେଘ ତାହାକୁ ଆଚ୍ଛାଦନ କରିଥିଲା। ସଦାପ୍ରଭୁଙ୍କ ପ୍ରତାପ ପବିତ୍ର ତମ୍ବୁ ପରିପୂର୍ଣ୍ଣ କରିଥିଲା। ସହେି ପବିତ୍ର ସମାଗମ ତମ୍ବୁ।

36 ଯେତବେେଳେ ବାଦଲ ପବିତ୍ର ତମ୍ବୁର ଦୂରକୁ ଗତି କଲା, ଇଶ୍ରାୟେଲର ଲୋକମାନେ ମଧ୍ଯ ଗତି କଲେ।

37 କିନ୍ତୁ ଯେତବେେଳେ ମେଘ ସହେି ପବିତ୍ର ତମ୍ବୁକୁ ଆଚ୍ଛାଦନ କରିଥିଲା, ଲୋକମାନେ ସେତବେେଳେ ଚେଷ୍ଟା କରି ନଥିଲେ ୟିବା ପାଇଁ, ସମାନେେ ସହେିଠା ରେ ମେଘ ୟିବା ପର୍ୟ୍ଯନ୍ତ ରହିଥିଲେ।

38 ତେଣୁ ସଦାପ୍ରଭୁଙ୍କର ମେଘ ଦିନ ବେଳେ ପବିତ୍ର ତମ୍ବୁ ଉପରେ ରହିଲା। ରାତ୍ର ସମୟରେ ସହେି ମେଘ ରେ ଅଗ୍ନି ଦଖାଗେଲା। ତେଣୁ ଇଶ୍ରାୟେଲର ସମସ୍ତ ଲୋକେ ଯେତବେେଳେ ସମାନେେ ୟାତ୍ରା କଲେ, ମେଘ ଦେଖି ପାରିଲେ।

1 And the Lord spake unto Moses, saying,

2 On the first day of the first month shalt thou set up the tabernacle of the tent of the congregation.

3 And thou shalt put therein the ark of the testimony, and cover the ark with the vail.

4 And thou shalt bring in the table, and set in order the things that are to be set in order upon it; and thou shalt bring in the candlestick, and light the lamps thereof.

5 And thou shalt set the altar of gold for the incense before the ark of the testimony, and put the hanging of the door to the tabernacle.

6 And thou shalt set the altar of the burnt offering before the door of the tabernacle of the tent of the congregation.

7 And thou shalt set the laver between the tent of the congregation and the altar, and shalt put water therein.

8 And thou shalt set up the court round about, and hang up the hanging at the court gate.

9 And thou shalt take the anointing oil, and anoint the tabernacle, and all that is therein, and shalt hallow it, and all the vessels thereof: and it shall be holy.

10 And thou shalt anoint the altar of the burnt offering, and all his vessels, and sanctify the altar: and it shall be an altar most holy.

11 And thou shalt anoint the laver and his foot, and sanctify it.

12 And thou shalt bring Aaron and his sons unto the door of the tabernacle of the congregation, and wash them with water.

13 And thou shalt put upon Aaron the holy garments, and anoint him, and sanctify him; that he may minister unto me in the priest’s office.

14 And thou shalt bring his sons, and clothe them with coats:

15 And thou shalt anoint them, as thou didst anoint their father, that they may minister unto me in the priest’s office: for their anointing shall surely be an everlasting priesthood throughout their generations.

16 Thus did Moses: according to all that the Lord commanded him, so did he.

17 And it came to pass in the first month in the second year, on the first day of the month, that the tabernacle was reared up.

18 And Moses reared up the tabernacle, and fastened his sockets, and set up the boards thereof, and put in the bars thereof, and reared up his pillars.

19 And he spread abroad the tent over the tabernacle, and put the covering of the tent above upon it; as the Lord commanded Moses.

20 And he took and put the testimony into the ark, and set the staves on the ark, and put the mercy seat above upon the ark:

21 And he brought the ark into the tabernacle, and set up the vail of the covering, and covered the ark of the testimony; as the Lord commanded Moses.

22 And he put the table in the tent of the congregation, upon the side of the tabernacle northward, without the vail.

23 And he set the bread in order upon it before the Lord; as the Lord had commanded Moses.

24 And he put the candlestick in the tent of the congregation, over against the table, on the side of the tabernacle southward.

25 And he lighted the lamps before the Lord; as the Lord commanded Moses.

26 And he put the golden altar in the tent of the congregation before the vail:

27 And he burnt sweet incense thereon; as the Lord commanded Moses.

28 And he set up the hanging at the door of the tabernacle.

29 And he put the altar of burnt offering by the door of the tabernacle of the tent of the congregation, and offered upon it the burnt offering and the meat offering; as the Lord commanded Moses.

30 And he set the laver between the tent of the congregation and the altar, and put water there, to wash withal.

31 And Moses and Aaron and his sons washed their hands and their feet thereat:

32 When they went into the tent of the congregation, and when they came near unto the altar, they washed; as the Lord commanded Moses.

33 And he reared up the court round about the tabernacle and the altar, and set up the hanging of the court gate. So Moses finished the work.

34 Then a cloud covered the tent of the congregation, and the glory of the Lord filled the tabernacle.

35 And Moses was not able to enter into the tent of the congregation, because the cloud abode thereon, and the glory of the Lord filled the tabernacle.

36 And when the cloud was taken up from over the tabernacle, the children of Israel went onward in all their journeys:

37 But if the cloud were not taken up, then they journeyed not till the day that it was taken up.

38 For the cloud of the Lord was upon the tabernacle by day, and fire was on it by night, in the sight of all the house of Israel, throughout all their journeys.

Acts 14 in Tamil and English

1 ਪੌਲੁਸ ਅਤੇ ਬਰਨਬਾਸ ਇੱਕੋਨਿਯੁਮ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਤਦ ਇੱਕੋਦਿਯਾਮ ਸ਼ਹਿਰ ਵਿੱਚ ਪਹੁੰਚੇ। ਉੱਥੇ ਉਹ ਯਹੂਦੀਆਂ ਦੇ ਪ੍ਰਾਰਥਨਾ ਸਥਾਨ ਤੇ ਪਹੁੰਚੇ ਉਹ ਹਰ ਸ਼ਹਿਰ ਵਿੱਚ ਜਾਕੇ ਇਵੇਂ ਹੀ ਕਰਦੇ ਸਨ। ਉਨ੍ਹਾਂ ਨੇ ਇੰਨਾ ਵੱਧੀਆ ਬਚਨ ਕੀਤਾ ਕਿ ਯਹੂਦੀਆਂ ਅਤੇ ਯੂਨਾਨੀਆਂ ਨੇ ਉਨ੍ਹਾਂ ਉੱਪਰ ਵਿਸ਼ਵਾਸ ਕੀਤਾ।
And it came to pass in Iconium, that they went both together into the synagogue of the Jews, and so spake, that a great multitude both of the Jews and also of the Greeks believed.

2 ਪਰ ਕੁਝ ਯਹੂਦੀ ਲੋਕਾਂ ਨੇ ਵਿਸ਼ਵਾਸ ਨਾ ਕੀਤਾ, ਅਤੇ ਇਨ੍ਹਾਂ ਲੋਕਾਂ ਨੇ ਗੈਰ-ਯਹੂਦੀਆਂ ਨੂੰ ਭੜਕਾਇਆ ਅਤੇ ਨਿਹਚਾਵਾਨਾਂ ਬਾਰੇ ਉਨ੍ਹਾਂ ਦੇ ਮਨਾਂ ਵਿੱਚ ਜ਼ਹਿਰ ਭਰ ਦਿੱਤਾ।
But the unbelieving Jews stirred up the Gentiles, and made their minds evil affected against the brethren.

3 ਇਸ ਦੇ ਬਾਵਜੂਦ, ਪੌਲੁਸ ਅਤੇ ਬਰਨਬਾਸ ਬਹੁਤ ਦਿਨਾ ਲਈ ਇੱਕੋਨਿਯੁਮ ਵਿੱਚ ਰੁਕੇ ਅਤੇ ਨਿਰਭੈ ਹੋਕੇ ਪ੍ਰਭੂ ਬਾਰੇ ਬੋਲੇ। ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਬਾਰੇ ਪ੍ਰਚਾਰ ਕੀਤਾ। ਪ੍ਰਭੂ ਨੇ ਉਨ੍ਹਾਂ ਦੇ ਸੰਦੇਸ਼ ਨੂੰ ਕਰਾਮਾਤੀ ਨਿਸ਼ਾਨ ਅਤੇ ਅਚੰਭੇ ਕਰਨ ਦੀ ਯੋਗਤਾ ਦੇਕੇ ਸਾਬਤ ਕੀਤਾ।
Long time therefore abode they speaking boldly in the Lord, which gave testimony unto the word of his grace, and granted signs and wonders to be done by their hands.

4 ਪਰ ਨਗਰ ਵਿੱਚ ਲੋਕਾਂ ਦਾ ਬਟਵਾਰਾ ਹੋ ਗਿਆ। ਕੁਝ ਲੋਕ ਯਹੂਦੀਆਂ ਨਾਲ ਸਹਿਮਤ ਹੋਣ ਲੱਗੇ ਅਤੇ ਕੁਝ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਮੰਨਣ ਲੱਗੇ।
But the multitude of the city was divided: and part held with the Jews, and part with the apostles.

5 ਕੁਝ ਗੈਰ-ਯਹੂਦੀਆਂ, ਕੁਝ ਯਹੂਦੀਆਂ ਅਤੇ ਉਨ੍ਹਾਂ ਦੇ ਆਗੂਆਂ ਨੇ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਨੁਕਸਾਨ ਪਹੁੰਚਾਉਣ ਦੀ ਕੋਸ਼ਿਸ਼ ਕੀਤੀ ਇਹ ਲੋਕ ਇਨ੍ਹਾਂ ਨੂੰ ਪੱਥਰਾਂ ਨਾਲ ਮਾਰ ਮੁਕਾਉਣਾ ਚਾਹੁੰਦੇ ਸਨ।
And when there was an assault made both of the Gentiles, and also of the Jews with their rulers, to use them despitefully, and to stone them,

6 ਜਦੋਂ ਉਨ੍ਹਾਂ ਨੂੰ ਇਸ ਬਾਰੇ ਪਤਾ ਲੱਗਾ, ਉਨ੍ਹਾਂ ਨੇ ਨਗਰ ਛੱਡ ਦਿੱਤਾ ਅਤੇ ਲੁਕਾਉਨਿਯਾ ਵਿੱਚ ਲੁਸਤ੍ਰਾ ਅਤੇ ਦਰਬੇ ਸ਼ਹਿਰਾਂ ਵਿੱਚ ਅਤੇ ਉਸ ਦੇ ਆਸ-ਪਾਸ ਦੇ ਇਲਾਕਿਆਂ ਨੂੰ ਚੱਲੇ ਗਏ।
They were ware of it, and fled unto Lystra and Derbe, cities of Lycaonia, and unto the region that lieth round about:

7 ਉੱਥੇ ਜਾਕੇ ਇਹ ਖੁਸ਼ਖਬਰੀ ਬਾਰੇ ਪਰਚਾਰ ਕਰਦੇ ਰਹੇ।
And there they preached the gospel.

8 ਪੌਲੁਸ-ਲੁਸਤ੍ਰਾ ਅਤੇ ਦਰਬੇ ਵਿੱਚ ਲੁਸਤ੍ਰਾ ਵਿੱਚ ਇੱਕ ਆਦਮੀ ਸੀ ਜਿਸਦੇ ਪੈਰ ਵਿੱਚ ਕੋਈ ਤਕਲੀਫ਼ ਸੀ। ਉਹ ਜਮਾਂਦਰੂ ਹੀ ਲੰਗੜਾ ਸੀ, ਉਸ ਨੇ ਕਦੇ ਚੱਲ ਕੇ ਨਹੀਂ ਸੀ ਵੇਖਿਆ।
And there sat a certain man at Lystra, impotent in his feet, being a cripple from his mother’s womb, who never had walked:

9 ਇਹ ਆਦਮੀ ਉੱਥੇ ਬੈਠਾ ਪੌਲੁਸ ਦੇ ਬਚਨ ਸੁਣ ਰਿਹਾ ਸੀ ਤਾਂ ਪੌਲੁਸ ਨੇ ਉਸ ਨੂੰ ਵੇਖਿਆ ਤੇ ਮਹਿਸੂਸ ਕੀਤਾ ਕਿ ਉਸ ਆਦਮੀ ਨੂੰ ਵਿਸ਼ਵਾਸ ਹੈ ਕਿ ਪਰਮੇਸ਼ੁਰ ਉਸ ਨੂੰ ਰਾਜ਼ੀ ਕਰ ਸੱਕਦਾ ਹੈ
The same heard Paul speak: who stedfastly beholding him, and perceiving that he had faith to be healed,

10 ਇਸ ਲਈ ਪੌਲੁਸ ਉੱਚੀ ਬੋਲਿਆ, “ਆਪਣੇ ਪੈਰਾਂ ਤੇ ਖਲੋ ਜਾ।” ਉਹ ਆਦਮੀ ਉੱਥੋਂ ਕੁਦਿਆ ਅਤੇ ਉਸ ਨੇ ਆਸ-ਪਾਸ ਚੱਲਣਾ ਸ਼ੁਰੂ ਕਰ ਦਿੱਤਾ।
Said with a loud voice, Stand upright on thy feet. And he leaped and walked.

11 ਜਦੋਂ ਲੋਕਾਂ ਨੇ ਪੌਲੁਸ ਨੂੰ ਅਜਿਹਾ ਕਰਦਿਆਂ ਵੇਖਿਆ ਤਾਂ ਉਹ ਲੁਕਾਉਣਿਯਾ ਦੀ ਆਪਣੀ ਭਾਸ਼ਾ ਵਿੱਚ ਚਿਲਾਉਣ ਲੱਗੇ, “ਦੇਵਤੇ ਮਾਨਵ ਦਾ ਰੂਪ ਧਾਰਕੇ ਸਾਡੇ ਕੋਲ ਆਏ ਹਨ।”
And when the people saw what Paul had done, they lifted up their voices, saying in the speech of Lycaonia, The gods are come down to us in the likeness of men.

12 ਲੋਕਾਂ ਨੇ ਬਰਨਬਾਸ ਨੂੰ ਦਿਓਸ ਅਤੇ ਪੌਲੁਸ ਨੂੰ “ਹਰਮੇਸ” ਨਾਉਂ ਨਾਲ ਬੁਲਾਉਣਾ ਸ਼ੁਰੂ ਕੀਤਾ ਇਸ ਲਈ ਕਿਉਂਕਿ ਇਹ ਬਚਨ ਕਰਨ ਵਿੱਚ ਆਗੂ ਸੀ।
And they called Barnabas, Jupiter; and Paul, Mercurius, because he was the chief speaker.

13 ਦਿਓਸ ਦਾ ਮੰਦਰ ਸ਼ਹਿਰ ਦੇ ਕੋਲ ਹੀ ਸੀ। ਇਸ ਮੰਦਰ ਦਾ ਜਾਜਕ ਕੁਝ ਬਲਦ ਅਤੇ ਫ਼ੁੱਲ ਸ਼ਹਿਰ ਦੇ ਫ਼ਾਟਕਾਂ ਤੇ ਲਿਆਇਆ। ਉਹ ਲੋਕ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਬਲੀਆਂ ਦੇਣਾ ਚਾਹੁੰਦੇ ਸਨ।
Then the priest of Jupiter, which was before their city, brought oxen and garlands unto the gates, and would have done sacrifice with the people.

14 ਪਰ ਜਦੋਂ ਪੌਲੁਸ ਅਤੇ ਬਰਨਬਾਸ ਰਸੂਲਾਂ ਨੇ ਇਹ ਸੁਣਿਆ ਤਾਂ ਉਨ੍ਹਾਂ ਆਪਣੇ ਵਸਤਰ ਪਾੜੇ ਅਤੇ ਲੋਕਾਂ ਵਿੱਚ ਬਾਹਰ ਨੂੰ ਦੌੜ ਪਏ ਅਤੇ ਉੱਚੀ-ਉੱਚੀ ਚਿਲਾਉਣ ਲੱਗ ਪਏ,
Which when the apostles, Barnabas and Paul, heard of, they rent their clothes, and ran in among the people, crying out,

15 “ਹੇ ਪੁਰੱਖੋ। ਤੁਸੀਂ ਇਹ ਕਿਉਂ ਕਰ ਰਹੇ ਹੋ? ਅਸੀਂ ਦੇਵਤੇ ਨਹੀਂ ਹਾਂ। ਅਸੀਂ ਤੁਹਾਡੇ ਹੀ ਵਰਗੇ ਮਨੁੱਖ ਹਾਂ। ਅਸੀਂ ਇੱਥੇ ਤੁਹਾਨੂੰ ਖੁਸ਼ਖਬਰੀ ਦੱਸਣ ਆਏ ਹਾਂ ਕਿ ਤੁਹਾਨੂੰ ਇਨ੍ਹਾਂ ਵਿਅਰਥ ਗੱਲਾਂ ਤੋਂ ਜਿਉਂਦੇ ਸੱਚੇ ਪਰਮੇਸ਼ੁਰ ਵੱਲ ਪਰਤਣਾ ਚਾਹੀਦਾ ਹੈ। ਉਹੀ ਹੈ ਜਿਸਨੇ ਅਕਾਸ਼ ਸਿਰਜਿਆ ਹੈ, ਧਰਤੀ, ਸਮੁੰਦਰ ਅਤੇ ਉਸ ਸਾਰੀ ਸ੍ਰਿਸ਼ਟੀ ਵਿੱਚ ਜੀਵਨ ਸਿਰਜਿਆ ਹੈ।
And saying, Sirs, why do ye these things? We also are men of like passions with you, and preach unto you that ye should turn from these vanities unto the living God, which made heaven, and earth, and the sea, and all things that are therein:

16 “ਪਿੱਛਲੇ ਸਮਿਆਂ ਵਿੱਚ ਪਰਮੇਸ਼ੁਰ ਨੇ ਕੌਮਾਂ ਨੂੰ ਉਹ ਕਰਨ ਦਿੱਤਾ ਜੋ ਉਨ੍ਹਾਂ ਨੇ ਚਾਹਾ।
Who in times past suffered all nations to walk in their own ways.

17 ਪਰ ਪਰਮੇਸ਼ੁਰ ਨੇ ਉਹ ਕਾਰਜ ਕੀਤੇ ਜੋ ਦਿਖਾਉਂਦੇ ਹਨ ਕਿ ਉਹ ਮੌਜੂਦ ਹੈ। ਉਸ ਨੇ ਤੁਹਾਡੇ ਲਈ ਹਮੇਸ਼ਾ ਚੰਗੀਆਂ ਗੱਲਾਂ ਕੀਤੀਆਂ। ਉਸ ਨੇ ਅਕਾਸ਼ ਤੋਂ ਤੁਹਾਡੇ ਲਈ ਬਰੱਖਾ ਕੀਤੀ ਅਤੇ ਸਹੀ ਵਕਤ ਤੇ ਫ਼ਸਲਾਂ ਦਿੱਤੀਆਂ। ਉਹ ਤੁਹਾਨੂੰ ਖਾਣ ਲਈ ਬੇਸ਼ੁਮਾਰ ਅਨਾਜ ਦਿੰਦਾ ਹੈ ਅਤੇ ਤੁਹਾਡੇ ਦਿਲ ਖੁਸ਼ੀਆਂ ਨਾਲ ਭਰਪੂਰ ਰੱਖਦਾ ਹੈ।”
Nevertheless he left not himself without witness, in that he did good, and gave us rain from heaven, and fruitful seasons, filling our hearts with food and gladness.

18 ਪੌਲੁਸ ਅਤੇ ਬਰਨਬਾਸ ਨੇ ਉਨ੍ਹਾਂ ਨੂੰ ਇਹ ਗੱਲਾਂ ਕਹੀਆਂ, ਪਰ ਉਹ ਬੜੀ ਮੁਸ਼ਕਿਲ ਨਾਲ ਉਨ੍ਹਾਂ ਲੋਕਾਂ ਨੂੰ ਉਨ੍ਹਾਂ ਲਈ ਬਲੀਆਂ ਦੇਣ ਤੋਂ ਰੋਕ ਸੱਕੇ।
And with these sayings scarce restrained they the people, that they had not done sacrifice unto them.

19 ਫ਼ਿਰ ਕੁਝ ਯਹੂਦੀ ਅੰਤਾਕਿਯਾ ਅਤੇ ਇੱਕੁਨਿਯੁਮ ਤੋਂ ਆਏ, ਅਤੇ ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪੌਲੁਸ ਦੇ ਵਿਰੁੱਧ ਹੋ ਜਾਣ ਲਈ ਉਕਸਾਇਆ। ਇਸ ਲਈ ਉਨ੍ਹਾਂ ਨੇ ਪੌਲੁਸ ਤੇ ਪੱਥਰਾਵ ਕੀਤਾ ਅਤੇ ਇਹ ਸੋਚ ਕੇ ਧੂਹ ਕੇ ਸ਼ਹਿਰ ਤੋਂ ਬਾਹਰ ਸੁੱਟ ਦਿੱਤਾ, ਕਿ ਉਹ ਮਰ ਗਿਆ ਸੀ।
And there came thither certain Jews from Antioch and Iconium, who persuaded the people, and, having stoned Paul, drew him out of the city, supposing he had been dead.

20 ਯਿਸੂ ਦੇ ਚੇਲੇ ਪੌਲੁਸ ਦੇ ਆਸ-ਪਾਸ ਇੱਕਤਰ ਹੋਏ, ਉਹ ਉੱਠਿਆ ਅਤੇ ਨਗਰ ਵਿੱਚ ਵਾਪਸ ਚੱਲਿਆ ਗਿਆ। ਅਗਲੇ ਦਿਨ ਉਹ ਅਤੇ ਬਰਨਬਾਸ ਦਰਬੇ ਸ਼ਹਿਰ ਵਿੱਚ ਚੱਲੇ ਗਏ।
Howbeit, as the disciples stood round about him, he rose up, and came into the city: and the next day he departed with Barnabas to Derbe.

21 ਅੰਤਾਕਿਯਾ ਵਿੱਚ ਪਰਤਣਾ ਪੌਲੁਸ ਅਤੇ ਬਰਨਬਾਸ ਨੇ ਦਰਬੇ ਸ਼ਹਿਰ ਵਿੱਚ ਵੀ ਖੁਸ਼ਖਬਰੀ ਦਾ ਪਰਚਾਰ ਕੀਤਾ। ਬਹੁਤ ਸਾਰੇ ਲੋਕ ਇੱਥੇ ਯਿਸੂ ਦੇ ਚੇਲੇ ਬਣ ਗਏ। ਉਹ ਦੋਨੋਂ ਲੁਸਤ੍ਰਾ, ਇੱਕੁਨਿਯੁਮ ਅਤੇ ਅੰਤਾਕਿਯਾ ਨੂੰ ਪਰਤੇ।
And when they had preached the gospel to that city, and had taught many, they returned again to Lystra, and to Iconium, and Antioch,

22 ਇਨ੍ਹਾਂ ਸ਼ਹਿਰਾਂ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਨੇ ਯਿਸੂ ਦੇ ਚੇਲਿਆਂ ਨੂੰ ਤਕੜੇ ਬਣਾਇਆ ਅਤੇ ਉਨ੍ਹਾਂ ਨੂੰ ਵਿਸ਼ਵਾਸ ਵਿੱਚ ਰਹਿਣ ਬਾਰੇ ਸਮਝਾਇਆ ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਸਾਨੂੰ ਪਰਮੇਸ਼ੁਰ ਦੇ ਰਾਜ ਵਿੱਚ ਪ੍ਰਵੇਸ਼ ਕਰਨ ਲਈ ਅਨੇਕਾਂ ਮੁਸ਼ਕਲਾਂ ਦਾ ਸਾਹਮਣਾ ਕਰਨਾ ਪਵੇਗਾ।”
Confirming the souls of the disciples, and exhorting them to continue in the faith, and that we must through much tribulation enter into the kingdom of God.

23 ਉਨ੍ਹਾਂ ਨੇ ਹਰੇਕ ਕਲੀਸਿਯਾ ਲਈ ਬਜ਼ੁਰਗਾਂ ਨੂੰ ਨਿਯੁਕਤ ਕੀਤਾ। ਵਰਤ ਅਤੇ ਪ੍ਰਾਰਥਨਾ ਨਾਲ, ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਪ੍ਰਭੂ ਨੂੰ ਸੌਂਪ ਦਿੱਤਾ, ਜਿਸਤੇ ਉਨ੍ਹਾਂ ਨੇ ਭਰੋਸਾ ਕੀਤਾ।
And when they had ordained them elders in every church, and had prayed with fasting, they commended them to the Lord, on whom they believed.

24 ਤਦ ਉਹ ਦੋਨੋਂ ਪਿਸਿਦਿਯਾ ਦੇਸ਼ ਵਿੱਚੋਂ ਦੀ ਲੰਘੇ ਅਤੇ ਪੰਫ਼ਲਿਯਾ ਦੇਸ਼ ਵਿੱਚ ਪਹੁੰਚੇ।
And after they had passed throughout Pisidia, they came to Pamphylia.

25 ਫ਼ਿਰ ਉਨ੍ਹਾਂ ਨੇ ਪਰਮੇਸ਼ੁਰ ਦਾ ਸੰਦੇਸ਼ ਪਰਗਾ ਵਿੱਚ ਦਿੱਤਾ ਅਤੇ ਉਸਤੋਂ ਬਾਅਦ ਉਹ ਅੰਤਾਕਿਯਾ ਸ਼ਹਿਰ ਵੱਲ ਗਏ।
And when they had preached the word in Perga, they went down into Attalia:

26 ਉੱਥੋਂ ਤੋਂ, ਜਹਾਜ਼ ਰਾਹੀਂ ਉਹ ਦੋਨੋਂ ਅੰਤਾਕਿਯਾ ਨੂੰ ਗਏ। ਇਹ ਉਹੀ ਸ਼ਹਿਰ ਸੀ ਜਿੱਥੇ ਨਿਹਚਾਵਾਨਾਂ ਨੇ ਉਨ੍ਹਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਨੂੰ ਸੌਂਪ ਦਿੱਤਾ ਅਤੇ ਉਨ੍ਹਾਂ ਨੂੰ ਇਹ ਕੰਮ ਕਰਨ ਲਈ ਭੇਜ ਦਿੱਤਾ। ਹੁਣ ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਦਿੱਤਾ ਹੋਇਆ ਕੰਮ ਪੂਰਨ ਕਰ ਦਿੱਤਾ ਸੀ।
And thence sailed to Antioch, from whence they had been recommended to the grace of God for the work which they fulfilled.

27 ਜਦੋਂ ਉੱਥੇ ਦੋਨੋਂ ਪਹੁੰਚੇ, ਉਨ੍ਹਾਂ ਨੇ ਕਲੀਸਿਯਾ ਨੂੰ ਇਕੱਠੇ ਕੀਤਾ ਅਤੇ ਉਨ੍ਹਾਂ ਨੂੰ ਉਹ ਗੱਲਾਂ ਦੱਸੀਆਂ ਜਿਹੜੀਆਂ ਪਰਮੇਸ਼ੁਰ ਨੇ ਉਨ੍ਹਾਂ ਰਾਹੀਂ ਕੀਤੀਆਂ ਸਨ। ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਪਰਮੇਸ਼ੁਰ ਨੇ ਦਰਵਾਜ਼ਾ ਖੋਲ੍ਹਿਆ ਹੈ ਤਾਂ ਜੋ ਗੈਰ ਕੌਮਾਂ ਦੇ ਲੋਕ ਵੀ ਨਿਹਚਾ ਕਰ ਸੱਕਣ।”
And when they were come, and had gathered the church together, they rehearsed all that God had done with them, and how he had opened the door of faith unto the Gentiles.

28 ਉੱਥੇ ਪੌਲੁਸ ਅਤੇ ਬਰਨਬਾਸ ਮਸੀਹ ਦੇ ਚੇਲਿਆਂ ਨਾਲ ਬਹੁਤ ਦਿਨ ਰਹੇ।
And there they abode long time with the disciples.