Ezekiel 12

1 ଅନନ୍ତର ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା, ସେ ମାେତେ କହିଲେ,

2 ହେ ମନୁଷ୍ଯ ପୁତ୍ର, ତୁମ୍ଭେ ବିଦ୍ରୋହୀ ବଂଶ ମଧିଅରେ ବାସ କରୁଅଛ। ସମାନଙ୍କେର ଦେଖିବା ପାଇଁ ଚକ୍ଷୁ ଅଛି, ମାତ୍ର ଯାହା ଆମ୍ଭେ ସମାନଙ୍କେ ପାଇଁ କରିଛୁ, ସମାନେେ ଦେଖି ପାରନ୍ତି ନାହିଁ। ସମାନଙ୍କେର ଶୁଣିବା ପାଇଁ କର୍ଣ୍ଣ ଅଛି, ମାତ୍ର ଆମ୍ଭର ଆଜ୍ଞାପ୍ରତି ସମାନେେ କର୍ଣ୍ଣପାତ କରନ୍ତି ନାହିଁ। କାରଣ ସମାନେେ ବିଦ୍ରୋହୀ ବଂଶ।

3 ତେଣୁ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ନିର୍ବାସନ ଗଲାପରି ତୁମ୍ଭମାନଙ୍କର ସମସ୍ତ ସାମଗ୍ରୀ ସଜାଡ଼ି ଦିଅ। ଦିନ ବେଳେ ଏହା କର ଯେତବେେଳେ ସମାନେେ ତୁମ୍ଭ ୟିବାର ଦେଖିପାରିବେ। ଯେତବେେଳେ ସମାନେେ ତୁମ୍ଭକୁ ଦେଖୁଛନ୍ତି ତୁମ୍ଭେ ଗୋଟିଏ ସ୍ଥାନରୁ ଆଉ ଗୋଟିଏ ସ୍ଥାନକୁ ଗତି କିରବା ଉଚିତ୍। ତାହା ହେଲେ ସମାନେେ ବିଦ୍ରୋହୀ ଲୋକ ହେଲେ ହେଁ ବୁଝିପାରିବେ।

4 ତୁମ୍ଭେ ଦିନ ବେଳେ ତୁମ୍ଭମାନଙ୍କର ଗଣ୍ଠିଲିପତ୍ର ସଜାଡ଼ି ଦିଅ, ସତେ ଯେପରି ତୁମ୍ଭମାନେେ ନିର୍ବାସନକୁ ଯାଉଛ ଏବଂ ସମାନେେ ଦେଖୁଥିବା ସମୟରେ ୟିବାକୁ ପ୍ରସ୍ତୁତ ହୁଅ। ତା'ପ ରେ ସଂଧ୍ଯା ସମୟରେ ତୁମ୍ଭମାନେେ ବହୁ ଦୂର ଦେଶକୁ ୟାଇଥିବା ପରି ଅଭିନଯ କର, ନିର୍ବାସିତ ବନ୍ଦୀମାନଙ୍କ ପରି ଏହାକୁ ଯେତବେେଳେ ସମାନେେ ଦେଖୁଛନ୍ତି।

5 ତା'ପ ରେ କାନ୍ଥ ରେ ଗୋଟିଏ ଗାତ ଖୋଳ ଓ ତାହା ମଧ୍ଯ ଦଇେ ବାହାର କରି ନିଅ, ସମାନେେ ତୁମ୍ଭମାନଙ୍କୁ ଦେଖୁଥିବା ସମୟରେ।

6 ସମାନଙ୍କେ ଉପସ୍ଥିତି ରେ ତୁମ୍ଭର ଥଳିଗୁଡ଼ିକ ସୂର୍ୟ୍ଯାସ୍ତ ସମୟରେ ଆପଣା କାନ୍ଧ ରେ ବହନ କରି ନଇୟିବେ। ତୁମ୍ଭେ ଯେପରି ଭୂମି ନ ଦେଖିପାରିବ, ଏଥିପାଇଁ ଆପଣା ମୁଖ ଆଚ୍ଛାଦନ କରିବ। କାରଣ ଆମ୍ଭେ ତୁମ୍ଭମାନଙ୍କୁ ଏକ ଚିହ୍ନ ଓ ଏକ ଉଦାହରଣ ରୂପେ ଇଶ୍ରାୟେଲର ଲୋକମାନଙ୍କଠା ରେ ବ୍ଯବହାର କରିଛୁ।

7 ତେଣୁ ମୁଁ ସହେି ଆଜ୍ଞା ପ୍ରମାଣେ କାର୍ୟ୍ଯ କଲି। ଦିନ ବେଳେ ମୁଁ ମାରଗେଣ୍ଠିଲି ପତ୍ର ସଜାଡ଼ିଲି, ସତେ ଯେପରି ନିର୍ବାସନକୁ ୟିବି। ଏବଂ ସନ୍ଧ୍ଯା ବେଳେ ମୁଁ କାନ୍ଥ ରେ ଗୋଟିଏ ଗାତ ଖାେଳିଲି। ଏହା ମୁଁ ଅନ୍ଧାର ରେ ନଲେି ଓ ସମାନଙ୍କେ ଉପସ୍ଥିତି ରେ କାନ୍ଧ ରେ ବହିଲି।

8 ପରଦିନ ପ୍ରଭାତକାଳ ରେ ସଦାପ୍ରଭୁଙ୍କର ଏହି ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

9 ହେ ମନୁଷ୍ଯ ପୁତ୍ର, ତୁମ୍ଭେ କ'ଣ କରୁଅଛ ବୋଲି ସହେି ଇଶ୍ରାୟେଲର ବିଦ୍ରୋହୀବଂଶ ତୁମ୍ଭକୁ ପଚାରିଲେ କି ?

10 ସମାନଙ୍କେୁ କୁହ, ସଦାପ୍ରଭୁ ସମାନଙ୍କେର ପ୍ରଭୁ, ଏହିକଥା କହିଛନ୍ତି, ଏହି ଭବିଷ୍ଯତବାଣୀ ୟିରୁଶାଲମସ୍ଥ ଅଧିପତିର ଓ ଇଶ୍ରାୟେଲର ସମ୍ପର୍କୀଯ ଲୋକମାନଙ୍କ ମଧିଅରେ ସେ ବାସ କରନ୍ତି।

11 ସମାନଙ୍କେୁ କୁହ, 'ମୁଁ ତୁମ୍ଭମାନଙ୍କ ପାଇଁ ଏକ ଚିହ୍ନ ଓ ଉଦାହରଣ ଅଟେ। ମୁଁ ଯାହାକିଛି କଲି, ତାହା ତୁମ୍ଭମାନଙ୍କ ପ୍ରତି ଘଟିବ। ତୁମ୍ଭମାନଙ୍କୁ ନିର୍ବାସିତ କରାୟାଇ ବନ୍ଦୀରୂପେ ପଠାୟିବ।

12 ଏବଂ ତୁମ୍ଭର ନେତା ତା'ର ଜିନିଷପତ୍ର ତା' କାନ୍ଧ ରେ ବହିବ ଏବଂ ସୂର୍ୟ୍ଯାସ୍ତ ସମୟରେ କାନ୍ଥ ରେ ତା' ପାଇଁ ଖୋଳା ୟାଇଥିବା ମଧ୍ଯଦଇେ ବାହାରିୟିବ ଓ ସେ ତା'ର ମୁଖ ଆଚ୍ଛାଦନ କରିବ, ଯେପରି ସେ ଭୂମିକୁ ଦେଖିପାରିବ ନାହିଁ।

13 ସେ ଖସିୟିବା ପାଇଁ ଚେଷ୍ଟା କରିବ, କିନ୍ତୁ ଆମ୍ଭେ ତା' ପାଇଁ ଆମ୍ଭର ଜାଲ ବିଚ୍ଛାଇବା ଓ ସେ ଫାନ୍ଦ ରେ ପଡ଼ିୟିବ। ଏବଂ ଆମ୍ଭେ ତାକୁ କଲଦୀଯ ଲୋକମାନଙ୍କର ଦେଶ ବାବିଲକୁ ନଇୟିବୋ। ଆଉ ସେ ସହେି ସ୍ଥାନ ରେ ମରିବ କିନ୍ତୁ ସେ ତାହା ଦେଖିପାରିବ ନାହିଁ।

14 ଏବଂ ଯେଉଁମାନେ ତାକୁ ଓ ତା'ର ସୈନ୍ଯବାହିନୀକୁ ସାହାୟ୍ଯ କରିବାକୁ ତାହାର ଚତୁର୍ଦ୍ଦିଗ ରେ ଅଛନ୍ତି, ସେ ଏବଂ ତା'ର ସୈନ୍ଯବାହିନୀ ଆମ୍ଭ୍ ଦ୍ବାରା ସମସ୍ତ ଦିଗ ରେ ଛିନ୍ନଛତ୍ର ହବେେ। ଆମ୍ଭେ ଆପଣା ଖଡ୍ଗ ସମାନଙ୍କେ ବିରୁଦ୍ଧ ରେ ଉଠାଇବି।

15 ଆଉ ଯେତବେେଳେ ଆମ୍ଭେ ସମାନଙ୍କେୁ ନାନା ଦେଶ ମଧିଅରେ ଛିନ୍ନଭିନ୍ନ କରିବା। ସମାନେେ ହୃଦ ବୋଧ କରିବେ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।

16 କିନ୍ତୁ ମୁଁ ସମାନଙ୍କେ ମଧ୍ଯରୁ ଅଳ୍ପ କେତକଙ୍କେୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରୁ ରକ୍ଷା କରିବ। ତହିଁରେ ସମାନେେ ଯେଉଁ ରାଷ୍ଟ୍ରମାନଙ୍କ ମଧିଅରେ ନିର୍ବାସିର ରୂପେ ବାସ କରିବେ, ସମାନଙ୍କେ ନିକଟରେ ନିଜର ଘୃଣ୍ଯ କର୍ମସବୁ ପ୍ରକାଶ କରିବେ। ଏବଂ ତା'ପ ରେ ସମାନେେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।

17 ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା, ସେ କହିଲେ,

18 ହେ ମନୁଷ୍ଯ ପୁତ୍ର, ଉତ୍କଣ୍ଠା ରେ ତୁମ୍ଭେ କମ୍ପିତ ହାଇେ ଆପଣା ଆହାର ଭୋଜନ କର, ଆଉ ଥରିଥରି ଓ ଚିନ୍ତିତ ହାଇେ ଆପଣା ଜଳ ପାନ କର।

19 ଏଣୁ ଦେଶବାସୀଙ୍କୁ କୁହ, 'ୟିରୁଶାଲମ ନିବାସୀ ଓ ଇଶ୍ରାୟେଲ ଲୋକମାନଙ୍କ ବିଷଯ ରେ ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହନ୍ତି, ସମାନେେ ଉତ୍କଣ୍ଠା ରେ ଆପଣା ଆପଣା ଆହାର ଭୋଜନ କରିବେ ଓ ମହାଭୟ ରେ ସମାନଙ୍କେର ଜଳପାନ କରିବେ। କାରଣ ଅଧିବାସୀମାନଙ୍କର ଦୌରାତ୍ମ୍ଯ ପାଇଁ ସମାନଙ୍କେ ଦେଶ ମଧିଅରେ ଥିବା ସର୍ବସ୍ବ ଧ୍ବଂସ ହବେ।

20 ଆଉ ଜନବସତି ନଗରସବୁ ଉଚ୍ଛନ୍ନ ଓ ଦେଶ ଧ୍ବଂସ ସ୍ଥାନ ହବେ। ତାହାକଲେ, ତାହା ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।

21 ତା'ପ ରେ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

22 ହେ ମନୁଷ୍ଯ ପୁତ୍ର, ତୁମ୍ଭ ଇଶ୍ରାୟେଲ ରେ ଏହି ପ୍ରବାଦ ନାହିଁ କି ? ସମୟ ଗଡ଼ି ଚାଲିଛି ଓ ପ୍ରେତ୍ୟକକ ଦର୍ଶନ ବିଫଳ ହେଉଅଛି।

23 ଏଣୁ ସହେି ପୁରୁଷମାନଙ୍କୁ କୁହ, ସଦାପ୍ରଭୁ ସମାନଙ୍କେର ପ୍ରଭୁ କହନ୍ତି। ଆମ୍ଭେ ସହେି ପ୍ରବାଦ ବନ୍ଦ କରିବା ଓ ଏହା ଇଶ୍ରାୟେଲର ଲୋକମାନଙ୍କ ଦ୍ବାରା ବ୍ଯବହାର ହବେ ନାହିଁ। କିନ୍ତୁ ସମାନେେ କହିବେ, ପ୍ରେତ୍ୟକକ ଦର୍ଶନ ସଫଳତା ସନ୍ନିକଟ ହବୋର ସମୟ ପାଖଇେ ଆସୁଅଛି।

24 ମଥ୍ଯା ଦର୍ଶନ ଓ ଚାଟୁବାଦର ଅଲୌକିକ ଶକ୍ତି ଇଶ୍ରାୟେଲୀୟମାନଙ୍କ ମଧିଅରେ ଆଉ ରହିବ ନାହିଁ।

25 କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭେ ଯାହା କହିବାକୁ ଚାହୁଁ, ତାହା କହିବା ଓ ଏହା ଘଟିବ। ଆଉ ଅଧିକ ବିଳମ୍ବ ହବେ ନାହିଁ। ବିଦ୍ରୋହୀ ଲୋକମାନେ, ତୁମ୍ଭ ସମୟରେ ଆମ୍ଭେ ଏକ ଘାଷେଣା କରିବା ଓ ଏହା ଘଟିବ। ଏହା ହିଁ ସଦାପ୍ରଭୁ ମାରେ ପ୍ରଭୁ କହନ୍ତି।

26 ତତ୍ପ ରେ ସଦାପ୍ରଭୁଙ୍କ ବାକ୍ଯ ଆମ୍ଭ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

27 ହେ ମନୁଷ୍ଯ ପୁତ୍ର, ଇଶ୍ରାୟେଲ ବଂଶୀଯ ଲୋକମାନେ ଭାବନ୍ତି, ତୁମ୍ଭେ ଯେଉଁ ଦର୍ଶନ ଦେଖ, ତାହା ଅନକେ ବିଳମ୍ବର କଥା ଓ ତାହା ବହୁବର୍ଷ ପ ରେ ଭବିଷ୍ଯଦ୍କାଳ ରେ ଘଟିବ।

28 ଏଣୁ ସମାନଙ୍କେୁ କୁହ, 'ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯାହା ଘାଷେଣା କରୁଛୁ ତାହା ବିଳମ୍ବ ହବେ ନାହିଁ। ସଦାପ୍ରଭୁ ଆମ୍ଭେ କହୁଛୁ ସେସବୁ ଘଟିବାକୁ ଯାଉଛି।' ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।

1 The word of the Lord also came unto me, saying,

2 Son of man, thou dwellest in the midst of a rebellious house, which have eyes to see, and see not; they have ears to hear, and hear not: for they are a rebellious house.

3 Therefore, thou son of man, prepare thee stuff for removing, and remove by day in their sight; and thou shalt remove from thy place to another place in their sight: it may be they will consider, though they be a rebellious house.

4 Then shalt thou bring forth thy stuff by day in their sight, as stuff for removing: and thou shalt go forth at even in their sight, as they that go forth into captivity.

5 Dig thou through the wall in their sight, and carry out thereby.

6 In their sight shalt thou bear it upon thy shoulders, and carry it forth in the twilight: thou shalt cover thy face, that thou see not the ground: for I have set thee for a sign unto the house of Israel.

7 And I did so as I was commanded: I brought forth my stuff by day, as stuff for captivity, and in the even I digged through the wall with mine hand; I brought it forth in the twilight, and I bare it upon my shoulder in their sight.

8 And in the morning came the word of the Lord unto me, saying,

9 Son of man, hath not the house of Israel, the rebellious house, said unto thee, What doest thou?

10 Say thou unto them, Thus saith the Lord God; This burden concerneth the prince in Jerusalem, and all the house of Israel that are among them.

11 Say, I am your sign: like as I have done, so shall it be done unto them: they shall remove and go into captivity.

12 And the prince that is among them shall bear upon his shoulder in the twilight, and shall go forth: they shall dig through the wall to carry out thereby: he shall cover his face, that he see not the ground with his eyes.

13 My net also will I spread upon him, and he shall be taken in my snare: and I will bring him to Babylon to the land of the Chaldeans; yet shall he not see it, though he shall die there.

14 And I will scatter toward every wind all that are about him to help him, and all his bands; and I will draw out the sword after them.

15 And they shall know that I am the Lord, when I shall scatter them among the nations, and disperse them in the countries.

16 But I will leave a few men of them from the sword, from the famine, and from the pestilence; that they may declare all their abominations among the heathen whither they come; and they shall know that I am the Lord.

17 Moreover the word of the Lord came to me, saying,

18 Son of man, eat thy bread with quaking, and drink thy water with trembling and with carefulness;

19 And say unto the people of the land, Thus saith the Lord God of the inhabitants of Jerusalem, and of the land of Israel; They shall eat their bread with carefulness, and drink their water with astonishment, that her land may be desolate from all that is therein, because of the violence of all them that dwell therein.

20 And the cities that are inhabited shall be laid waste, and the land shall be desolate; and ye shall know that I am the Lord.

21 And the word of the Lord came unto me, saying,

22 Son of man, what is that proverb that ye have in the land of Israel, saying, The days are prolonged, and every vision faileth?

23 Tell them therefore, Thus saith the Lord God; I will make this proverb to cease, and they shall no more use it as a proverb in Israel; but say unto them, The days are at hand, and the effect of every vision.

24 For there shall be no more any vain vision nor flattering divination within the house of Israel.

25 For I am the Lord: I will speak, and the word that I shall speak shall come to pass; it shall be no more prolonged: for in your days, O rebellious house, will I say the word, and will perform it, saith the Lord God.

26 Again the word of the Lord came to me, saying,

27 Son of man, behold, they of the house of Israel say, The vision that he seeth is for many days to come, and he prophesieth of the times that are far off.

28 Therefore say unto them, Thus saith the Lord God; There shall none of my words be prolonged any more, but the word which I have spoken shall be done, saith the Lord God.

1 But it displeased Jonah exceedingly, and he was very angry.

2 And he prayed unto the Lord, and said, I pray thee, O Lord, was not this my saying, when I was yet in my country? Therefore I fled before unto Tarshish: for I knew that thou art a gracious God, and merciful, slow to anger, and of great kindness, and repentest thee of the evil.

3 Therefore now, O Lord, take, I beseech thee, my life from me; for it is better for me to die than to live.

4 Then said the Lord, Doest thou well to be angry?

5 So Jonah went out of the city, and sat on the east side of the city, and there made him a booth, and sat under it in the shadow, till he might see what would become of the city.

6 And the Lord God prepared a gourd, and made it to come up over Jonah, that it might be a shadow over his head, to deliver him from his grief. So Jonah was exceeding glad of the gourd.

7 But God prepared a worm when the morning rose the next day, and it smote the gourd that it withered.

8 And it came to pass, when the sun did arise, that God prepared a vehement east wind; and the sun beat upon the head of Jonah, that he fainted, and wished in himself to die, and said, It is better for me to die than to live.

9 And God said to Jonah, Doest thou well to be angry for the gourd? And he said, I do well to be angry, even unto death.

10 Then said the Lord, Thou hast had pity on the gourd, for the which thou hast not laboured, neither madest it grow; which came up in a night, and perished in a night:

11 And should not I spare Nineveh, that great city, wherein are more than sixscore thousand persons that cannot discern between their right hand and their left hand; and also much cattle?