Ezekiel 16:35
ଏଣୁ ହେ ଗଣିକା, ସଦାପ୍ରଭୁଙ୍କ ବାକ୍ଯ ଶୁଣ।
Ezekiel 16:35 in Other Translations
King James Version (KJV)
Wherefore, O harlot, hear the word of the LORD:
American Standard Version (ASV)
Wherefore, O harlot, hear the word of Jehovah:
Bible in Basic English (BBE)
For this cause, O loose woman, give ear to the voice of the Lord:
Darby English Bible (DBY)
Therefore, O harlot, hear the word of Jehovah.
World English Bible (WEB)
Therefore, prostitute, hear the word of Yahweh:
Young's Literal Translation (YLT)
Therefore, O whore, hear a word of Jehovah,
| Wherefore, | לָכֵ֣ן | lākēn | la-HANE |
| O harlot, | זוֹנָ֔ה | zônâ | zoh-NA |
| hear | שִׁמְעִ֖י | šimʿî | sheem-EE |
| the word | דְּבַר | dĕbar | deh-VAHR |
| of the Lord: | יְהוָֽה׃ | yĕhwâ | yeh-VA |
Cross Reference
1 Kings 22:19
ପୁଣି ମୀଖାଯ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ଶୁଣ, ମୁଁ ଦେଖିଲି ସଦାପ୍ରଭୁ ତାଙ୍କ ସିଂହାସନ ରେ ଉପବିଷ୍ଟ ଓ ତାଙ୍କର ଦକ୍ଷିଣ ଓ ବାମ ହସ୍ତ ରେ ତାହାଙ୍କ ନିକଟରେ ସ୍ବର୍ଗୀଯ ଦୂତମାନେ ଉଭା ହାଇେଛନ୍ତି।
John 4:18
ପ୍ରକୃତ ରେ ତୁମ୍ଭର ପାଞ୍ଚଜଣ ସ୍ବାମୀ ଥିଲେ। ତୁମ୍ଭେ ବର୍ତ୍ତମାନ ଯେଉଁ ଲୋକ ସହିତ ରହିଛ, ସେ ତୁମ୍ଭର ସ୍ବାମୀ ନୁହେଁ। ତୁମ୍ଭେ ମାେତେ ସତ୍ଯ କହିଲ।
John 4:10
ଯୀଶୁ ଉତ୍ତର ଦେଲେ, ତୁମ୍ଭେ ପରମେଶ୍ବର ଦେଉଥିବା ଜିନିଷ ବିଷୟ ରେ ଜାଣି ନାହିଁ। ତୁମ୍ଭକୁ ଜଳ ମାଗୁଥିବା ବ୍ଯକ୍ତି, ଅର୍ଥାତ ମୁଁ କିଏ ତାହା ମଧ୍ଯ ତୁମ୍ଭେ ଜାଣି ନାହିଁ। ତୁମ୍ଭେ ଯଦି ଏସବୁ କଥା ଜାଣିଥାନ୍ତ ତବେେ ତୁମ୍ଭେ ମାେତେ ମାଗନ୍ତ ଓ ମୁଁ ତୁମ୍ଭକୁ ଜୀବନ୍ତ ଜଳ ଦିଅନ୍ତି।
Nahum 3:4
ନୀନିବୀ ରେ ଅତ୍ଯନ୍ତ ଗଣିକା କର୍ମ ପାଇଁ ଏସବୁ ଘଟିଲା। ସେ ଏକ କୁପଥର ଉତ୍ସ ୟିଏ କି ତା'ର ଗଣିକା କାର୍ୟ୍ଯ ପାଇଁ ରାଜ୍ଯକୁ କ୍ରୀତଦାସ କଲା। ସେ ତା'ର ୟାଦୁ ବଳ ରେ ଲୋକମାନଙ୍କୁ ତା'ର କ୍ରୀତଦାସ କରିଛନ୍ତି।
Amos 7:16
ତେଣୁ ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ। ତୁମ୍ଭେ ମାେତେ କହୁଛ, 'ଇଶ୍ରାୟେଲ ବିରୁଦ୍ଧ ରେ ଭବିଷ୍ଯତ ବାକ୍ଯ ପ୍ରଗ୍ଭର କରନାହିଁ। ଇସ୍ହାକ ପରିବାର ବିରୁଦ୍ଧ ରେ ମଧ୍ଯ ପ୍ରଗ୍ଭର କରନାହିଁ।'
Hosea 4:1
ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ଏହି ରାଜ୍ଯର ଲୋକମାନଙ୍କ ବିରୁଦ୍ଧ ରେ ସଦାପ୍ରଭୁ ତାଙ୍କର ଆରୋପ ଦର୍ଶାଇବେ। ଏହି ଦେଶର ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ। ଏହି ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କ ପ୍ରତି ସତ୍ ଓ ବିଶ୍ବସ୍ତ ନୁହଁନ୍ତି।
Hosea 2:5
ସମାନଙ୍କେର ମାଆ ବେଶ୍ଯାପରି କାମ କରିଅଛି। ସୋମାନଙ୍କର ମାଆଙ୍କ କୃତକର୍ମ ପାଇଁ ଲଜ୍ଜିତ ହବୋ ଉଚିତ। ସେ କହିଲା, 'ମୁଁ ମାରେପ୍ ରମେିକମାନଙ୍କ ପାଖକୁ ୟିବି। ମାରେପ୍ ରମେିକମାନେ ମାେତେ ଖାଦ୍ୟ ଓ ପାଣି ଦବେେ। ସମାନେେ ମାେତେ ପଶମ ଓ ଲାଇଲନ୍ ଦବେେ। ସମାନେେ ମାେତେ ଦ୍ରାକ୍ଷାରସ ଓ ଅଲିଭ୍ ତଲେ ଦବେେ।'
Ezekiel 34:7
ତେଣୁ ହେ ମଷେପାଳକଗଣ, ତୁମ୍ଭମାନେେ ମାରେ ପ୍ରଭୁ ସଦାପ୍ରଭୁଙ୍କର ବାକ୍ଯ ଶୁଣ, ସେ କହନ୍ତି,
Ezekiel 20:47
ଏବଂ ନଗେଭେ ଅରଣ୍ଯକୁ କୁହ, 'ସଦାପ୍ରଭୁଙ୍କର ବାକ୍ଯ ଶୁଣ, ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭ ମଧିଅରେ ଅଗ୍ନି ସଂୟୋଗ କରିବା। ତାହା ତୁମ୍ଭ ମଧ୍ଯସ୍ଥିତ ପ୍ରେତ୍ୟକକ ସତଜେ ଓ ଶୁଷ୍କବୃକ୍ଷକୁ ଗ୍ରାସ କରିବ। ସହେି ଜ୍ବଳନ୍ତ ଅଗ୍ନିଶିଖା ନିର୍ବାପିତ ହବେ ନାହିଁ। ଦକ୍ଷିଣରୁ ଉତ୍ତର ପର୍ୟ୍ଯନ୍ତ ସମସ୍ତ ଦେଶ ସହେି ଅଗ୍ନି ରେ ଦଗ୍ଧିଭୂତ ହବେ।
Ezekiel 13:2
ହେ ମନୁଷ୍ଯ ପୁତ୍ର, ଇଶ୍ରାୟେଲର ଯେଉଁମାନେ ସମାନଙ୍କେ ଇଚ୍ଛା ବିରୁଦ୍ଧ ରେ ଭବିଷ୍ଯତ ବାକ୍ଯ ପ୍ରଚାର କରନ୍ତି। ସମାନଙ୍କେୁ କୁହ, 'ସଦାପ୍ରଭୁଙ୍କର ବାକ୍ଯ ଶୁଣ।
Jeremiah 3:6
ଯିହୁଦା ରେ ଯୋଶିୟଯ ରାଜାଙ୍କ ଶାସନ କାଳ ରେ, ସଦାପ୍ରଭୁ ମାେତେ କହିଲେ, ବିପଥଗାମିନୀ ଇଶ୍ରାୟେଲ ଯାହା କରିଅଛ, ତାହା କ'ଣ ତୁମ୍ଭେ ଦେଖିଅଛ ? ସେ ପ୍ରେତ୍ୟକକ ଉଚ୍ଚ ପର୍ବତ ଉପ ରେ ଓ ପ୍ରେତ୍ୟକକ ସବୁଜ ବୃକ୍ଷ ତଳେ ୟାଇ ବ୍ଯଭିଚାର କରିଅଛି।
Jeremiah 3:1
ଯଦି କୌଣସି ପୁରୁଷ ତା'ର ସ୍ତ୍ରୀକୁ ପରିତ୍ଯାଗ କରେ ଓ ସେ ସ୍ତ୍ରୀ ତାକୁ ତ୍ଯାଗ କରି ଅନ୍ୟ ପୁରୁଷକୁ ବିବାହ କରେ ତବେେ ତା'ର ସ୍ବାମୀ କ'ଣ ପୁନର୍ବାର ତାହା ନିକଟକୁ ଆସିବ ? ଯଦି ସେ ଲୋକ ପୁନର୍ବାର ତାହା ନିକଟକୁ ଆସିବ ତବେେ ସହେି ଦେଶ ଅତ୍ଯନ୍ତ 'ଅଶୁଚି' ହବେ। ହେ ଯିହୁଦା, ତୁମ୍ଭେ ଅନକେ ଉପପତି ସଙ୍ଗେ ବ୍ଯଭିଚାର କରିଅଛ। ଆଉ ପୁନର୍ବାର ଆମ୍ଭ ନିକଟକୁ ଫରେି ଆସିବାକୁ ଚାହୁଁଛ। ଏହା ସଦାପ୍ରଭୁ କହନ୍ତି।
Isaiah 28:14
ହେ ୟିରୁଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦୁକମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ।
Isaiah 23:15
ସୋର ବିଷଯ ରେ ଲୋକେ ସତୁରି ବର୍ଷ ପର୍ୟ୍ଯନ୍ତ ବିସ୍ତୃତ ହବେେ। ତାହା ଏକ ରାଜାଙ୍କର ଅଧିକାର ସମୟର ପ୍ରମାଣ। ସତୁରି ବର୍ଷ ପ ରେ ସୋର ପ୍ରତି ବେଶ୍ଯାର ଗୀତ ଅନୁୟାଯୀ ଘଟିବ।
Isaiah 1:21
ପରମେଶ୍ବର କୁହନ୍ତି, ୟିରୁଶାଲମ୍ ଏକ ନଗର ଯାହା ମାେ ପ୍ରତି ବିଶ୍ବସ୍ତ ଥିଲା। କିଏ ଏହାକୁ ଏକ ବ୍ଯଭିଚାରିଣୀ ରେ ପରିଣତ କଲା? ୟିରୁଶାଲମ୍ ନ୍ଯାଯ ପୂର୍ଣ୍ଣ ହବୋ ଉଚିତ୍। ୟିରୁଶାଲମର ଲୋକମାନେ ଯାହା ଠିକ୍ ତାହା କରିବା ଉଚିତ୍। ବର୍ତ୍ତମାନ ଏହା ତଣ୍ଟିକଟା ଓ ହତ୍ଯାକାରୀମାନଙ୍କର ବାସସ୍ଥାନ ରେ ପରିଣତ ହାଇେଛି।
Isaiah 1:10
ହେ ସଦୋମର ପ୍ରାଚୀନଗଣ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ହେ ହ ମାରୋର ଲୋକମାନେ ପରମେଶ୍ବରଙ୍କ ଶିକ୍ଷାସମୂହ ପ୍ରତି ଧ୍ଯାନ ଦିଅ।
Revelation 17:5
ତା'ର କପାଳ ରେ ଏକ ଗୁପ୍ତ ଅର୍ଥ ଥିବା ଉପାଧି ଲଖାେ ହେଲା :