Ezekiel 24
1 ଅନନ୍ତର ନବମ ବର୍ଷର ଦଶମ ମାସର ଦଶମ ଦିନ ରେ ମାରେ ପ୍ରଭୁ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
2 ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଆଜିର ତାରିଖ ଲେଖି ରଖ। 'ଏହି ଦିନ ରେ ବାବିଲର ରାଜା ୟିରୁଶାଲମକୁ ଅବ ରୋଧ କରିବାକୁ ଅଗ୍ରସର ହେଲା।'
3 ଏହି ବିଦ୍ରୋହୀ ଲୋକମାନଙ୍କ ବିରୁଦ୍ଧ ରେ ଗୋଟିଏ ନୀତିଗଳ୍ପ କୁହ। ସମାନଙ୍କେୁ କୁହ, 'ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି, ହଣ୍ଡା ନିଆଁ ରେ ବସାଅ ଓ ତାହା ମଧିଅରେ ପାଣି ଢ଼ାଳି ଦିଅ।
4 ଉତ୍ତମ ମାଂସ ଖଣ୍ଡ ସବୁ ଯଥା : ଉରୁ ଓ ସ୍କନ୍ଧ ତହିଁ ମଧିଅରେ ରଖ ଓ ଭଲ ଅସ୍ଥି ରେ ତାହା ପୂର୍ଣ୍ଣ କର।
5 ପଲ ମଧ୍ଯରୁ ଏକ ମଷେ ବାଛ। ହଣ୍ଡାତଳ ଜାଳଣେି ଦିଅ। ମାଂସକୁ ଉତ୍ତମରୂପେ ସିଦ୍ଧ କର ଓ ଅସ୍ଥିସବୁ ତହିଁ ମଧିଅରେ ପାକ ହେଉ।'
6 ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, 'ୟିରୁଶାଲମ, ଏକ ରକ୍ତାକ୍ତ ନଗରୀ। ସହେି ହଣ୍ଡା, ଯାହା ମଧିଅରେ କଳଙ୍କ ରହିଛି ଓ ଯାହାର କଳଙ୍କ ତା' ମଧ୍ଯରୁ ଦୂର ହାଇେ ନାହିଁ। ପାତ୍ର ମଧ୍ଯରୁ ପ୍ରେତ୍ୟକକ ମାଂସ ଖଣ୍ଡ ବାହାର କର। କ'ଣ ଖାଇବାକୁ ହବେ ଓ କ'ଣ ଖାଇବାକୁ ନ ହବେ ସେଥିପାଇଁ ଗୁଳାବାଣ୍ଟ କର ନାହିଁ, ଏହାକୁ ସମ୍ପୂର୍ଣ୍ଣ ଭାବରେ ଶୂନ୍ଯ କରିଦିଅ।
7 କାରଣ ସହେି ରକ୍ତ ପାତ୍ର ମଧିଅରେ ଅଛି। ୟିରୁଶାଲମ ଏହାକୁ ପଥର ଚଟାଣ ଉପ ରେ ଢ଼ାଳିଲା, ସେ ଧୂଳି ଭୂମିରେ ନୁହେଁ, ଯେଉଁଠା ରେ ଧୂଳି ଆଚ୍ଛାଦିତ ହବେ।
8 ସେ ରକ୍ତ ପ୍ରତି ଶାଧେ ନବୋ ପାଇଁ ଯେପରି ଲୋକମାନଙ୍କର କୋର୍ଧ ଜାଗ୍ରତ କରିବ, ଏଥିପାଇଁ ତାକୁ ଆଚ୍ଛାଦିତ ନ କରି ଶୁଷ୍କ ତୈଳ ଉପ ରେ ତାହା ରଖିଅଛୁ।
9 ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ' ସହେି ରକ୍ତପୂର୍ଣ୍ଣ ନଗରୀ ସହିତ ଏହା ଖରାପ ହବୋକୁ ଯାଉଛି। ମୁଁ ନିଆଁ ପାଇଁ ପ୍ରଚୁର କାଠ ସଜାଇବି।
10 ପାତ୍ର ତଳେ ପ୍ରଚୁର କାଠ ଗଦା କରି ଅଗ୍ନି ସଂୟୋଗ କର। ମାଂସ ଉତ୍ତମ ରୂପେ ସିଦ୍ଧ କର ଓ ମସଲା ମିଶାଅ। ଅସ୍ଥିସବୁ ଦଗ୍ଧ କର। ଯେପର୍ୟ୍ଯନ୍ତ ସମାନେେ ପୋଡ଼ିୟାଇ ନାହାଁନ୍ତି।
11 ଖାଲି ହଣ୍ଡାକୁ ଜ୍ବଳନ୍ତ ଅଙ୍କାର ଉପ ରେ ରଖ। ତହିଁରେ ହଣ୍ଡା ଉତ୍ତପ୍ତ ହବେ ଓ ପିତ୍ତଳ ଉତ୍ତପ୍ତ ଦଗ୍ଧ ହବେ। ତେଣୁ ଅ େଶୗଚ ତରଳି ୟିବ ଓ କଳଙ୍କ ଉଭଇୟିବେ।
12 ଅତିରିକ୍ତ 'ମଇଳା' ଏଥିରୁ ବାହାରି ଆସିବ ନାହିଁ। କବଳେ ଅଗ୍ନି କଳଙ୍କକୁ ପୋଡ଼ିବ।
13 ତୁମ୍ଭର ପାପ ତୁମ୍ଭକୁ ଅଶୌଚ କରେ। ମୁଁ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ। ତେଣୁ ତୁମ୍ଭେ ପୁନର୍ବାର ଶୁଚି ନ ହେଲେ, ମୁଁ ମାରେ କୋରଧ ତୁମ୍ଭ ବିରୁଦ୍ଧ ରେ ପଠାଇବି।
14 ମୁଁ ସଦାପ୍ରଭୁ ଏହା କହିଅଛି, ଏହା ସିଦ୍ଧ ହବେ ଓ ମୁଁ ଏହା ସାଧନ କରିବି। ମୁଁ ପଛକୁ ଫରେିବି ନାହିଁ କିନ୍ତୁ ମୁଁ ଦୁଃଖ ପ୍ରକାଶ କରିବି ନାହିଁ। ଆଉ ମୁଁ ଦୟା ମଧ୍ଯ କରିବି ନାହିଁ। ମୁଁ ତୁମ୍ଭର ବିଚାର ଓ ଦଣ୍ଡ ତୁମ୍ଭର ଆଚରଣ ଏବଂ କୁକର୍ମ ଅନୁସାରେ କରିବି।' ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।
15 ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
16 ହେ ମନୁଷ୍ଯ ପୁତ୍ର, ତୁମ୍ଭର ପ୍ରିଯତମା ପତ୍ନୀକୁ ହଠାତ୍ ନଇୟିବେି। ସେ ମରିୟିବ କିନ୍ତୁ ତୁମ୍ଭେ ତା' ପାଇଁ ଶାେକ କରିବ ନାହିଁ କିମ୍ବା କ୍ରନ୍ଦନ କରିବ ନାହିଁ। ତୁମ୍ଭ ଚକ୍ଷୁରୁ ଲୁହ ନ ପଡ଼ୁ।
17 ଦୁଃଖ ରେ ଦୀର୍ଘ ନିଶ୍ବାସ ଛାଡ଼, ମାତ୍ର ଉଚ୍ଚ ସ୍ବର ରେ ନୁହେଁ। ମୃତ ପତ୍ନୀ ପାଇଁ ବିଳାପ କର ନାହିଁ। ସବୁଦିନ ବସ୍ତ୍ର ପରିଧାନ କଲାପରି ବସ୍ତ୍ର ପିନ୍ଧ, ମସ୍ତକରେ ଶିରୋଭୂଷଣ ବାନ୍ଧ, ପାଦ ରେ ପାଦୁକା ପିନ୍ଧ ଓ ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ। ଶୋକକାରୀମାନଙ୍କର ପ୍ରଥାନୁମାଦେିତ ଖାଦ୍ୟ ଖାଅ ନାହିଁ।
18 ମୁଁ ପ୍ରାତଃକାଳ ରେ ପରମେଶ୍ବରଙ୍କ ବାକ୍ଯ ଲୋକମାନଙ୍କୁ କହିଲି। ପୁଣି ସନ୍ଧ୍ଯା ବେଳେ ମାରେ ପତ୍ନୀ ମଲା। ପରଦିନ ପ୍ରାତଃକାଳ ରେ ମୁଁ ପରମେଶ୍ବରଙ୍କ ଆଜ୍ଞାନୁସା ରେ କର୍ମ କଲି।
19 ତହୁଁ ଲୋକମାନେ ମାେତେ କହିଲେ, ଏସବୁ ତୁମ୍ଭେ କାହିଁକି କରୁଅଛ ? ଏହାର ଅର୍ଥ ଆମ୍ଭମାନଙ୍କୁ ବୁଝାଇବ କି ?
20 ସେତବେେଳେ ମୁଁ ସମାନଙ୍କେୁ କହିଲି, ସଦାପ୍ରଭୁଙ୍କର ଏହି ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ ମାେତେ କହିଲେ,
21 ଇଶ୍ରାୟେଲର ଲୋକମାନଙ୍କୁ କହିବା ପାଇଁ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, 'ମୁଁ ମାରେ ଅଗଣାକୁ ଅପବିତ୍ର କରିବା ପାଇଁ ଯାଉଅଛି। ଯାହା ପାଇଁ ତୁମ୍ଭେ ବହୁତ ଗର୍ବ କରୁଛ, ଯାହା ତୁମ୍ଭେ ଦେଖିବା ପାଇଁ ଚାହଁ ଏବଂ ଯାହା ତୁମ୍ଭର ଅତି ପ୍ରିଯ। ଏବଂ ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ଯାଗଣଙ୍କୁ ପଛ ରେ ଛାଡ଼ି ୟାଇଅଛ, ସମାନେେ ଖଡ୍ଗ ରେ ପତିତ ହବେେ।
22 ତୁମ୍ଭମାନେେ ମଧ୍ଯ ସହେିପରି ଜିନିଷଗୁଡ଼ିକ ମୁଁ କଲାପରି କରିବ, ତୁମ୍ଭମାନେେ ନିଜ ନିଜ ନିଶ ଆଚ୍ଛାଦନ କରିବ ନାହିଁ କିମ୍ବା ଶୋକକାରୀମାନଙ୍କର ପ୍ରଥାନୁମାଦେିତ ଖାଦ୍ୟ ଖାଇବ ନାହିଁ।
23 ଏବଂ ତୁମ୍ଭମାନେେ ତୁମ୍ଭର ମସ୍ତକରେ ଶିରୋଭୂଷଣ ଆଚ୍ଛାଦନ କରିବ ୟୋତା ପିନ୍ଧିବ। ତୁମ୍ଭମାନେେ ତୁମ୍ଭର ଶାେକ ପ୍ରକାଶ କରିବ ନାହିଁ, କ୍ରନ୍ଦନ କରିବ ନାହିଁ। କିନ୍ତୁ ତୁମ୍ଭମାନେେ ନିଜ ନିଜ ପାପ ଯୋଗୁଁ କ୍ଷଯ ହାଇଯେିବ। ଜଣେ ଅନ୍ୟ ନିକଟରେ ନୀରବ ରେ ବିଳାପ କରିବ।
24 ଏହିରୂପେ ଯିହିଜିକଲ ତୁମ୍ଭମାନଙ୍କ ପାଇଁ ଏକ ଉଦାହରଣ ଅଟନ୍ତି। ସେ ଯାହା କିଛି କଲେ ତୁମ୍ଭମାନେେ କରିବ। ଏହା ଯେତବେେଳେ ଘଟିବ, ସେତବେେଳେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ତୁମ୍ଭମାନେେ ଜାଣିବ।'
25 ହେ ମନୁଷ୍ଯ ପୁତ୍ର, ଯେଉଁଦିନ ମୁଁ ସମାନଙ୍କେର ବଳ, ଗୌରବ ଆନନ୍ଦ ଓ ନଯନର ଖୁସି,
26 ସମାନେେ ଭଲ ପାଉଥିବା ସ୍ଥାନ ସମାନଙ୍କେର ସନ୍ତାନଗଣଙ୍କୁ ସମାନଙ୍କେଠାରୁ ନଇୟିବେି, ସହେିଦିନ ସହେି ଦୁଃସମ୍ବାଦ ତୁମ୍ଭର କର୍ଣ୍ଣଗୋଚର କରାଇବା ନିମନ୍ତେ ଏକ ଉତ୍ତରାଧିକାରୀ ତୁମ୍ଭ ନିକଟକୁ ଆସିବ।
27 ସଦେିନ ସହେି ଉତ୍ତରାଧିକାରୀ ଲୋକ ନିକଟରେ ତୁମ୍ଭର ମୁଖ ଫିଟିୟିବ ଓ ତୁମ୍ଭେ ଆଉ ନୀରବ ନ ରହି କଥା କହିବ। ଏହିରୂପେ ତୁମ୍ଭେ ସମାନଙ୍କେ ପାଇଁ ଏକ ଦୃଷ୍ଟାନ୍ତ ହବେ ଏବଂ ମୁଁ ଯେ ସଦାପ୍ରଭୁ ଅଟେ, ଏହା ସମାନେେ ଜାଣିବେ।
1 Again in the ninth year, in the tenth month, in the tenth day of the month, the word of the Lord came unto me, saying,
2 Son of man, write thee the name of the day, even of this same day: the king of Babylon set himself against Jerusalem this same day.
3 And utter a parable unto the rebellious house, and say unto them, Thus saith the Lord God; Set on a pot, set it on, and also pour water into it:
4 Gather the pieces thereof into it, even every good piece, the thigh, and the shoulder; fill it with the choice bones.
5 Take the choice of the flock, and burn also the bones under it, and make it boil well, and let them seethe the bones of it therein.
6 Wherefore thus saith the Lord God; Woe to the bloody city, to the pot whose scum is therein, and whose scum is not gone out of it! bring it out piece by piece; let no lot fall upon it.
7 For her blood is in the midst of her; she set it upon the top of a rock; she poured it not upon the ground, to cover it with dust;
8 That it might cause fury to come up to take vengeance; I have set her blood upon the top of a rock, that it should not be covered.
9 Therefore thus saith the Lord God; Woe to the bloody city! I will even make the pile for fire great.
10 Heap on wood, kindle the fire, consume the flesh, and spice it well, and let the bones be burned.
11 Then set it empty upon the coals thereof, that the brass of it may be hot, and may burn, and that the filthiness of it may be molten in it, that the scum of it may be consumed.
12 She hath wearied herself with lies, and her great scum went not forth out of her: her scum shall be in the fire.
13 In thy filthiness is lewdness: because I have purged thee, and thou wast not purged, thou shalt not be purged from thy filthiness any more, till I have caused my fury to rest upon thee.
14 I the Lord have spoken it: it shall come to pass, and I will do it; I will not go back, neither will I spare, neither will I repent; according to thy ways, and according to thy doings, shall they judge thee, saith the Lord God.
15 Also the word of the Lord came unto me, saying,
16 Son of man, behold, I take away from thee the desire of thine eyes with a stroke: yet neither shalt thou mourn nor weep, neither shall thy tears run down.
17 Forbear to cry, make no mourning for the dead, bind the tire of thine head upon thee, and put on thy shoes upon thy feet, and cover not thy lips, and eat not the bread of men.
18 So I spake unto the people in the morning: and at even my wife died; and I did in the morning as I was commanded.
19 And the people said unto me, Wilt thou not tell us what these things are to us, that thou doest so?
20 Then I answered them, The word of the Lord came unto me, saying,
21 Speak unto the house of Israel, Thus saith the Lord God; Behold, I will profane my sanctuary, the excellency of your strength, the desire of your eyes, and that which your soul pitieth; and your sons and your daughters whom ye have left shall fall by the sword.
22 And ye shall do as I have done: ye shall not cover your lips, nor eat the bread of men.
23 And your tires shall be upon your heads, and your shoes upon your feet: ye shall not mourn nor weep; but ye shall pine away for your iniquities, and mourn one toward another.
24 Thus Ezekiel is unto you a sign: according to all that he hath done shall ye do: and when this cometh, ye shall know that I am the Lord God.
25 Also, thou son of man, shall it not be in the day when I take from them their strength, the joy of their glory, the desire of their eyes, and that whereupon they set their minds, their sons and their daughters,
26 That he that escapeth in that day shall come unto thee, to cause thee to hear it with thine ears?
27 In that day shall thy mouth be opened to him which is escaped, and thou shalt speak, and be no more dumb: and thou shalt be a sign unto them; and they shall know that I am the Lord.
Cross Reference
1 Kings 8:27
କିନ୍ତୁ ହେ ପରମେଶ୍ବର, ତୁମ୍ଭେ କ'ଣ ଆମ୍ଭମାନଙ୍କ ସହିତ ଏହି ପୃଥିବୀ ରେ ବାସ କରିବାକୁ ଯାଉଛ? ଦୟାକରି ଦେଖ, ସମସ୍ତ ସ୍ବର୍ଗ ଓ ସ୍ବର୍ଗର ଉପରିସ୍ଥ ସ୍ବର୍ଗ ଯେତବେେଳେ ତୁମ୍ଭକୁ ଧାରଣ କରି ନ ପାରିବ, ତବେେ ମାେ ଦ୍ବାରା ନିର୍ମିତ ଏକ େଛାଟ ଗୃହ କ'ଣ ତୁମ୍ଭକୁ ଧାରଣ କରିପାରିବ?
Acts 7:48
ମାତ୍ର ସର୍ବୋପରିସ୍ଥ ପରମେଶ୍ବର କୌଣସି ହାତ ତିଆରି ମନ୍ଦିର ରେ ବାସ କରନ୍ତି ନାହିଁ। ଭବିଷ୍ଯଦ୍ବକ୍ତା ଏହିପରି ଲେଖନ୍ତି,
Matthew 11:25
ସେତବେେଳେ ଯୀଶୁ କହିଲେ, ହେ ପରମପିତା, ତୁମ୍ଭେ ସ୍ବର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚାଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନକଟ ରେ ସଗେୁଡିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି।
Deuteronomy 10:14
ଆକାଶମଣ୍ତଳ ଓ ତହିଁ ଉପରିସ୍ଥ ସ୍ବର୍ଗ, ପକ୍ସ୍ଟଣି ପୃଥିବୀ ଓ ତହିଁ ମଧ୍ଯସ୍ଥିତ ସମସ୍ତ ବସ୍ତକ୍ସ୍ଟ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କର।
Psalm 115:16
ସ୍ବର୍ଗ ସଦାପ୍ରଭୁଙ୍କର କିନ୍ତୁ ସେ ମନୁଷ୍ଯ ସନ୍ତାନଗଣଙ୍କୁ ପୃଥିବୀ ଦଇେଛନ୍ତି।
Isaiah 66:1
ସଦାପ୍ରଭୁ ଏହିକଥା କୁହନ୍ତି, ସ୍ବର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ। ତୁମ୍ଭମାନେେ ଆମ୍ଭପାଇଁ କି ପ୍ରକାର ଗୃହ ନିର୍ମାଣ କରିପାରିବ ଓ କେଉଁ ପ୍ରକାର ସ୍ଥାନ ଆମ୍ଭର ବିଶ୍ରାମସ୍ଥଳ ହବେ ?
Acts 4:24
ଯେତବେେଳେ ବିଶ୍ବାସୀମାନେ ସମସ୍ତେ ଏହା ଶୁଣିଲେ, ସମାନେେ ଏକ ମନ ରେ ମିଳିତ ଭାବେ ପ୍ରାର୍ଥନା କଲେ, ହେ ପ୍ରଭୁ, ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଓ ସେଥି ରେ ଥିବା ସବୁ କିଛି ସୃଷ୍ଟି କରିଛ।
Acts 14:15
ହେ ଲୋକମାନେ ତୁମ୍ଭମାନେେ ଏପରି କାହିଁକି କରୁଛ? ଆମ୍ଭେ ତୁମ୍ଭମାନଙ୍କ ପରି କବଳେ ମଣିଷ। ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚ଼ାର କହିବା ପାଇଁ ଆସିଛୁ। ତୁମ୍ଭମାନଙ୍କୁ ଏହି ମୂଲ୍ଯହୀନ ବିଷୟଗୁଡ଼ିକ ଠାରୁ ଦୂ ରଇେ ରହି ଜୀବନ୍ତ ପରମେଶ୍ବରଙ୍କ ଆଡ଼କୁ ଫରୋଇବା ପାଇଁ ଆମ୍ଭେ ଆସିଛୁ। ସହେି ପରମେଶ୍ବର ଆକାଶ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ଯସ୍ତ ବିଷୟ ସୃଷ୍ଟି କରିଛନ୍ତି।
2 Chronicles 2:6
ବାସ୍ତବ ରେ କୌଣସି ବ୍ଯକ୍ତି ଆମ୍ଭର ପରମେଶ୍ବରଙ୍କୁ ଭିତ ରେ ରଖିବା ପାଇଁ ଏକ ଗୃହ ନିର୍ମାଣ କରିପାରିବ ନାହିଁ। ଏପରିକି ସ୍ବର୍ଗ ବା ସର୍ବୋଚ୍ଚ ସ୍ବର୍ଗ ମଧ୍ଯ ତାଙ୍କୁ ଧାରଣ କରିପାରିବ ନାହିଁ। ମୁଁ ମଧ୍ଯ ପରମେଶ୍ବରଙ୍କ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିପାରିବି ନାହିଁ। କବଳେ ତାଙ୍କଠା ରେ ନବୈେଦ୍ଯ ଉତ୍ସର୍ଗ କରିବା ପାଇଁ ଏକ ସ୍ଥାନ ନିର୍ମାଣ କରିପା ରେ।
2 Chronicles 6:18
କିନ୍ତୁ ଆମ୍ଭମାନେେ ଜାଣୁ ଯେ ତୁମ୍ଭେ ପରମେଶ୍ବର, ପ୍ରକୃତ ରେ ଏହି ପୃଥିବୀ ରେ ମନୁଷ୍ଯମାନଙ୍କ ସହିତ ବସବାସ କରିବ ନାହିଁ। ସ୍ବର୍ଗ ଓ ଉଚ୍ଚତମ ସ୍ବର୍ଗଗଣ ତୁମ୍ଭକୁ ଧାରଣ କରିପାରନ୍ତି ନାହିଁ। ଆଉ ଆମ୍ଭମାନେେ ଜାଣୁ ଯେ, ମୁଁ ନିର୍ମିତ କରିଥିବା ଏହି ମନ୍ଦିର ତୁମ୍ଭକୁ ଧାରଣ କରି ନ ପା ରେ।
Isaiah 42:5
ଯେ ନବମଣ୍ଡଳ ସୃଷ୍ଟି କରି ଭୂମଣ୍ଡଳ ଉପ ରେ ବିସ୍ତାର କଲେ, ଯେ ପୃଥିବୀର ସକଳବସ୍ତୁ ସୃଷ୍ଟି କଲେ, ଯେ ସକଳ ଲୋକଙ୍କୁ ନିଃଶ୍ବାସ ପ୍ରଶ୍ବାସ ଦିଅନ୍ତି ଓ ସକଳ ଆତୟାତ ବ୍ଯକ୍ତିମାନଙ୍କୁ ଜୀବନ ଦିଅନ୍ତି, ସହେି ସଦାପ୍ରଭୁ ପ୍ରକୃତ ପରମେଶ୍ବର ଏହି କଥା କୁହନ୍ତି।
Jeremiah 10:11
ସଦାପ୍ରଭୁ ପୁଣି କହନ୍ତି, ତୁମ୍ଭମାନେେ ସମାନଙ୍କେୁ କୁହ, ' ସହେି ଦବେତାଗଣ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିନାହାନ୍ତି। ତେଣୁ ସମାନେେ ପୃଥିବୀ ଓ ଆକାଶମଣ୍ଡଳରୁ ଧ୍ବଂସ ଓ ଲୁପ୍ତ ହବେେ।'
Luke 10:21
ତ'ପରେ ପବିତ୍ରଆତ୍ମା ଯୀଶୁଙ୍କୁ ଅତ୍ଯନ୍ତ ଆନନ୍ଦିତ କରାଇଲେ। ଯୀଶୁ କହିଲେ, ହେ ପରମପିତା! ହେ ସ୍ବର୍ଗ ଓ ପୃଥିବୀର ପ୍ରଭୁ! ମୁଁ ତୁମ୍ଭକୁ ପ୍ରଂଶସା କରୁଛି। କାରଣ ତୁମ୍ଭେ ଏହି କଥାଗୁଡିକୁ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚଇେ ରଖିଥିଲେ ମଧ୍ଯ ଶିଶୁମାନଙ୍କ ପରି ଲୋକମାନଙ୍କୁ ଦଖାଇେଛ। ହେ ପରମ ପିତା! ତୁମ୍ଭେ ଏହା ପ୍ରକୃତ ରେ କରିବାକୁ ଚାହୁଁଥିଲ ବୋଲି ତୁମ୍ଭେ ଏହା କଲ।
John 4:22
ତୁମ୍ଭେ ଶମିରୋଣୀୟମାନେ କିଛି ନଜାଣି ନବୁଝି ଉପାସନା କର। କିନ୍ତୁ ଆମ୍ଭେ ଯିହୂଦୀମାନେ କାହାକୁ ଉପାସନା କରୁ, ସବୁ ଜାଣୁ। ଯୀହୂଦୀମାନଙ୍କଠାରୁ ପରିତ୍ରାଣ ଏ ଜଗତକୁ ଆ ସେ।
Revelation 20:11
ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ଯକ୍ତିଙ୍କୁ ସହେି ସିଂହାସନ ରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଚାଲିଗଲେ ଓ ଉଭଇେ ଗଲେ।
Jeremiah 32:17
ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିଶାଳ ବାହୁ ଦ୍ବାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ। ତୁମ୍ଭର ଅସାଧ୍ଯ କିଛି ନାହିଁ।
Hebrews 3:4
ପ୍ରେତ୍ୟକକ ଘର କୌଣସି ଲୋକ ଦ୍ବାରା ନିର୍ମିତ।
Hebrews 1:2
କିନ୍ତୁ ଏହି ଶଷେ ସମୟରେ ପରମେଶ୍ବର ଆପଣା ପୁତ୍ରଙ୍କ ଦ୍ବାରା ଆମ୍ଭମାନଙ୍କୁ ପୁନର୍ବାର କଥା କହିଅଛନ୍ତି। ସେ ନିଜ ପୁତ୍ରଙ୍କ ଦ୍ବାରା ସାରା ବିଶ୍ବ ସୃଷ୍ଟି କଲେ। ସେ ନିଜ ପୁତ୍ରଙ୍କୁ ସମସ୍ତ ବିଷୟର ଉତ୍ତରାଧିକାରୀ କରିବା ନିମନ୍ତେ ମନୋନୀତ କରିଛନ୍ତି। ସହେି ପୁତ୍ର ପରମେଶ୍ବରଙ୍କ ମହିମା ପ୍ରକାଶ କରନ୍ତି।
Genesis 14:22
କିନ୍ତୁ ଅବ୍ରାମ ସଦୋମର ରାଜାଙ୍କୁ ଉତ୍ତର ଦଇେ କହିଲେ, ମୁଁ ସ୍ବର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ହସ୍ତ ଉଠାଇ କହିଅଛି ଯେ,
2 Kings 19:15
ହିଜକିଯ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, ହେ କିରୁବଗଣ ଉପରେ ଉପବିଷ୍ଟ ସଦାପ୍ରଭୁ , ଇଶ୍ରାୟେଲର ପରମେଶ୍ବର, ତୁମ୍ଭେ କବଳେ ଏ ସମଗ୍ର ବିଶ୍ବର ପରମେଶ୍ବର ଅଟ। ଆଉ ମଧ୍ଯ ତୁମ୍ଭେ ସ୍ବର୍ଗ ଓ ପୃଥିବୀ ନିର୍ମାଣ କରି ଅଛ।
Psalm 24:1
ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ। ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।
Psalm 146:5
କିନ୍ତୁ ସହେିମାନେ ଭାଗ୍ଯବାନ୍ ଯେଉଁମାନଙ୍କର ୟାକୁବର ପରମେଶ୍ବର ଅଛନ୍ତି, ସହେିମାନଙ୍କୁ ସାହାୟ୍ଯ କରିବା ପାଇଁ, ସହେିମାନେ ସମାନଙ୍କେର ପରମେଶ୍ବର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।
Psalm 148:13
ସମାନେେ ସମସ୍ତେ ସଦାପ୍ରଭୁଙ୍କ ନାମକୁ ପ୍ରଶଂସା କରିବା ଉଚିତ୍। ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ। ତାଙ୍କର ଖ୍ଯାତି ସ୍ବର୍ଗ ଏବଂ ପୃଥିବୀରେ ମହାନ୍।
Isaiah 40:12
କିଏ ନିଜର ହସ୍ତ ପାପୁଲି ରେ ସମୁଦ୍ର ଜଳରାଶି ମାପିଅଛି ? କିଏ ନିଜର ହସ୍ତ ଚାଖଣ୍ଡ ରେ ଅନନ୍ତ ଆକାଶକୁ କଳନା କରିଅଛି ? ପୁଣି କିଏ ଗୌଣୀ ରେ ପୃଥିବୀର ସମସ୍ତ ଧୂଳିରାଶିକୁ ଭରି ପାରିଛି ? କିଏ ପର୍ବତଗୁଡି଼କୁ ନିକିତି ରେ ଓ ଉପପର୍ବତକୁ ତରାଜୁ ରେ ତଉଲି ଅଛି ?
Isaiah 40:28
ତୁମ୍ଭେ କ'ଣ ଜାଣି ନାହଁ ? ତୁମ୍ଭେ କ'ଣ ଶୁଣି ନାହଁ ? ସେ ସମସ୍ତ ଜଗତର ସୃଷ୍ଟିକର୍ତ୍ତା। ଅନାଦି ଅନନ୍ତ ପରମେଶ୍ବର। ସଦାପ୍ରଭୁ କ୍ଲାନ୍ତ ହୁଅନ୍ତି ନାହିଁ କି ଶ୍ରାନ୍ତ ହୁଅନ୍ତି ନାହିଁ। ତାଙ୍କର ବୁଦ୍ଧି ବୋଧର ଅଗମ୍ଯ।
Isaiah 45:18
ସଦାପ୍ରଭୁ ହିଁ ପରମେଶ୍ବର, ସେ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା, ସେ ପୃଥିବୀର ମଧ୍ଯ ନିର୍ମାଣକାରୀ, ସେ ଏହାକୁ ସ୍ଥାପନ କଲେ, ସେ ତାକୁ ଶୂନ୍ଯପରି ସୃଷ୍ଟି କଲେ ନାହିଁ। ସେ ତାକୁ ବସତି ପାଇଁ ସ୍ଥାପନ କଲେ। ତେଣୁ ତାଙ୍କ ବିନା ଅନ୍ୟ ପରମେଶ୍ବର କହେି ନାହାଁନ୍ତି।
Jeremiah 23:24
ସଦାପ୍ରଭୁ କହନ୍ତି, କୌଣସି ବ୍ଯକ୍ତି ଆମ୍ଭଠାରୁ ନିଜକୁ ଗୋପନୀଯ କରି ରହିପାରିବ ନାହିଁ। କାରଣ ଆମ୍ଭେ ସ୍ବର୍ଗ ଓ ମର୍ତ୍ତ୍ଯ ସବୁଠା ରେ ବ୍ଯାପି ରହିଅଛୁ।
Daniel 4:35
ପୁଣି ପୃଥିବୀ ନିବାସୀ ସମସ୍ତେ ତୁଚ୍ଛ ବସ୍ତୁ ସଦୃଶ। ଆଉ ସ୍ବର୍ଗୀଯ ଶକ୍ତି ବଳ ରେ ପରମେଶ୍ବର ନିଜ ଇଚ୍ଛାନୁସା ରେ ପୃଥିବୀ ନିବାସୀମାନଙ୍କ ମଧିଅରେ କାର୍ୟ୍ଯ କରନ୍ତି। କହେି ତାଙ୍କର ଶକ୍ତିଶାଳୀ ହସ୍ତ ବନ୍ଦ କରି ନପା ରେ ଓ କହେି ତାଙ୍କୁ କିଛି ପ୍ରଶ୍ନ କରି ନପା ରେ।
Zechariah 12:1
ଏକ ସ୍ବର୍ଗୀଯ ବାଣୀ, ଇଶ୍ରାୟେଲ ବିଷଯ ରେ ସଦାପ୍ରଭୁଙ୍କର ଏହି ବାର୍ତ୍ତା। ଏହା ହେଉଛି ସଦାପ୍ରଭୁଙ୍କର ବାର୍ତ୍ତା ୟିଏକି ସ୍ବର୍ଗକୁ ବିସ୍ତାର କରିଅଛନ୍ତି ଏବଂ ପୃଥିବୀକୁ ସ୍ଥାପନ କରିଅଛନ୍ତି। ସେ ହେଉଛନ୍ତି ଜଣେ ୟିଏକି ମନୁଷ୍ଯମାନଙ୍କ ମଧିଅରେ ନିଶ୍ବାସ ପ୍ରଶ୍ବାସ ସ୍ଥାପନ କରିଅଛନ୍ତି।
Matthew 5:34
କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଆଦୌ ପ୍ରତିଜ୍ଞା କରନାହିଁ। ସ୍ବର୍ଗର ନାମ ରେ ପ୍ରତିଜ୍ଞା କର ନାହିଁ, କାରଣ ତାହା ପରମେଶ୍ବରଙ୍କ ସିଂହାସନ।
John 1:1
ଜଗତ ଆରମ୍ଭର ପୂର୍ବରୁ ବାକ୍ଯ ଥିଲେ। ସହେି ବାକ୍ଯ ପରମେଶ୍ବରଙ୍କ ସହିତ ଥିଲେ। ସହେି ବାକ୍ଯ ପରମେଶ୍ବର ଥିଲେ।
Acts 17:26
ପରମେଶ୍ବର ଗୋଟିଏ ମନୁଷ୍ଯଠାରୁ ସମୁଦାୟ ମନୁଷ୍ଯ ଜାତିକୁ ତିଆରି କରିଛନ୍ତି। ସେଥିପାଇଁ ସମାନେେ ପୃଥିବୀର ସର୍ବତ୍ର ରଖନ୍ତି। ସେ ସମାନଙ୍କେ ପାଇଁ ପୂର୍ବରୁ ନିର୍ଦ୍ଧାରିତ ସମୟ ଓ ସ୍ଥାନର ସୀମା ମଧ୍ଯ ସ୍ଥିର କରିଛନ୍ତି,
Genesis 14:19
ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, ଅବ୍ରାମ ସ୍ବର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ବରଙ୍କର ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ।