Ezekiel 25:13 in Oriya

Oriya Oriya Bible Ezekiel Ezekiel 25 Ezekiel 25:13

Ezekiel 25:13
ତେଣୁ ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ମୁଁ ଇଦୋମ ବିପକ୍ଷ ରେ ମାରେ ହସ୍ତ ଉତ୍ତୋଳନ କରିବି ଓ ତାହା ମଧ୍ଯରୁ ମନୁଷ୍ଯ ଓ ପଶୁମାନଙ୍କୁ ବିନାଶ କରିବି ଏବଂ ମୁଁ ତୈମନ୍ଠାରୁ ଦଦାନ ପର୍ୟ୍ଯନ୍ତ ସମସ୍ତ ଲୋକଙ୍କୁ ଖଡ୍ଗ ରେ ହତ୍ଯା କରିବି।

Ezekiel 25:12Ezekiel 25Ezekiel 25:14

Ezekiel 25:13 in Other Translations

King James Version (KJV)
Therefore thus saith the Lord GOD; I will also stretch out mine hand upon Edom, and will cut off man and beast from it; and I will make it desolate from Teman; and they of Dedan shall fall by the sword.

American Standard Version (ASV)
therefore thus saith the Lord Jehovah, I will stretch out my hand upon Edom, and will cut off man and beast from it; and I will make it desolate from Teman; even unto Dedan shall they fall by the sword.

Bible in Basic English (BBE)
The Lord has said, My hand will be stretched out against Edom, cutting off from it man and beast: and I will make it waste, from Teman even as far as Dedan they will be put to the sword.

Darby English Bible (DBY)
therefore thus saith the Lord Jehovah: I will also stretch out my hand upon Edom; and will cut off man and beast from it; and I will make it desolate from Teman; and unto Dedan shall they fall by the sword.

World English Bible (WEB)
therefore thus says the Lord Yahweh, I will stretch out my hand on Edom, and will cut off man and animal from it; and I will make it desolate from Teman; even to Dedan shall they fall by the sword.

Young's Literal Translation (YLT)
Therefore, thus said the Lord Jehovah: I have stretched out My hand against Edom, And I have cut off from it man and beast, And given it up -- a waste, from Teman even to Dedan, By sword they do fall.

Therefore
לָכֵ֗ןlākēnla-HANE
thus
כֹּ֤הkoh
saith
אָמַר֙ʾāmarah-MAHR
the
Lord
אֲדֹנָ֣יʾădōnāyuh-doh-NAI
God;
יְהוִ֔הyĕhwiyeh-VEE
out
stretch
also
will
I
וְנָטִ֤תִיwĕnāṭitîveh-na-TEE-tee
mine
hand
יָדִי֙yādiyya-DEE
upon
עַלʿalal
Edom,
אֱד֔וֹםʾĕdômay-DOME
off
cut
will
and
וְהִכְרַתִּ֥יwĕhikrattîveh-heek-ra-TEE
man
מִמֶּ֖נָּהmimmennâmee-MEH-na
beast
and
אָדָ֣םʾādāmah-DAHM
from
וּבְהֵמָ֑הûbĕhēmâoo-veh-hay-MA
make
will
I
and
it;
וּנְתַתִּ֤יהָûnĕtattîhāoo-neh-ta-TEE-ha
it
desolate
חָרְבָּה֙ḥorbāhhore-BA
Teman;
from
מִתֵּימָ֔ןmittêmānmee-tay-MAHN
and
they
of
Dedan
וּדְדָ֖נֶהûdĕdāneoo-deh-DA-neh
fall
shall
בַּחֶ֥רֶבbaḥerebba-HEH-rev
by
the
sword.
יִפֹּֽלוּ׃yippōlûyee-poh-LOO

Cross Reference

Malachi 1:3
ଆମ୍ଭେ ଏଷୌକୁ ଘୃଣା କଲୁ। ଆମ୍ଭେ ଏଷୌର ପର୍ବତଗୁଡିକୁ ଧ୍ବଂସ କଲୁ। ଏଷୌର ମାତୃଭୂମି ଧ୍ବଂସ ପାଇଲା ଏବଂ ସଠାେ ରେ କବଳେ ଶୃଗାଳ ବାସ କରିଲେ।

Ezekiel 29:8
ତେଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ଦେଖ ମୁଁ ତୁମ୍ଭ ବିରୁଦ୍ଧ ରେ ଖଡ୍ଗ ଆଣିବି ଓ ତୁମ୍ଭ ମଧ୍ଯରୁ ମନୁଷ୍ଯ କଥା ପଶୁମାନଙ୍କୁ ବିନାଶ କରିବି।

Jeremiah 25:23
ପୁଣି ଦଦାନ୍, ଢ଼ମାେ ଓ ବୁଷର ଲୋକମାନେ ଆପଣା ଆପଣା କେଶ ମୁଣ୍ଡନ କରି ସହେି ପାତ୍ରକୁ ପାନ କଲେ।

Jeremiah 49:7
ସୈନ୍ଯାଧିପତି ସଦାପ୍ରଭୁ ଇଦୋମ ବିଷଯ ରେ ଏହି କଥା କହନ୍ତି, ତୈମନ ରେ ଆଉ କ'ଣ ଜ୍ଞାନ ନାହିଁ ?

Ezekiel 25:7
ଏଣୁ ମୁଁ ତୁମ୍ଭ ବିରୁଦ୍ଧ ରେ ହସ୍ତ ବିସ୍ତାର କରିଅଛି। ଲୁଣ୍ଠିତ ଦ୍ରବ୍ଯ ରୂପେ ଅନ୍ୟ ଦେଶୀଯମାନଙ୍କ ହସ୍ତ ରେ ତୁମ୍ଭକୁ ହସ୍ତାନ୍ତର କରିବି। ମୁଁ ଅନ୍ୟ ଲୋକମାନଙ୍କ ମଧ୍ଯରୁ ତୁମ୍ଭକୁ ପୃଥକ୍ କରିବି ଓ ଦେଶର ମାନଚିତ୍ରରୁ ମୁଁ ତୁମ୍ଭକୁ ପୋଛି ଦବେି। ଆଉ ମୁଁ ତୁମ୍ଭକୁ ଧ୍ବଂସ କରିବି। ତେଣୁ ଏହା ତୁମ୍ଭେ ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ।'

Ezekiel 25:16
ଏଣୁ ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହିଛନ୍ତି, ଦେଖ, ମଁ ପଲେଷ୍ଟୀୟମାନଙ୍କ ବିରୁଦ୍ଧ ରେ ମାରେ ହସ୍ତ ବିସ୍ତାର କରିବି। ଆଉ ମୁଁ କରେଥୀଯ ଲୋକମାନଙ୍କୁ ବିତାଡ଼ିତ କରିବି ଓ ସମୁଦ୍ର ତୀରସ୍ଥ ଅବଶିଷ୍ଟ ସମସ୍ତ ଲୋକଙ୍କୁ ଧ୍ବଂସ କରିବି।

Amos 1:12
ତେଣୁ ଆମ୍ଭେ ତୈମନ୍ ଉପ ରେ ଅଗ୍ନି ବୃଷ୍ଟି କରିବା। ସହେି ଅଗ୍ନି ବର୍ଷାର ଉଚ୍ଚ ଅଟ୍ଟାଳିକା ଧ୍ବଂସ କରି ପକାଇବ।

Obadiah 1:9
ତୈମନ, ତୁମ୍ଭର ଶକ୍ତିଶାଳୀ ଲୋକମାନେ ଭୟଭୀତ ହବେେ। ଏଷୌ ପର୍ବତର ସମସ୍ତ ଲୋକ ଧ୍ବଂସ ପାଇବେ। ଅନକେ ଲୋକ ନିହତ ହବେେ।

Habakkuk 3:3
ପରମେଶ୍ବର ତୈମନରୁ ଆସୁଛନ୍ତି। ସହେି ପବିତ୍ର ପୁରୁଷ ପାରଣ ପର୍ବତରୁ ଓହ୍ଲାଇ ଆସୁଛନ୍ତି। ସଦାପ୍ରଭୁଙ୍କ ମହିମା ସ୍ବର୍ଗକୁ ଆବୃତ କରେ। ତାଙ୍କର ପ୍ରଶଂସା ପୃଥିବୀକୁ ପୂର୍ଣ୍ଣ କରେ।

Ezekiel 14:19
ପୁଣି ପରମେଶ୍ବର କହିଲେ, ଆମ୍ଭେ ଯବେେ ସହେି ଦେଶକୁ ମହାମାରୀ ପଠାଉ ଓ ଆମ୍ଭର କୋପ ତା' ଉପ ରେ ଢ଼ାଳି ଦେଉ, ତବେେ ମନୁଷ୍ଯ ଓ ପଶୁକୁ ତା' ମଧ୍ଯରୁ ଉଚ୍ଛନ୍ନ କରୁ।

Ezekiel 14:17
ପରମେଶ୍ବର କହିଲେ, ଯଦି ମୁଁ ସହେି ଦେଶ ବିରୁଦ୍ଧ ରେ ଖଡ୍ଗ ଉଠାଏ ଓ ଏହାକୁ ଆଜ୍ଞା କରେ, ଦେଶ ମଧିଅରେ ୟିବା ପାଇଁ ଓ ମନୁଷ୍ଯ ଏବଂ ପଶୁକୁ ହତ୍ଯା କରିବା ପାଇଁ,

Genesis 36:11
ଇଲୀଫସର ପାଞ୍ଚ ପୁତ୍ର ଥିଲେ, ତୈମନ୍, ଓମାର, ସଫୋ, ଗଯିତମ୍ ଓ କନସ୍।

Isaiah 34:1
ହେ ସମସ୍ତ ଦେଶୀଯଗଣ, ନିକଟକୁ ଆସି ଶ୍ରବଣ କର। ହେ ଗୋଷ୍ଠୀସମୂହ, ତୁମ୍ଭମାନେେ ଧ୍ଯାନର ସହିତ ଶୁଣ। ପୃଥିବୀ ଓ ତଦୁପରି ସମସ୍ତ ଜଗତ କରନ୍ତି, ବିଗତ ଓ ସେଥିରୁ ସୃଷ୍ଟ ସମସ୍ତ ପଦାର୍ଥ ଶ୍ରବଣ କରୁ।

Isaiah 63:1
ଇଦୋମରୁ, ଲାଲରଙ୍ଗ ବସ୍ତ୍ର ପରିହିତ ବସୋରାରୁ ଏ ଯେ ଆସୁଛନ୍ତି, ସେ କିଏ ? ନିଜ ପରିଧଯେ ବସ୍ତ୍ର ରେ ଗୌରବନ୍ବିତ ଓ ନିଜ ମହାଶକ୍ତି ରେ ୟିଏ ବିଜେ କରୁଛନ୍ତି, ସେ କିଏ ? ସଦାପ୍ରଭୁ କୁହନ୍ତି, ଆମ୍ଭେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁଁ।

Jeremiah 7:20
ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଏକ ସ୍ଥାନ ଉପ ରେ, ମନୁଷ୍ଯ, ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ ଉପ ରେ ଆମ୍ଭର କୋପ ଓ କୋର୍ଧ ଢ଼ଳାୟିବ। ତାହା ଅଗ୍ନି ସଦୃଶ ସବୁ ଦଗ୍ଧ କରିବ, ତାକୁ କହେି ଲିଭାଇ ପାରିବେ ନାହିଁ।

Jeremiah 49:20
ତେଣୁ ସଦାପ୍ରଭୁ ଇଦୋମ ବିରୁଦ୍ଧ ରେ ଯେଉଁ ମନ୍ତ୍ରଣା ଓ ତୈମନ ନିବାସୀମାନଙ୍କ ବିରୁଦ୍ଧ ରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ। ଶତ୍ରୁମାନେ ନିଶ୍ଚଯ ସମାନଙ୍କେୁ ଓ ପଲର ଛୁଆମାନଙ୍କୁ ଟାଣି ନଇେଯିବେ। ଯାହା ଘଟିଗଲା ପ୍ରେତ୍ୟକକ ବ୍ଯକ୍ତି ସେଥି ରେ ଚକିତ ହାଇଯେିବେ।

Lamentations 4:21
ହେ ଇଦୋମର କନ୍ଯ ଓ ଉଷ ଦେଶ ନିବାସିନୀ, ତୁମ୍ଭମାନେେ ଆନନ୍ଦ କର ଓ ପୁଲକିତା ହୁଅ। ସଦାପ୍ରଭୁଙ୍କର ସହେି କୋରଧରୂପକ ପାନପାତ୍ର ତୁମ୍ଭମାନଙ୍କ ନିକଟକୁ ୟିବ। ତୁମ୍ଭମାନେେ ତାହା ପାନ କରି ମତ୍ତ ହବେ ଓ ଉଲଗ୍ନା ହବେ।

Ezekiel 14:8
ଆମ୍ଭେ ସେ ଲୋକର ବିରୁଦ୍ଧ ରେ ଆପଣା ମୁଖ ରଖିବା ଓ ତାହାକୁ ବିନାଶ କରିବା। ସେ ଅନ୍ୟମାନଙ୍କ ପାଇଁ ଏକ ଉଦାହରଣ ଓ ହାସ୍ଯାସ୍ପଦ ହବେ। ଆଉ ଆମ୍ଭେ ଅନ୍ୟ ଲୋକଙ୍କ ମଧ୍ଯରୁ ତାହାକୁ ଉଚ୍ଛନ୍ନ୍ କରିବା। ତାହା ହେଲେ ଆମ୍ଭେ ଯେ ସଦାପ୍ରଭୁ, ଏହା ତୁମ୍ଭମାନେେ ଜାଣିବ।

Ezekiel 14:13
ହେ ମନୁଷ୍ଯ ପୁତ୍ର, ଯଦି କୌଣସି ଦେଶ ମାଠାେ ରେ ଅବିଶ୍ବସ୍ତ ହାଇେ ମାେ ନିକଟରେ ପାପ କରେ, ତବେେ ଏହା ବିରୁଦ୍ଧ ରେ ମୁଁ ମାରେ ହସ୍ତ ବିସ୍ତାର କରିବି ଏବଂ ଏହାର ଖାଦ୍ୟ ଯୋଗଣ ବନ୍ଦ କରି ଦବେି, ଏହା ବିରୁଦ୍ଧ ରେ ଦୁର୍ଭିକ୍ଷ ପଠାଇବି, ଏବଂ ଉଭୟ ମନୁଷ୍ଯ ଓ ପଶୁକୁ ଏହିଠାରୁ ଦୂର କରିବି।

Genesis 6:7
ତେଣୁ ସଦାପ୍ରଭୁ କହିଲେ, ମୁଁ ସମସ୍ତ ମନୁଷ୍ଯକୁ ଧ୍ବଂସ କରି ଦବେି ଯାହା ମୁଁ ସୃଷ୍ଟି କରିଛି। ମୁଁ ସମସ୍ତ ମନୁଷ୍ଯ , ପଶୁ ଏବଂ ପ୍ରେତ୍ୟକକ ଖେଚ଼ର ପ୍ରାଣୀମାନଙ୍କୁ ଧ୍ବଂସ କରି ଦବେି। ଏବଂ ଆକାଶର ସମସ୍ତ ପକ୍ଷୀ କୂଳକୁ ମଧ୍ଯ ଧ୍ବଂସ କରି ଦବେି। କାହିଁକି? କାରଣ ଏମାନଙ୍କୁ ସୃଷ୍ଟି କରି ମୁଁ ଦୁଃଖିତ।