Ezra 3

fullscreen7 ସମାନେେ ପାରସ୍ଯର ରାଜା କୋରସର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧାରମାନଙ୍କୁ ମୁଦ୍ରା ଦେଲେ। ଏବଂ ଲିବାନୋନଠାରୁ ୟାଫୋସ୍ଥିତ ସମୁଦ୍ରତୀର ପର୍ୟ୍ଯନ୍ତ ଏରସ କାଠ ଆଣିବା ପାଇଁ ସୀଦୋନୀଯ ଓ ସୋରୀଯ ଲୋକମାନଙ୍କୁ ଖାଦ୍ୟ, ପାନୀଯ ଓ ତୈଳ ଦେଲେ।

fullscreen8 ଏହାପରେ ଦ୍ବିତୀୟ ବର୍ଷର ଦ୍ବିତୀୟ ମାସ ରେ ପରମେଶ୍ବରଙ୍କ ୟିରୁଶାଲମସ୍ଥିତ ମନ୍ଦିର ରେ ଶାଲଟୀଯଲରେ ପୁତ୍ର ସରୁଦ୍ଦାବିଲ, ୟୋଷାଦକର ପୁତ୍ର ଯଶୂେଯ ଓ ସମାନଙ୍କେର ଅବଶିଷ୍ଟ ଯାଜକ ଓ ଲବେୀୟ ଭାତୃଗଣ, ବନ୍ଦୀ ଦଶାରୁ ୟିରୁଶାଲମକୁ ଆଗତ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିର କାର୍ୟ୍ଯ ରେ ତତ୍ତ୍ବାବଧାରଣ ନିମନ୍ତେ କୋଡିଏ ବର୍ଷ ଓ ତତୋଧିକ ବଯସ୍କ ଲବେୀୟମାନଙ୍କୁ ନିୟୁକ୍ତ କଲେ।

fullscreen9 ସେତବେେଳେ ୟୋଶୂଯ, ତାହାର ପୁତ୍ର ଓ ଭାତୃଗଣ, କଦ୍ମୀଯଲେ ଓ ତା'ର ପୁତ୍ରଗଣ ଯିହୁଦାର ପୁତ୍ରଗଣ ପରମେଶ୍ବରଙ୍କ ମନ୍ଦିର ରେ କର୍ମକାରୀମାନଙ୍କ ତତ୍ତ୍ବବଧାରଣ ରେ ଭାରପ୍ରାପ୍ତ ହବୋ ପାଇଁ ଏକତ୍ର ଠିଆ ହେଲେ। ହନୋଦଦର ପୁତ୍ରଗଣ ସମାନଙ୍କେର ପୁତ୍ର ଓ ଭାତୃଗଣ ଏ ସମସ୍ତେ ଲବେୀୟ ଥିଲେ।

fullscreen10 ଗାନ୍ଥକମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସମାନେେ ଇଶ୍ରାୟେଲର ରାଜା ଦାଉଦଙ୍କ ନିର୍ଣ୍ଣଯ ଅନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ର ପରିହିତ ଯାଜକମାନଙ୍କୁ ତୁରୀ ସହିତ ଓ ଆସଫର ସନ୍ତାନ ଲବେୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।

fullscreen11 ସମାନେେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ଯବାଦ ଦଇେ ଏକ ଆ ରକେ ପ୍ରତି ଗାନକରି କହିଲେ, ସେ ମଙ୍ଗଳମଯ, ଯେ ହତେୁ ଇଶ୍ରାୟେଲ ପ୍ରତି ତାଙ୍କର କରୁଣା ଅନନ୍ତକାଳସ୍ଥାଯୀ ଆଉ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାୟିବା ସକାଶୁ ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ବର ରେ ଜଯଧ୍ବନି କଲେ।

fullscreen12 ମାତ୍ର ଯେଉଁ ଯାଜକ ଓ ଲବେୀୟ ଓ ପିତୃବଂଶ ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ମନ୍ଦିର ଦେଖିଥିଲେ, ସମାନଙ୍କେ ଦୃଷ୍ଟି ରେ ଏହି ମନ୍ଦିର ଭିତ୍ତିମୂଳ ବସାୟିବା ବେଳେ ସମାନଙ୍କେ ମଧ୍ଯରୁ ଅନକେେ ଉଚ୍ଚ ସ୍ବର ରେ ରୋଦନ କଲେ ଓ ଅନକେେ ଆନନ୍ଦ ରେ ଜଯଧ୍ବନି କଲେ।

7 They gave money also unto the masons, and to the carpenters; and meat, and drink, and oil, unto them of Zidon, and to them of Tyre, to bring cedar trees from Lebanon to the sea of Joppa, according to the grant that they had of Cyrus king of Persia.

8 Now in the second year of their coming unto the house of God at Jerusalem, in the second month, began Zerubbabel the son of Shealtiel, and Jeshua the son of Jozadak, and the remnant of their brethren the priests and the Levites, and all they that were come out of the captivity unto Jerusalem; and appointed the Levites, from twenty years old and upward, to set forward the work of the house of the Lord.

9 Then stood Jeshua with his sons and his brethren, Kadmiel and his sons, the sons of Judah, together, to set forward the workmen in the house of God: the sons of Henadad, with their sons and their brethren the Levites.

10 And when the builders laid the foundation of the temple of the Lord, they set the priests in their apparel with trumpets, and the Levites the sons of Asaph with cymbals, to praise the Lord, after the ordinance of David king of Israel.

11 And they sang together by course in praising and giving thanks unto the Lord; because he is good, for his mercy endureth for ever toward Israel. And all the people shouted with a great shout, when they praised the Lord, because the foundation of the house of the Lord was laid.

12 But many of the priests and Levites and chief of the fathers, who were ancient men, that had seen the first house, when the foundation of this house was laid before their eyes, wept with a loud voice; and many shouted aloud for joy:

Ezra 3 in Tamil and English

7 ସମାନେେ ପାରସ୍ଯର ରାଜା କୋରସର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧାରମାନଙ୍କୁ ମୁଦ୍ରା ଦେଲେ। ଏବଂ ଲିବାନୋନଠାରୁ ୟାଫୋସ୍ଥିତ ସମୁଦ୍ରତୀର ପର୍ୟ୍ଯନ୍ତ ଏରସ କାଠ ଆଣିବା ପାଇଁ ସୀଦୋନୀଯ ଓ ସୋରୀଯ ଲୋକମାନଙ୍କୁ ଖାଦ୍ୟ, ପାନୀଯ ଓ ତୈଳ ଦେଲେ।
They gave money also unto the masons, and to the carpenters; and meat, and drink, and oil, unto them of Zidon, and to them of Tyre, to bring cedar trees from Lebanon to the sea of Joppa, according to the grant that they had of Cyrus king of Persia.

8 ଏହାପରେ ଦ୍ବିତୀୟ ବର୍ଷର ଦ୍ବିତୀୟ ମାସ ରେ ପରମେଶ୍ବରଙ୍କ ୟିରୁଶାଲମସ୍ଥିତ ମନ୍ଦିର ରେ ଶାଲଟୀଯଲରେ ପୁତ୍ର ସରୁଦ୍ଦାବିଲ, ୟୋଷାଦକର ପୁତ୍ର ଯଶୂେଯ ଓ ସମାନଙ୍କେର ଅବଶିଷ୍ଟ ଯାଜକ ଓ ଲବେୀୟ ଭାତୃଗଣ, ବନ୍ଦୀ ଦଶାରୁ ୟିରୁଶାଲମକୁ ଆଗତ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିର କାର୍ୟ୍ଯ ରେ ତତ୍ତ୍ବାବଧାରଣ ନିମନ୍ତେ କୋଡିଏ ବର୍ଷ ଓ ତତୋଧିକ ବଯସ୍କ ଲବେୀୟମାନଙ୍କୁ ନିୟୁକ୍ତ କଲେ।
Now in the second year of their coming unto the house of God at Jerusalem, in the second month, began Zerubbabel the son of Shealtiel, and Jeshua the son of Jozadak, and the remnant of their brethren the priests and the Levites, and all they that were come out of the captivity unto Jerusalem; and appointed the Levites, from twenty years old and upward, to set forward the work of the house of the Lord.

9 ସେତବେେଳେ ୟୋଶୂଯ, ତାହାର ପୁତ୍ର ଓ ଭାତୃଗଣ, କଦ୍ମୀଯଲେ ଓ ତା'ର ପୁତ୍ରଗଣ ଯିହୁଦାର ପୁତ୍ରଗଣ ପରମେଶ୍ବରଙ୍କ ମନ୍ଦିର ରେ କର୍ମକାରୀମାନଙ୍କ ତତ୍ତ୍ବବଧାରଣ ରେ ଭାରପ୍ରାପ୍ତ ହବୋ ପାଇଁ ଏକତ୍ର ଠିଆ ହେଲେ। ହନୋଦଦର ପୁତ୍ରଗଣ ସମାନଙ୍କେର ପୁତ୍ର ଓ ଭାତୃଗଣ ଏ ସମସ୍ତେ ଲବେୀୟ ଥିଲେ।
Then stood Jeshua with his sons and his brethren, Kadmiel and his sons, the sons of Judah, together, to set forward the workmen in the house of God: the sons of Henadad, with their sons and their brethren the Levites.

10 ଗାନ୍ଥକମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସମାନେେ ଇଶ୍ରାୟେଲର ରାଜା ଦାଉଦଙ୍କ ନିର୍ଣ୍ଣଯ ଅନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ର ପରିହିତ ଯାଜକମାନଙ୍କୁ ତୁରୀ ସହିତ ଓ ଆସଫର ସନ୍ତାନ ଲବେୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।
And when the builders laid the foundation of the temple of the Lord, they set the priests in their apparel with trumpets, and the Levites the sons of Asaph with cymbals, to praise the Lord, after the ordinance of David king of Israel.

11 ସମାନେେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ଯବାଦ ଦଇେ ଏକ ଆ ରକେ ପ୍ରତି ଗାନକରି କହିଲେ, ସେ ମଙ୍ଗଳମଯ, ଯେ ହତେୁ ଇଶ୍ରାୟେଲ ପ୍ରତି ତାଙ୍କର କରୁଣା ଅନନ୍ତକାଳସ୍ଥାଯୀ ଆଉ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାୟିବା ସକାଶୁ ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ବର ରେ ଜଯଧ୍ବନି କଲେ।
And they sang together by course in praising and giving thanks unto the Lord; because he is good, for his mercy endureth for ever toward Israel. And all the people shouted with a great shout, when they praised the Lord, because the foundation of the house of the Lord was laid.

12 ମାତ୍ର ଯେଉଁ ଯାଜକ ଓ ଲବେୀୟ ଓ ପିତୃବଂଶ ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ମନ୍ଦିର ଦେଖିଥିଲେ, ସମାନଙ୍କେ ଦୃଷ୍ଟି ରେ ଏହି ମନ୍ଦିର ଭିତ୍ତିମୂଳ ବସାୟିବା ବେଳେ ସମାନଙ୍କେ ମଧ୍ଯରୁ ଅନକେେ ଉଚ୍ଚ ସ୍ବର ରେ ରୋଦନ କଲେ ଓ ଅନକେେ ଆନନ୍ଦ ରେ ଜଯଧ୍ବନି କଲେ।
But many of the priests and Levites and chief of the fathers, who were ancient men, that had seen the first house, when the foundation of this house was laid before their eyes, wept with a loud voice; and many shouted aloud for joy: