Galatians 6

fullscreen1 ଏକଆ ରକରେ ସାହାୟ୍ଯ କର ଭାଇ ଓ ଭଉଣୀମାନେ ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରି ପା ରେ। ସେତବେେଳେ ତୁମ୍ଭମାନେେ ଆତ୍ମିକ ଲୋକ ହାଇେଥିବାରୁ, ଭଦ୍ରତା ସହକା ରେ ଭୁଲକାର୍ୟ୍ଯ କରୁଥିବା ଲୋକଟିକୁ ସଂଶୋଧନ ହବୋ ପାଇଁ ସାହାୟ୍ଯ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭମାନେେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷା ରେ ପଡ଼ି ନ ଯାଅ।

fullscreen2 ନିଜର କର୍ତ୍ତବ୍ଯ କରିବା ସହ ପର'ରକୁ ସାହାୟ୍ଯ କର। ଏଭଳି କରିବା ଦ୍ବାରା ତୁମ୍ଭମାନେେ ଖ୍ରୀଷ୍ଟଙ୍କ ଆଜ୍ଞାକୁ ପ୍ରକୃତ ରେ ପାଳନ କରି ପାରିବ।

fullscreen3 ଯଦି ଜଣେ ଅତି ନଗଣ୍ଯ ହାଇେଥିଲେ ହେଁ ନିଜକୁ ମହାନ୍ ବୋଲି ଭାବେ, ତବେେ ସେ ନିଜକୁ ପ୍ରତାରଣା କରେ।

fullscreen4 ଜଣେ ଲୋକ ନିଜକୁ ଅନ୍ୟ ସହିତ ତୁଳନା କରିବା ଉଚିତ୍ ନୁହେଁ। ମାତ୍ର ପ୍ରେତ୍ୟକକ ଲୋକ ନିଜର କାର୍ୟ୍ଯଗୁଡ଼ିକୁ ପରୀକ୍ଷା ନିରୀକ୍ଷା କରିବା ଉଚିତ୍। ତା' ହେଲେ ସେ ନିଜର କାମ ପାଇଁ ଗର୍ବ ଅନୁଭବ କରିପାରିବ।

fullscreen5 ପ୍ରେତ୍ୟକକ ଲୋକ ନିଜ ନିଜର ଦାଯିତ୍ବ ବହନ କରିବା ଉଚିତ୍।

1 Brethren, if a man be overtaken in a fault, ye which are spiritual, restore such an one in the spirit of meekness; considering thyself, lest thou also be tempted.

2 Bear ye one another’s burdens, and so fulfil the law of Christ.

3 For if a man think himself to be something, when he is nothing, he deceiveth himself.

4 But let every man prove his own work, and then shall he have rejoicing in himself alone, and not in another.

5 For every man shall bear his own burden.

Galatians 6 in Tamil and English

1 ଏକଆ ରକରେ ସାହାୟ୍ଯ କର ଭାଇ ଓ ଭଉଣୀମାନେ ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରି ପା ରେ। ସେତବେେଳେ ତୁମ୍ଭମାନେେ ଆତ୍ମିକ ଲୋକ ହାଇେଥିବାରୁ, ଭଦ୍ରତା ସହକା ରେ ଭୁଲକାର୍ୟ୍ଯ କରୁଥିବା ଲୋକଟିକୁ ସଂଶୋଧନ ହବୋ ପାଇଁ ସାହାୟ୍ଯ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭମାନେେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷା ରେ ପଡ଼ି ନ ଯାଅ।
Brethren, if a man be overtaken in a fault, ye which are spiritual, restore such an one in the spirit of meekness; considering thyself, lest thou also be tempted.

2 ନିଜର କର୍ତ୍ତବ୍ଯ କରିବା ସହ ପର'ରକୁ ସାହାୟ୍ଯ କର। ଏଭଳି କରିବା ଦ୍ବାରା ତୁମ୍ଭମାନେେ ଖ୍ରୀଷ୍ଟଙ୍କ ଆଜ୍ଞାକୁ ପ୍ରକୃତ ରେ ପାଳନ କରି ପାରିବ।
Bear ye one another’s burdens, and so fulfil the law of Christ.

3 ଯଦି ଜଣେ ଅତି ନଗଣ୍ଯ ହାଇେଥିଲେ ହେଁ ନିଜକୁ ମହାନ୍ ବୋଲି ଭାବେ, ତବେେ ସେ ନିଜକୁ ପ୍ରତାରଣା କରେ।
For if a man think himself to be something, when he is nothing, he deceiveth himself.

4 ଜଣେ ଲୋକ ନିଜକୁ ଅନ୍ୟ ସହିତ ତୁଳନା କରିବା ଉଚିତ୍ ନୁହେଁ। ମାତ୍ର ପ୍ରେତ୍ୟକକ ଲୋକ ନିଜର କାର୍ୟ୍ଯଗୁଡ଼ିକୁ ପରୀକ୍ଷା ନିରୀକ୍ଷା କରିବା ଉଚିତ୍। ତା' ହେଲେ ସେ ନିଜର କାମ ପାଇଁ ଗର୍ବ ଅନୁଭବ କରିପାରିବ।
But let every man prove his own work, and then shall he have rejoicing in himself alone, and not in another.

5 ପ୍ରେତ୍ୟକକ ଲୋକ ନିଜ ନିଜର ଦାଯିତ୍ବ ବହନ କରିବା ଉଚିତ୍।
For every man shall bear his own burden.