Genesis 14

fullscreen18 ଶାଲମର ରାଜା ମଲ୍କୀଷଦକେ ଅବ୍ରାହାମକୁ ସାକ୍ଷାତ କରିବା ପାଇଁ ଗଲେ। ସେ ସର୍ବୋପରିସ୍ଥ ପରମେଶ୍ବରଙ୍କର ଯାଜକ। ମଲକୀଷଦକେ ରୋଟୀ ଓ ଦ୍ରାକ୍ଷାରସ ଘନେି ଆସିଲେ।

fullscreen19 ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, ଅବ୍ରାମ ସ୍ବର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ବରଙ୍କର ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ।

fullscreen20 ସର୍ବୋପରିସ୍ଥ ପରମେଶ୍ବର ଧନ୍ଯ ହୁଅନ୍ତୁ ୟିଏ ତୁମ୍ଭର ଶତୃଗଣଙ୍କୁ ତୁମ୍ଭ ହସ୍ତ ରେ ଦେଲେ।

fullscreen21 ଏହାପରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ ମାତ୍ର ମନୁଷ୍ଯସକଳ ଆମ୍ଭକୁ ଦିଅ।

fullscreen22 କିନ୍ତୁ ଅବ୍ରାମ ସଦୋମର ରାଜାଙ୍କୁ ଉତ୍ତର ଦଇେ କହିଲେ, ମୁଁ ସ୍ବର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ହସ୍ତ ଉଠାଇ କହିଅଛି ଯେ,

fullscreen23 ମୁଁ ପ୍ରତିଜ୍ଞା କରିଛି ଯେ ମୁଁ ତୁମ୍ଭର କିଛି ରଖିବୀ ନାହିଁ। ଏପରିକି ତୁମ୍ଭ ପାଖ ରେ ଥିବା ସୂତା କିମ୍ବା ଜୋତାର ବନ୍ଧନୀ ମଧ୍ଯ ନବେି ନାହିଁ। ମୁଁ ତୁମ୍ଭକୁ କହିବାକୁ ଚା ହେଁ ନାହିଁ, 'ମୁଁ ଅବ୍ରାମଙ୍କୁ ଧନି କରିଛି।'

18 And Melchizedek king of Salem brought forth bread and wine: and he was the priest of the most high God.

19 And he blessed him, and said, Blessed be Abram of the most high God, possessor of heaven and earth:

20 And blessed be the most high God, which hath delivered thine enemies into thy hand. And he gave him tithes of all.

21 And the king of Sodom said unto Abram, Give me the persons, and take the goods to thyself.

22 And Abram said to the king of Sodom, I have lift up mine hand unto the Lord, the most high God, the possessor of heaven and earth,

23 That I will not take from a thread even to a shoelatchet, and that I will not take any thing that is thine, lest thou shouldest say, I have made Abram rich:

Genesis 14 in Tamil and English

18 ଶାଲମର ରାଜା ମଲ୍କୀଷଦକେ ଅବ୍ରାହାମକୁ ସାକ୍ଷାତ କରିବା ପାଇଁ ଗଲେ। ସେ ସର୍ବୋପରିସ୍ଥ ପରମେଶ୍ବରଙ୍କର ଯାଜକ। ମଲକୀଷଦକେ ରୋଟୀ ଓ ଦ୍ରାକ୍ଷାରସ ଘନେି ଆସିଲେ।
And Melchizedek king of Salem brought forth bread and wine: and he was the priest of the most high God.

19 ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, ଅବ୍ରାମ ସ୍ବର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ବରଙ୍କର ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ।
And he blessed him, and said, Blessed be Abram of the most high God, possessor of heaven and earth:

20 ସର୍ବୋପରିସ୍ଥ ପରମେଶ୍ବର ଧନ୍ଯ ହୁଅନ୍ତୁ ୟିଏ ତୁମ୍ଭର ଶତୃଗଣଙ୍କୁ ତୁମ୍ଭ ହସ୍ତ ରେ ଦେଲେ।
And blessed be the most high God, which hath delivered thine enemies into thy hand. And he gave him tithes of all.

21 ଏହାପରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ ମାତ୍ର ମନୁଷ୍ଯସକଳ ଆମ୍ଭକୁ ଦିଅ।
And the king of Sodom said unto Abram, Give me the persons, and take the goods to thyself.

22 କିନ୍ତୁ ଅବ୍ରାମ ସଦୋମର ରାଜାଙ୍କୁ ଉତ୍ତର ଦଇେ କହିଲେ, ମୁଁ ସ୍ବର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ହସ୍ତ ଉଠାଇ କହିଅଛି ଯେ,
And Abram said to the king of Sodom, I have lift up mine hand unto the Lord, the most high God, the possessor of heaven and earth,

23 ମୁଁ ପ୍ରତିଜ୍ଞା କରିଛି ଯେ ମୁଁ ତୁମ୍ଭର କିଛି ରଖିବୀ ନାହିଁ। ଏପରିକି ତୁମ୍ଭ ପାଖ ରେ ଥିବା ସୂତା କିମ୍ବା ଜୋତାର ବନ୍ଧନୀ ମଧ୍ଯ ନବେି ନାହିଁ। ମୁଁ ତୁମ୍ଭକୁ କହିବାକୁ ଚା ହେଁ ନାହିଁ, 'ମୁଁ ଅବ୍ରାମଙ୍କୁ ଧନି କରିଛି।'
That I will not take from a thread even to a shoelatchet, and that I will not take any thing that is thine, lest thou shouldest say, I have made Abram rich: