Genesis 17:10 ଏହି ଚୁକ୍ତିକୁ ତୁମ୍ଭମାନେେ ନିଶ୍ଚଯ ପାଳନ କରିବ। ଏହା ହେଉଛି ତୁମ୍ଭ ଓ ମାେ ମଧିଅରେ ଚୁକ୍ତି ଏବଂ ଏହା ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ। ତାହା ଏହି ପ୍ରେତ୍ୟକକ ଜନ୍ମ ହବୋ ପୁରୁଷକୁ ନିଶ୍ଚଯ ସୁନ୍ନତ କରାୟିବ।
Genesis 17:10 in Other Translations
King James Version (KJV) This is my covenant, which ye shall keep, between me and you and thy seed after thee; Every man child among you shall be circumcised.
American Standard Version (ASV) This is my covenant, which ye shall keep, between me and you and thy seed after thee: every male among you shall be circumcised.
Bible in Basic English (BBE) And this is the agreement which you are to keep with me, you and your seed after you: every male among you is to undergo circumcision.
Darby English Bible (DBY) This is my covenant which ye shall keep, between me and you and thy seed after thee -- that every male among you be circumcised.
Webster's Bible (WBT) This is my covenant, which ye shall keep between me and you, and thy seed after thee; Every male-child among you shall be circumcised.
World English Bible (WEB) This is my covenant, which you shall keep, between me and you and your seed after you. Every male among you shall be circumcised.
Young's Literal Translation (YLT) this `is' My covenant which ye keep between Me and you, and thy seed after thee: Every male of you `is' to be circumcised;
Read Full Chapter :
Genesis 17
Cross Reference
ରେରିତମାନଙ୍କ କାର୍ଯ୍ୟର ବିବରଣ 7:8
ଏହିପରି ପରମେଶ୍ବର ଅବ୍ରହାମଙ୍କୁ ଏହି ଚୁକ୍ତି ପାଇଁ ସୁନ୍ନତର ଚ଼ିହ୍ନ ପ୍ରଦାନ କଲେ। ସେ ୟିସ୍ହାକଙ୍କର ପିତା ହେଲେ। ୟିସ୍ହାକଙ୍କ ଜନ୍ମର ଅଷ୍ଟମଦିନ ଅବ୍ରାହାମ ତାହାଙ୍କର ସୁନ୍ନତ କଲେ ଓ ୟିସ୍ହାକ ତାହାଙ୍କର ପୁତ୍ର ଯାକୁବର ସୁନ୍ନତ କଲେ। ପୁଣି ଯାକୁବ ତାହାଙ୍କ ବାରଜଣ ପୁତ୍ରଙ୍କର ସୁନ୍ନତ କଲେ, ଏହି ପୁତ୍ରମାନେ ଆମ୍ଭ ଗୋଷ୍ଠୀଗୁଡ଼ିକର ପିତା ହେଲେ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:11
ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନେେ ଏକ ଭିନ୍ନ ପ୍ରକାରର ସୁନ୍ନତ ହାଇେଛ। ଏହି ସୁନ୍ନତ କୌଣସି ମଣିଷର ହାତ କରି ନାହିଁ। ଅର୍ଥାତ୍ ତୁମ୍ଭମାନଙ୍କୁ ତୁମ୍ଭର ପାପପୂର୍ଣ୍ଣ ଶକ୍ତିରୁ ମୁକ୍ତ କରାଯାଇଛି। ଖ୍ରୀଷ୍ଟ ଏହିଭଳି ସୁନ୍ନତ କରନ୍ତି।
ଯାତ୍ରା ପୁସ୍ତକ 4:25
କିନ୍ତୁ ସିପ୍ପୋରା ଏକ ତିକ୍ଷ୍ଣ ଅସ୍ତ୍ରଧରି ଆପଣା ପୁତ୍ରକୁ ସୁନ୍ନତ କଲା ଏବଂ ସହେି ଚର୍ମଟି ତାଙ୍କ ଚରଣ ତଳେ ପକାଇ କହିଲା, ତୁମ୍ଭେ ମାହେର ରକ୍ତ ରଂଜିତ ସ୍ବାମୀ।
ଯାତ୍ରା ପୁସ୍ତକ 12:48
ଯଦି କୌଣସି ବିଦେଶି ତୁମ୍ଭମାନଙ୍କ ସହିତ ବାସ କରୁଥାଏ ଏବଂ ଯଦି ସେ ଚାହିଁବ ନିସ୍ତାର ପର୍ବ ରେ ଭାଗନବୋ ପାଇଁ ତବେେ ତାକୁ ସୁନ୍ନତ ହବୋକୁ ପଡିବ। ତା'ପରେ ସେ ଇଶ୍ରାୟେଲୀୟମାନଙ୍କ ସହିତ ସମାନ ହବେ। ଏହାପରେ ସେ ତୁମ୍ଭ ସହିତ ଭୋଜନ କରିପାରିବ। ଯଦି ଜଣେ ସୁନ୍ନତ ହାଇନେଥିବ ତବେେ ସେ ନିସ୍ତାରପର୍ବ ପାଳନ କରିପାରିବ ନାହିଁ କି ନିସ୍ତାର ଖାଦ୍ୟ ଖାଇପାରିବ ନାହିଁ।
ଦିତୀୟ ବିବରଣ 10:16
ଏଥିପାଇଁ ତୁମ୍ଭମାନେେ ହୃଦଯର ସକ୍ସ୍ଟନ୍ନତ ହବୋ ଉଚିତ୍ ଏବଂ ଆଉ ଅଧିକ ଜୀଦ୍ଖୋର ହବୋ ଉଚିତ୍ ନକ୍ସ୍ଟହଁ।
ଦିତୀୟ ବିବରଣ 30:6
ତୁମ୍ଭମାନେେ ଯେପରି ଆପଣାର ସମସ୍ତ ପ୍ରାଣ ଓ ସମସ୍ତ ହୃଦଯ ସହିତ ପରମେଶଓରଙ୍କୁ ପ୍ ରମେ କରିବ। ଏଥିପାଇଁ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ହୃଦଯ ଓ ତକ୍ସ୍ଟମ୍ଭ ବଂଶର ହୃଦଯ ସକ୍ସ୍ଟନ୍ନତ କରିବେ। ତହିଁରେ ତୁମ୍ଭେ ବଞ୍ଚିବ।
ଯିହୋଶୂୟ 5:2
ସହେି ସମୟରେ, ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ କହିଲେ, ତୁମ୍ଭେ ଶିଳାର ଛକ୍ସ୍ଟରିମାନ ତିଆରି କରି ଆଉ ଥରେ ଇଶ୍ରାୟେଲ ସନ୍ତାନଗଣକକ୍ସ୍ଟ ସକ୍ସ୍ଟନ୍ନତ କର।
ଯିହୋଶୂୟ 5:4
ଯିହାଶୂେୟ ସକ୍ସ୍ଟନ୍ନତ କରାଇବାର କାରଣ ଏହି, ମିଶରରକ୍ସ୍ଟ ବାହାରି ଆସିବା ପରେ ଇଶ୍ରାୟେଲର ସମସ୍ତ ଲୋକ ୟାତ୍ରା କରୁଥିବା ବେଳେ ମରକ୍ସ୍ଟଭୂମିରେ ମୃତକ୍ସ୍ଟ୍ଯବରଣ କଲେ। ସମାନେେ ସମସ୍ତେ ଯୋଦ୍ଧା ଥିଲେ ଓ ସକ୍ସ୍ଟନ୍ନତ ହାଇେଥିଲେ।
ଯିରିମିୟ 4:4
ହେ ଯିହୁଦା ଓ ୟିରୁଶାଲମର ନିବାସୀଗଣ, ତୁମ୍ଭମାନେେ ସଦାପ୍ରଭୁଙ୍କ ପାଇଁ ନିଜକୁ ସୁନ୍ନତ କର। ତୁମ୍ଭମାନଙ୍କର ହୃଦଯରୁ ଆବିଳତାକୁ ଦୂର କର। ତା' ନ ହେଲେ ତୁମ୍ଭମାନଙ୍କର ଦୁଷ୍କର୍ମ ଯୋଗୁଁ ଆମ୍ଭର କୋରଧ ଅଗ୍ନିତୁଲ୍ଯ ପ୍ରଜ୍ବଳିତ ହବେ। ଓ ସହେି କୋର୍ଧାଗ୍ନି ରେ ତୁମ୍ଭମାନେେ ଭସ୍ମୀଭୂତ ହବେ। କହେି ତାହାକୁ ଲିଭାଇ ପାରିବା ପାଇଁ ସକ୍ଷମ ହବେ ନାହିଁ।
ଯିରିମିୟ 9:25
ସଦାପ୍ରଭୁ କହନ୍ତି ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସମାନଙ୍କେର ଅସୁନ୍ନତ ଅନୁସାରେ ଦଣ୍ଡ ଦବୋ, ଏପରି ସମୟ ଆସୁଅଛି।
ଯୋହନଲିଖିତ ସୁସମାଚାର 7:22
ମାଶାେ ତୁମ୍ଭକୁ ସୁନ୍ନତ ବିଧି ପାଳନ କରିବା ପାଇଁ ନିୟମ ଦେଲେ, (କିନ୍ତୁ ପ୍ରକୃତ ରେ ମାଶାେ ତୁମ୍ଭକୁ ସୁନ୍ନତ ବିଷୟ ଦଇେ ନାହାଁନ୍ତି। ଏହାତ ମାଶାଙ୍କେ ପୂର୍ବରୁ ଥିବା ଲୋକମାନଙ୍କ ପାଖରୁ ଆସିଛି)। ତେଣୁ ତୁମ୍ଭେ େ ବେଳବେଳେ ବିଶ୍ରାମବାର ଦିନ ଗୋଟିଏ ବାଳକକୁ ସୁନ୍ନତ କରିଥାଅ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:28
ଜଣେ କବଳେ ଶରୀର ରେ ଯିହୂଦୀ, କିନ୍ତୁ ପ୍ରକୃତ ରେ ଯିହୂଦୀ ନୁହେଁ। ପ୍ରକୃତ ସୁନ୍ନତ କବଳେ ବାହାର ଶରୀର ରେ ନୁହେଁ।
ଆଦି ପୁସ୍ତକ 17:11
ତୁମ୍ଭମାନେେ ନିଶ୍ଚଯ ସୁନ୍ନତ ହବେ। ଏହା ତୁମ୍ଭମାନଙ୍କର ନିଯମର ଚିହ୍ନ ହବେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:28
ଏହାର କାରଣ ହେଲା ଜଣେ ଲୋକ ବ୍ଯବସ୍ଥା ପାଳନ କରିବା ଦ୍ବାରା ନୁହେଁ ବରଂ ବିଶ୍ବାସ ଦ୍ବାରା ପରମେଶ୍ବରଙ୍କ ପ୍ରତି ଧାର୍ମିକ ଗଣିତ ହୁଏ। ଏ କଥା ରେ ଆମ୍ଭେ ବିଶ୍ବାସ କରୁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:30
ପରମେଶ୍ବର ହେଉଛନ୍ତି ମାତ୍ର ଜଣେ, ସେ ଯିହୂଦୀ ମାନଙ୍କୁ ସମାନଙ୍କେ ବିଶ୍ବାସ ଆଧାର ରେ ତାହାଙ୍କ ସହିତ ଧାର୍ମିକ କରିବେ। ଅଣଯିହୂଦୀମାନଙ୍କୁ ମଧ୍ଯ ସମାନଙ୍କେର ବିଶ୍ବାସ ପାଇଁ ସେ ଧାର୍ମିକ କରିବେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:9
ତବେେ ଏହି ଖୁସି କଣ କବଳେ ସୁନ୍ନତ ହାଇେଥିବା ଯିହୂଦୀମାନଙ୍କ ପାଇଁ ଅଟେ? ବା ଯେଉଁ ଅଣଯିହୂଦୀମାନେ ସୁନ୍ନତ ହାଇେ ନାହାଁନ୍ତି ସମାନଙ୍କେ ପାଇଁ ମଧ୍ଯ ଅଟେ? ଆମ୍ଭେ କହି ସାରିଛୁ ଯେ, ପରମେଶ୍ବର ଅବ୍ରାହାମଙ୍କ ବିଶ୍ବାସକୁ ଗ୍ରହଣ କଲେ ଓ ସହେି ବିଶ୍ବାସ ଅବ୍ରାହାମକୁ ତାଙ୍କ ପ୍ରତି ଧାର୍ମିକ କଲା।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:18
ପରମେଶ୍ବରଙ୍କ ଆହ୍ବାନ ପାଇବା ପୂର୍ବରୁ ଯଦି କାହାର ସୁନ୍ନତ ହାଇେ ଯାଇଛି, ସେ ତାହା ପରିବର୍ତ୍ତନ କରିବା ଉଚିତ ନୁହେଁ। ଯଦି ଜଣେ ଆହ୍ବାନ ପାଇବା ବେଳେ ସୁନ୍ନତ ହାଇେ ନାହିଁ, ତା'ର ମଧ୍ଯ ସୁନ୍ନତ ହବୋ ଉଚିତ୍ ନୁହେଁ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:28
ଅତଏବ ଖ୍ରୀଷ୍ଟଙ୍କଠା ରେ ତୁମ୍ଭେ ସମସ୍ତେ ଏକ ହାଇେଥିବା କାରଣରୁ ଯିହୂଦୀ ଓ ଗ୍ରୀକ୍, ଦାସ ଓ ସ୍ବାଧୀନଲୋକ, ପୁରୁଷ ଓ ମହିଳା କାହାରି ଭିତ ରେ କୌଣସି ଭଦେ ରହିଲା ନାହିଁ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:3
ମୁଁ ପୁଣି ଥରେ ସମସ୍ତଙ୍କୁ ସତର୍କ କରାଇ ଦେଉଛି : ଯଦି ଜଣେ କହେି ସୁନ୍ନତକୁ ଗ୍ରହଣ କରିବ, ତା' ହେଲେ ସେ ସମ୍ପୂର୍ଣ୍ଣ ଭାବରେ ବ୍ଯବସ୍ଥା ପାଳନ କରିବାକୁ ବାଧ୍ଯ ହବେ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:12
କେତକେ ଲୋକ ତୁମ୍ଭମାନଙ୍କୁ ସୁନ୍ନତ ହବୋ ପାଇଁ ବାଧ୍ଯ କରୁଛନ୍ତି। ଯିହୂଦୀମାନେ ଯେପରି ସମାନଙ୍କେୁ ଗ୍ରହଣ କରିପାରନ୍ତି, ସେଥିପାଇଁ ଏହା କରୁଛନ୍ତି। ଖ୍ରୀଷ୍ଟଙ୍କ କ୍ରୁଶ ପାଇଁ କାଳେ ସମାନଙ୍କେୁ ନିର୍ୟ୍ଯାତନା ସହିବାକୁ ହବେ, ସେଥିପାଇଁ ସମାନେେ ଭୟ କରୁଛନ୍ତି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:11
ତୁମ୍ଭମାନେେ ଅଣଯିହୂଦୀରୂପେ ଜନ୍ମ ଗ୍ରହଣ କରିଥିଲ। ତୁମ୍ଭମାନଙ୍କୁ ଯିହୂଦୀମାନେ ଅସୁନ୍ନତ ବୋଲି କହନ୍ତି। ସମାନେେ ନିଜକୁ ସୁନ୍ନତ281 ବୋଲି କହନ୍ତି। ଏହା ଏକ କାର୍ୟ୍ଯ, ଯାହାକୁ କି ସମାନେେ ନିଜ ଶରୀର ଉପରେ କରିଥାନ୍ତି।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:3
କିନ୍ତୁ ଆମ୍ଭମାନେେ ପ୍ରକୃତ ରେ ସୁନ୍ନତ ହାଇେଥିବା ଲୋକ ଅଟୁ। ଆମ୍ଭେ ଆତ୍ମା ଦ୍ବାରା ପରମେଶ୍ବରଙ୍କର ସବୋ କରୁ। ଆମ୍ଭେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଗର୍ବ କରୁ। ଆମ୍ଭେ ନିଜେ କିଛି କରି ପାରିବା ବୋଲି ନିଜ ଉପରେ ନିର୍ଭର କରୁ ନାହୁଁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:25
ଲୋକମାନଙ୍କୁ ବିଶ୍ବାସ ଜରିଆ ରେ, ପାପରୁ କ୍ଷମା କରିବା ଉଦ୍ଦେଶ୍ଯ ରେ ପରମେଶ୍ବର ଯୀଶୁଙ୍କୁ ପଥ ଭାବରେ ଦଇେଥିଲେ। ଯୀଶୁଙ୍କ ରକ୍ତ ବା ମୃତ୍ଯୁ ଦ୍ବାରା ପରମେଶ୍ବର କ୍ଷମା କରନ୍ତି। ଯୀଶୁଙ୍କୁ ଦବୋ ଦ୍ବାରା ଏହା ପ୍ରମାଣିତ କରେ ଯେ ପରମେଶ୍ବର ସର୍ବଦା ନ୍ଯାୟ କରନ୍ତି।
ଆଦି ପୁସ୍ତକ 34:15
କିନ୍ତୁ ଆମ୍ଭେ ଆମ୍ଭ ଭଉଣୀ ସହିତ ତୁମ୍ଭକୁ ବିବାହ ଦବେୁ ଯଦି ତୁମ୍ଭେ ଓ ତୁମ୍ଭ ସହରର ପ୍ରେତ୍ୟକକ ଲୋକ ଆମ୍ଭମାନଙ୍କ ପରି ସୁନ୍ନତ ହବେ।