Genesis 35
1 ପରମେଶ୍ବର ଯାକୁବକୁ କହିଲେ, ବୈଥଲକେୁ ୟାଅ, ସଠାେରେ ବାସକର ଏବଂ ସଠାେରେ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ବଳି ଉତ୍ସର୍ଗ କରିବା ପାଇଁ ଏକ ୟଜ୍ଞବଦେୀ ସ୍ଥାପନ କର। ୟିଏ ତୁମ୍ଭ ଭାଇ ଏଷୌଠାରୁ ତୁମ୍ଭର ପଳାଯନ ବେଳେ ଆର୍ବିଭାବ ହାଇେଥିଲେ।
2 ତେଣୁ ଯାକୁବ ତା'ର ପରିବାର ଓ ତା'ର ଦାସମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିକଟରେ ଯେ ସବୁ ବିଦେଶୀଯ ଦବେତାଗଣ ଅଛନ୍ତି ସମାନଙ୍କେୁ ଦୂରକର, ନିଜ ନିଜକୁ ଶୁଚିକର ଏବଂ ବସ୍ତ୍ର ପରି ପରିବର୍ତ୍ତନ କର।
3 ଆମ୍ଭମାନେେ ଏହି ସ୍ଥାନ ପରିତ୍ଯାଗ କରି ବୈଥଲକେୁ ୟିବା। ମୁଁ ସଠାେରେ ଏକ ୟଜ୍ଞବଦେୀ ନିର୍ମାଣ କରିବି ଏବଂ ତାହା ପରମେଶ୍ବରଙ୍କୁ ଉତ୍ସର୍ଗ କରିବି ୟିଏ ମାରେଅସୁବିଧା ସମୟରେ ମାେତେ ଦୟା କରିଛନ୍ତି, ଯେଉଁଠାକୁ ମୁଁ ଗଲି ପରମେଶ୍ବର ମାେ ସହିତ ରହି ଆସିଛନ୍ତି।
4 ତେଣୁ ସମସ୍ତ ଲୋକେ ସମାନଙ୍କେର ମୂର୍ତ୍ତିଗୁଡ଼ିକୁ ଯାକୁବକୁ ଦେଲେ। ସମାନେେ ମଧ୍ଯ ତାଙ୍କର କର୍ଣ୍ଣକୁଣ୍ଡଳ ସମସ୍ତ ୟାକବକୁ ଦେଲେ। ଯାକୁବ ସଗେୁଡ଼ିକ ନଇେ ଶିଖିମ ନିକଟବର୍ତ୍ତୀ ଆଲୋନ ବୃକ୍ଷ ମୂଳେ ପୋତି ଦେଲେ।
5 ଯାକୁବ ଏବଂ ତାଙ୍କର ପରିବାର ସହେି ସ୍ଥାନ ପରିତ୍ଯାଗ କଲେ। ସହେି ନଗରର ଚତୁଃପାଶର୍ବର ଲୋକମାନେ ସମାନଙ୍କେୁ ବହୁତ ଭୟ କରୁଥିଲେ। ସହେି ଯେଉଁ ଲୋକମାନେ ତାଙ୍କର ପୁତ୍ରମାନଙ୍କୁ ଅନୁସରଣ ଏବଂ ହତ୍ଯା କରିବାକୁ ଅପେକ୍ଷା କରିଥିଲେ, ଏଥିରୁ କ୍ଷାନ୍ତ ହେଲେ।
6 ତେଣୁ ଯାକୁବ ଏବଂ ତାଙ୍କର ଲୋକମାନେ ୟାଇ ଲୃସ୍ ରେ ପହନ୍ଚିଲେ। ଲୃସ୍ ଯାହାର ବର୍ତ୍ତମାନର ନାମ ବୌଥଲେ। ଏହା କିଣାନ ଦେଶ ରେ ଅବସ୍ଥିତ।
7 ଯାକୁବ ୟଜ୍ଞବଦେୀ ନିର୍ମାଣ କଲେ। ଯାକୁବ ସହେି ସ୍ଥାନର ନାମ ଦେଲେ ଏଲ୍-ବୈଥେଲ୍। ଯାକୁବ ଏପରି ନାମ ସ୍ଥିର କଲେ କାରଣ ସହେି ସ୍ଥାନ ରେ ପରମେଶ୍ବର ତାଙ୍କୁ ପ୍ରଥମେ ଦଖାେ ଦଇେଥିଲେ। ଯେତବେେଳେ ସେ ତାଙ୍କ ଭାଇଙ୍କ ନିକଟରୁ ଦୌଡ଼ି ପଳାଉଥିଲେ।
8 ସହେି ସ୍ଥାନ ରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ଯୁ ହେଲା ଏବଂ ତାକୁ ବୈଥଲରେ ଅଧଃସ୍ଥିତ ଆଲୋନ ବୃକ୍ଷମୂଳେ କବର ଦିଆଗଲା। ତେଣୁ ସହେି ସ୍ଥାନର ନାମ ଆଲୋନ-ବାଖୁତ୍ ହେଲା।
1 And God said unto Jacob, Arise, go up to Beth-el, and dwell there: and make there an altar unto God, that appeared unto thee when thou fleddest from the face of Esau thy brother.
2 Then Jacob said unto his household, and to all that were with him, Put away the strange gods that are among you, and be clean, and change your garments:
3 And let us arise, and go up to Beth-el; and I will make there an altar unto God, who answered me in the day of my distress, and was with me in the way which I went.
4 And they gave unto Jacob all the strange gods which were in their hand, and all their earrings which were in their ears; and Jacob hid them under the oak which was by Shechem.
5 And they journeyed: and the terror of God was upon the cities that were round about them, and they did not pursue after the sons of Jacob.
6 So Jacob came to Luz, which is in the land of Canaan, that is, Beth-el, he and all the people that were with him.
7 And he built there an altar, and called the place El-beth-el: because there God appeared unto him, when he fled from the face of his brother.
8 But Deborah Rebekah’s nurse died, and she was buried beneath Beth-el under an oak: and the name of it was called Allon-bachuth.
Genesis 35 in Tamil and English
1 ପରମେଶ୍ବର ଯାକୁବକୁ କହିଲେ, ବୈଥଲକେୁ ୟାଅ, ସଠାେରେ ବାସକର ଏବଂ ସଠାେରେ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ବଳି ଉତ୍ସର୍ଗ କରିବା ପାଇଁ ଏକ ୟଜ୍ଞବଦେୀ ସ୍ଥାପନ କର। ୟିଏ ତୁମ୍ଭ ଭାଇ ଏଷୌଠାରୁ ତୁମ୍ଭର ପଳାଯନ ବେଳେ ଆର୍ବିଭାବ ହାଇେଥିଲେ।
And God said unto Jacob, Arise, go up to Beth-el, and dwell there: and make there an altar unto God, that appeared unto thee when thou fleddest from the face of Esau thy brother.
2 ତେଣୁ ଯାକୁବ ତା'ର ପରିବାର ଓ ତା'ର ଦାସମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିକଟରେ ଯେ ସବୁ ବିଦେଶୀଯ ଦବେତାଗଣ ଅଛନ୍ତି ସମାନଙ୍କେୁ ଦୂରକର, ନିଜ ନିଜକୁ ଶୁଚିକର ଏବଂ ବସ୍ତ୍ର ପରି ପରିବର୍ତ୍ତନ କର।
Then Jacob said unto his household, and to all that were with him, Put away the strange gods that are among you, and be clean, and change your garments:
3 ଆମ୍ଭମାନେେ ଏହି ସ୍ଥାନ ପରିତ୍ଯାଗ କରି ବୈଥଲକେୁ ୟିବା। ମୁଁ ସଠାେରେ ଏକ ୟଜ୍ଞବଦେୀ ନିର୍ମାଣ କରିବି ଏବଂ ତାହା ପରମେଶ୍ବରଙ୍କୁ ଉତ୍ସର୍ଗ କରିବି ୟିଏ ମାରେଅସୁବିଧା ସମୟରେ ମାେତେ ଦୟା କରିଛନ୍ତି, ଯେଉଁଠାକୁ ମୁଁ ଗଲି ପରମେଶ୍ବର ମାେ ସହିତ ରହି ଆସିଛନ୍ତି।
And let us arise, and go up to Beth-el; and I will make there an altar unto God, who answered me in the day of my distress, and was with me in the way which I went.
4 ତେଣୁ ସମସ୍ତ ଲୋକେ ସମାନଙ୍କେର ମୂର୍ତ୍ତିଗୁଡ଼ିକୁ ଯାକୁବକୁ ଦେଲେ। ସମାନେେ ମଧ୍ଯ ତାଙ୍କର କର୍ଣ୍ଣକୁଣ୍ଡଳ ସମସ୍ତ ୟାକବକୁ ଦେଲେ। ଯାକୁବ ସଗେୁଡ଼ିକ ନଇେ ଶିଖିମ ନିକଟବର୍ତ୍ତୀ ଆଲୋନ ବୃକ୍ଷ ମୂଳେ ପୋତି ଦେଲେ।
And they gave unto Jacob all the strange gods which were in their hand, and all their earrings which were in their ears; and Jacob hid them under the oak which was by Shechem.
5 ଯାକୁବ ଏବଂ ତାଙ୍କର ପରିବାର ସହେି ସ୍ଥାନ ପରିତ୍ଯାଗ କଲେ। ସହେି ନଗରର ଚତୁଃପାଶର୍ବର ଲୋକମାନେ ସମାନଙ୍କେୁ ବହୁତ ଭୟ କରୁଥିଲେ। ସହେି ଯେଉଁ ଲୋକମାନେ ତାଙ୍କର ପୁତ୍ରମାନଙ୍କୁ ଅନୁସରଣ ଏବଂ ହତ୍ଯା କରିବାକୁ ଅପେକ୍ଷା କରିଥିଲେ, ଏଥିରୁ କ୍ଷାନ୍ତ ହେଲେ।
And they journeyed: and the terror of God was upon the cities that were round about them, and they did not pursue after the sons of Jacob.
6 ତେଣୁ ଯାକୁବ ଏବଂ ତାଙ୍କର ଲୋକମାନେ ୟାଇ ଲୃସ୍ ରେ ପହନ୍ଚିଲେ। ଲୃସ୍ ଯାହାର ବର୍ତ୍ତମାନର ନାମ ବୌଥଲେ। ଏହା କିଣାନ ଦେଶ ରେ ଅବସ୍ଥିତ।
So Jacob came to Luz, which is in the land of Canaan, that is, Beth-el, he and all the people that were with him.
7 ଯାକୁବ ୟଜ୍ଞବଦେୀ ନିର୍ମାଣ କଲେ। ଯାକୁବ ସହେି ସ୍ଥାନର ନାମ ଦେଲେ ଏଲ୍-ବୈଥେଲ୍। ଯାକୁବ ଏପରି ନାମ ସ୍ଥିର କଲେ କାରଣ ସହେି ସ୍ଥାନ ରେ ପରମେଶ୍ବର ତାଙ୍କୁ ପ୍ରଥମେ ଦଖାେ ଦଇେଥିଲେ। ଯେତବେେଳେ ସେ ତାଙ୍କ ଭାଇଙ୍କ ନିକଟରୁ ଦୌଡ଼ି ପଳାଉଥିଲେ।
And he built there an altar, and called the place El-beth-el: because there God appeared unto him, when he fled from the face of his brother.
8 ସହେି ସ୍ଥାନ ରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ଯୁ ହେଲା ଏବଂ ତାକୁ ବୈଥଲରେ ଅଧଃସ୍ଥିତ ଆଲୋନ ବୃକ୍ଷମୂଳେ କବର ଦିଆଗଲା। ତେଣୁ ସହେି ସ୍ଥାନର ନାମ ଆଲୋନ-ବାଖୁତ୍ ହେଲା।
But Deborah Rebekah’s nurse died, and she was buried beneath Beth-el under an oak: and the name of it was called Allon-bachuth.