Genesis 40

fullscreen16 ପ୍ରଧାନ ରୋଟୀ ବନଇବୋ ବ୍ଯକ୍ତି ଦେଖିଲା ଅନ୍ୟ ଭୃତ୍ଯର ସ୍ବପ୍ନର ଉତ୍ତର ଅର୍ଥ ଥିଲା। ତେଣୁ ସୂପକାର ଯୋଷଫେକୁ କହିଲା, ମୁଁ ମଧ୍ଯ ଏକ ସ୍ବପ୍ନ ଦେଖିଲି। ମାରେ ସ୍ବପ୍ନ ରେ ମାେ ମସ୍ତକ ଉପରେ ତିନୋଟି ଶୀଷା ଡ଼ାଲା ଥିଲା।

fullscreen17 ସ୍ବର୍ଗ ଉପରେ ଡ଼ାଲା ରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ସକୋ ହବୋ ଜିନିଷ ଥିଲା। ଆଉ ପକ୍ଷୀଗଣ ଆସି ମାେ ମସ୍ତକର ଡ଼ାଲାରୁ ତାହା ଖାଇଲେ।

fullscreen18 ଯୋଷଫେ ଉତ୍ତର କଲେ, ଏହି ତିନି ଡ଼ାଲାର ଅର୍ଥ ତିନିଦିନ।

fullscreen19 ତିନିଦିନ ମଧିଅରେ ଫାରୋ ତୁମ୍ଭ ଗାତ୍ରରୁ ତୁମ୍ଭ ମସ୍ତକ ଉଠାଇ ତୁମ୍ଭକୁ ବୃକ୍ଷ ଉପରେ ଟଙ୍ଗାଇବେ। ପୁଣି ପକ୍ଷୀଗଣ ଆସି ତୁମ୍ଭ ଗାତ୍ରରୁ ତୁମ୍ଭ ମାଂସ ଖାଇବେ।

16 When the chief baker saw that the interpretation was good, he said unto Joseph, I also was in my dream, and, behold, I had three white baskets on my head:

17 And in the uppermost basket there was of all manner of bakemeats for Pharaoh; and the birds did eat them out of the basket upon my head.

18 And Joseph answered and said, This is the interpretation thereof: The three baskets are three days:

19 Yet within three days shall Pharaoh lift up thy head from off thee, and shall hang thee on a tree; and the birds shall eat thy flesh from off thee.

Genesis 40 in Tamil and English

16 ପ୍ରଧାନ ରୋଟୀ ବନଇବୋ ବ୍ଯକ୍ତି ଦେଖିଲା ଅନ୍ୟ ଭୃତ୍ଯର ସ୍ବପ୍ନର ଉତ୍ତର ଅର୍ଥ ଥିଲା। ତେଣୁ ସୂପକାର ଯୋଷଫେକୁ କହିଲା, ମୁଁ ମଧ୍ଯ ଏକ ସ୍ବପ୍ନ ଦେଖିଲି। ମାରେ ସ୍ବପ୍ନ ରେ ମାେ ମସ୍ତକ ଉପରେ ତିନୋଟି ଶୀଷା ଡ଼ାଲା ଥିଲା।
When the chief baker saw that the interpretation was good, he said unto Joseph, I also was in my dream, and, behold, I had three white baskets on my head:

17 ସ୍ବର୍ଗ ଉପରେ ଡ଼ାଲା ରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ସକୋ ହବୋ ଜିନିଷ ଥିଲା। ଆଉ ପକ୍ଷୀଗଣ ଆସି ମାେ ମସ୍ତକର ଡ଼ାଲାରୁ ତାହା ଖାଇଲେ।
And in the uppermost basket there was of all manner of bakemeats for Pharaoh; and the birds did eat them out of the basket upon my head.

18 ଯୋଷଫେ ଉତ୍ତର କଲେ, ଏହି ତିନି ଡ଼ାଲାର ଅର୍ଥ ତିନିଦିନ।
And Joseph answered and said, This is the interpretation thereof: The three baskets are three days:

19 ତିନିଦିନ ମଧିଅରେ ଫାରୋ ତୁମ୍ଭ ଗାତ୍ରରୁ ତୁମ୍ଭ ମସ୍ତକ ଉଠାଇ ତୁମ୍ଭକୁ ବୃକ୍ଷ ଉପରେ ଟଙ୍ଗାଇବେ। ପୁଣି ପକ୍ଷୀଗଣ ଆସି ତୁମ୍ଭ ଗାତ୍ରରୁ ତୁମ୍ଭ ମାଂସ ଖାଇବେ।
Yet within three days shall Pharaoh lift up thy head from off thee, and shall hang thee on a tree; and the birds shall eat thy flesh from off thee.